/odishatv-khabar/media/post_attachments/uploadimage/library/16_9/16_9_0/corona-1-2_1625543177.jpg)
corona
ଭୁବନେଶ୍ୱର: ଓଡ଼ିଶାରେ ୬୭୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୩୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୩ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Advertisment
ଚିହ୍ନଟ ନୂଆ ୬୭୩ ଆକ୍ରାନ୍ତଙ୍କ ମଧ୍ୟରୁ ୪୪୬ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୨୨୭ ରହିଛି।
/odishatv-khabar/media/post_attachments/wp-content/uploads/2020/07/Capture-30.jpg)
/odishatv-khabar/media/post_attachments/wp-content/uploads/2020/07/Capture-1-14.jpg)
/odishatv-khabar/media/post_attachments/wp-content/uploads/2020/07/Capture-୨-2.jpg)
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୧୧୦ ରେ ପହଞ୍ଚିଛି। ସେଥିମଧ୍ୟରୁ ୧୨,୪୫୨ ଜଣ ସୁସ୍ଥ ହୋଇଥିବାବେଳେ ୫,୫୩୩ ଜଣ ଚିକିତ୍ସାଧୀନ ଅଛନ୍ତି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)