କେବଳ ଭୁବନେଶ୍ୱର ନୁହେଁ କଟକରେ ବି କିଲୋ ପ୍ରତି ୭ ଟଙ୍କା ବଢିଯାଇଛି ଆଳୁଦର ।
୧୬ ନମ୍ବର ଜାତୀୟ ରାଜପଥରରେ ଏକ କାର ଡିଭାଇଡରକୁ ଧକ୍କା ଦେବାରୁ ଘଟଣା ସ୍ଥଳରେ କାରରେ ଥିବା ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି।
ଆସନ୍ତା ୫ ଦିନ ଯାଏଁ ଖରାରୁ ନିସ୍ତାର ନାହିଁ । ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆସନ୍ତା ୨ ଦିନ ରାଜ୍ୟରେ ହିଟୱେଭ୍ କଣ୍ଡିସନ ରହିବ ।
ପବିତ୍ର ମହାବିଷୁବ ସଂକ୍ରାନ୍ତି ଅବସରରେ କେନ୍ଦ୍ରାପଡ଼ାରେ ବିଭିନ୍ନ ସଂଗଠନ ପକ୍ଷରୁ ହିନ୍ଦୁ ଏକତା ଶୋଭାଯାତ୍ରା ଆୟୋଜନ କରାଯାଇଛି। ଏହି ଶୋଭାଯାତ୍ରାରେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା ବିଜେପି ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ସାମିଲ ହୋଇଛନ୍ତି।
ଆଜିଠାରୁ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ସକାଳୁ ଦ୍ୱାର ଫିଟା ସମୟରେ ଦୁଇଜଣ ଓ ସନ୍ଧ୍ୟାରେ ଆଳତୀ ସମୟରେ ୨ଜଣ ପ୍ରତିହାରୀ ସେବକ ମୁତୟନ ରହିବେ।
ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ରବିବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୬ଷ୍ଠୀ ଦିବା ୧୧.୪୪ ଗତେ ୭ମୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ମେଷ ରାଶିର ପୁଷ୍କର ଦୋଷ - ୧ ପାଦ-କୃଷିହାନି-ଭୂମିଦାନ ଦିବା ୧୧.୪୪ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୧.୩୫ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ
ପୁଣି ରାଜ୍ୟରେ ଧିରେ ଧିରେ ବୃଦ୍ଧି ପାଉଛି ତାତି । ଆସନ୍ତା ୫ ଦିନ ଭିତରେ ତାପମାତ୍ରା ୫ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବା ନେଇ ସମ୍ଭାବନା ରହିଛି । ଉପକୂଳ ଓଡ଼ିଶାର ଜଗତସିଂହପୁର, ଗଞ୍ଜାମ ଭଳି ଜିଲ୍ଲାରେ ଗୁଳୁଗୁଳି ଅଧିକ ହେବ ।
ଆଜି ପବିତ୍ର ପଣା ସଂକ୍ରାନ୍ତି। ଓଡ଼ିଆ ପରମ୍ପରାନୁଯାୟୀ ଏହି ଦିନଠାରୁ ନୂଆ ବର୍ଷ ଆରମ୍ଭ ହୋଇଥାଏ। ଏହାଛଡ଼ା ଏହି ଦିନକୁ ହନୁମାନ ଜୟନ୍ତୀ, ମହାବିଷୁବ ସଂକ୍ରାନ୍ତି ଭାବେ ମଧ୍ୟ ପାଳନ କରାଯାଇଥାଏ। ଏହି ଦିନ ବେଲ ଆଦି ପଣା ତିଆରି କରି ପିଆଯାଏ। ଆସନ୍ତୁ ଜାଣିବା ଏହା ପଛରେ ଥିବା ବୈଜ୍ଞାନିକ କାରଣ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ମଞ୍ଚେଶ୍ବର ଥାନା ପଦ୍ମକେଶରୀପୁର ଗାଁରେ ଏବେବି ଚାଲିଛି ସାହୁକାରର ଜୁଲୁମ ଓ ଗୁଣ୍ଡାରାଜ। କିଏ ମରଣାନ୍ତକ ଆକ୍ରମଣର ଶିକାର ହେଉଛି, ତ କିଏ ତଳିତଳାନ୍ତ ହୋଇଗଲେଣି ସୁଧ ସୁଝି ସୁଝି ।
ଦ୍ୱିତୀୟ ପର୍ଯ୍ୟାୟରେ କଂଗ୍ରେସ ୯ ଜଣ ସାଂସଦ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି।
ବାଲେଶ୍ବର ବିଜେଡିର ଗୋଷ୍ଠୀ କନ୍ଦଳ । ଦଳ ଭିତରୁ ଆଶୟୀ ନେତା ଏବଂ ଆମଦାନୀ ନେତା ମୁହାଁମୁହିଁ ସ୍ଥିତିରେ ଥିବାରୁ ବିଜେଡି ଏପର୍ଯ୍ୟନ୍ତ ଜିଲ୍ଲାର ୩ ବିଧାନସଭା ସିଟ୍ରେ ଟିକେଟ୍ ଘୋଷଣା କରିପାରୁନି।
ବିଜେଡିରୁ ଟିକେଟ୍ ପଛରେ କାମ କରୁଛି କି ମାଇନ୍ସ ଲବି ? ଶାସକ ଦଳର ପ୍ରାର୍ଥୀ କିଏ ହେବ ସେ ନିଷ୍ପତ୍ତି ନେଉଛନ୍ତି କି ଖଣି ମାଲିକ ? ଖଣି ଅଞ୍ଚଳ କୋରାପୁଟ ଜିଲ୍ଲାରେ ବିଜେଡି ଟିକେଟ କିଣି ନେଲେ କି କର୍ପୋରେଟ ସଂସ୍ଥା ?
କନ୍ଧମାଳରେ ବିଜେଡିର ସାଂସଦ ପ୍ରାର୍ଥୀଙ୍କୁ ବିରୋଧ। ଅଚ୍ୟୁତ ସାମନ୍ତ ଅଣ ଆଦିବାସୀ କହି କୁଇ ସମାଜର ପ୍ରତିବାଦ। ପ୍ରାର୍ଥୀ ପ୍ରତ୍ୟାହାର ଦାବିରେ କନ୍ଧମାଳ ବନ୍ଦ ଡାକରା। କ୍ୟାମ୍ପେନ ଆରମ୍ଭ ହେବା ପୂର୍ବରୁ କନ୍ଧମାଳ ରାଜନୀତି ସରଗରମ।
ଏଣେ ଅସହ୍ୟ ଗରମ, ତେଣେ ମାର୍କେଟରେ ଏସି ମରୁଡ଼ି। ଗ୍ରାହକ କରିବେ ତ କଣ କରିବେ, ଯିବେ ତ କୁଆଡ଼େ ଯିବେ। ଖରାରେ ସିଝି ସହର ସାରା ବୁଲି ବୁଲି ନୟାନ୍ତ ହେଉଛନ୍ତି ଅନେକ ।
ପାଟକୁରା ତିକନପୁରରେ ବିଜେପି ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡାଙ୍କ ପ୍ରଚାର। ନିର୍ବାଚନୀ ପ୍ରଚାରରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ବୈଜୟନ୍ତ।
୫ ଜିଲ୍ଲା ପୋଲିସ ପାଇଁ ମୋଷ୍ଟ୍ ୱାଣ୍ଟେଡ ଥିବା କୁଖ୍ୟାତ ଡକାୟତ ଗ୍ୟାଙ୍ଗର ୪ ଜଣଙ୍କୁ ଗିରଫ କରିଛି କମିଶନରେଟ୍ ପୋଲିସ ।
ଆଜି ଦିନ ୨ଟା ୩୦ ସୁଦ୍ଧା ଚାନ୍ଦବାଲି, ଭୁବନେଶ୍ୱର, ବାଲେଶ୍ୱରରେ ତାପମାତ୍ରା ବଢ଼ିଛି ।
ବ୍ୟୋମକେଶଙ୍କ ଟିକେଟକୁ ବିରୋଧ କରୁଥିବା ଅଜୟ ଆଜି ବିଜେଡିରୁ ଇସ୍ତଫା ଦେବା ସହ ପଦ୍ମ ଧରିଛନ୍ତି ।
କରୋନା ବେଳେ ନବୀନ ବାବୁ କଳାକାରମାନଙ୍କୁ ସହାୟତା କରିନଥିଲେ, ମୋଦି କଳାକାର ମାନଙ୍କୁ ସହାୟତାର ହାତ ବଢ଼ାଇଥିଲେ।
ଆମ ଓଡ଼ିଆ ଘରେ ବାର ମାସରେ ତେର ପର୍ବ । ଘରେ ବିଭିନ୍ନ ପର୍ବରେ ମିଠା ଓ ପିଠା ତିଆରି କରାଯାଏ । ପବିତ୍ର ପଣା ସଂକ୍ରାନ୍ତିରେ ଆମେ ବନେଇବା ସୁଆଦିଆ ମିଠା ‘ରାବିଡ଼ି ମାଲପୁଆ’।
୧୫ ଓ ୧୬ ତାରିଖ ପାଇଁ ପାଣିପାଗ ବିଭାଗ ପକ୍ଷରୁ ହିଟ ୱେଭ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୭ରୁ ୨୦ ତାରିଖ ବେଳକୁ ତାପମାତ୍ରା ଆହୁରି ଅଧିକ ବୃଦ୍ଧି ପାଇବା ସମ୍ଭାବନା ରହିଛି।
କଣ୍ଟାମାଳ ନିର୍ବାଚନ ମଣ୍ଡଳୀ ପଲଶପାଟଠାରୁ ଆମ୍ବଗାଁ ପର୍ଯ୍ୟନ୍ତ ଏକ ରାଜନୈତିକ ଦଳ ପକ୍ଷରୁ ବିଶାଳ ବାଇକ ରାଲି ଅନୁଷ୍ଠିତ ହୋଇଥିଲା l ଏହି ରାଲିରେ ବୌଦ୍ଧ ବ୍ଲକ ଦହ୍ୟା ନୋଡାଲ ଉଚ୍ଚ ବିଦ୍ୟାଳୟର ଶିକ୍ଷୟିତ୍ରୀ ସଙ୍ଘମିତ୍ରା ମଲ୍ଲିକ ଯୋଗଦେଇଥିବା ନେଇ ଅଭିଯୋଗ ହୋଇଥିଲା l
ଆଜି ଦ୍ୱିତୀୟ ପର୍ଯ୍ୟାୟରେ ୨୫ ଜଣିଆ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା ହୋଇପାରେ। ବିଜେପି ଦୁଇଟି ପର୍ଯ୍ୟାୟରେ ରାଜ୍ୟର ସମସ୍ତ ୨୧ଟି ଲୋକସଭା ଆସନରେ ପ୍ରାର୍ଥୀ ଘୋଷଣା କରି ସାରିଥିଲା ବେଳେ, ପ୍ରଥମ ପର୍ଯ୍ୟାୟରେ ୧୧୨ଟି ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିସାରିଛି।
ହଜାର ବର୍ଷର ଐତିହ୍ୟ ନଗର କଟକର କଳ୍ପିତ କଳେବର ବୃଦ୍ଧି ସମ୍ଭବ ନ ହେବାରୁ ଏକାମ୍ର କ୍ଷେତ୍ର ଭୁବନେଶ୍ୱରକୁ ନୂତନ ରାଜଧାନୀ କରିବାର ପ୍ରସ୍ତାବ ରଖାଯାଇ ୧୯୪୮ ଏପ୍ରିଲ ୧୩ ତାରିଖ ଦିନ ଶିଳାନ୍ୟାସ କାର୍ଯ୍ୟ ସମ୍ପନ୍ନ କରାଗଲା । ସେହିଦିନଠାରୁ ବୟସ ବଢ଼ିବା ସହ ନୂଆ ରାଜଧାନୀର କଳେବର ଆଶାତୀତ ଭାବେ ବଢ଼ି ବଢ଼ି ଚାଲିଛି ।