ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ସଭାମଞ୍ଚରେ ନରସିଂହ ମିଶ୍ରଙ୍କ ଧୂଲେଇ ।
ରାଜଭବନରେ ଭେଟି ସ୍ମାରକ ପତ୍ର ଦେଲା ବୈଦିକ ବ୍ରାହ୍ମଣ ପରିଷଦ । ୧୧ ଜଣିଆ ସଦସ୍ୟ ରାଜ୍ୟପାଳଙ୍କୁ ଭେଟିଲେ ।
ଘନ କୁହୁଡିରେ ବି ପାଇଲଟଙ୍କୁ ଦୃଶ୍ୟମାନ ହେବ ରନୱେ । ଭୁବନେଶ୍ୱର ବିମାନ ବନ୍ଦରରେ ଚାଲିଛି କ୍ୟାଟ-2 ଭିଜନ ସମ୍ପ୍ରସାରଣ ।
ରାସ୍ତା ଉପରେ ଅଳିଆ ପକାଇଲେ କଡ଼ା କାର୍ଯାନୁଷ୍ଠାନ ହେବ ବୋଲି ଚେତାବନୀ ଦେଇଛି BMC ।
ପେଟ୍ରୋଲ ମିଳିଲାନି ବୋଲି ଘୋଡ଼ା ଉପରେ ବସି ଫୁଡ୍ ଡେଲିଭରି କଲେ ଜଣେ ଜୋମାଟୋ ବୟ । ଏହାର ଭିଡିଓ ଏବେ ବେଶ୍ ଭାଇରାଲ ହେବାରେ ଲାଗିଛି ।
ବହୁ ବାଦ ବିବାଦ, ବିରୋଧ ଯୋଗୁଁ ଏହି ପ୍ରକଳ୍ପ ସମ୍ପୂର୍ଣ ହେବାକୁ ୨୩ ବର୍ଷ ଲାଗିଯାଇଥିଲା ।
ଖୋର୍ଦ୍ଧାରେ ଜାନକୀ ବଲ୍ଳଭ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ବଡ଼ ମନ୍ତବ୍ୟ ଦେଇଛନ୍ତି ସୌମ୍ୟରଞ୍ଜନ ପଟ୍ଟନାୟକ ।
ନର୍ସିଂ, ଫାର୍ମାସୀ ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ ବଢ଼ାଇଲେ ରାଜ୍ୟ ସରକାର ।
ଶ୍ରୀଜିଉଙ୍କ ଆଜି ବନକଲାଗି ନୀତି ଥିବାରୁ ୪ ଘଣ୍ଟା ଧରି ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ।
ଗାଁ ଭିତରେ ହାତୀ ପଶିଥିବାରୁ ଭୟଭୀତ ଅବସ୍ଥାରେ ଅଛନ୍ତି ଗ୍ରାମବାସୀ। ସେହିପରି ୨ ଦିନ ତଳେ ମଳିପଡା ଗାଁରେ ପଶି ରାସ୍ତାରେ ଚାଲି ଚାଲି ଯାଇଥିଲା ହାତୀ ।
ଆଉ ଦେଖିବାକୁ ମିଳିବେ ନାହିଁ କଟକ ସହର ଭିତରେ ଥିବା ଡିଅର ପାର୍କର ଚଳ ଚଂଚଳ ଜୀବ । ଗଲା ୪୨ ବର୍ଷ ଧରି ଉଭୟ ସହରବାସୀ ଓ ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଥିବା ଚିତ୍ରିତ ହରିଣ ମାନେ ଏବେ ଏଠାରୁ ସ୍ଥାନାନ୍ତର ହୋଇଯିବେ ।
ହାଇଟେକ୍ ମେଡିକାଲ ବିସ୍ଫୋରଣ ଘଟଣାରେ ଆଉ ଜଣଙ୍କ ମୃତ୍ୟୁ।
ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୦୩ ବୁଧବାର । ଚନ୍ଦ୍ର- କନ୍ୟା ଅହୋରାତ୍ର, ତିଥି- ୭ମୀ ରାତ୍ରି ୦୭.୪୮ ଗତେ ୮ମୀ, ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର, ଘାତବାର- କର୍କଟ ରାଶିର, ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୨.୪୫ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୭.୪୮ ପର୍ଯ୍ୟନ୍ତ
ଏପରି କି ମତ୍ସ୍ୟଜୀବୀଙ୍କ ଜନବସତି ଠାରୁ ଚିଲିକା ଏବେ ୪ରୁ ୫ କିଲୋମିଟର ଘୁଞ୍ଚି ଯାଇଥିବା ଅଭିଯୋଗ ହୋଇଛି।
ଆଜି ପାଇଁ ୧୧ଟି ଜିଲ୍ଲାକୁ ଘନ କୁହୁଡ଼ି ନେଇ ପାଣିପାଗ ବିଭାଗ ସତର୍କ କରାଇଛି।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ରାଜସ୍ୱ ଆଦାୟ ଲକ୍ଷ୍ୟ ପୂରଣ ହୋଇନଥିବାରୁ କଡ଼ା ଆଭିମୁଖ୍ୟ ।
ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗ, କେନ୍ଦ୍ର ଆଇନମନ୍ତ୍ରୀଙ୍କ ମତକୁ ନେଇ ଖବର ପରେ ମନ୍ତ୍ରାଳୟର ସ୍ପଷ୍ଟୀକରଣ `
ଶ୍ରୀକ୍ଷେତ୍ରମଣିଙ୍କୁ ରାମନଗରୀରୁ ଆସିଛି ସାଦର ନିମନ୍ତ୍ରଣ । ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ବାଜିଲା ଶଙ୍ଖ । ପାନ, ଗୁଆ, ନଡ଼ିଆ, ଅକ୍ଷତ ଚାଉଳ, ଉପବିତ ଓ ନୂଆବସ୍ତ୍ର ସହ ସଜେଇ ହୋଇ ରହିଛି ନିମନ୍ତ୍ରଣ ପତ୍ର ।
କାଗଜ କହୁଛି ଭୁବନେଶ୍ୱର ସୌନ୍ଦର୍ଯ୍ୟକରଣ ପାଇଁ କୋଟି କୋଟି ଟଙ୍କାର ଗଛ ଲାଗିଛି । ୮ଟି ସ୍ଥାନରେ ଗଛ ଲଗାଇବାକୁ ଖର୍ଚ୍ଚ ହୋଇଛି ସାଢ଼େ ୬ କୋଟି ଟଙ୍କା ।
BSKY ନବୀନ କାର୍ଡ ଆୱାରନେସ୍ ପାଇଁ ସ୍କୁଲରୁ ପଞ୍ଚାୟତ ଯାଏଁ ପ୍ରୋଗ୍ରାମ । ‘ନୂଆ ଓ’ କାର୍ଯ୍ୟକ୍ରମରେ ପିଲାଙ୍କ ସାର୍ଟିଫିକେଟରେ ଶଙ୍ଖ ଚିହ୍ନ ।
କେନ୍ଦ୍ର ଆଇନମନ୍ତ୍ରୀ ଅର୍ଜୁନ ରାମ ମେଘୱାଲଙ୍କ ଗୁରୁତ୍ବପୂର୍ଣ୍ଣ ମନ୍ତବ୍ୟ । ଇ-କୋର୍ଟରେ ମିଳୁଛି ହାଇକୋର୍ଟ ଭଳି ସୁବିଧା: କେନ୍ଦ୍ର ଆଇନମନ୍ତ୍ରୀ ।
ଅବେଳରେ ଆଖି ବୁଜିଲେ ୩ ଜଣ, ମୃତ୍ୟୁସହ ଲଢୁଛନ୍ତି ଆଉ ୩ ।
ବର୍ଷ ଆରମ୍ଭରୁ ଲୁଟେରାଙ୍କ ଟାର୍ଗେଟରେ ସାଧାରଣ ଜନତା । ଟଙ୍କା ପାଇଁ ବେକ କାଟିଲେ । କ୍ଲବରେ ପଶି ଯୁବକଙ୍କୁ ହାଣିଲେ ଏବଂ ଘର ଭିତରକୁ ବୋମା ମାଡ଼ କଲେ । ଭୋର ୩ ଟା, ଚନ୍ଦ୍ରଶେଖରପୁର ଥାନା ଡମଣା ଗ୍ରାମରେ ଲୁଟେରା ଆରମ୍ଭ କରିଛନ୍ତି ବର୍ଷର ପ୍ରଥମ ଶୀକାର ।
ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।