ଦୁଇ ଦିନର ଆନ୍ଦୋଳନ ପରେ ସଫେଇ କର୍ମଚାରୀଙ୍କ ଦାବି ଶୁଣିଛି ବିଏମସି। ୩ ଦିନ ଭିତରେ ବର୍ଦ୍ଧିତ ଦରମା ଘୋଷଣା ହେବ ବୋଲି କହିଛନ୍ତି ବିଏମ୍ସି ମେୟର ।
ସରପଞ୍ଚ ପାଇବେ ୧୦ ହଜାର । ପଞ୍ଚାୟତିରାଜ ପ୍ରତିନିଧିମାନଙ୍କ ପାରିତୋଷିକ, ଭତ୍ତା ବଢ଼ିଲା । ଜିଲ୍ଲା ପରିଷଦ ସଦସ୍ୟ, ପଞ୍ଚାୟତ ସମିତି ସଭ୍ୟ, ସରପଞ୍ଚଙ୍କ ଭତ୍ତା ବୃଦ୍ଧି । ଜିଲ୍ଲା ପରିଷଦ ସଭାପତି ଏଣିକି ମାସିକ ପାଇବେ ୩୦ ହଜାର ଟଙ୍କା ।
ଜୟନାରାୟଣଙ୍କୁ ମାତ୍ର ୯ ହଜାର ୯୫୮ ଭୋଟରେ ହରାଇ ଇତିହାସ ରଚିଥିଲେ ରାସେଶ୍ୱରୀ ।
ବଙ୍ଗକୁ ଲାଗିଥିବା ଓଡ଼ିଶାର ସୀମାନ୍ତ ନିର୍ବାଚନମଣ୍ଡଳୀ ଜଳେଶ୍ବର । ଏଥର କୁଆଡ଼େ ଯିବ ଜଳେଶ୍ବର ଜନମତ ? କାମ କରିବକି ସରକାର ବିରୋଧି ହାୱା ?
ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଭୁଇଁପୁର ଗାଁର ମଦନମୋହନ ବିଶ୍ୱାଳଙ୍କ ପୁଅ ମନ୍ମଥ ବିଶ୍ୱାଳ । ତିନି ମାସ ତଳେ ସେ କାମ କରିବାକୁ ତାମିଲନାଡୁ ଇରୋଡକୁ ଯାଇଥିଲେ । ସେଠାରେ ଏକ ଘରୋଇ ସୂତା କଳରେ କାମ କରୁଥିଲେ ।
ଟିକେଟ୍ ନାକଚକୁ ଚାଲେଞ୍ଜ କରି ନ୍ୟାୟିକ ଲଢେଇ ଜିତିବା ପରେ ରଣେନ୍ଦ୍ର ୨୦୧୨ ଉପନିର୍ବାଚନରେ ପୁଣି ବିଧାନସଭାକୁ ନିର୍ବାଚିତ ହୋଇଥିଲେ।
ପୁରୀ ଜିଲ୍ଲାର ସବୁଠୁ ଚର୍ଚ୍ଚିତ ବିଧାନସଭା କ୍ଷେତ୍ର ନିମାପଡ଼ା । ଏଠି ଏଥର ବିଜେଡି ଟିକେଟକୁ ନେଇ ହୋଇପାରେ ଟଣାଓଟରା ।
ଯୁବତୀଙ୍କ ନାଁ ହେଉଛି ଅର୍ଚ୍ଚନା କାନୁନଗୋ । ତାଙ୍କ ନିକଟରେ ରହିଛି PG, MPHIL, PHD ଏବଂ ଡିଗ୍ରୀ । ହେଲେ ଏଯାଏଁ ମିଳିନି ଖଣ୍ଡିଏ ଚାକିରି । ଆଉ ସେଥିପାଇଁ ଭିନ୍ନ ତରିକାରେ ପ୍ରତିବାଦ ଜଣାଇ ରାସ୍ତା କଡରେ ବସି ଆଳୁ ବିକୁଛନ୍ତି ।
ଶନିବାର ବ୍ୟତୀତ ସପ୍ତାହକୁ ୬ ଦିନ ଚାଲିବ ବନ୍ଦେ ଭାରତ ଏକ୍ସପ୍ରେସ। ଓଡ଼ିଶା ସମେତ ଦେଶରେ ୧୦ଟି ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ ହୋଇଛି।
ସୈାର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୧୨ ତାରିଖ ମଙ୍ଗଳବାର । ଚନ୍ଦ୍ର- ମୀନ ରାତ୍ରି ୦୮.୩୦ ଗତେ ମେଷ,ତିଥ- ୨ୟା ପ୍ରାତଃ ୦୭.୧୩ ଗତେ ୩ୟା(କ୍ଷୟ) ରାତ୍ରି ୦୪.୦୪ ଗତେ ୪ର୍ଥୀ,ଘାତଚନ୍ଦ୍ର- ଧନୁ ରାଶିର ରାତ୍ରି ୦୮.୩୦ ଗତେ ମେଷ ରାଶିର,ଘାତବାର- ମକର ,ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ପ୍ରାତଃ ୦୭.୧୩ ଗତେ ୧ପାଦ-କୃଷିହାନି-ଭୂମିଦାନ
ଦୁର୍ଘଟଣାରେ ପ୍ରେମିକ ଦିବ୍ୟାଙ୍ଗ ହେବା ପରେ ବି ବିବାହ । ବିବାହ ପାଇଁ ଜିଦ୍ ଧରି ସଫଳ ହେଲେ ପ୍ରେମିକା ।
ବର୍ଷ ବର୍ଷ ଧରି ବିଭିନ୍ନ ଜିଲ୍ଲାରେ ଥିବା ସରକାରୀ ବାବୁଙ୍କ ବଦଳି ଦାବି । ଅନ୍ୟତ୍ର ବଦଳି ଦାବି କଲା ରାଜ୍ୟ ବିଜେପିର ୪ ଜଣିଆ ଟିମ୍ ।
ରାସ୍ତାର ଗୋଟିଏ ପାର୍ଶ୍ୱରେ ୬୦ ଏକରର ଜଙ୍ଗଲ ଥିବା ବେଳେ ଅନ୍ୟ ପାର୍ଶ୍ବରେ ୩୦ ଏକରର ଜଙ୍ଗଲ ରହିଛି।
ଚନ୍ଦ୍ରବାବୁ ନାଇଡ଼ୁଙ୍କ ଟିଡିପି ଏବଂ ଅଭିନେତା ପୱନ୍ କଲ୍ୟାଣଙ୍କ ଜନସେନା ପାର୍ଟି ଏନଡିଏରେ ସାମିଲ ହେବା ପରେ, ସିଟ୍ ବୁଝାମଣା ପାଇଁ ଦୁଇ ଦିନିଆ ବିଜୟୱାଡ଼ା ଗସ୍ତରେ ଥିଲେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଏବଂ କେନ୍ଦ୍ରମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ନା ଲୋକଙ୍କ ଧନଜୀବନ ପ୍ରତି ଦାୟିତ୍ୱ ରହୁଛି, ନା ସେମାନଙ୍କ ଆପତ୍ତି ଅଭିଯୋଗ ପ୍ରତି ଖାତିର ରହୁଛି । ଦୀର୍ଘଦିନ ହେଲା, ଖୋର୍ଦ୍ଧା ଭୋଗପୁର ଜନବସତି ଅଞ୍ଚଳରେ ଆଖିବୁଜା ପଥର ଖନନ କରି ଚାଲିଛି ଓଡ଼ିଶା ଖଣି ନିଗମ ।
ବିଜେପି ଓ ବିଜେଡିକୁ କଂଗ୍ରେସର ଟାର୍ଗେଟ । କିଛି ଦିନ ତଳେ ବିଜେଡି ଓ ବିଜେପିର ବାହାଘର କରାଇଥିବା କଂଗ୍ରେସ ଆଜି ଉଭୟଙ୍କଠାରୁ ଜନ୍ମ ନେଇଥିବା ଦୁର୍ନୀତି ରୂପକ ଦଶ ଶିଶୁଙ୍କର ଅନ୍ନ ପ୍ରାସନ୍ନ କରିଛି ।
ଏହି ସମରାଭ୍ୟାସ ପୂର୍ବରୁ, ଏହାର ଏକ ପୂର୍ବ ଝଲକ ସୋସିଆଲ ମିଡିଆରେ ପୋଷ୍ଟ କରିଛି ସ୍ଥଳସେନା ।
ଶୀର୍ଷ ନେତୃତ୍ବଙ୍କ ଘରେ ରାଜ୍ୟ ବିଜେପି ନେତୃତ୍ବଙ୍କ ମାନସମନ୍ଥନ ଚର୍ଚ୍ଚା । ବିଜେଡି ଶିବରରେ ବି ନିରବ କସରତ୍ ।
ଶ୍ରୀମନ୍ଦିର ଗର୍ଭଗୃହ ତଳେ ଅଛି ଆହୁରି ୨ଟି ରତ୍ନଭଣ୍ଡାର । ମହାପ୍ରଭୁଙ୍କ ଭଣ୍ଡାର ଗୃହକୁ ଗୋଟିଏ ନୁହେଁ, ଅଛି ଦୁଇ ଦୁଇଟି ପ୍ରବେଶ ଦ୍ୱାର । ଗୋଟିଏ ସେବାୟତମାନେ ବ୍ୟବହାର କରୁଛନ୍ତି ତ ଅନ୍ୟଟି ପୁରା ବନ୍ଦ ରହିଛି ।
ରାଜ୍ୟରେ ନକ୍ସଲ କାର୍ଯ୍ୟକଳାପକୁ ରୋକିବା ପାଇଁ CRPFର ସ୍ପେଶାଲ କମାଣ୍ଡୋ ୟୁନିଟ୍ 'COBRA' ମଧ୍ୟ ଏହି ଶିବିରରେ ନିୟୋଜିତ କରାଯାଇଛି |
ଏହାର ନିର୍ମାଣ ଦାୟିତ୍ୱ ନେଇଥିଲା ଓଡ଼ିଶା ସେତୁ ଓ ନିର୍ମାଣ ନିଗମ ବା ଓବିସିସି।
ପରୀକ୍ଷଣ ନେଇ ଡିଆର୍ ଡିଓ ବୈଜ୍ଞାନିକଙ୍କୁ ସାବାସୀ ଦେଇଛନ୍ତି ପ୍ରଧାନମନ୍ତ୍ରୀ। DRDO ବୈଜ୍ଞାନିକଙ୍କ ‘ମିଶନ ଦିବ୍ୟାସ୍ତ୍ର’ ପାଇଁ ଗର୍ବିତ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।
କଂଗ୍ରେସ କେବଳ ନାଟକ କରୁଥିବା ବିଜେପି କହିଥିବା ବେଳେ ଏହା ଅପ୍ରାସଙ୍ଗିକ ବୋଲି ବିଜେଡି କହିଛି।
'ମେଣ୍ଟ'କୁ ନେଇ ଗତ କିଛିଦିନ ହେଲା ଯେଭଳି କମ୍ପନ ଦେଖାଦେଇଛି ଚିଟଫଣ୍ଡ ପ୍ରସଙ୍ଗରେ ସେଭଳି ଚର୍ଚ୍ଚା, ଆଲୋଚନା, ବିତର୍କ ଦେଖାଯାଇ ନାହିଁ। କିନ୍ତୁ ୧୦ ବର୍ଷ ତଳେ ୨୦୧୪ ନିର୍ବାଚନରେ ଏହି ଚିଟଫଣ୍ଡ ପ୍ରସଙ୍ଗ ଶାସକ ଦଳ ବିଜେଡିର ନିଦ ହଜାଇଦେଇଥିଲା।