Advertisment

ଓଡ଼ିଶାରୁ ଚିହ୍ନଟ ହେଲେ ୫୯୧ ନୂଆ କରୋନା ପଜିଟିଭ୍‌

ଭୁବନେଶ୍ୱର: ଓଡ଼ିଶାରେ ଆଉ ୫୯୧ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୫ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୧୮୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ଚିହ୍ନଟ ନୂଆ ୫୯୧ ଆକ୍ରାନ୍ତଙ୍କ ମଧ୍ୟରୁ ୩୯୪ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୯୭ରହିଛି। […]

author-image
Rajalaxmi Sahoo
ଅଦ୍ୟତନ ହୋଇଛି
ଓଡ଼ିଶାରୁ ଚିହ୍ନଟ ହେଲେ ୫୯୧ ନୂଆ କରୋନା ପଜିଟିଭ୍‌

corona

ଭୁବନେଶ୍ୱର: ଓଡ଼ିଶାରେ ଆଉ ୫୯୧ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୫ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୧୮୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Advertisment

ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ଚିହ୍ନଟ ନୂଆ ୫୯୧ ଆକ୍ରାନ୍ତଙ୍କ ମଧ୍ୟରୁ ୩୯୪ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୯୭ରହିଛି।

publive-image

publive-image

publive-image

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୬,୭୦୧ ରେ ପହଞ୍ଚିଛି। ସେଥିମଧ୍ୟରୁ ୧୧,୩୩୦ଜଣ ସୁସ୍ଥ ହୋଇଥିବାବେଳେ ୫,୨୫୯ ଜଣ ଚିକିତ୍ସାଧୀନ ଅଛନ୍ତି।

Advertisment
Coronavirus In Odisha Corona Cases In Odisha Corona Updates Odisha
Advertisment
Advertisment