• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

Giridhar Gamago
ପୁଣି କଂଗ୍ରେସରେ ଯୋଗଦେବେ ଗମାଙ୍ଗ ପରିବାର

‘ବରିଷ୍ଠ ନେତା ତଥା ବିଧାୟକଙ୍କ ଉପରୁ ଉଠିବ ନିଲମ୍ବନ’ । କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ମନ୍ତବ୍ୟ ।

Republic Day 2024
ଗଣତନ୍ତ୍ର ଦିବସରେ ସ୍ଥାନ ପାଇବ ଓଡ଼ିଶା ପ୍ରଜ୍ଞାପନ ମେଢ଼

୧୬ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମଡେଲ ଚୂଡ଼ାନ୍ତ ନେଇ ଚିଠି । ମଡେଲ ମନୋନୀତ ସହ ଏ ସଂପର୍କୀତ ଗାଇଡଲାଇନ ନେଇ ଚିଠିରେ ଉଲ୍ଲେଖ ରହିଛି ।

Corona
ଓଡ଼ିଶାରେ ନୂଆ କରୋନା ଭାରିଆଣ୍ଟ, ଏବେ ବି ସକ୍ରିୟ ୨୫ କରୋନା ପଜିଟିଭ୍

ରାଜ୍ୟରେ କୋଭିଡ୍-୧୯ର ନୂଆ ସବ୍ ଭାରିଆଣ୍ଟ JN.1 ଚିହ୍ନଟ । ୨ ଜଣ ରୋଗୀଙ୍କ ଠାରେ ଏହି ଭାରିଆଣ୍ଟ ଚିହ୍ନଟ ହୋଇଥିବା ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ।

Sri Mandir
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ: ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ବୈଠକ

ଆସନ୍ତା ୧୭ ତାରିଖରେ ଅନୁଷ୍ଠିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ । ସେଥିପାଇଁ ସମସ୍ତ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ । ଆଜି ଶ୍ରୀନହରରେ ଗଜପତି ମହାରାଜାଙ୍କ ଅଧକ୍ଷତାରେ ଏନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି ।

Medical Student
ହଳଦୀ କ୍ଷେତରୁ ଡାକ୍ତରୀ ହେବାର ସ୍ୱପ୍ନ; ସହାୟତା ମିଳିଲେ ସ୍ୱପ୍ନ ହେବ ପୂରା..

୨୦୨୩ ନିଟ୍ ପରୀକ୍ଷାରେ ପାସ୍ କରିବା ପରେ ହେବଲ ବହୁ କଷ୍ଟରେ ଧାର କରଜ କରି କୋରାପୁଟ ସ୍ଥିତ ଶହୀଦ ଲକ୍ଷ୍ଣଣ ମେଡିକାଲ କଲେଜରେ ନାମ ଲେଖାଇଛନ୍ତି । ପ୍ରଥମ ବର୍ଷ ଡାକ୍ତରୀ ଛାତ୍ର ଭାବେ ପାଠ ପଢୁଥିଲେ ମଧ୍ୟ ହେବଲଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି ଅର୍ଥାଭାବ ।

Berhampur
୧୫ ବର୍ଷ ପରେ ମଧ୍ୟ ମିଶି ପାରୁ ନାହାଁନ୍ତି, ସହରତଳିବାସୀଙ୍କ ବଢୁଛି ଅସନ୍ତୋଷ

ଦିନକୁ ଦିନ ଜୋର ଧରୁଛି ବ୍ରହ୍ମପୁର ମହାନଗର ନିଗମକୁ ପୂର୍ଣ୍ଣାଙ୍ଗ କରିବା ଦାବି । ଆଖପାଖ ପଞ୍ଚାୟତକୁ ମିଶ୍ରଣ କରି ବ୍ରହ୍ମପୁର ମହାନଗର ନିଗମରେ ମିଶାଇବା ନେଇ ୧୫ ବର୍ଷ ପୂର୍ବେ ନୋଟିଫିକେସନ ହୋଇଥିଲା । ହେଲେ ଆଜି ଯାଏଁ କୌଣସି ମିଶ୍ରଣ ହୋଇନି ।

Crime
ବନ୍ଧାହେଲେ ପାହାଡ଼ି ଗ୍ୟାଙ୍ଗ ଲୁଟେରା, ୟୁପିଆଇ ମାଧ୍ୟମରେ ଖାଲି କରୁଥିଲେ ଆକାଉଣ୍ଟ

ପାହାଡି ଗ୍ୟାଙ୍ଗକୁ ଧରିବାକୁ ବ୍ଲୁ ପ୍ରିଣ୍ଟ୍ ପ୍ରସ୍ତୁତ କଲା କମିଶନରେଟ୍ ପୋଲିସ । ରାଜ୍ୟ ବାହାରେ ରେଡ୍ କରିବ କମିଶନରେଟ୍ ପୋଲିସ ।

Bus Accident
ହାଇୱା ଓ ଟ୍ରକ୍‌ ମଝିରେ ଚାପି ହୋଇଗଲା ପିକନିକ୍‌ ବସ୍‌; ୪୦ ଆହତ

ପିକନିକ୍‌ ବସ୍‌ ଦୁର୍ଘଟଣାଗସ୍ତ ହୋଇ ୪୦ ଜଣ ଆହତ ହୋଇଛନ୍ତି । ହାଇୱାକୁ ବସ୍‌ ଧକ୍କା ଦେବା ପରେ ବସ୍‌କୁ ପିଟିଲା ଆଉ ଏକ ଟ୍ରକ୍‌ ।

Driver Protest
ଆଜିଠୁ ଅନିର୍ଦ୍ଦିଷ୍ଟ କାଳ ଯାଏ ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ

କେନ୍ଦ୍ର ସରକାରଙ୍କ ହିଟ ଆଣ୍ଡ ରନକୁ ନେଇ ହୋଇଥିବା ନୂଆ ଆଇନ୍ ଓ ଦୀର୍ଘ ଦିନ ଧରି ରାଜ୍ୟ ସରକାରଙ୍କ ନିକଟରେ କରାଯାଇଥିବା ଦାବିକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛି ସଂଘ ।

Truck Accident
ବାଙ୍ଗିରିପୋଷି ଘାଟିରେ ଓଲଟିଲା ୨ଟି ଟ୍ରକ୍, ଦୁର୍ଘଟଣା ପରେ ଟ୍ରକ୍‌ ସହ ଜଳିଗଲେ ଡ୍ରାଇଭର

ଦୁଇଟି ଯାକ ଟ୍ରକରେ ନିଆଁ ଲାଗିଯାଇଛି । ଟ୍ୟାଙ୍କର ଡ୍ରାଇଭର ଜଣକ ଟ୍ରକରେ ଚାପି ହୋଇ ଜିଅନ୍ତା ଜଳି ଯାଇଥିବା କୁହାଯାଉଛି।

Panchanga
Panchang today 4th Jan 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

ସୈାର ଧନୁମାସ  ପୌଷ କୃଷ୍ଣପକ୍ଷ । ଇଂରାଜୀରେ  ତାରିଖ ୦୪ ଗୁରୁବାର ଚନ୍ଦ୍ର- କନ୍ୟା ଅହୋରାତ୍ର ତିଥି- ୮ମୀ ରାତ୍ରି ୧୦.୦୫ ଗତେ ୯ମୀ ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି

TIger Census
୮ବର୍ଷ ପରେ ସୁନାବେଡା ଅଭୟାରଣ୍ୟରେ ବାଘ ଗଣନା ଆରମ୍ଭ

ବାଘର ବିଭିନ୍ନ ଚଳାପଥରେ କ୍ୟାମେରା ଲଗାଇଛି ବନ ବିଭାଗ । ବାଘର ପାଦ ଚିହ୍ନ ଓ ମଳ ସଂଗ୍ରହ କରି ଗଣନା କରାଯାଉଛି ।

Kalahandi bandh
ବିଜେପି ପକ୍ଷରୁ ୧୨ ଘଣ୍ଟିଆ କଳାହାଣ୍ଡି ବନ୍ଦ, ବିଭିନ୍ନ ସମସ୍ୟା ପ୍ରତିବାଦରେ ବନ୍ଦ ପାଳନ

କଳାହାଣ୍ଡି ଜିଲ୍ଲାରେ ମଣ୍ଡିରେ ଚାଷୀ ସମସ୍ୟା, ଧାନ କଟନି ଛଟନି, କପାର ଅଭାବୀ ବିକ୍ରି, ସହରାଞ୍ଚଳରେ ବିଦ୍ୟୁତ୍ ଦର ବୃଦ୍ଧି ପ୍ରତିବାଦରେ ବିଜେପି ପକ୍ଷରୁ ଏହି ବନ୍ଦ ପାଳନ କରାଯାଉଛି।

Bird Census
ଆଜିଠୁ ଚିଲିକାରେ ପକ୍ଷୀ ଗଣନା, ୨୧ ଟିମ୍ ନିୟୋଜିତ

ପ୍ରତ୍ୟେକ ଟିମ୍‌ରେ ୫ରୁ ୬ ଜଣ ପକ୍ଷୀ ବିଶେଷଜ୍ଞ ରହିଛନ୍ତି । ସକାଳ ସାଢେ ପାଞ୍ଚଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ପକ୍ଷୀ ଗଣନା ଚାଲିବ।

breaking news
ସଂକ୍ଷେପରେ ଆଜିର ତାଜା ଖବର - Thursday, 04 January 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।

  • Thursday, 04 January 2024
Minor boy killed
ମା’ ପାଇଁ ଔଷଧ ଆଣିବାକୁ ଯାଇଥିଲା ପୁଅ; ରାସ୍ତାରେ ମାଡ଼ିଗଲା ବସ୍‌

ସମ୍ବଲପୁର ଟାଉନ୍ ଥାନା ଅନ୍ତର୍ଗତ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟ ଅଫିସ ସାମ୍ନାରେ ଏହି ଘଟଣା ଘଟିଛି । ମିଳିଥିବା ସୂଚନା ଅନୁସାରେ ମୃତ ନାବାଳକର ଘର ଆମ୍ବେଦକରନଗରରେ ।

GI tag
ଓଡ଼ିଶାର ୮ ଉତ୍ପାଦକୁ ମିଳିଲା ଜିଆଇ ଟ୍ୟାଗ୍‌

ନୟାଗଡ଼ କଣ୍ଟେଇମୁଣ୍ଡି ବାଇଗଣ, ଡଙ୍ଗରିଆ କନ୍ଧ ଏମ୍ବ୍ରୋଡରୀ ସାଲ୍‌କୁ ମଧ୍ୟ ଜିଆଇ ଟ୍ୟାଗ୍‌ ମାନ୍ୟତା ମିଳିଛି ।

Bank Account
ବ୍ୟାଙ୍କ ଖାତାରେ ନିୟମିତ କାରବାର କରୁଛନ୍ତି ତ ? ନହେଲେ ଅଚଳ ହୋଇଯିବ ଆପଣଙ୍କ ଆକାଉଣ୍ଟ !

୨ ବର୍ଷରୁ ଅଧିକ ସମୟ ହେଲା ଆପଣଙ୍କ ବ୍ୟାଙ୍କ ଆକାଉଣ୍ଟରେ କାରବାର କରିନାହାନ୍ତି କି ? ଯଦି ହଁ, ତେବେ ଅଚଳ ହୋଇଯିବ ଆପଣଙ୍କ ଆକାଉଣ୍ଟ । ସେହିଭଳି ୧୦ ବର୍ଷରୁ ଅଧିକ କୌଣସି ନେଣଦେଣ ନ ହେଲେ ତାହା ଅନ୍‌କ୍ଲେମ୍‌ଡ ବା ଅଣଦାବିଦାର ହୋଇଯିବ ।

  • Wednesday, 03 January 2024
  • RBI
Naveen Patnaik
ସଭା ମଞ୍ଚରେ ଟକ୍‌ ଫାଇଟ୍; ୨୩ ବର୍ଷ ତଳେ ଶୁଭ ଦେଇଥିଲେ ନବୀନ, ଏଯାଏଁ କାମ ସରିନି...!

ଅସଂପୂର୍ଣ୍ଣ ପ୍ରକଳ୍ପ ଉଦଘାଟନ କରିଥିବା କହି ବିରୋଧୀଙ୍କ ଟାର୍ଗେଟ୍ । ମଞ୍ଚ ଉପରେ ବାକ୍ ଯୁଦ୍ଧ ।

Odisha consumed liquor worth Rs 60 crore on New Year eve
ନୂଆବର୍ଷରେ ଜମିଥିଲା ନାଲିପାଣି ନିଶା; ପିଉ ପିଉ ପିଇଦେଲେ ୧୧ ଲକ୍ଷ ଲିଟର ମଦ !

ନୂଆବର୍ଷରେ ଜମିଥିଲା ନାଲିପାଣି ନିଶା ! ଫୁଲ୍ ନିଶାରେ ଝୁମିଥିଲା ପୂରା ଓଡ଼ିଶା ! ପିଉ ପିଉ ପିଇ ଦେଇଥିଲା ୧୧ ଲକ୍ଷ ଲିଟର ମଦ ! ନିଶାପାଣିରେ ଉଡ଼ିଗଲା ୬୦ କୋଟିରୁ ଅଧିକ ଟଙ୍କା !

Bus Service
ରାଜ୍ୟରେ କେମିତି ଚାଲିଛି ଲକ୍ଷ୍ମୀ ବସ୍ ? କେଉଁଠି ନିୟମିତ ଗଡୁନି, କେଉଁଠି ବସ୍ ଫାଙ୍କା

ପୁରା ନାରାୟଣପାଟଣା ବ୍ଳକକୁ ଗୋଟିଏ ବସ୍ । ବିଶ୍ୱାସଭାଜନ ହେଉନି ସରକାରଙ୍କ ଲକ୍ଷ୍ମୀ ବସ୍ ସେବା ।

Odisha Politics
ଚର୍ଚ୍ଚାରେ ପାରାଦୀପ ପଲିଟିକ୍ସ ! ମେଡିକାଲ୍ ଶଯ୍ୟାରେ ଥିବା ବେଳେ କାହିଁକି ପ୍ରତ୍ୟାହାର ହେଲା ବହିଷ୍କାର ?

ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦାମଙ୍କ ଉପରୁ ହଠାତ୍ ବହିଷ୍କାର ଆଦେଶ ପ୍ରତ୍ୟାହାର ପଛରେ କଣ ଷ୍ଟ୍ରାଟେଜି ତାକୁ ନେଇ ଆରମ୍ଭ ହୋଇଛି ଚର୍ଚ୍ଚା। ଯଦିଓ ଦାମଙ୍କ ପୁଅ କହିଛନ୍ତି ବାପାଙ୍କୁ ଖୁସି କରିବାକୁ ସେ ୨ ବର୍ଷ ପୂର୍ବରୁ ଏହି କଥା ପାଣ୍ଡିଆନଙ୍କୁ କହିଥିଲେ।

OSSSC RI,ARI & AMIN, SFS ICDS Recruitment Apply Over 2800 Posts
OSSSC ରେ ପୂରଣ ହେବ ୨୮୦୦ ରୁ ଅଧିକ ପଦବୀ; ଯୁକ୍ତ ୨ କରିଥିଲେ କରନ୍ତୁ ଆବେଦନ

OSSSC ନିକଟରେ RI, ARI, Amin, SFS, ICDS ଚାକିରି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ପ୍ରାର୍ଥୀମାନେ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିପାରିବେ। ଏହି ନିଯୁକ୍ତି ପ୍ରକ୍ରିୟା ମାଧ୍ୟମରେ ୨୮୦୦ ରୁ ଅଧିକ ପଦବୀ ପୂରଣ ହେବ।

Plant Blast
KJS ଆହ୍ଲୁୱାଲିଆ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ

କେମିତି ହେଲା ବିସ୍ଫୋରଣ ଏନେଇ ପ୍ଲାଣ୍ଟ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ ।

Pahadi gang
୮ ଜଣଙ୍କୁ ବାନ୍ଧିଲା ପୋଲିସ, ସମସ୍ତ ଡକାୟତ ଝାଡ଼ଖଣ୍ଡର

ପାଖାପାଖି ୨୦ ଲକ୍ଷ ଟଙ୍କା ଲୁଟିଥିବା ନେଇ ତଥ୍ୟ ପାଇଛି ପୋଲିସ।

  • Wednesday, 03 January 2024
  • Theif