Advertisment

ଓଡ଼ିଶାରେ ଦିନକରେ ଚିହ୍ନଟ ହେଲେ ୬୭୩ ନୂଆ କରୋନା ପଜିଟିଭ୍‌

ଭୁବନେଶ୍ୱର: ଓଡ଼ିଶାରେ ୬୭୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୩୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୩ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୬୭୩ ଆକ୍ରାନ୍ତଙ୍କ ମଧ୍ୟରୁ ୪୪୬ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୨୨୭ ରହିଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୧୧୦ ରେ […]

ଅଦ୍ୟତନ ହୋଇଛି
ଓଡ଼ିଶାରେ ଦିନକରେ ଚିହ୍ନଟ ହେଲେ ୬୭୩ ନୂଆ କରୋନା ପଜିଟିଭ୍‌

corona

Advertisment

ଭୁବନେଶ୍ୱର: ଓଡ଼ିଶାରେ ୬୭୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୩୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୩ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ଚିହ୍ନଟ ନୂଆ ୬୭୩ ଆକ୍ରାନ୍ତଙ୍କ ମଧ୍ୟରୁ ୪୪୬ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୨୨୭ ରହିଛି।

publive-image

publive-image

publive-image

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୧୧୦ ରେ ପହଞ୍ଚିଛି। ସେଥିମଧ୍ୟରୁ ୧୨,୪୫୨ ଜଣ ସୁସ୍ଥ ହୋଇଥିବାବେଳେ ୫,୫୩୩ ଜଣ ଚିକିତ୍ସାଧୀନ ଅଛନ୍ତି।

Advertisment
Corona Updates Odisha Odisha Corona Updates Odisha Corona Updates Today
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ