ବୌଦ୍ଧ ଜିଲ୍ଲା ନଳୀକୁମ୍ପା ଜଙ୍ଗଲରେ ଯବାନମାନେ ସର୍ଚ୍ଚ ଅପରେସନ୍ କରୁଥିବାବେଳେ ହଠାତ୍ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ହୋଇଥିଲା। ଏହି ବିସ୍ଫୋରଣରେ ୨ SOG ଯବାନ ଗୁରୁତର ଆହତ ହୋଇଥିଲେ।
ଅଶ୍ୱିନୀ ବୈଷ୍ଣବ ରେଳମନ୍ତ୍ରୀ ହେବା ପରେ ଅନେକ ଫାଇଦା ପାଇଛି ରାଜ୍ୟ।
ଖଣ୍ଡଗିରିରେ ଦୁଲୁକିବ ଯାତ୍ରା ପେଣ୍ଡାଲ। ୧୮ ତାରିଖରୁ ନାମୀଦାମୀ ୧୨ଟି ଯାତ୍ରା ପାର୍ଟି ନିଜ ନିଜର ଯାତ୍ରା ମଞ୍ଚସ୍ଥ କରିବେ। ଏ ନେଇ ପ୍ରସ୍ତୁତି ଜୋରସୋରରେ ଆଗେଇ ଚାଲିଛି। ଯାତ୍ରାରେ ରେକର୍ଡ ଡ୍ୟାନ୍ସ, ମେଲୋଡି କାର୍ଯ୍ୟକ୍ରମରେ ଶାଳୀନତା ଉପରେ ଗୁରୁତ୍ୱ ଦିଆଯାଇଛି।
ବରପଦା ଇଂଜିନିୟରିଂ କଲେଜରେ ପୂର୍ବତନ ଅଧ୍ୟକ୍ଷଙ୍କ ଘରେ ବି ରେଡ୍ । କେନ୍ଦ୍ରୀୟ ସୁରକ୍ଷା ବଳଙ୍କ ସୁରକ୍ଷାରେ ଚାଲିଛି ରେଡ୍ ।
ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ଦିବା ୧୦.୧୩ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।
ନାମାଙ୍କନ ଦାଖଲ ପୂର୍ବରୁ ଗତକାଲି ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହ ଆଶୀର୍ବାଦ ନେଇଛନ୍ତି ଅଶ୍ୱିନୀ ବୈଷ୍ଣବ। ଏଥିସହ ପୁରୀରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଏହି ଘଟଣା ପରେ ଗାଁରେ ଲାଗି ରହିଛି ଉତ୍ତେଜନା। ଉତ୍ତ୍ୟକ୍ତ ଲୋକେ ଗାଡ଼ି ପୋଡାଜଳା କରିଥିବା ସୂଚନା ମିଳିଛି।
ଏଠି ଶବ୍ଦର ଆବଶ୍ୟକତା ନାହିଁ... କି ନାହିଁ ଭାଷାର ପ୍ରୟୋଜନ। ଠାରରେ ଠାରରେ... 'ନିଶବ୍ଦ' ଏ ପ୍ରେମ...। ଓଠ ନୁହେଁ, ଏଠି କଥା କହୁଛି ଆଖି... ଇସାରା ଇସାରାରେ ଚାଲିଛି ଭାବ ଦିଆନିଆ।
ଗାଈଗୋରୁ ହେଉ କି କୁକୁର, ବିଲେଇ। ଘରେ ରଖି ଲାଳନ ପାଳନ କରୁଛନ୍ତି କି, ଆଗକୁ ସେମାନଙ୍କ ଅବସ୍ଥା ବେହାଲ୍ ହେବାର ଆଶଙ୍କା ଉପୁଜିଛି। କାରଣ ୨୮ ଦିନର ଆନ୍ଦୋଳନ ପରେ ଏବେ ଚରମ ନିଷ୍ପତ୍ତି ନେବାକୁ ଯାଉଛନ୍ତି ପ୍ରାଣୀ ଡାକ୍ତର।
ଅଶ୍ୱିନୀଙ୍କ ଅମଳରେ ରେଳ ଯୋଗାଯାଗରେ ଆସିଛି ଢେର୍ ଉନ୍ନତି କହିଲା ବିଜେଡି । ଅଶ୍ୱିନୀ ସମୀକରଣକୁ କି ଦୃଷ୍ଟିରେ ଦେଖିବେ ଦୁଇ ଦଳର କର୍ମୀ ଓ ଭୋଟର ?
ପ୍ରମାଣିତ ହେଲା ବିଜେଡି-ବିଜେପି ନିବିଡ଼ ସମ୍ପର୍କ କହିଲା କଂଗ୍ରେସ । ବିଜେଡିର ଉତ୍ତର ରାଜ୍ୟ ସ୍ୱାର୍ଥ ପାଇଁ ଏଭଳି ନିଷ୍ପତ୍ତି।
ଶ୍ରୀମନ୍ଦିରର ସୁରକ୍ଷାକୁ ଭେଦି ସୋସିଆଲ ମିଡିଆରେ ଭାଇରାଲ ହେଉଛି ଶ୍ରୀମନ୍ଦିରର ଡ୍ରୋନ୍ ଭିଜୁଆଲ। ଯାହାକୁ ନେଇ ଅସନ୍ତୁଷ୍ଟ ଭକ୍ତ ଓ ସେବାୟତ।
ରାଜ୍ୟ କଂଗ୍ରେସକୁ ଜଣକ ପରେ ଜଣେ ଯୁବ ନେତାଙ୍କ ଝଟ୍କା । ଦୁଇ ଦିନ ତଳେ ପୂର୍ବତନ ବିଧାୟକ ନିହାର ମହାନନ୍ଦ ତ ଆଜି ଅଂଶୁମାନ ମହାନ୍ତି। ସାଧାରଣ ନିର୍ବାଚନକୁ ଅଳ୍ପ ଦିନ ଥିବାବେଳେ ଜଣକ ପରେ ଜଣେ ୟଙ୍ଗ ବିଗ୍ରେଡ୍ଙ୍କ ଇସ୍ତଫା କଂଗ୍ରେସକୁ ଦୁର୍ବଳ କରିଛି।
କଳାକାର ସହାୟତା ରାଶି ବୃଦ୍ଧି କଲେ ରାଜ୍ୟ ସରକାର । କଳାକାର ସହାୟତା ରାଶି ମାସିକ ୧୨ ଶହରୁ ୨ ହଜାରକୁ ବଢ଼ିଲା । ୮୦ ବର୍ଷରୁ ଅଧିକ ହୋଇଥିଲେ ମାସକୁ ୨୫ ଶହ ଟଙ୍କା ପାଇବେ ।
ଆଗାମୀ ସାଧାରଣ ନିର୍ବାଚନ ପାଇଁ କମିଟି ଘୋଷଣା କରିଛି ବିଜେପି । ଯେଉଁଥିରେ ରହିଛି ଷ୍ଟେଟ୍ କୋର୍ କମିଟି, ନିର୍ବାଚନ କମିଟି, ଶୃଙ୍ଖଳା କମିଟି ।
ଅତିରିକ୍ତ ଜିଲ୍ଲା ଚିକିତ୍ସାଧିକାରୀ ସଚ୍ଚିଦାନନ୍ଦ ମିଶ୍ର କହିଛନ୍ତି, ଏହି ହସପିଟାଲରେ ନିଜସ୍ୱ ଡିଜି ସେଟ୍ ନାହିଁ।
କଟକରୁ ଭୁବନେଶ୍ୱର ଗଲା ବେଳେ ଓଲଟିଲା ‘ଚନ୍ଦନ’ ବସ୍ ।
ଉଭୟ ନେତାଙ୍କ ଭେଟଘାଟ୍ ପୁଣିଥରେ ପ୍ରଦୀପଙ୍କ ପଦ୍ମ ଦଳରେ ସାମିଲ ଚର୍ଚ୍ଚାକୁ ଖୋରାକ ଯୋଗାଇଛି।
ଯୁବକ ଯୁବତୀମାନଙ୍କ ପାଇଁ ଆରମ୍ଭ ହୋଇଥିବା “ସ୍ୱୟଂ” ଯୋଜନା ହେଉଛି କେନ୍ଦ୍ର ସରକାରଙ୍କ “କ୍ରେଡିଟ ଗ୍ୟାରେଂଟି ଫଣ୍ଡ ଫର ମାଇକ୍ରୋ ଆଣ୍ଡ ସ୍ମଲ ଏଂଟରପ୍ରାଇଜେସ” ଯୋଜନାର କପି ପେଷ୍ଟ । ସମସ୍ତ ଅର୍ଥ କେନ୍ଦ୍ର ସରକାର ଦେଉଥିବା ବେଳେ ମାତ୍ର ୧୫% ଅର୍ଥ ଦେଇ ରାଜ୍ୟ ସରକାର ଏହାକୁ ନିଜର ନୂଆ ଯୋଜନା ବୋଲି କହୁଥିବା ସେ ଅଭିଯୋଗ ଆଣିଛନ୍ତି ।
ରାଜ୍ୟସଭା ପ୍ରାର୍ଥୀ ଭାବେ ଅଶ୍ୱିନୀ ବୈଷ୍ଣବଙ୍କୁ ସମର୍ଥନ କରିଥିବା BJD ବିଧିବଦ୍ଧ ଭାବେ ଘୋଷଣା କରିଛି । ସମର୍ଥନକୁ ନେଇ BJD ପକ୍ଷରୁ ପ୍ରେସ୍ ରିଲିଜ ଜାରି କରାଯାଇଛି ।
ହଠାତ୍ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଓଡ଼ିଶା ଗସ୍ତ ରାଜ୍ୟ ରାଜନୀତିରେ ଚର୍ଚ୍ଚାରେ ରହିଥିଲା । ତାଙ୍କର ସମ୍ଭାବ୍ୟ ପ୍ରାର୍ଥିତ୍ୱ ଦାବିଦାର ଚର୍ଚ୍ଚାକୁ ଖୋରାକ ଯୋଗାଇଥିଲା । ଯାହାକି ଏବେ ସତ ହୋଇଛି ।
ଶ୍ରୀନଅର ସମ୍ମୁଖ ରଥଖଳାରେ ପରମ୍ପରା ଅନୁଯାୟୀ ତିନିଖଣ୍ଡ ଧଉରା କାଠକୁ ପୂଜାର୍ଚ୍ଚନା କରାଯିବ । ସନ୍ଧ୍ୟା ସମୟରେ ତିନିଖଣ୍ଡ ୧୨ଫୁଟିଆ ଧଉରା କାଠକୁ ଶୋତ୍ରିୟ ବ୍ରାହ୍ମଣ ଓ ରାଜଗୁରୁ ପୂଜାର୍ଚ୍ଚନା କରିବେ ।
ଅଂଶୁମାନ କେନ୍ଦ୍ରାପଡ଼ା ଜିଲ୍ଲାରେ କଂଗ୍ରେସର ଜଣେ ଟାଣୁଆ ଯୁବ ଚେହେରା ଥିଲେ । ଗତ ଦୁଇଦିନ ତଳେ ବରଗଡ଼ ଅତାବିରାର ପୂର୍ବତନ କଂଗ୍ରେସ ବିଧାୟକ ନିହାର ମହାନନ୍ଦ ଦଳ ଛାଡ଼ିଥିଲେ । ଆଉ ଏବେ ଅଂଶୁମାନ ।
ଗଳାବାଟେ ଚାଲିଛି ଅନିୟମିତତା। ଶ୍ରୀମନ୍ଦିରର ସୁରକ୍ଷା ବଳୟକୁ ଫୁ’ କରି ପୁଣି ମନ୍ଦିର ଉପରେ ଉଡିଲା ଡ୍ରୋନ। ଯାହାର ଫୁଟେଜ୍ ସୋସିଆଲ ମିଡିଆରେ ଭାଇରାଲ୍ ହୋଇଛି।