ଭୁବନେଶ୍ୱର: ଏଲ୍ପିଜି ଲିକେଜ୍ରୁ ଭୁବନେଶ୍ୱର ରାଜଭବନ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି। ପ୍ରାଥମିକ ତଦନ୍ତ ପରେ Petroleum and Explosives Safety Organisation(PESO)ର ଉପମୁଖ୍ୟ କଣ୍ଟ୍ରୋଲର ଏହି ସୂଚନା ଦେଇଛନ୍ତି। PESOର ଉପମୁଖ୍ୟ କଣ୍ଟ୍ରୋଲର କହିଛନ୍ତି, ‘ଟାଙ୍କିରେ ଏଲ୍ପିଜି ଭର୍ତ୍ତି ବେଳେ ଲିକେଜ୍ ହୋଇଥିଲା। ଏହାପରେ ନିଆଁ ଲାଗି ଯାଇଥିଲା ଓ ବିସ୍ଫୋରଣ ହୋଇଥିଲା। ବିସ୍ଫୋରଣ ବେଳେ ଟାଙ୍କିରେ ସାଢ଼େ ୪ ଟନ୍ ଏଲ୍ପିଜି ରହିଥିଲା। ସେ ଆହୁରି କହିଛନ୍ତି, ପ୍ରାଥମିକ ତଦନ୍ତ ସରିଛି। […]
ନୂଆପଡ଼ା: ନା ଅଛି ରାସ୍ତା ଘାଟ ନା ଅଛି ଶିକ୍ଷାର ବ୍ୟବସ୍ଥା। ରୋଗଗ୍ରସ୍ତ ହେଲେ ଭଗବାନ ଭରସା। ସରକାରୀ ଯୋଜନା ତ ଦୂର କଥା ନିତିଦିନିଆ ସୁବିଧା ବି ଏଠାରେ ସାତ ସପନ। ଆମେ କହୁଛୁ ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ୍ ଖଇରପଦର ପଞ୍ଚାୟତରେ ଥିବା ବାଞ୍ଚୀମୁଣ୍ଡା ଗାଁର କଥା। ଏହି ଗାଁରେ ବହୁ ଦିନରୁ ପାଖାପାଖି ୩୫ଟି ପହରିଆ ପରିବାର ରହୁଛନ୍ତି। ବାଉଁଶ କାମ କରି ଏମାନେ ତେଲ ଲୁଣର ସଂସାରକୁ କଷ୍ଟେମଷ୍ଟେ ଚଳାଇ ନିଅନ୍ତି। […]
ନୂଆଦିଲ୍ଲୀ/ଭୁବନେଶ୍ୱର: ଆସନ୍ତାକାଲି ଉତ୍ତର ଆଣ୍ଡାମାନ ସାଗର ଓ ଏହାର ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ତେଲେଙ୍ଗାନା ଓ କର୍ଣ୍ଣାଟକର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଲଘୁଚାପ କ୍ଷେତ୍ର ସୃଷ୍ଟ ହେବାର ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ କେନ୍ଦ୍ରୀୟ […]
ଭୁବନେଶ୍ୱର: ସାଇକେଲ ଚାଳନାକୁ ପ୍ରୋତ୍ସାହିତ କରିବାକୁ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ସାଇକେଲ୍ଗିରି ଅଭିଯାନ। ଆସନ୍ତାକାଲି ସକାଳ ସାଢ଼େ ୬ଟାରେ ଶିଶୁଭବନ ଛକ ନିକଟ ଏକାମ୍ର ପ୍ଲାଜା ଜନପଥରୁ ୧୨ କିଲୋମିଟର ଦୂର ଧଉଳି ଯାଏଁ, ଏକ ସାଇକେଲ ରାଲି ଆୟୋଜିତ ହେବ । ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡ୍ ଓ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏହି ‘ସାଇକେଲ୍ସ ଫର୍ ଚେଞ୍ଜ’ କ୍ୟାମ୍ପେନ୍ ଆୟୋଜିତ ହେବ। ଭୁବନେଶ୍ୱର ସମେତ ଦେଶର ୯୫ଟି ସହର ଇଣ୍ଡିଆ ସାଇକେଲ୍ […]
କୋରାପୁଟ: ସ୍ୱାଧୀନତାର ୭୦ ବର୍ଷ ପରେ ବି ଆମ ରାଜ୍ୟରେ ଏମିତି କିଛି ଗାଁ ଅଛି, ଯେଉଁଠି ପିଚୁ ରାସ୍ତା ତ ଦୂରର କଥା, ଚାଲି ଚାଲି ଯିବା ବି କଷ୍ଟ କର ହୋଇପଡ଼ୁଛି। ଏହି ଦୁରବସ୍ଥା ହେଉଛି, କୋରାପୁଟ ଜିଲ୍ଲା ନାରାୟଣପାଟଣା ବ୍ଲକ୍ର ମୁଣ୍ଡଗଡ଼ତି ସମେତ ଅନ୍ୟ କିଛି ଗ୍ରାମର। ଏଠି ଗ୍ରାମବାସୀମାନେ ସମସ୍ତ ପ୍ରକାର ମୌଳିକ ସୁବିଧା ସୁଯୋଗରୁ ବଞ୍ଚିତ। କୋରାପୁଟ୍ର ଏହି ସବୁ ଗାଁକୁ ନେଇ ପଢ଼ନ୍ତୁ ଓ ଦେଖନ୍ତୁ ଓଟିଭିର ଗ୍ରାଉଣ୍ଡ […]
କନ୍ଧମାଳ: କନ୍ଧମାଳ ଜିଲ୍ଲା ପୋଲିସର ଜଣେ କାର୍ଯ୍ୟରତ କନଷ୍ଟେବଳଙ୍କର କରୋନାରେ ମୃତ୍ୟୁ ହେବା ପରେ ରାଷ୍ଟ୍ରୀୟ ମର୍ଯ୍ୟଦା ସହ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ମୃତ କନେଷ୍ଟବଳଙ୍କ ନା ବାଲି କହଁର। ସେ ଦାରିଙ୍ଗବାଡ଼ି କୋର୍ଟରେ କାର୍ଯ୍ୟରତ ଥିଲେ। ତାଙ୍କ ଘର ବୌଦ୍ଧ ଜିଲ୍ଲାର ଗମ୍ଭାରୀପଡାରେ। ଗତ ମାସ ୨୦ ତାରିଖରେ କୋଭିଡ ପଜିଟିଭ ଜଣା ପଡିବା ପରେ ସେ ରାୟଗଡା ଜିଲ୍ଲା ବିଷମକଟକ ସ୍ଥିତ ଖ୍ରୀଷ୍ଟିଆନ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସା ସମୟରେ ତାଙ୍କର ମୃତ୍ୟୁ […]
ଭୁବନେଶ୍ୱର: ଭୁବନେଶ୍ୱର ରାଜଭବନ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ ଘଟଣାକୁ ନେଇ ପୋଲିସ୍ କମିଶନର ସୁଧାଂଶୁ ଷଡ଼ଙ୍ଗୀ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ପୋଲିସ୍ କମିଶନର କହିଛନ୍ତି, ‘ଏହି ଘଟଣାକୁ ନେଇ କ୍ୟାପିଟାଲ ଥାନାରେ ବିଭିନ୍ନ ଦଫାରେ ମାମଲା ହୋଇଛି। ପ୍ରାଥମିକ ତଦନ୍ତ ଅନୁସାରେ ସେଠାରେ ୪ ଜଣ କାମ କରୁଥିଲେ। ୪ ଜଣଙ୍କ ମଧ୍ୟରୁ ଜଣଙ୍କର କଟକ SCBରେ ଆଜି ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତର ଅବସ୍ଥାରେ SCBରେ ଚିକିତ୍ସାଧିନ ଅଛନ୍ତି। ତୃତୀୟ ବ୍ୟକ୍ତି ସୁରକ୍ଷିତ […]
କଟକ: ମା’ ବିରଜାଙ୍କ ରଥଯାତ୍ରା ନେଇ ହାଇକୋର୍ଟରେ ଶୁଣାଣି ହୋଇଛି। ରଥଯାତ୍ରା ପାଇଁ ଶୀଘ୍ର ନିଷ୍ପତ୍ତି ନେବାକୁ ଯାଜପୁର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। କୋଭିଡ କଟକଣା ମଧ୍ୟରେ ରଥଯାତ୍ରା କରିବାକୁ ନିଷ୍ପତ୍ତି ନେବାକୁ ଅଦାଲତ ପରାମର୍ଶ ଦେଇଛନ୍ତି। ସୂଚନାଥାଉକି, ବିରଜାରେ ରଥଯାତ୍ରା କରିବା ନେଇ ହାଇକୋର୍ଟରେ ମାମଲା ଦାଏର ହୋଇଥିଲା। ଏନେଇ ରାଜ୍ୟ ସରକାର ଅଦାଲତରେ ପ୍ରତି ଜବାବ ଦାଖଲ ପରେ ଏପରି ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଅନ୍ୟପଟେ ଓଡ଼ିଶାରେ ପ୍ରମୁଖ ମନ୍ଦିର ଖୋଲିବା ନେଇ […]
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଲୁଟ୍ ତରାଜ୍ କମୁନଥିବା ବେଳେ ଅନ୍ୟ ପଟେ ଧରାପଡ଼ିଛନ୍ତି ହାଇୱେ ଲୁଟେରା। ୫ ଜଣ ହାଇେୱେ ଲୁଟେରାଙ୍କୁ ଗିରଫ କରିଛି ମଞ୍ଚେଶ୍ୱର ଥାନା ପୋଲିସ୍। ୧୦ ଲକ୍ଷରୁ ଅଧିକ ଟଙ୍କାର ଗହଣା, ୩ ବାଇକ, ଲାପଟପ୍ ଜବତ ସହ ମାରଣାସ୍ତ୍ର ଜବତ ହୋଇଛି। ରାଜଧାନୀର ବିଭିନ୍ନ ଅଞ୍ଚଳରେ ଛିନ୍ ତାଇ ଓ ଲୁଟ୍ରେ ସାମିଲ ଥିଲେ ଏହି ୫ ଜଣ ଲୁଟେରା। ଏକୁଟିଆ ରାତିରେ ଫେରୁଥିବା ଲୋକେ ଏବଂ ସାମଗ୍ରୀ ନେଇ ଯାଉଥିବା […]