• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

Rourkela
ଚାରିଆଡ଼େ କୁଢ଼ କୁଢ଼ ଅଳିଆ, ସ୍ୱଚ୍ଛତା ତାଲିକାରେ ତଳକୁ ଖସିଲା ଷ୍ଟିଲ ସିଟି

ପ୍ରକାଶ ପାଇଛି ସାରା ଦେଶର ସ୍ୱଚ୍ଛ ସର୍ବେକ୍ଷଣ ରିପୋର୍ଟ । ତାଲିକାରେ ଗଲା ବର୍ଷ ୪୫ନମ୍ବରରେ ଥିଲା ଷ୍ଟିଲସିଟି ରାଉରକେଲା । ଆଉ ଚଳିତ ବର୍ଷ ବହୁ ତଳକୁ ଖସି ୧୧୯ ନମ୍ବରରେ ପହଞ୍ଚିଛି ।

Baijayant Panda Birthday
ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ଜନ୍ମଦିନ ପାଳିଲେ ପ୍ରଶଂସକ

ବଲାଙ୍ଗିର ଜିଲ୍ଲା ଟିଟିଲାଗଡରେ ଥିବା ମା’ ଘଣ୍ଟାସୁଣି ମନ୍ଦିର ପରିସରରେ ବୈଜୟନ୍ତଙ୍କ ଜନ୍ମଦିନ ପାଳନ କରାଯାଇଛି ।

National Youth Day
ଜାତୀୟ ଯୁବ ଦିବସ ଅବସରରେ ସମ୍ମାନିତ ହେଲେ ସାମ୍ବାଦିକା ପ୍ରଜ୍ଞା ଚୌଧୁରୀ

କ୍ରାନ୍ତିକାରୀ ଫାଉଣ୍ତେସନ ପକ୍ଷରୁ ଜାତୀୟ ଯୁବ ଦିବସ ପାଳିତ ହୋଇ ଯାଇଛି । ସ୍ଥାନୀୟ ଜୟଦେବ ଭବନରେ କ୍ରାନ୍ତିକାରୀ ଫାଉଣ୍ତେସନ ପକ୍ଷରୁ ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ମଧ୍ୟ ଅନୁଷ୍ଠିତ ହୋଇଯାଇଛି ।

Viral Girl
ଭୁଲ ଅସ୍ତ୍ରୋପଚାର ପାଇଁ ଜୀବନ ହାରିଲେ ମହିଳା

ଭୁଲ ଅସ୍ତ୍ରୋପଚାର ଯୋଗୁଁ ମହିଳାଙ୍କ ମୃତ୍ୟୁ ଅଭିଯୋଗ । ସ୍ୱାସ୍ଥ୍ୟକେନ୍ଦ୍ର ଆଗରେ ମୃତଦେହ ରଖି କ୍ଷତିପୂରଣ ଦାବିରେ ସଂପର୍କୀୟଙ୍କ ଧାରଣା ।

Gajapati Maharaja
ଶ୍ରୀନଅରରେ ଗଜପତି ମହାରାଜାଙ୍କ ଆଚାର୍ଯ୍ୟ ବରଣ

ଆସନ୍ତାକାଲି ଦିନ ୧୧ଟାରୁ ରାତି ୮ଟା ଯାଏଁ ଅଙ୍କୁରପୂଜନ ହେବ । ୧୪ ତାରିଖରେ ଯଜ୍ଞ ଅଧିବାସ, ମଣ୍ଡଳସ୍ଥାପନ, ଧ୍ୱଜାସ୍ଥାପନ ଓ ତୋରଣ ସ୍ଥାପନ ହେବ । ୧୫ ତାରିଖ ସକାଳ ସାଢ଼େ ୭ଟାରେ ଅଖଣ୍ଡଦୀପ ସ୍ଥାପନ ସନ୍ଧ୍ୟା ୬ଟା ଭିତରେ ପଞ୍ଚକର୍ମ, ସରିବ ।

OSSC has released the OSSC Excise SI Recruitment 2024
OSSC Recruitment 2024: ଗ୍ରାଜୁଏସନ୍‌ କରିଥିଲେ ଏକ୍ସାଇଜ୍ ସବ୍ ଇନ୍ସପେକ୍ଟର ପଦବୀ ପାଇଁ କରନ୍ତୁ ଆବେଦନ

ଓଡ଼ିଶାରେ ସରକାରୀ ଚାକିରି କରିବାର ସୁବର୍ଣ୍ଣ ସୁଯୋଗ। ଓଡ଼ିଶା ଷ୍ଟାଫ୍ ସିଲେକସନ କମିଶନ (OSSC) ଏକ ନୂଆ ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ କରିଛି। ଏହି ନିଯୁକ୍ତି ମାଧ୍ୟମରେ କଟକ ଠାରେ ଏକ୍ସାଇଜ୍ କମିଶନର ଏକ୍ସାଇଜ୍ ସବ୍ ଇନ୍ସପେକ୍ଟର ପଦ ପୂରଣ ହେବ।

BDO
ହତ୍ୟା ନା ଆତ୍ମହତ୍ୟା ? ଉଚ୍ଚସ୍ତରୀୟ ତଦନ୍ତ ଦାବି କଲା ବିଜେପି

ସିମୁଳିଆ ବିଡ଼ିଓ ବିଶ୍ୱରଞ୍ଜନ ମହାନ୍ତିଙ୍କ ମୃତ୍ୟୁକୁ ନେଇ ଉଚ୍ଚସ୍ତରୀୟ ତଦନ୍ତ ଦାବି କଲା ବିଜେପି । ସିମୁଳିଆରେ ବିଜେପି ପକ୍ଷରୁ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦାବି କରାଯାଇଛି ।

Doctor Prescription
ଡାକ୍ତରଙ୍କୁ ପରିଷ୍କାର ଅକ୍ଷରରେ ଲେଖିବାକୁ କଡ଼ା ନିର୍ଦ୍ଦେଶ...

ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନୋଟିସ କଲା ସ୍ୱାସ୍ଥ୍ୟ ବିଭାଗ ।

  • Friday, 12 January 2024
  • Doctor
Sri Mandir
ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କାର୍ଯ୍ୟସୂଚୀ ଚୂଡ଼ାନ୍ତ, ପ୍ରଥମେ ଗୁଆଟେକା, ପରେ ଅଙ୍କୁରରୋପଣ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ଉତ୍ସବ ଲାଗି ଆଜିଠୁ ଆରମ୍ଭ ହେବ କାର୍ଯ୍ୟକ୍ରମ । ଆଜି ସନ୍ଧ୍ୟା ୫ଟାରୁ ୬ଟା ମଧ୍ୟରେ ଶ୍ରୀନଅରଠାରେ ଗଜପତି ମହାରାଜା ଆଚାର୍ଯ୍ୟ ବରଣ କରିବେ ।

Nua O Odisha
ନୂଆ ‘ଓ’ କାର୍ଯ୍ୟକ୍ରମ ପାଇଁ ଘୁଞ୍ଚିଲା ପରୀକ୍ଷା, ୧୩ରେ ଥିବା ପରୀକ୍ଷା ହେବ ୨୪ ତାରିଖରେ

ଆସନ୍ତାକାଲି ଏହି ୟୁନିଭରସିଟିର ବିଭିନ୍ନ କ୍ଲାସର ପରୀକ୍ଷା ହେବାର ଥିଲା। କିନ୍ତୁ ଆସନ୍ତାକାଲି ମଧ୍ୟ ସମ୍ବଲପୁର ମନ୍ଦୋଲିଆ ଗ୍ରାଉଣ୍ଡରେ ନୂଆ ଓ କାର୍ଯ୍ୟକ୍ରମ ହେବାର ଅଛି।

Naxal
ପୋଲିସ୍‌ ଇନଫର୍ମର ସନ୍ଦେହ, ନିଜର ପୁରୁଣା ସାଥୀକୁ ହତ୍ୟା କଲେ ନକ୍ସଲ

ଆଗରୁ ନେଲସନ ନକ୍ସଲ ସଂଗଠନରେ ସକ୍ରିୟ ଥିଲେ। ପରେ ଏଥିରୁ ବାହାରି ମୁଖ୍ୟ ସ୍ରୋତରେ ସାମିଲ ହୋଇଥିଲେ।

Rahul Gandhi
ଭାରତ ଯୋଡ଼ ନ୍ୟାୟ ଯାତ୍ରା: ଓଡ଼ିଶାରେ ୪ ଦିନ ରହିବେ ରାହୁଲ ଗାନ୍ଧୀ

୪ଟି ଜିଲ୍ଲା ଦେଇ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ ନ୍ୟାୟ ଯାତ୍ରା ଯିବାର କାର୍ଯ୍ୟକ୍ରମ ରହିଛି ।

MLA - MP
MP-MLAଙ୍କ ବିରୋଧରେ ଫୌଜଦାରୀ ମାମଲା, ଖୋର୍ଦ୍ଧାରେ ସର୍ବାଧିକ !

‘ଖୋର୍ଦ୍ଧା ଜିଲ୍ଲାରେ ରହିଛି ସର୍ବାଧିକ ୮୬ଟି ମାମଲା’ । ‘୫୩ଟି ମାମଲା ସହ ସୁନ୍ଦରଗଡ଼ ଦ୍ବିତୀୟ ସ୍ଥାନରେ’ ।

Exam Affect Due To Pandian Visit
ପାଣ୍ଡିଆନଙ୍କ ଗସ୍ତ, ପରୀକ୍ଷା ବେଳେ ବଜାଇଲେ ଡିଜେ

ଅଧ୍ୟାପକ ମରୁଡ଼ିକୁ ନେଇ ଜିଲ୍ଲା ଛାତ୍ର ଓ ଯୁବ କଂଗ୍ରେସର ବିରୋଧ । ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଠାରୁ ୫୦ ମିଟର ଦୂରରେ ଥିଲା କାର୍ଯ୍ୟକ୍ରମ ।

5T School
ଉଦଘାଟନ ବେଳେ ଅସନ୍ତୋଷ ! ଅନ୍ୟ ସ୍କୁଲ ଛାତ୍ରୀଙ୍କୁ ଡାକି ଚାଲିଥିଲା କାର୍ଯ୍ୟକ୍ରମ

ପଦ୍ମନାଭପୁର ସ୍କୁଲରେ ଅଭିଭାବକଙ୍କ ହୋହଲ୍ଲା, ଧାରଣା ଦେଲେ । ଆସନ୍ତାକାଲି ପରିବାର ଥାନାରେ ଅଭିଯୋଗ କରିବାକୁ ନିଷ୍ପତ୍ତ ।

Panchang Today
Panchang Today 12th Jan 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ

ସୈାର ଧନୁମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୨ ତାରିଖ ଶୁକ୍ରବାର। ଚନ୍ଦ୍ର- ମକର ଅହୋରାତ୍ର। ତିଥି- ପ୍ରତିପଦ ଦିବା ୦୨.୨୩ ଗତେ ୨ୟା। ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର ।

Srimandir Heritage Corridor
ପରିକ୍ରମା ପ୍ରକଳ୍ପ ଉତ୍ସବ: ଆଜି ଶ୍ରୀନଅରରେ ଗଜପତି ମହାରାଜା କରିବେ ଆଚାର୍ଯ୍ୟ ବରଣ

ଆଜି ସନ୍ଧ୍ୟା ୫ଟାରୁ ୬ଟା ମଧ୍ୟରେ ଶ୍ରୀନଅର ଠାରେ ଗଜପତି ମହାରାଜା ଆଚାର୍ଯ୍ୟ ବରଣ କରିବେ ।

breaking news
ସଂକ୍ଷେପରେ ଆଜିର ତାଜା ଖବର - Friday, 12 January 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।

  • Friday, 12 January 2024
OTV Foundation Day
OTNର ୨୬ତମ ପ୍ରତିଷ୍ଠା ଦିବସ, ଗାଇଲେ..ନାଚିଲେ..ଧୂଳି ଉଡ଼େଇଲେ ! ଦେଖନ୍ତୁ ଭିଡିଓ...

କ୍ରୀଡ଼ା ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀଙ୍କୁ ଟ୍ରଫି । କାର୍ଯ୍ୟକ୍ରମରେ ପ୍ରତିଭା ପ୍ରଦର୍ଶନ କଲେ ଓଟିଭି କର୍ମଚାରୀ ।

Srimandir Heritage Corridor
ପରିକ୍ରମା ପ୍ରକଳ୍ପ ଉତ୍ସବ ଲାଗି କାଲି ସନ୍ଧ୍ୟାରୁ କାର୍ଯ୍ୟକ୍ରମ, ଏବେ ବି ଅନେକ ସ୍ଥାନରେ କାମ ଅଧ ପନ୍ତରିଆ

ସାମ୍ନାକୁ ଆସିଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ପର୍ବର କାର୍ଯ୍ୟସୂଚୀ ଓ ସମୟ ନିର୍ଘଣ୍ଟ । ଆସନ୍ତାକାଲିଠାରୁ ଆରମ୍ଭ ହୋଇଯିବ କାର୍ଯ୍ୟକ୍ରମ।

Parikrama Ratha Controversy
ବିଜେଡି ପାଇଁ ବୁମେରାଂ ହେବ କି ‘ପରିକ୍ରମା ରଥ’ ? ରାଗିଲେଣି ବିଜେଡି ସରପଞ୍ଚ !

ପରିକ୍ରମା ରଥ କାର୍ଯ୍ୟକ୍ରମରେ ସରପଞ୍ଚମାନଙ୍କୁ ପ୍ରଶାସନର ଅବହେଳା ଆଉ ହତାଦର ଅଭିଯୋଗ କରି ଆଜି ଉପଜିଲ୍ଲାପାଳଙ୍କୁ ଇସ୍ତଫା ଦେଇଛନ୍ତି ସରପଞ୍ଚମାନେ।

ARM Loot
ମାତ୍ର ୭ ମିନିଟରେ ATM ସଫା, ୧୨ ଲକ୍ଷ ଲୁଟ୍

ଦୁଇଟି ଯାକ ଲୁଟ୍‌ରେ ବାହାର ରାଜ୍ୟର ଲୁଟେରା ସାମିଲ ଥିବା ସନ୍ଦେହ କରାଯାଉଥିବା ବେଳେ ଏଯାଏଁ କିନ୍ତୁ ପୋଲିସର ପ୍ରତିକ୍ରିୟା ମିଳିପାରି ନାହିଁ।

Sand Mafia
ହାଇକୋର୍ଟଙ୍କ ରହିତାଦେଶ ସତ୍ତ୍ୱେ ଚାଲିଛି ବାଲି ଉଠାଣ, ମେସିନ୍ ଲଗାଇ ବାଲି ବହୁଛନ୍ତି ମାଫିଆ

ନା ରାଜ୍ୟ ସରକାରଙ୍କ ଚେତା ପଶୁଛି ନା ବାଲି ମାଫିଆ ସତର୍କ ହେଉଛନ୍ତି। ୪ ବର୍ଷରେ ୨୪୩ କୋଟିର ଦୁର୍ନୀତି ଅଭିଯୋଗ ସହ ବେଆଇନ୍ ବାଲି ଉଠାଣ ମାମଲାରେ ହାଇକୋର୍ଟଙ୍କ ଛାଟ ପରେ ବି ଭାଙ୍ଗୁନି କାହାରି ନିଦ।

Egg
ଅଣ୍ଡା ବଢ଼ାଉଛି ଅଡୁଆ ! ଖୋଲା ବଜାରରେ ଚଢ଼ା ଦର, ନିଅଣ୍ଟ ପଡୁଛି ଅଣ୍ଡା

ଅଣ୍ଡା ପାଇଁ ସରକାର ଦେଉଥିବା ଟଙ୍କା ପର୍ଯ୍ୟାପ୍ତ ହେଉନି କହିଲେ ଅଙ୍ଗନୱାଡ଼ି କର୍ମୀ ।

Simulia BDO
ସିମୁଳିଆ ବିଡିଓଙ୍କ ଆତ୍ମହତ୍ୟା ! ସରକାରୀ କ୍ୱାର୍ଟର୍ସରେ ଝୁଲନ୍ତା ଅବସ୍ଥାରେ ମୃତଦେହ ଠାବ

ବିଶ୍ୱରଞ୍ଜନ ଅଳ୍ପ କିଛି ମାସ ତଳେ ସିମୁଳିଆରେ ବିଡିଓ ଭାବେ ନିଯୁକ୍ତ ହୋଇଥିଲେ । ତେବେ ସେ ଆତ୍ମହତ୍ୟା କରିଛନ୍ତି ନା ଏହା ପଛରେ ଅନ୍ୟ କୌଣସି ଘଟଣା ରହିଛି?