ଗଜପତି ଜିଲ୍ଲା ପରିସଲ୍ ଛକରେ କାର ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁକୁ ନେଇ ଜୋର ଧରିଲା ରାଜନୀତି । ଦୁର୍ଘଟଣା ଘଟାଇଥିବା ଗାଡ଼ିଟି 5T ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କ ସୁରକ୍ଷାରେ ନିୟୋଜିତ ଥିବା ବୋଲି କହିଛି କଂଗ୍ରେସ । ଧକ୍କା ଦେଇଥିବା ଗାଡ଼ିଟି ଏକ ପୋଲିସ ଗାଡ଼ି ।
ଘାଟିରେ ଓଲଟି ପଡ଼ିଲା ଯାତ୍ରା ପାର୍ଟି ଟ୍ରକ । ମୟୂରଭଞ୍ଜ ବାଙ୍ଗିରିପୋଷି ଘାଟିରେ ଘଟିଛି ଦୁର୍ଘଟଣା ।
ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୨୪ ତାରିଖ ବୁଧବାର। ଚନ୍ଦ୍ର- ମିଥୁନ ରାତ୍ରି ୦୧.୪୭ ଗତେ କର୍କଟ। ତିଥି- ୧୪ଶୀ ରାତ୍ରି ୦୯.୫୦ ଗତେ ପୂର୍ଣ୍ଣିମା।
କେବେ ରାସ୍ତ ରାସ୍ତା ନଥିବାରୁ ଗାଁକୁ ଆମ୍ବୁଲାନ୍ସ ଯାଇପାରେନି ତ କେବେ କେବେ ଚିକିତ୍ସା ଅଭାବ ବା ଭୁଲ ଇଞ୍ଜେକସନ ପାଇଁ ଯାଏଁ ରୋଗୀର ଜୀବନ । ଷ୍ଟ୍ରେଚରରେ ବୁହା ହୋଇ ନଦୀ, ବିଲ ପାର୍ କରି ଆମ୍ବୁଲାନ୍ସ ପାଖେ ପହଞ୍ଚିବାର ଘଟଣା ସବୁ ତ ନିତିଦିନିଆ କଥା ହୋଇଗଲାଣି ।
ଟ୍ୱିନସିଟି ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା । ଆସନ୍ତାକାଲି ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିରହିବ କୋହଲା ପାଗ । ଦକ୍ଷିଣ ଛତିଶଗଡ଼ ବାୟୁମଣ୍ଡଳ ଉପରି ଭାଗରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ କୋହଲା ପାଗ ଜାରି ରହିବ ।
ବିବାହର ବିତି ଯାଇଥିଲା ୧୪ ବର୍ଷ । କୋଳକୁ ଦୁଇଟି ଛୁଆ ମଧ୍ୟ ଆସିଥିଲେ । କିନ୍ତୁ ସ୍ୱାମୀ ମନ ପୁରିନଥିଲା । ସନ୍ତାନର ଖୁସିକୁ ସେ ଗ୍ରହଣ କରିପାରୁ ନଥିଲା । ଦୁଇଟି ଯାକ ଝିଅ ହିଁ କଣ ପାଇଁ ହେଲା.. ଏନେଇ ପତ୍ନୀଙ୍କୁ ମାରଧର କରୁଥିଲା ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
SCBରେ ଚିକିତ୍ସାଧୀନ ଅବସ୍ଥାରେ ୬୯ ବର୍ଷ ବୟସରେ ପରଲୋକ ହୋଇଛି ।
ପ୍ରାଣ ପ୍ରତିଷ୍ଠାବେଳେ ଶିଶୁଜନ୍ମ ନେଇ କୃତ୍ୟ କୃତ୍ୟ ବାପା ମା’। କାହା ନାଁ ସୀତା, ପୁଣି କାହା ନାଁ ରାମ-ରହିମ୍। ଅଭିଜିତ ବେଳାରେ SCB, କ୍ୟାପିଟାଲ୍ ହସ୍ପିଟାଲ, AIIMSରେ ୫୦ ଶିଶୁଙ୍କ ଜନ୍ମ ।
ଏମ୍ସରୁ କିଭଳି ଏ ଡ୍ରୋନ୍ ପରିଚାଳିତ ହେବ? କେତେ ବେଗରେ ଆଉ କେତେ ଦୂର ଯାଇପାରିବ?
ମୋକିମ୍, ସଗରିଆ ଓ ଚିରଞ୍ଜୀବଙ୍କ ଉପରୁ ହଟିଲା ସସପେନସନ୍ । ୨୪ ଲଢ଼େଇ ପାଇଁ ବିଜେଡି-ବିଜେପି ବିରୋଧରେ କଂଗ୍ରେସର ଦୃଢ ରଣନୀତି ।
ଶାସକ ଦଳ ବିରୋଧରେ ବିଜେପିର ସାଂଘାତିକ ଅଭିଯୋଗ । ‘ରାମ ମାହୋଲରୁ ଫାଇଦା ଚେଷ୍ଟାରେ ବିଜେଡି’ ।
ରାଉରକେଲା ସହରର ଲୋକସଂଖ୍ୟା ଦୃଷ୍ଟିରୁ ଏକ ବଡ଼ ସରକାରୀ ହସ୍ପିଟାଲର ବି ଆବଶ୍ୟକତା ନେଇ ସବୁ ବେଳେ ଦାବି ହୋଇ ଆସୁଛି। କିନ୍ତୁ କେବଳ ରାଉରକେଲା ସରକାରୀ ହସ୍ପିଟାଲକୁ ଛାଡ଼ି ଦେଲେ ସହରରେ ସାଧାରଣ ଲୋକଙ୍କ ପାଇଁ ଦେୟମୁକ୍ତ ଚିକିତ୍ସାର କୌଣସି ସୁବିଧା ନାହିଁ।
ନିଜ ନିର୍ବାଚନମଣ୍ଡଳୀରେ ସ୍ୱତନ୍ତ୍ର ପତିଆରା ଆଉ ଦୃଢ଼ ସଂଗଠନ ପାଇଁ ସାରଦା ବିଜେଡିର ଅନ୍ୟ ଆଶାୟୀଙ୍କଠାରୁ ବି ଢେର ଆଗରେ ।
ଭିକେ ପାଣ୍ଡିଆନଙ୍କୁ ଟାର୍ଗେଟ କଲେ କଂଗ୍ରେସ ପ୍ରଭାରୀ ଅଜୟ କୁମାର । କହିଲେ, ବିଜୁଙ୍କ ଜାଗାରେ ଏବେ ପାଣ୍ଡିଆନଙ୍କ ଫଟୋ ଲାଗିବା ଦେଖାଗଲାଣି । କିଛି ଦିନ ପରେ ନବୀନଙ୍କ ଫଟୋ କାଢ଼ି ପାଣ୍ଡିଆନଙ୍କ ଫଟୋ ରହିବ।
AIIMSରୁ ରକ୍ତ ନେଇ ଟାଙ୍ଗି ମେଡିକାଲ ଯାଇ ଫେରିଥିଲା ଡ୍ରୋନ୍ । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଏମସ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡାକ୍ତର ଆଶୁତୋଷ ବିଶ୍ୱାସ ।
କଂଗ୍ରେସକୁ ଫେରିଲେ ୩ ବରିଷ୍ଠ ନେତା। ବରିଷ୍ଠ କଂଗ୍ରେସ ନେତାଙ୍କ ଉପରୁ ନିଲମ୍ବନ ହଟାଇଲା ଦଳ ।
ମା’ ମୁଁ ବହୁତ ଭରସାରେ ତୋତେ ଚିଠି ଲେଖୁଛି... ମୁଁ ଶୁଣିଛି ତୁ ସମସ୍ତଙ୍କ ମନସ୍କାମନା ପୂରା କରୁ... ମୋର ବି କରିଦେ ମା’... ତୁତ ଜାଣିଛୁ ମୁଁ କାହ୍ନାକୁ କେତେ ଭଲ ପାଉଛି...ମୋ ଉପରେ ଏତିକି କୃପା କର, ଆମ ଦୁଇ ଜଣଙ୍କୁ ସବୁଦିନ ପାଇଁ ଏକ କରିଦେ...
ନିଆଁ ଲାଗିବା ପରେ ତୁରନ୍ତ ରୋଗୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଥିଲା ।
ଦୁର୍ଘଟଣା ପରେ ଗାଡିରେ ଥିବା ୩ ଜଣ ଯୁବକ ସେଠାରୁ ଫେରାର ହୋଇଯାଇଛନ୍ତି।
ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୨୩ ତାରିଖ ମଙ୍ଗଳବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୧୩ଶୀ ରାତ୍ରି ୦୮.୩୯ ଗତେ ୧୪ଶୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ମକର ରାଶି
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ପ୍ରଭୁ ଶ୍ରୀରାମଙ୍କ ଜନ୍ମଭୂମି ଅଯୋଧ୍ୟାଠାରୁ ପ୍ରାୟ ୧୦୦୦ କିମି ଦୂରରେ ଲୋକାର୍ପିତ ହୋଇଛି ଆଉ ଏକ ଭବ୍ୟ ଓ ଦିବ୍ୟ ରାମ ମନ୍ଦିର।
ଆଜି ଧନ୍ୟ ହୋଇଗଲା ଜୀବନ। ଦିବ୍ୟ ଦର୍ଶନରେ ପୁରି ଉଠୁଛି ମନ ଆଉ ପ୍ରାଣ। ଆଜି କେହି ରୋକିପାରିବେନି ଏହି ଖୁସିର ଲୁହକୁ। ଆଜି କେହି ଅଟକାଇ ପାରିବେନି ଏହି ଭାବ ଆଉ ଆବେଗକୁ।
ରାଜ୍ୟରେ IAS ସ୍ତରରେ ବଡ଼ ଧରଣର ଅଦଳବଦଳ। ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଶ୍ରୀମନ୍ଦିର ଅତିରିକ୍ତ ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ପାଇଛନ୍ତି।