ଭୁବନେଶ୍ୱର: ଯୌତୁକ ନିର୍ଯାତନା ଅଭିଯୋଗରେ ଜଣେ ସେନା ଅଧିକାରୀଙ୍କୁ ଭୁବନେଶ୍ୱର ମହିଳା ଥାନା ପୋଲିସ୍ ଗିରଫ କରିଛି। ତାଙ୍କ ନାଁ ସୌମ୍ୟରଞ୍ଜନ ପତି। ସେ ଜଣେ ମେଜର ବୋଲି ଜଣାପଡ଼ିଛି। ପତ୍ନୀଙ୍କ ଏତଲା ଆଧାରରେ ପୋଲିସ୍ ସୌମ୍ୟରଞ୍ଜନଙ୍କୁ ଗିରଫ କରିଥିବା ସୂଚନା ମିଳିଛି। ସୌମ୍ୟରଞ୍ଜନ ଫରିଦାବାଦରେ କାର୍ଯ୍ୟରତ ଥିଲେ। ତାଙ୍କ ବିରୋଧରେ ଯୌତୁକ ଓ ହତ୍ୟା ଉଦ୍ୟମ ଭଳି ସଙ୍ଗୀନ ଅଭିଯୋଗ ଆଣିଛନ୍ତି ତାଙ୍କ ପତ୍ନୀ। ଏନେଇ ଥାନାରେ ଏତଲା ଦେବା ପରେ ପୋଲିସ୍ ତାଙ୍କୁ ଗିରଫ […]
ଅନୁଗୁଳ: କରୋନାରେ ଆକ୍ରାନ୍ତ ହୋଇ ତାଳଚେରର ଏକ କୋଭିଡ୍ ହସ୍ପିଟାଲ୍ରେ ଚିକିତ୍ସିତ ହେଉଥିବା ଜଣେ ବ୍ୟକ୍ତିଙ୍କର ପତ୍ତା ମିଳୁ ନ ଥିବା ଅଭିଯୋଗ ହୋଇଛି। ନିଖୋଜ ବ୍ୟକ୍ତି ହେଲେ ଅନୁଗୁଳ ଜିଲ୍ଲା ଘଣ୍ଟପଡ଼ାର ମହରଗା ନାଏକ। ସୂଚନା ଅନୁସାରେ, ସେପ୍ଟେମ୍ବର ୩୦ରେ ମହରଗା କରୋନାରେ ଆକ୍ରାନ୍ତ ହୋଇଥିଲେ। ଚିକିତ୍ସା ଲାଗି ତାଙ୍କୁ ତାଳଚେରର ଏକ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଅକ୍ଟୋବର ୭ରେ ତାଙ୍କୁ ଡିସ୍ଚାର୍ଜ କରାଯିବାର ଥିଲା। ତେଣୁ ପରିବାର ଲୋକେ ହସ୍ପିଟାଲ୍ରେ ପହଞ୍ଚି ବାହାରେ ତାଙ୍କୁ […]
This show brings Odia food and cuisine to the limelight. The anchor travels to different households to get a taste of authentic, homemade food and sometimes
ବରଗଡ: ଛାତ୍ରୀ ନିବାସରେ ନାବାଳିକା ଛାତ୍ରୀଙ୍କୁ ମାଲିକର ଅସଦାଚରଣ ଅଭିଯୋଗ। ବରଗଡ଼ ଜିଲ୍ଲା ଗୌରପଡ଼ାରେ ଥିବା ଏକ ଛାତ୍ରୀ ନିବାସରେ ଛାତ୍ରୀଙ୍କୁ ମାଲିକର ଅସଦାଚରଣ ଅଭିଯୋଗ ଘଟଣାର ଭିଡିଓ ଭାଇରାଲ ହୋଇଛି। ଏନେଇ ଛାତ୍ରୀଙ୍କ ବାପା ବରଗଡ଼ ଟାଉନ ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୁଲିସ୍ ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ରବିନାରାୟଣ ଛତର, ବିମ୍ବାଧର ମଲ୍ଲିକ, ସୁବୋଧ ମେହେର ଓ ଜଗନ୍ନାଥ ଛତର। ଅଭିଯୋଗ ଅନୁସାରେ, […]
ଫୁଲବାଣୀ: ବିଜେପି ପକ୍ଷରୁ ଆଜି କନ୍ଧମାଳ ଜିଲ୍ଲାରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ଫଳରେ ଦୋକାନବଜାର ସହ ବିଭିନ୍ନ ସ୍ଥାନକୁ ଗାଡ଼ି ଚଳାଚଳ ବନ୍ଦ ରହିଛି। ବିଭିନ୍ନ ସ୍ଥାନରେ ବିଜେପି କର୍ମୀ ପିକେଟିଂ କରି ରାସ୍ତା ଅବରୋଧ କରିଛନ୍ତି। ପୂର୍ବତନ ବିଜେଡି ବିଧାୟକ ଦେବେନ୍ଦ୍ର କଅଁରଙ୍କ ଭାଇରାଲ ଭିଡିଓ ଏବଂ କୋଟଗଡ଼ ନାବାଳିକା ଦୁଷ୍କର୍ମ ଓ ହତ୍ୟା ଅଭିଯୋଗ ମାମଲାର ପ୍ରତିବାଦରେ ଏହି […]
ରାୟଗଡ଼ା: କଥାରେ ଅଛି ବାପା ମାଆ ସ୍ୱର୍ଗଠୁ ବଡ଼। ନିଜ ପୁଅ ଝିଅଙ୍କ ପାଇଁ ତାଙ୍କର ବଳିଦାନ ଅତୁଳନୀୟ। ହେଲେ ଅନେକ ସମୟରେ ବାପା ମାଆ ମାନେ ନିଜ ରୋଜଗାର କ୍ଷମ ପୁଅ ଝିଅଙ୍କ ନିକଟରେ ଅଲୋଡ଼ା ହୋଇଯାଆନ୍ତି। ମୁଠାଏ ଦାନା ପାଇଁ ପୁଅ ଝିଅଙ୍କ ଦାଣ୍ଡ ଦୁଆରେ ଘଣ୍ଟା ଘଣ୍ଟା ଧରି ବାପା ମାଆଙ୍କୁ ପଡ଼ି ରହିବାକୁ ପଡ଼ିଥାଏ। ଏଭଳି କିଛି ଦୃହୟ ବିଦାରକ ଘଟଣା ରାୟଗଡ଼ାରେ ଦେଖିବାକୁ ମିଳିଛି। ଯେଉଁଠି ଜଣେ ମାଆ ନିଜର […]
ମୟୁରଭଞ୍ଜ : ମୟୁରଭଞ୍ଜ ଜିଲ୍ଲା ଅଞ୍ଚଳର ଯୁବକଯୁବତୀଙ୍କୁ ଚାକିରି କରାଇ ଦେବା ନାଁରେ ଏକ ବଡଧରଣର ଠକେଇ ଅଭିଯୋଗ । ଜିଲ୍ଲାରୁ ୫ କୋଟି ଟଙ୍କାରୁ ଅଧିକ ଠକେଇ ଅଭିଯୋଗ ହୋଇଛି । ଏଭଳି ଅଭିଯୋଗରେ ଖୁଣ୍ଟା ଥାନା ପୁଲିସ ଚାନ୍ଦିପୁର ଅଞ୍ଚଳରୁ ଜଣକୁ ଗିରଫ କରିଛି। କୋର୍ଟ ୱାରେଣ୍ଟ ବଳରେ ଖୁଣ୍ଟା ଥାନା ଅଞ୍ଚଳର ଅଭିଯୁକ୍ତ ଲକ୍ଷ୍ମଣ ହାଁସଦାଙ୍କୁ ଗିରଫ କରିଛି ପୁଲିସ। ସ୍ଥାନୀୟ ଅଞ୍ଚଳର ଯୁବକଙ୍କୁ ଏକ କମ୍ପାନୀରେ ଚାକିରି କରାଇ ଦେବାକୁ କହି […]
ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୨,୬୯୭ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨,୬୯୭ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ ସେଣ୍ଟରରୁ୧,୫୭୬ ଓ ଲୋକାଲ କେସ୍ ରହିଛି ୧,୧୨୧। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୪୬,୮୩୯। ଖୋର୍ଦ୍ଧାରୁ ସର୍ବାଧିକ ୪୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରେ ୨୩୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଭୁବନେଶ୍ୱର: ନଭେମ୍ବର ୩ରେ ହେବାକୁ ଥିବା ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପ-ନିର୍ବାଚନ ଲାଗି ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠୁ ପ୍ରାର୍ଥିପତ୍ର ଦାଖଲ ଆରମ୍ଭ ହୋଇଥିବା ବେଳେ ଅକ୍ଟୋବର ୧୬ ହେଉଛି ଶେଷ ତାରିଖ। ଅକ୍ଟୋବର ୧୭ରେ ପ୍ରାର୍ଥିପତ୍ର ଯାଞ୍ଚ ହେବ। ସେହିପରି ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ହେଉଛି ଅକ୍ଟୋବର ୧୯। ଏହା ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକାପ୍ରକାଶ ପାଇବ। ନଭେମ୍ବର ୩ରେ ଭୋଟ୍ ଗ୍ରହଣ ହେବ ଓ ନଭେମ୍ବର ୧୦ରେ […]
ପିପିଲି: ବିବାଦୀୟ ମନ୍ତବ୍ୟକୁ ନେଇ କୃଷିମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ଅଡ଼ୁଆ ବଢ଼ିବାରେ ଲାଗିଛି। ଗତକାଲି ମହାରଥୀଙ୍କ ବିରୋଧରେ ପିପିଲି ଡେଲାଙ୍ଗ ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ପିପିଲି ଥାନାରେ ଅଭିଯୋଗ ହୋଇଛି। ଯଦି ତାଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନହୁଏ, ତେବେ ଆଗାମୀ ଦିନରେ ଆବଶ୍ୟକ ପଡ଼ିଲେ ଥାନାରେ ଚାବି ପକାଇବାକୁ ଚେତାବନୀ ଦେଇଛି ମହିଳା ମୋର୍ଚ୍ଚା। ଏପଟେ ଥାନା ଅଧିକାରୀ କହିଛନ୍ତି, ଅଭିଯୋଗକୁ ଗ୍ରହଣ କରାଯାଇଛି ଓ ଏହାର ତଦନ୍ତ କରାଯିବ। ଏପଟେ ବିବାଦୀୟ ମନ୍ତବ୍ୟ […]
ଭୁବନେଶ୍ୱର: ଓଡ଼ିଶାରେ ଗତ ୨୪ ଘଣ୍ଟାରେ ଆଉ ୧୭ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯୯୧ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପଢ଼ନ୍ତୁ: ଦିନକରେ ଓଡ଼ିଶାରେ ଚିହ୍ନଟ ହେଲେ ୨,୬୯୭ କରୋନା ରୋଗୀ
କୋଣାର୍କ: ବିଶ୍ୱ ଐତିହ୍ୟ ପର୍ଯ୍ୟଟନ ସ୍ଥଳ କୋଣାର୍କରେ ବିଦେଶୀ ପର୍ଯ୍ୟଟକଙ୍କ ସଂଖ୍ୟା କମିବାରେ ଲାଗିଛି। ଗତ ୨୦ ବର୍ଷ ଭିତରେ ବିଦେଶୀ ପର୍ଯ୍ୟଟକଙ୍କ ଆଗମନ ଅଧାରୁ ଅଧିକ କମିଗଲାଣି। ୨୦୧୭ରେ ସବୁଠାରୁ କମ୍ ୫,୫୯୬ ଜଣ ପର୍ଯ୍ୟଟକ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିଛନ୍ତି। ୨୦୦୦ ମସିହାରେ କୋଣାର୍କକୁ ସମୁଦାୟ ୧୪ ଲକ୍ଷ ପର୍ଯ୍ୟଟକ ଆସିଥିଲେ। ସେମାନଙ୍କ ମଧ୍ୟରୁ ବିଦେଶୀ ପର୍ଯ୍ୟଟକଙ୍କ ସଂଖ୍ୟା ୧୩ ହଜାରରୁ ଅଧିକ ଥିଲା। ତେବେ କ୍ରମାଗତ ଭାବେ ବିଦେଶୀ ପର୍ଯ୍ୟଟଙ୍କ ସଂଖ୍ୟା କମିବାରେ […]
ଉମରକୋଟ: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ନବରଙ୍ଗପୁରର ଝରିଗାଁ ଲ୍ୟାମ୍ପ୍ସ ଏମ୍ଡି ମନସାଇ ପନକାଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଆଜି ଚଢ଼ଉ କରାଯାଇଛି। ମନସାଇଙ୍କ ଭରଣ୍ଡିପଡ଼ା, ଉମରକୋଟ ଘର ସହ ଝରିଗାଁ ଅଫିସ୍ରେ ମଧ୍ୟ ଚଢ଼ଉ ହୋଇଛି। ଚଢ଼ଉ ବେଳେ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ସହ କିଛି ନଗଦ ଟଙ୍କା ଜବତ କରାଯାଇଛି।