• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

BJD vs Congress
ସୋସିଆଲ ମିଡିଆରେ ପ୍ରଶ୍ନ... ‘ଓଡିଶାକୁ କିଏ କରୁଛି ବଦନାମ’

ପ୍ରଶ୍ନ ସହ କଂଗ୍ରେସ ସଭାପତି ଶରତ ପଟ୍ଟନାୟକଙ୍କ ଫଟୋ ।

Hitech Tragedy
ହାଇଟେକ୍ ଟ୍ରାଜେଡି: ହସ୍ପିଟାଲକୁ ସ୍ୱତନ୍ତ୍ର ଟିମ୍ ପଠାଇ ସରଜମିନ ତଦନ୍ତ କଲା ଶ୍ରମ ବିଭାଗ

ମୃତ୍ୟୁବରଣ କରିଥିବା ପରିବାର ଲୋକଙ୍କୁ କ୍ଷତିପୂରଣ ପାଇବା ନିମନ୍ତେ ଆବେଦନ କରିବାକୁ ଲେବର କମିଶନ ପକ୍ଷରୁ କୁହାଯାଇଛି ।

Man kills self
ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀର ଆତ୍ମହତ୍ୟା ପରେ ପରେ ଝୁଲି ପଡ଼ିଲେ ସ୍ୱାମୀ

ସ୍ତ୍ରୀଙ୍କ ଆତ୍ମହତ୍ୟା ପରେ ପରେ ସ୍ୱାମୀ କଲେ ଆତ୍ମହତ୍ୟା । ଫଳରେ ଗୋଟିଏ ପରିବାରରୁ ଏକା ଦିନେ ଲିଭିଯାଇଛି ଦୁଇଟି ଜୀବନଦୀପ ।

Crime Against Women
ହସ୍ପିଟାଲ୍‌ ବେଡ୍‌ରେ ମାଆ-ପୁଅଙ୍କୁ ଛାଡ଼ି ଫେରାର୍‌ ସ୍ୱାମୀ

ହସ୍ପିଟାଲରେ ୧୦ ଦିନର ଶିଶୁପୁତ୍ର ଓ ସ୍ତ୍ରୀକୁ ଛାଡ଼ି ପଳାଇଛି ସ୍ୱାମୀ। ମେଡିକାଲ ବେଡ୍‌ରେ ୧୦ ଦିନ ହେବ ସ୍ୱାମୀର ବାଟକୁ ଅନାଇ ବସିଛି ସ୍ତ୍ରୀ।

New Born Baby
ମୃତ୍ୟୁ ସହ ଲଢ଼ି ଜିତିଲା ବିଜୟିନୀ; ଆଜି ଡିସଚାର୍ଜ ହେଲା ଭିମସାରର ଅଲିଅଳି ଝିଅ

ଗତ ମାସେ ହେଲା ଭୀମସାରରେ ଚିକିତ୍ସାଧୀନ ରହିଥିଲା ବିଜୟିନୀ । ଗତ ମାସ ୧୨ରେ ଲାରିପାଲି ନିକଟରେ ବୋରୱେଲରୁ ଉଦ୍ଧାର ହୋଇଥିଲା ଏହି ଶିଶୁକନ୍ୟା ।

Police
ଫାଇନ୍ କାଟି ମଦ୍ୟପ ଡ୍ରାଇଭରଙ୍କୁ ସାବାଡ଼, କମିଶନରେଟ ପୋଲିସର ସେଫ୍ ସିଟି ଡ୍ରାଇଭ

କମିଶନରେଟ ପୋଲିସର ସେଫ୍ ସିଟି ଡ୍ରାଇଭ୍ । ରାଜଧାନୀରେ ମଦ୍ୟପ ଡ୍ରାଇଭରଙ୍କ ବିରୋଧରେ କମିଶନରେଟ ପୋଲିସର ଧରପଗଡ଼ ।

Sri Mandir
ପୋଲିସ ନଜରରେ ଶ୍ରୀମନ୍ଦିର କରିଡର, ସିସିଟିଭି ନଜରରେ ପୁରା ସହର

ଆସନ୍ତା ୧୭ ତାରିଖରେ ଉଦଘାଟିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ । ତା ପୂର୍ବରୁ ପ୍ରକଳ୍ପ ନିର୍ମାଣ ଦାୟିତ୍ୱରେ ଥିବା ଓବିସିସି ସଂସ୍ଥା ଆଜି ଶ୍ରୀମନ୍ଦିର ପ୍ରଶାସନ ହାତରେ ପରିକ୍ରମା ପ୍ରକଳ୍ପକୁ କରିବ ହସ୍ତାନ୍ତର ।

Group Clash
ବଣଭୋଜିରୁ ଗଣ୍ଡଗୋଳ; ସାଙ୍ଗ ସାଙ୍ଗ ଭିତରେ ପିଟାପିଟି ସହ ଫୁଟିଲା ଗୁଳି

ଗୁଳିମାଡରେ ଜଣେ ଗୁରୁତର ହୋଇଥିବା ବେଳେ ଆଉ ଦୁଇ ଜଣ ଆହତ ହୋଇଛନ୍ତି ।

Fog
ଘୋଡ଼େଇ ରଖିଛି ଘନ କୁହୁଡ଼ି; ଗାଡ଼ି ଚଳାଚଳ ବାଧାପ୍ରାପ୍ତ..

ଗତକାଲି ରାଜଧାନୀ ଭୁବନେଶ୍ୱର ସମେତ କଟକ, କେନ୍ଦ୍ରାପଡା, ରାଉରକେଲା, ଅନୁଗୁଳ ଓ ଫୁଲବାଣୀରେ ଘନ କୁହୁଡି ଦେଖିବାକୁ ମିଳିଥିଲା ।

Panchang Today
Panchang Today 11th Jan 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ

ସୌର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୧୧ ଗୁରୁବାର । ଚନ୍ଦ୍ର- ଧନୁ ରାତ୍ରି ୧୧.୦୪ ଗତେ ମକର । ତିଥି- ଅମାବାସ୍ୟା ସନ୍ଧ୍ୟା ୦୫.୨୭ ଗତେ ପ୍ରତିପଦ ।

breaking news
ସଂକ୍ଷେପରେ ଆଜିର ତାଜା ଖବର - Thursday, 11 January 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।

  • Thursday, 11 January 2024
BJD Politics
ପାଖଉଛି ନିର୍ବାଚନ, ଅଧୈର୍ଯ୍ୟ ବିଜେଡି ଆଶାୟୀ; ଅର୍ପଣ ରଥରେ ଅକ୍ଷତ ଚାଉଳ ସଂଗ୍ରହରେ ମାତିଛନ୍ତି ବିଧାୟକ

ନିର୍ବାଚନ ଯେତିକି ଯେତିକି ପାଖଉଛି, ବିଜେଡି ଘର କଳି ସେତିକି ସେତିକି ବଢୁଛି । ଆଶାୟୀ ଶକ୍ତି ପ୍ରଦର୍ଶନ କରି ନିର୍ବାଚନ ମଣ୍ଡଳୀରେ ବିଧାୟକଙ୍କୁ ଚାଲେଞ୍ଜ ଦେଲେଣି । ଖୋଦ ରାଜଧାନୀରେ ବି ଟିକେଟ୍ ପାଇଁ ଆରମ୍ଭ ହୋଇଯାଇଛି ଶକ୍ତି ପ୍ରଦର୍ଶନ ।

Srimandir Heritage Corridor
ପରିକ୍ରମା ପ୍ରକଳ୍ପ ବିସ୍ଥାପିତଙ୍କୁ ଭୁଲିଗଲେ କି ସରକାର ? ଏଯାଏଁ ମିଳିନି ପରିଚୟପତ୍ର, ଉତ୍ସବକୁ କରାଯାଇନି ନିମନ୍ତ୍ରଣ

ପରିବାରଙ୍କ ଅଭିଯୋଗ, ଯେଉଁ ପରିକ୍ରମା ପ୍ରକଳ୍ପ ପାଇଁ ଆମେ ବାସହରା ହେଲୁ ସେହି ପ୍ରକଳ୍ପରେ କେଉଁଠି ବି ଆମ ନାଁ ନାହିଁ । ସବୁ ବିସ୍ଥାପିତଙ୍କୁ ପରିଚୟପତ୍ର ଦିଆଯିବ ବୋଲି ପ୍ରତିଶ୍ରୁତି ଦିଆଯାଇଥିଲା, ତାହା ବି ମିଳିଲାନି ।

Google Mapping
ଏଣିକି ଗୁଗଲ ମ୍ୟାପିଂ ଦ୍ୱାରା ଚିହ୍ନଟ ହେବେ ଅଭିଯୁକ୍ତ, ବିଭିନ୍ନ ଟେଲିକମ ସଂସ୍ଥାର ସାହାଯ୍ୟ ନେବ ପୋଲିସ

ଅନଲାଇନରେ ଗୁଗୁଲ ମ୍ୟାପିଂ ଦ୍ୱାରା ଚିହ୍ନଟ ହେବେ ଅଭିଯୁକ୍ତ । ଆପ୍ଲିକେସନ ଜରିଆରେ କ୍ରାଇମ ପ୍ଲଟକୁ ଠାବ କରିବ ପୋଲିସ ।

Anganwadi Politics
ଭୋଟ୍ ପୂର୍ବରୁ ପୁଣି ଆଶା ଓ ଅଙ୍ଗନୱାଡ଼ି ଦିଦିଙ୍କୁ ଦରମା ବୃଦ୍ଧି ଥୋପ ! ବିନା କେନ୍ଦ୍ର ସହାୟତାରେ କେମିତି ବଢ଼େଇବେ ଉଠିଲା ପ୍ରଶ୍ନ

ଏତେ ଦିନ ହେଲା ଶୁଣୁ ନଥିଲେ। ନିର୍ବାଚନ ବେଳେ ମନେ ପଡ଼ିଲେ। ପୁଣି ମିଳିଲା ପ୍ରତିଶ୍ରୁତି। ବିଜେଡିକୁ ଘାରିଲା କି ଭୋଟ୍ ବ୍ୟାଙ୍କ ଭାଙ୍ଗିବା ଭୟ? ଆଶା, ଅଙ୍ଗନୱାଡି କର୍ମୀ, ଏମବିକେ, ସିଆରପିଙ୍କ ଦରମା ବଢାଇବାକୁ ମିଳିଛି ପ୍ରତିଶ୍ରୁତି।

BJP
ପ୍ରଧାନମନ୍ତ୍ରୀଙ୍କ ପ୍ରତି ଅଶାଳୀନ ମନ୍ତବ୍ୟ ପ୍ରସଙ୍ଗ; ସାଇବର ଥାନାରେ ଏତଲା ଦେଲା ବିଜେପି

ସଂପୃକ୍ତ ବିଜେଡି କର୍ମକର୍ତ୍ତାଙ୍କ ପ୍ରତି କଡା କାର୍ଯ୍ୟାନୁଷ୍ଠାନ ଦାବି କରିଛି ରାଜ୍ୟ ବିଜେପି ।

Orissa HC
ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ପୁଣି ବାଲି ଛାଟ; ମେସିନରେ ବାଲିଉଠାଣ ଉପରେ ରୋକ୍

ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ପୁଣି ବାଲି ଛାଟ । ବାଲି ଉଠାଣକୁ ନେଇ ପୁଣି ବର୍ଷିଲେ । ମେସିନ୍ ଜରିଆରେ ବାଲି ଉଠାଣ ଉପରେ ରୋକ ଲଗାଇଲେ । ରାଜ୍ୟ ସରକାରଙ୍କ ବିଜ୍ଞପ୍ତି ଉପରେ ପୁଣି ଜାରି କଲେ ସ୍ଥଗିତାଦେଶ ।

LoP JayNayaran Mishra
ଖଣି ଦୁର୍ନୀତିରେ ସିଧାସଳଖ ମୁଖ୍ୟମନ୍ତ୍ରୀ ସଂପୃକ୍ତ: ଜୟନାରାୟଣ

୭୫ଟି ଲୁହା ପଥର ଓ ମାଙ୍ଗାନିଜ ଖଣିରୁ ଅଧିକ ଖଣିଜ ଉତ୍ତୋଳନ କରାଯାଇଛି । ୯୫ଟି ଖଣି ନଦୀ ନାଳକୁ ପ୍ରଭାବିତ କରିଛି । ଏହା ସହିତ ଆଦିବାସୀ ଓ ଜୀବଜନ୍ତୁ ମଧ୍ୟ ପ୍ରଭାବିତ ହୋଇଛନ୍ତି ।

Sura Routroy
ବିଜେଡିର ବହୁ ନେତା ମନ୍ତ୍ରୀ କଂଗ୍ରେସ ସହ ସମ୍ପର୍କରେ ଅଛନ୍ତି: ସୁର

ବ୍ୟକ୍ତିଗତ ଭାବେ ତାଙ୍କ ସହ କିଛି ବିଜେଡି ନେତା କଥାବାର୍ତ୍ତା କରିଛନ୍ତି ବୋଲି କହିଛନ୍ତି ସୁର ରାଉତରାୟ । ବିଜେଡିରେ ପ୍ରବଳ ଗୋଷ୍ଠୀ କନ୍ଦଳ । ଏହି ନେତାମାନେ ବିଜେଡିରେ ଟିକେଟ୍ ନପାଇଲେ କଂଗ୍ରେସକୁ ଆସିବେ ।

Aparajita Sarangi
‘ନୂଆବର୍ଷ ପରଦିନ ମୋ ହୋର୍ଡିଂ ହଟେଇଦେଲେ, ଅନ୍ୟମାନଙ୍କର କାହିଁକି ଅଛି ?’

ବିଏମ୍‌ସି କମିଶନର ଓ ପୋଲିସ କମିଶନରଙ୍କୁ ଅପରାଜିତା ଚିଠି ଲେଖିଛନ୍ତି । ସହରରେ କେବଳ ଶାସକ ଦଳର ହୋଡିଂ ଲାଗିଥିବା ଅଭିଯୋଗ ଆଣି ଅପରାଜିତା ଚିଠି ଲେଖିଛନ୍ତି ।

Crime
ନୃଶଂସ ପ୍ରେମିକ !! ପ୍ରେମିକାକୁ ବୁଲିବାକୁ ଡାକି ନେଇ ଛୁରୀ ଭୁଷିଲା..

ଉଭୟଙ୍କ ମଧ୍ୟରେ କୌଣସି କାରଣରୁ ଝଗଡା ହୋଇଥିଲା । ଏହାକୁ ନେଇ ବିବାଦ ତେଜିବାରୁ ପୂର୍ବ ଯୋଜନା ମୁତାବକ ନିବେଦିତାଙ୍କୁ ଏକ ଛୁରୀରେ ୧୦ରୁ ଅଧିକ ଥର ଭୁଷିଥିବା ଅଭିଯୋଗ ହୋଇଛି ।

SSB Odisha TGT Recruitment Apply for 2064 posts
SSB Odisha TGT Recruitment: ଓଡ଼ିଶାରେ ଶିକ୍ଷକ ପଦବୀ ପାଇଁ ଚାଲିଛି ଆବେଦନ; ସୁଯୋଗ ହାତଛଡା କରନ୍ତୁ ନାହିଁ

ଓଡ଼ିଶାରେ ଶିକ୍ଷକ ଚାକିରି କରିବାକୁ ଇଚ୍ଛୁକ ପ୍ରାର୍ଥୀଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ରାଜ୍ୟ ଚୟନ ବୋର୍ଡ(SSB), ଓଡିଶା TGT ପଦବୀ ପାଇଁ ବିଜ୍ଞପ୍ତି ଜାରି କରିଛି। । ଏହି ନିଯୁକ୍ତି ପ୍ରକ୍ରିୟାରେ ୨ ହଜାରରୁ ଅଧିକ ପଦବୀ ପୂରଣ ହେବ।

Dillip Deadbody
ହାଇଟେକ୍ ଟ୍ରାଜେଡି; ଦିଲୀପଙ୍କ ଶବ ନେଲେ ପରିବାର ଲୋକେ

ମୃତକୁ ଜୀବିତ ଏବଂ ଜୀବିତକୁ ମୃତ ଦର୍ଶାଇ ଶବ ଅଦଳ ବଦଳ କରିବାରେ କାହାର ହାତ ରହିଛି ? ଏତେ ବଡ ଭୁଲ ପାଇଁ ଦାୟୀ କିଏ ?

Air Pollution In Odisha
ରାଜ୍ୟରେ ଅସହ୍ୟ ହେଲାଣି ବାୟୁ ପ୍ରଦୂଷଣ; ଦିଲ୍ଲୀକୁ ଟପିଲା ଅନୁଗୁଳ

ଦିଲ୍ଲୀରେ ଏୟାର କ୍ୱାଲିଟି ଇଣ୍ଡେକ୍ସ ବା AQI ୩୪୩ ଥିବା ବେଳେ ଅନୁଗୁଳରେ ରହିଛି ୩୫୭ ।

Winter Mornings
ଏତେ କୁହୁଡ଼ି ଯେ, ମହାପ୍ରଭୁଙ୍କ ପତିତପାବନ ବାନା ବି ଦିଶୁନି..

ତେବେ ଆଗାମୀ ୩ ଦିନ ଯାଏଁ ପାଗରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ ।