ପରମ୍ପରା ଅନୁଯାୟୀ ମାଧିପୁରର ତ୍ରିବେଣିଶ୍ୱର ମହାପ୍ରଭୁ କୁରୁଜଙ୍ଗରେ ଦକ୍ଷିଣେଶ୍ୱର ଓ ସନ୍ତପୁରରେ ଐଶାଣେଶ୍ୱର ମହାପ୍ରଭୁ ତିନି ଠାକୁରଙ୍କୁ ୧୫ତାରିଖ ଷଷ୍ଠୀ ରାତ୍ରରେ ବିମାନବିଜେ କରାଯିବ ।
ପ୍ରଧାନମନ୍ତ୍ରୀଙ୍କ ନିରନ୍ତର ବିକାଶ ମୂଳକ କାର୍ଯ୍ୟର ପ୍ରଚାର ସହ ତୃଣମୂଳ ସ୍ତରରେ ସଂଗଠନକୁ ମଜଭୁତ ପାଇଁ କର୍ମୀ ଓ ନେତାଙ୍କୁ କହିଥିଲେ । ବିଜେଡି ସରକାରକୁ ବିଦା କରିବା ସହ ଆଗାମୀ ଦିନରେ ଓଡ଼ିଶାରେ ଡବଲ ଇଂଜିନ ସରକାର କରିବା ପାଇଁ ନେତା ଓ କର୍ମୀଙ୍କୁ ଆହ୍ୱାନ ଦେଇଥିଲେ ଶିବରାଜ ।
ଧାର୍ମିକ ବିଶ୍ୱାସ ଅନୁଯାୟୀ କୁହାଯାଏ ଯେ ଏହି ଦିନ ଜ୍ଞାନର ଦେବୀ ମାତା ସରସ୍ୱତୀ ଅବତାର ଗ୍ରହଣ କରିଥିଲେ। ମାତା ସରସ୍ୱତୀ ଶିକ୍ଷା, ସଙ୍ଗୀତ, ଜ୍ଞାନ ଏବଂ କଳାର ଦେବୀ ହୋଇଥିବାରୁ ବିଶେଷ କରି ତାଙ୍କୁ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଏହି ଦିନ ବଡ ଧୁମଧାମରେ ପୂଜା କରାଯାଏ।
ବାସ୍ତୁବିଦ୍ୟା ଆମର ପ୍ରାଚୀନ ଶାସ୍ତ୍ର ବିଦ୍ୟାମଧ୍ୟରୁ ଏକ ପ୍ରମୁଖ ବିଦ୍ୟା ଏହାର ମହାନତା ଉପରେ କାହାର ସଂନ୍ଧେହ ବି ନାହିଁ। ବାସ୍ତୁଶାସ୍ତ୍ରର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ପରିବେଶ ଅନୁକୂଳ ଗୃହଟେ ନିର୍ମାଣ କରିବା ଏବଂ ସେଥିରେ ବସବାସ କରିବା। ଯଦି ଏହି ଗୃହର ପରିବେଶ ବାସ୍ତୁ ଅନୁକୂଳ ହୋଇଥାଏ।
ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୪ ତାରିଖ ବୁଧବାର ଚନ୍ଦ୍ର- ମୀନ ଦିବା ୧୦.୪୪ ଗତେ ମେଷ ତିଥି- ୫ମୀ ଦିବା ୧୨.୧୦ ଗତେ ୬ଷ୍ଠୀ ଘାତଚନ୍ଦ୍ର- ଧନୁ ରାଶିର, ଦିବା ୧୦.୪୪ ଗତେ ମେଷ ରାଶିର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ନାସ୍ତି
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଅସୁରକ୍ଷିତ ଅଭୟାରଣ୍ୟ ! ସୀମା ଟପିଲା ଶିକାରୀଙ୍କ ବର୍ବରତା। ବଳି ପଡ଼ିଗଲେ ଗଜରାଜ। ବାରହା ହେଉ କି ହରିଣ ବା ହାତୀ, କାହାକୁ ଛାଡ଼ୁନାହାନ୍ତି ଶିକାରୀ ।
ଅନ୍ଲାଇନ୍ ଗେମ୍ ଖେଳି ବିପୁଳ ଟଙ୍କା କ୍ଷତି ସହିଲେ, ଏହାର ଭରଣା ପାଇଁ ନିଜେ କାର୍ଯ୍ୟରତ ଏଟିଏମ୍ ଭ୍ୟାନ୍ ଲୁଟିବାକୁ ଚକ୍ରାନ୍ତ କଲେ ।
ଏସବୁ ଭିତରେ ବିଜେଡିର ଦୁଇ ରାଜ୍ୟସଭା ପ୍ରାର୍ଥୀ ଦେବାଶିଷ ଓ ଶୁଭାଶିଷ ଆଜି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ହେଲେ ଏ ଦୁହିଁଙ୍କ ପରେ ତୃତୀୟ ପ୍ରାର୍ଥୀ କିଏ ହେବ ଏପର୍ଯ୍ୟନ୍ତ ବିଜେଡି ତା କାର୍ଡ ଖୋଲି ନଥିବାରୁ ସସ୍ପେନ୍ସ ଜାରି ରହିଛି।
ନୂଆ ଯୋଜନାରେ ୨ଟି କିସ୍ତିରେ ହିତାଧିକାରୀଙ୍କ ଜମା ଖାତାକୁ ସହାୟତା ରାଶି ସିଧାସଳଖ ଦିଆଯିବ ।
ଘରୋଇ ଉପଭୋକ୍ତାଙ୍କ ପାଇଁ ବିଜୁଳି ଦର ହ୍ରାସ କଲେ ଓଇଆର୍ସି । ଘରୋଇ ଉପଭୋକ୍ତାଙ୍କ ପାଇଁ ପ୍ରତ୍ୟେକ ସ୍ଲାବରେ ୧୦ ପଇସା ହ୍ରାସ କରାଗଲା ।
ରାଜ୍ୟସଭା ନିର୍ବାଚନ ଭିତରେ ହଠାତ୍ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଓଡ଼ିଶା ଗସ୍ତ ନେଇ ବଢ଼ିଲା ଚର୍ଚ୍ଚା।
ଆଜି ଯାଜପୁର NC କଲେଜରେ ଆୟୋଜିତ ଆମ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ 5T ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍ ଯୋଗଦେଇ ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କୁ ଛାତ୍ରବୃତ୍ତି ମିଳିବା ନେଇ ସୂଚନା ଦେଇଛନ୍ତି ।
ଓଡ଼ିଶାରେ ରହି ସରକାରୀ ଚାକିରି କରିବାର ସୁବର୍ଣ୍ଣ ସୁଯୋଗ। ବ୍ରୋଡ୍କାଷ୍ଟ ଇଞ୍ଜିନିୟରିଂ କନ୍ସଲ୍ଟାଣ୍ଟ ଇଣ୍ଡିଆ ଲିମିଟେଡ୍ (BECIL) ଭୁବନେଶ୍ୱର ନିକଟରେ ଏକ ବିଜ୍ଞପ୍ତି ପ୍ରକାଶ କରିଛି।
ତୀର୍ଥଯାତ୍ରାକୁ ଯାଇ ୩ ବୃଦ୍ଧା ନିଖୋଜ । ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ତିରୁପତି ଯାଇଥିବା ଯାତ୍ରୀଙ୍କ ମଧ୍ୟରୁ ନିଖୋଜ ହୋଇ ଯାଇଛନ୍ତି ତିନି ଜଣ ବୃଦ୍ଧା ।
ବୋମା ବିସ୍ଫୋରଣରେ ଦନ୍ତା ହାତୀର ମୃତ୍ୟୁ । ଭରତପୁର ଜଙ୍ଗଲରେ ବୋମା ବିସ୍ଫୋରଣର ଶିକାର ହୋଇଥିବା ଏକ ଦନ୍ତା ହାତୀର ମୃତ୍ୟୁ ହୋଇଛି । ହାତୀଟି ଖୋର୍ଦ୍ଧା ଜଙ୍ଗଲରୁ ଆସିଥିବା ଅନୁମାନ କରାଯାଉଛି ।
ରାଜ୍ୟସଭା ନିର୍ବାଚନ ପାଇଁ ବିଜେଡିର ଦୁଇ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ । ଦଳର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଏବଂ ଯୁବ ନେତା ଶୁଭାଶିଷ ଖୁଣ୍ଟିଆ ଆଜି ନାମାଙ୍କନ ଦାଖଲ କରିଛନ୍ତି ।
ଯେଉଁ ପିଲାମାନଙ୍କ ଅଭିଭାବକ ସରକାରୀ ଚାକିରି କରିଛନ୍ତି କିମ୍ବା ସରକାରଙ୍କୁ ଟିକସ ଦେଉଛନ୍ତି, ସେହି ପିଲାମାନେ ଏହି ସୁବିଧାରୁ ବଞ୍ଚିତ ହେବେ । କେବଳ ଏହି ସୁବିଧା ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କୁ ମିଳିବ ।
‘ନବୀନ ବାବୁ ନିଜେ ସରକାର ଚଳାଉନାହାନ୍ତି, ଆଉଟସୋର୍ସକୁ ଦେଇଛନ୍ତି’ ବୋଲି କହିଛନ୍ତି ଶିବରାଜ । ‘ସେ ସରକାର ଚଳାଉ ନାହାନ୍ତି, ତାଙ୍କ ଅଧିକାରୀ ସରକାର ଚଳାଉଛନ୍ତି’।
କୋଟିଆ ଗ୍ରାମପୁଞ୍ଜରେ ଆଦାନୀ ଗ୍ରୁପ ତିଆରି କରିବ ପମ୍ପ ଚାଳିତ ଜଳ ବିଦ୍ୟୁତ ପ୍ରକଳ୍ପ ଏବଂ ବିଦ୍ୟୁତ ସରବରାହ କରିବ ଟାଟା ପାୱାର । ପାଖାପାଖି ୫୦୦୦ କୋଟି ଟଙ୍କାର ଏହି ପ୍ରକଳ୍ପରେ ୨୨୦୦ ମେଗାୱାଟର ବିଦ୍ୟୁତ ଉତ୍ପନ୍ନ ହେବା ସୂଚନା ରହିଛି ।
ମଳୟ ଏକ ଦୈନିକ ଖବର କାଗଜରେ ଏକ କମ୍ପାନୀ ପାଇଁ ମହିଳା ଓ ପୁରୁଷ ଆବଶ୍ୟକ ନେଇ ବିଜ୍ଞାପନ ପ୍ରକାଶ କରିଥିଲା।
ଗତ ଡିସେମ୍ବର ୧୫ ତାରିଖରେ ଫେବ୍ରୁଆରୀ ୧୬ରୁ ଯୁକ୍ତ ୨ ପରୀକ୍ଷା ଆରମ୍ଭ କରାଯିବା ନେଇ ଘୋଷଣା କରାଯାଇଥିଲା । ଫେବ୍ରୁଆରୀ ୧୬ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦ ଯାଏଁ ଚାଲିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ପାଇଥିଲା ।
ସେହିଭଳି ଘନକୁହୁଡ଼ିରେ ଲୁଚି ରହିଛି ପାରାଦୀପ ସହର । ରାସ୍ତାଘାଟ ଦେଖାଯାଉନି, ଗାଡ଼ି ଚଳାଚଳରେ ବାଧା ଉପୁଜିଛି । ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖାଦେଇଥିବାରୁ ଯାତାୟାତରେ ବାଧା ଉପୁଜିଛି ।
ସୈାର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୩ ତାରିଖ ମଙ୍ଗଳବାର। ଚନ୍ଦ୍ର- ମୀନ ଅହୋରାତ୍ର, ତିଥି- ୪ର୍ଥୀ ଦିବା ୦୨.୪୨ ଗତେ ୫ମୀ, ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର, ଘାତବାର- ମକର ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ
ଖାଲିପଡୁଥିବା ରାଜ୍ୟସଭା ଆସନ ପାଇଁ ଗତକାଲି ପ୍ରାର୍ଥୀ ଘୋଷଣା କରିଥିଲା BJD । ୩ଟି ଆସନ ମଧ୍ୟରୁ ୨ଟି ପାଇଁ ପ୍ରାର୍ଥୀ ଘୋଷଣା ହୋଇଛି । ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଏବଂ ରାଜ୍ୟ ଯୁବ BJD ଉପସଭାପତି ଶୁଭାଶିଷ ଖୁଣ୍ଟିଆଙ୍କ ନାଁ ଘୋଷଣା କରିଥିଲା ଦଳ ।