ଭୁବନେଶ୍ୱର: ରାଜ୍ୟରେ କରୋନା ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସମୀକ୍ଷା କରିବା ପରେ ରାଜ୍ୟ ସରକାର ସହିଦ କୋଭିଡ ଯୋଦ୍ଧାଙ୍କ ପରିବାରକୁ ଅନୁକମ୍ପା ରାଶି ଦେବେ ବୋଲି ଘୋଷଣା ହୋଇଛି। ରାଜ୍ୟ ସରକାର ସହାୟତା ଦେବା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସହିଦ ଯୋଦ୍ଧାଙ୍କ ପରିବାରକୁ ୫୦ ଲକ୍ଷ ଦେବାକୁ କେନ୍ଦ୍ର ସରକାର ଘୋଷଣା କରିଥିଲେ। ତଦନୁଯାୟୀ ରାଜ୍ୟ ସରକାର ୬୦ ଜଣ ସହିଦଙ୍କ ତାଲିକା କେନ୍ଦ୍ର ସରକାରଙ୍କୁ ଦେଇଥିଲେ। ତେବେ […]
ଭୁବନେଶ୍ୱର: ଇମ୍ପାକ୍ଟ ପକ୍ଷରୁ ୪୧ତମ ଶାରଳା ପୁରସ୍କାର ଘୋଷଣା ହୋଇଛି। ଏଥରର ସାରଳା ପୁରସ୍କାର ପାଇବେ ବିଶିଷ୍ଟ କବି ନିତ୍ୟାନନ୍ଦ ନାୟକ। ତାଙ୍କ କବିତା ସଙ୍କଳନ ‘ସେତେବେଳକୁ ନଥିବ’ ପାଇଁ ସେ ପୁରସ୍କୃତ ହେବେ। ପୁରସ୍କାର ସ୍ୱରୂପ ତାଙ୍କୁ ୫ ଲକ୍ଷ ଟଙ୍କା ଦିଆଯିବା ସହିତ ମାନପତ୍ର ପ୍ରଦାନ କରାଯିବ। ଏଥିସହ ରାଜ୍ୟର ଅନ୍ୟ ଦୁଇଜଣ ବ୍ୟକ୍ତିଙ୍କୁ ନିଜସ୍ୱ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଇଲା ପଣ୍ଡା ସଙ୍ଗୀତ ସମ୍ମାନ ଏବଂ ଇଲା ପଣ୍ଡା ଚିତ୍ରକଳା ସମ୍ମାନରେ […]
ଭୁବନେଶ୍ୱର: ରାଜଭବନ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ ଘଟଣାରେ କମିଶନରେଟ୍ ପୋଲିସ୍ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ବିସ୍ଫୋରଣ ପରେ ପୋଲିସ ପକ୍ଷରୁ କଟକଣା ଜାରି କରାଯାଇଛି। ରାଜଭବନ ଛକରୁ ଗୋପବନ୍ଧୁ ଛକ ପର୍ଯ୍ୟନ୍ତ ରାସ୍ତାରେ ଯାଆସ ମନା ହୋଇଛି। ସ୍ଥିତାବସ୍ଥା ଫେରିବା ପର୍ଯ୍ୟନ୍ତ କଟକଣା ଜାରି କରିଛି କମିଶନରେଟ ପୋଲିସ। ଆଜି ଅପରାହ୍ନରେ ରାଜଭବନ ପାଖ ପେଟ୍ରୋଲ ପମ୍ପରେ ଭୟଙ୍କର ବ୍ଲାଷ୍ଟ ହୋଇ ନିଆଁ ଲାଗିବା ପରେ ହୁତୁ ହୁତୁ ହୋଇ ଜଳିଥିଲା ପେଟ୍ରୋଲ […]
ବାଲେଶ୍ୱର: ଉପନିର୍ବାଚନ ପୂର୍ବରୁ ବିଜେଡିକୁ ଝଟ୍କା ଲାଗିଛି। ଶଙ୍ଖ ଛାଡ଼ି ପଦ୍ନ ହାତ ଧରିଛନ୍ତି ବିଜେଡିର ପୂର୍ବତନ ନେତା। ବାଲେଶ୍ୱର ସଦର ବ୍ଲକ ଚେୟାରମ୍ୟାନ ନାରାୟଣ ଚନ୍ଦ୍ର ପ୍ରଧାନ ବିଜେଡି ଛାଡ଼ିଛନ୍ତି। ନାରାୟଣ ବିଜେଡିର ସଦର ବ୍ଲକ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରୁଥିଲେ। ତାଙ୍କ ସହ ୧୮ଟି ପଞ୍ଚାୟତର ସମିତି ସଭ୍ୟ ଓ ସରପଞ୍ଚ ଥିବା ସେ କହିଛନ୍ତି। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ବିଜେଡି ଛାଡ଼ି ବିଜେପିରେ ଯୋଗଦେଇଥିବା କହିଛନ୍ତି […]
ଖୋର୍ଦ୍ଧା: ଗୋଟିଏ ଅଭିଯୋଗରେ ମିଛ ଧରା ପଡ଼ୁ ପଡ଼ୁ, ପଛକୁ ପଛ ଖଞ୍ଜା ହେଉଛି ଆଉ ଗୋଟିଏ ଲେଖାଁ ଅଭିଯୋଗ। ଖୋର୍ଦ୍ଧା ସାରୁଅ ଶିଳ୍ପାଞ୍ଚଳରେ ଜମି ଜବରଦଖଲ ଅଭିଯୋଗକୁ ନେଇ ଓଟିଭିକୁ କ୍ଲିନଚିଟ୍ ପରେ ବାଘମାରୀ ଥାନାରେ ଆଉ ଏକ ଅଭିଯୋଗକୁ ନେଇ ମାମଲା ହୋଇଛି। ତେବେ ସ୍ଥାନୀୟ ସରପଞ୍ଚଙ୍କ କାର୍ଯ୍ୟାଳୟରେ ଓଟିଭି ବିରୋଧରେ ଗୋଟିଏ ବି ଅଭିଯୋଗ ନଥିଲା ବେଳେ ଏବେ ଘନ ଘନ ଅଭିଯୋଗ ପଛର କାରଣକୁ ନେଇ ଉଠିଛି ପ୍ରଶ୍ନ। ଖୋର୍ଦ୍ଧା ସାରୁଅ […]
ନୂଆଦିଲ୍ଲୀ : ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ୍ ଦୀପକ ମିଶ୍ରଙ୍କ କାର୍ଯ୍ୟକାଳ ଅାସନ୍ତା କାଲି ଶେଷ ହେଉଛି। ତା ପୂର୍ବରୁ ଅାଜି ସେ ତାଙ୍କର ବିଦାୟକାଳୀନ ଅଭିଭାଷଣ ରଖିଛନ୍ତି। ସୁପ୍ରିମକୋର୍ଟ ବାର ଅାସୋସିଏସନ ଦ୍ୱାରା ଅାୟୋଜିତ ଏହି ସଭାରେ ନ୍ୟାୟିକ ସ୍ୱାଧୀନତାର ମହତ୍ତ୍ୱ ରହିଛି ଏବଂ ଏହା ସର୍ବଦା ରହିବା ଉଚିତ ବୋଲି ପ୍ରଧାନ ବିଚାରପତି ଜଷ୍ଟିସ୍ ଦୀପକ ମିଶ୍ର କହିଛନ୍ତି। ସେ କେବେ କୌଣସି ବ୍ୟକ୍ତିର ଇତିହାସ ଦେଖି ବିଚାର କରନ୍ତି ନାହିଁ। ଲୋକର ଅପରାଧ […]
ନୂଆଦିଲ୍ଲୀ: ୟୁନିଭର୍ସିଟିଟ ଗ୍ରାଣ୍ଟ କମିଶନ (UGC) ପକ୍ଷରୁ ନକଲି ବିଶ୍ୱବିଦ୍ୟାଳୟର ତାଲିକା ପ୍ରକାଶ ପାଇଛି। UGCର ତାଲିକାରେ ଦେଶରେ ୨୪ଟି ନକଲି ବିଶ୍ୱବିଦ୍ୟାଳୟ ରହିଛି। ତାଲିକାଭୁକ୍ତ ଏହି ନକଲି ବିଶ୍ୱବିଦ୍ୟାଳୟ ମଧ୍ୟରେ ଓଡ଼ିଶାର ମଧ୍ୟ ଦୁଇଟି ବିଶ୍ୱବିଦ୍ୟାଳୟ ନାହିଁ ରହିଛି। ସେହି ଦୁଇ ନକିଲ ବିଶ୍ୱବିଦ୍ୟାଳୟ ହେଲା ୧- ରାଉରକେଲାର ନବଭାରତ ଶିକ୍ଷାପରିଷଦ ବିଶ୍ୱବିଦ୍ୟାଳୟ ୨- ବାରିପଦା ନର୍ଥ ଓଡ଼ିଶା ୟୁନିଭର୍ସିଟି ଅଫ୍ ଏଗ୍ରିକଲଚର ଆଣ୍ଡ ଟେକ୍ନୋଲୋଜି ନକଲି ବିଶ୍ୱବିଦ୍ୟାଳୟ ନେଇ UGC ସଚିବ ରଜନିଶ ଜୈନ […]
ଭୁବନେଶ୍ୱର: କ୍ରାଇମ୍ ସିଟି ପାଲଟିଛି ରାଜଧାନୀ ଭୁବନେଶ୍ୱର। ଦିନକୁ ଦିନ ରାଜଧାନୀରେ ଲୁଟେରାଙ୍କ ଆତଙ୍କରାଜ୍ ବଢ଼ିବାରେ ଲାଗିଛି। ମୋବାଇଲ୍ ଫୋନ୍ ଲୁଟ୍ କରିବା ପରେ ଜଣେ ଫୁଡ୍ ଡେଲିଭରି ବୟଙ୍କୁ ଚଳନ୍ତା ଗାଡ଼ିରୁ ଧକ୍କା ଦେଇନ୍ତି ଲୁଟେରା। ବ୍ୟସ୍ତବହୁଳ ପଳାଶୁଣୀ ନିକଟରେ ଏହି ଘଟଣା ଘଟିଛି। ଆକ୍ରମଣର ଶିକାର ହୋଇଥିବା ଯୁବକଙ୍କ ନାଁ ଶୁଭକାନ୍ତ ନାଥ। ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ କ୍ୟାପିଟାଲ୍ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର […]
ପାଟନା: ବିହାରରେ ଧରା ପଡ଼ିଲା ୪ ରାଜ୍ୟର ମୋଷ୍ଟୱାଣ୍ଟେଡ୍ ଅପରାଧୀ ମାଧବ ରବି ଦାସ। ବିହାର, ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡରେ ମୋଷ୍ଟ ୱାଣ୍ଟେଡ୍ ଥିଲା ମାଧବ। ବିହାର ଏବଂ ଓଡ଼ିଶା ପୁଲିସ୍ ମିଳିତ ଉଦ୍ୟମ କରି କୁଖ୍ୟାତ ଅପରାଧୀ ମାଧବକୁ ଗିରଫ କରିଥିବା ଜଣାପଡ଼ିଛି। ଗିରଫ୍ ପରେ ମାଧବକୁ ୧୫ ଦିନିଆ ରିମାଣ୍ଡରେ ଆଣିବାକୁ ଓଡ଼ିଶା ପୁଲିସ୍ ଆବେଦନ କରିଛି। ସୂଚନାନୁସାରେ ମାଧବ ପୂର୍ବରୁ ମାଓବାଦୀ ଥିଲା। ପରେ ଡକାୟତ ପାଲଟିଥିଲା।
ଭୁବନେଶ୍ୱର: ଭୁବନେଶ୍ୱର ରାଜଭବନ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ ଘଟଣାରେ ୯ ଜଣ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨ ଗୁରୁତରଙ୍କୁ କଟକ ବଡ଼ ମେଡିକାଲ୍କୁ ସ୍ଥାନାନ୍ତର କରାଯାଥିଲା। ତେବେ ୨ ଗୁରୁତରଙ୍କ ମଧ୍ୟରୁ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ଜଣଙ୍କର ମୃତ୍ୟୁ ଘଟିଛି। ଏ ନେଇ SCB ଜରୁରୀକାଳୀନ ଅଧିକାରୀ ଭୁବନାନନ୍ଦ ମହାରଣା ସୂଚନା ଦେଇଛନ୍ତି। ମୃତକ ଜଣକ ହେଲେ ଗଞ୍ଜାମ ଜିଲ୍ଲାର ସତ୍ୟ ନାୟକ। ଗତକାଲି ବିସ୍ଫୋରଣରେ ତାଙ୍କ ଶରୀରର ୬୦ ପ୍ରତିଶତ […]