• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

planting trees
ଗ୍ରୀନ୍‌ ମ୍ୟାନ୍‌ ଦିନବନ୍ଧୁ: ୫୦ ବର୍ଷ ଧରି ଲଗାଉଛନ୍ତି ଗଛ...

ପେଶା ତାଙ୍କର ଚାଷ, ହେଲେ ନିଶା ହେଉଛି ବୃକ୍ଷ ରୋପଣ । ପିଲାଟି ଦିନରୁ ଦୀନବନ୍ଧୁଙ୍କର ବୃକ୍ଷପ୍ରତି ଅହେତୁକ ଭଲପାଇବା ପାଇଁ ଆଜି ସେ ଗ୍ରୀନ ମ୍ୟାନ ନାଁରେ ବେଶ୍‌ ପରିଚିତ ହୋଇଛନ୍ତି । 

 Puri Srimandir
ଲାଇଟ୍‌ ଖୋଲିନେଉଛି ଠିକା କମ୍ପାନୀ; ଅନ୍ଧାର ହୋଇଯିବ ବଡଦେଉଳ !

ବଡଦେଉଳକୁ ସିଧାସଳଖ ଫୋକସ ଲାଇଟ୍‌ରେ ଆଲୋକୀକରଣ କରୁଥିବା ବଡ ବଡ ହାଥମାକ୍ସ ଲାଇଟ୍ ଖୋଲି ନେଇଯାଇଛି ଇଭେଣ୍ଟ କମ୍ପାନୀ। ଯାହାଫଳରେ ଅନ୍ଧାରରେ ବଡଦେଉଳ !

Lord Jagannath
ପାଣ୍ଡିଆନଙ୍କ ପାଇଁ ଘୁଞ୍ଚିଯାଉଥିଲା ମହାପ୍ରଭୁଙ୍କ ନୀତିକାନ୍ତି !

କାହିଁକି ପାଣ୍ଡିଆନଙ୍କ ପାଇଁ ବିଳମ୍ବ ହେଉଥିଲା ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନୀତିକାନ୍ତି ? ଶ୍ରୀମନ୍ଦିରକୁ ପାଣ୍ଡିଆନ ଯିବାବେଳେ କାଳେ ୧୦ ମିନିଟ ଘୁଞ୍ଚିଯାଉଥିଲା ଚତୁର୍ଦ୍ଧାମୂର୍ତ୍ତିଙ୍କ ମଙ୍ଗଳ ଆଳତି । 

Weather Update
ପ୍ରଚଣ୍ତ ଗ୍ରୀଷ୍ମ ପ୍ରବାହ ସହ ଝଡ଼ ତୋଫାନ ସତର୍କତା, ୨ରୁ ୩ ଡିଗ୍ରୀ ବଢିବ ତାପମାତ୍ରା

ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ସାଙ୍ଗକୁ ଝଡ଼ ତୋଫାନ ସତର୍କତା । ଆଗାମୀ ୩ ଦିନ ଯାଏ ରାଜ୍ୟରେ ୨ରୁ ୩ ଡିଗ୍ରୀ ଯାଏ ବୃଦ୍ଧି ପାଇବ ଦିନ ତାପମାତ୍ରା । ଗରମ ସହ ଗୁଳୁଗୁଳିରେ ବି ସନ୍ତୁଳି ହେବେ ରାଜ୍ୟବାସୀ ।

Naxals
ଲାଲବାହିନୀ ଉପରେ ପୁଣି ହମଲା, ଏନକାଉଣ୍ଟରରେ ଟଳିଲେ ୫ ନକ୍ସଲ

ଓଡ଼ିଶା ସୀମାନ୍ତ ଛତିଶଗଡ଼ରେ ଲାଲବାହିନୀ ଉପରେ ପୁଣି ହମଲା । ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଟଳିଲେ ୫ ଜଣ ନକ୍ସଲ । ଘଟଣା ଘଟିଛି, ଛତିଶଗଡ଼ ଦନ୍ତେୱାଡ଼ା-ନାରାୟଣପୁର ସୀମାନ୍ତରେ ।

Panchang
Panchang Today 8th June 2024: ଆଜିର ପଞ୍ଚାଙ୍ଗ, ଶୁଭ ସମୟ ଦେଖି ଘରେ କରନ୍ତୁ ଶୁଭ କାର୍ଯ୍ୟ

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୦୮ ଶନିବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୨ୟା ଦିବା ୦୩.୫୫ ଗତେ ୩ୟା ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୩.୫୫ ଗତେ ୦୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୭.୪୩ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ

Odisha Election
ମୁଖ୍ୟମନ୍ତ୍ରୀ ରେସ୍‌ରେ ଆଗରେ କିଏ ? କିଏ ସମ୍ଭାଳିବ ଓଡ଼ିଶାର ଶାସନ ଭାର?

କିଏ ହେବେ ଓଡିଶାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ? ଦିଲ୍ଲୀ ବୈଠକ ଉପରେ ସାରା ଓଡିଶାର ନଜର । ଏନେଇ ଦିଲ୍ଲୀରେ ବିଜେପିର ସଂସଦୀୟ ବୋର୍ଡ ବୈଠକ ବସିବ। ଏହା ସହ ମୁଖ୍ୟମନ୍ତ୍ରୀ ଚୟନ ପାଇଁ କେନ୍ଦ୍ର ପର୍ଯ୍ୟବେକ୍ଷକ ମଧ୍ୟ ନିଯୁକ୍ତ କରିବ ଦଳ ।

Accident
ଯାଜପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଚାଲିଗଲା ଦୁଇ ଜୀବନ

ଯାଜପୁର ବଡ଼ଚଣା ଥାନା କଡେଇଛକରେ ଯାତ୍ରୀବାହୀ ବସ୍ ଦୁର୍ଘଟଣା ଗସ୍ତ । ଏକ ସିମେଣ୍ଟ ବୋଝେଇ ଟ୍ରକକୁ ଧକ୍କା ଦେବା ଫଳରେ ବସର କଣ୍ତକ୍ଟର ଓ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି ।

breaking news
ସଂକ୍ଷେପରେ ଆଜିର ତାଜା ଖବର - Saturday, 08 June 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।

  • Saturday, 08 June 2024
BJP aims to complete unfinished work
ଓଡ଼ିଶାରେ ଆସିଛି ବିଜେପି ସରକାର: ଖୋଲିବେ କି ସବୁ ବଡ଼ ଘଟଣାର ଫାଇଲ୍ ?

ବିଜେପି ସରକାର ଆସିଲେ ଖୋଲିବେ କି ରାଜ୍ୟର ସବୁ ବଡ଼ ଘଟଣାର ଫାଇଲ୍ ? ଚିଟଫଣ୍ଡ, ରତ୍ନଭଣ୍ଡାର ଚାବି, ମନ୍ତ୍ରୀ ନବ ଦାସ ଓ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟା ଘଟଣାର ତଦନ୍ତ ଗ୍ୟାରେଣ୍ଟିକୁ ନେଇ ବଢିଛି ଆଶା ।

BJD
ବିଜେଡିରେ ଏବେ ଦ୍ବିମତ ! ରାଜ୍ୟରେ ଗଡ଼ ଭୁଶୁଡ଼ିବା ପରେ ଦୁଇ ଫାଳ କି ଦଳ ?

୨୪ ବର୍ଷ ଧରି ରାଜ୍ୟରେ ନିରଙ୍କୁଶ ଶାସନ କରୁଥିବା ବିଜେଡି ପରାଜୟ ବରଣ କରିବାପରେ ଦଳରେ ଏବେ ଦ୍ବିମତ। କହିବାକୁ କଲେ ଦଳ ଏକପ୍ରକାର ଦୁଇ ଭାଗ ।

Odisha Election
କିଏ ସମ୍ଭାଳିବେ ଓଡ଼ିଶା ଶାସନ ଭାର ? ନୂଆ ନା ଅଭିଜ୍ଞ, ବଢୁଛି ଚର୍ଚ୍ଚା

ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ପାଇଁ ପ୍ରସ୍ତୁତି ଜୋରଦାର, ହେଲେ ମୁଖ୍ୟମନ୍ତ୍ରୀ ନାଁକୁ ନେଇ ଏବେ ବି ସସପେନ୍ସ । ରେସରେ ଆଗରେ କିଏ । ଆଜି ଦିଲ୍ଲୀରେ ବିଜେପି ସଂସଦୀୟ ବୋର୍ଡ ବସିବାକୁ ଥିବା ବେଳେ ଅପେକ୍ଷା ପର୍ଯ୍ୟବେକ୍ଷକଙ୍କୁ ।

Sujata R Karthikeyan
୬ ମାସ ଛୁଟିରେ ଗଲେ IAS ସୁଜାତା କାର୍ତ୍ତିକେୟନ

୬ ମାସ ଛୁଟିରେ ଗଲେ IAS ସୁଜାତା କାର୍ତ୍ତିକେୟନ । ନଭେମ୍ବର ୨୬ ତାରିଖ ଯାଏଁ ଛୁଟିରେ ଗଲେ ।  

Odisha Election
ଏକମାତ୍ର କମ୍ୟୁନିଷ୍ଟ ବିଧାୟକ, ଓଡ଼ିଶା ମାଟିରେ ଗୋଟିଏ ସ୍ଥାନରେ ଲାଲ୍ ପତାକା

ନିର୍ବାଚନ କମିଶନଙ୍କ ୱେବ୍‌ସାଇଟ୍‌ରେ ପୂରା ଓଡ଼ିଶାର ମାନଚିତ୍ର ଗେରୁଆ, ବାଇଗଣୀ ଏବଂ ଆକାଶୀ ରଙ୍ଗରେ ଭରପୂର । ହେଲେ ମାତ୍ର ଗୋଟିଏ ସ୍ଥାନରେ ଉଡୁଛି ଲାଲ ପତାକା ।

Jagannath Pradhan
ଭୁବନେଶ୍ୱର ମଧ୍ୟ ନିର୍ବାଚନମଣ୍ଡଳୀରେ କାଣ୍ଟେ କି ଟକ୍କର, ୩୭ ଭୋଟ୍‌ରେ ହାରିଲେ BJP ପ୍ରାର୍ଥୀ

ଭୁବନେଶ୍ୱର ମଧ୍ୟ ନିର୍ବାଚନମଣ୍ଡଳୀରେ କାଣ୍ଟେ କି ଟକ୍କର । ସଭିଙ୍କ ହୋସ୍ ଉଡ଼ାଇଲା ନିର୍ବାଚନ ଫଳ । ହାରୁ ହାରୁ ଜିତିଗଲା ବିଜେଡି, ଜିତୁ ଜିତୁ ହାରିଗଲା ବିଜେପି । ସଜ ସଜ ସରିଛି ୨୦୨୪ ସାଧାରଣ ନିର୍ବାଚନ ।

Prashant Jagadev
ଜଗଦ୍ଦେବଙ୍କୁ ମିଳିଲା ଜାମିନ୍, ବୁଥ୍‌ ଭଙ୍ଗାରୁଜା ଅଭିଯୋଗରେ ହୋଇଥିଲେ ଗିରଫ

ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଜାମିନ୍ । ୩ ଦିନ ପାଇଁ ଅନ୍ତରୀଣ ଜାମିନ ଦେଲେ ଏଡିଜେ-୧ ।

Laxman Bag
ନବୀନଙ୍କୁ ମାତ୍ ଦେଇ କଣ୍ଟାବାଞ୍ଜିର ରିୟଲ ହିରୋ ପାଲଟିଛନ୍ତି ଲକ୍ଷ୍ମଣ ବାଗ୍

ଆଗରୁ ୩ ଟଙ୍କାରେ କୁଲିମଜୁରୀ କରୁଥିଲେ, ଟ୍ରକ୍ ହେଲପର୍ କାମ ବି ଥିଲେ। ଆଉ ଏବେ ରାତାରାତି ପାଲଟିଯାଇଛନ୍ତି କଣ୍ଟାବାଞ୍ଜିର ରିୟଲ ହିରୋ। ମୁଖ୍ୟମନ୍ତ୍ରୀଙ୍କୁ ମାତ୍ ଦେଇ ଏବେ ଚର୍ଚ୍ଚାରେ ଲକ୍ଷ୍ମଣ ବାଗ୍।

Plus 2 Admission
ଆଜିଠୁ + ୨ ନାମଲେଖା..ଜାଣନ୍ତୁ ଆବେଦନର ଶେଷ ତାରିଖ

ମୋଟ୍ ୨ହଜାର ୨୨୧ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ ଆଡିମିଶନ କରାଯିବ। ଏଥିପାଇଁ କଳାରେ ୨ଲକ୍ଷ ୯୪ହଜାର ୮୪୦, ବିଜ୍ଞାନରେ ଲକ୍ଷେ ୬୬ ହଜାର ୯୨୯, ବାଣିଜ୍ୟରେ ୪୦ହଜାର ୧୦୪ ଓ ଧନ୍ଦାମୂଳକ ଶିକ୍ଷାରେ ୧୦ ହଜାର ୫୦୪ ସିଟ୍ ଉପଲବ୍ଧ ରହିଛି।

Puri firecracker-explosion
ପୁରୀ ବିସ୍ଫୋରଣ ଘଟଣାର କାରଣ ଖୋଜା; ଏଯାଏ ଗଲାଣି ୧୫ଜୀବନ

ପୁରୀରେ ଶୁଣାଣୀ କରିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର। ସେଦିନ ଡ୍ୟୁଟିରେ ଥିବା ପୁରୀ ପୋଲିସ, କୁମ୍ଭାରପଡା ଥାନା ପୋଲିସ, ପୁରୀ ଏସପି, ଅଗ୍ନିଶମ ବିଭାଗର ଅଧିକାରୀ, ଶ୍ରୀମନ୍ଦିର ପ୍ରଶାସନ ଅଧିକାରୀମାନେ ଆଜି ତଥ୍ୟ ଉପସ୍ଥାପନ କରିବେ।

Chief Minister
କାହା ନାଁରେ ବାଜିବ ମୋହର..କିଏ ଧରିବ ଓଡ଼ିଶା ମଙ୍ଗ..ରେସ୍‌ରେ ଏହି ନେତା..

କିଏ ସମ୍ଭାଳିବ ଓଡ଼ିଶାର ଶାସନ ଭାର ? କିଏ ହେବ ବିଜେପିର ମୁଖ୍ୟମନ୍ତ୍ରୀ ଚେହେରା ? କାହା ନାଁରେ ମୋହର ମାରିବ ବିଜେପି ସଂସଦୀୟ ବୋର୍ଡ ?

Monsoon
୧୦ ତାରିଖ ଭିତରେ ଓଡ଼ିଶା ଛୁଇଁପାରେ ମୌସୁମୀ ବାୟୁ

ଆଜି ପାଇଁ ରାୟଗଡ଼ା, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

breaking news
ସଂକ୍ଷେପରେ ଆଜିର ତାଜା ଖବର - Friday, 07 June 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।

  • Friday, 07 June 2024
Naveen Patnaik
୨୪ ଲଢେଇରେ ଚରମ ବିପର୍ଯ୍ୟୟ, ନବୀନଙ୍କ ଭାବମୂର୍ତ୍ତି ବଞ୍ଚାଇବାର ଚେଷ୍ଟାରେ ବିଜେଡି...

ବିଜେଡିର ବିପର୍ଯ୍ୟୟ ପରେ ନବୀନଙ୍କ ଭାବମୂର୍ତ୍ତି ବଞ୍ଚାଇବାର ଚେଷ୍ଟା । ସୋସିଆଲ୍ ମିଡିଆରେ ନବୀନଙ୍କୁ ମସିହା ସଜାଉଛନ୍ତି ବିଜେଡି ନେତା । ହେଲେ ବିଜେପି କହିଛି, ରାଜ୍ୟରେ ବର୍ତ୍ତମାନର ଏ ସ୍ଥିତି ପାଇଁ ନବୀନ ହିଁ ମୁଖ୍ୟ ଦୋଷୀ।

BSKY
ରାଜ୍ୟବାସୀଙ୍କୁ BSKY ଆଶ୍ୱସ୍ତି, ମୁଖ୍ୟ ସଚିବ କହିଲେ ବନ୍ଦ ହୋଇନି ଯୋଜନା

ରାଜ୍ୟବାସୀଙ୍କୁ BSKY ଆଶ୍ବସ୍ତି। ମୁଖ୍ୟ ସଚିବ କହିଲେ ବନ୍ଦ ହୋଇନି ଯୋଜନା, ଚିକିତ୍ସାରେ ଅବହେଳା କରୁଥିଲେ-ହସ୍ପିଟାଲ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ।

General election 2024
ଯୁବଚେହେରାଙ୍କ ମ୍ୟାଜିକ୍; ବିଜେଡିର ବହୁ ହେଭିୱେଟଙ୍କୁ ହରାଇ ହେଲେ ହିରୋ...

ସତ୍ତାର ସତରଞ୍ଜରେ ବହୁ ଅଭିଜ୍ଞଙ୍କୁ ମାତ୍ ଦେଇଛନ୍ତି ଅପେକ୍ଷାକୃତ ନବାଗତ ପ୍ରାର୍ଥୀ। ବିଜେଡିର ବହୁ ହେଭିୱେଟଙ୍କୁ ବଡ଼ ଭୋଟ୍ ବ୍ୟବଧାନରେ ହରାଇ ଅଚାନକ ହିରୋ ପାଲଟି ଯାଇଛନ୍ତି ବହୁ ବିଜୟୀ ପ୍ରାର୍ଥୀ।