ବିଜେଡିର ଭୁବନେଶ୍ୱର ସାଂସଦ ପ୍ରାର୍ଥୀ ତଥା ନିଜ ସାନପୁଅ ମନ୍ମଥ ରାଉତରାୟଙ୍କ ପାଇଁ ସୁର ରାଉତରାୟ କ୍ରମାଗତ କ୍ୟାମ୍ପେନ୍ କରୁଥିବା ନଜରକୁ ଆସିଥିଲା ।
ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ହସ୍ତକ୍ଷେପ ପରେ ଓଡ଼ିଆ ଶ୍ରମିକମାନେ ଓଡ଼ିଶା ପହଁଚିଛନ୍ତି ।
ଘୋଷଣା ହୋଇ ନ ଥିବା ପ୍ରାୟ ସବୁ ବିଧାନସଭା ଆସନରେ ବିଜେଡିର ବିଦ୍ରୋହ ତେଜୁଛି । ଆମଦାନୀ ନେତାଙ୍କୁ ବିରୋଧ କରୁଛନ୍ତି ଦଳୀୟ ନେତା ଓ କର୍ମୀ ।
ବିରୋଧୀ ନେତାଙ୍କ ପାଇଁ ଏବେ ସାହାଣମେଲା ବିଜେଡି ଦରବାର । ଲଗାତର ଭାବେ ପାଞ୍ଚ ପାଞ୍ଚ ଥର ସରକାରରେ ଥିବା ବିଜେଡିକୁ ଘାରିଛି କି ହାରିବା ଭୟ ?
ସିସିଟିଭି ଫୁଟେଜ୍ ଓ ପାଚେରୀ ନିକଟରେ ପଡ଼ିଥିବା ରକ୍ତଛିଟାକୁ ଆଧାର କରି, ପ୍ରାଥମିକ ତଦନ୍ତରୁ ଉଭୟ କଏଦୀ ଜେଲ୍ ପାଚେରୀ ଡେଇଁ ପଳାଇଥିବା ଜଣାପଡ଼ିଛି ।
ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ, ଆସନ୍ତା ୨ ଦିନ ରାଜ୍ୟର କିଛି ସ୍ଥାନରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।
ପ୍ରାୟ ୧୨୦ କେଜି ଗଞ୍ଜେଇ ସହ ଏକ ପିକ୍-ଅପ୍ ଭ୍ୟାନ ଜବତ କରିଛି କୋରାପୁଟ ପୋଲିସ।
ସିକନ୍ଦର ନୂଆପଡ଼ା ଜିଲ୍ଲାର ହୋଇଥିବା ବେଳେ ନୀଳମଣି ଧର୍ମଗଡ ଅଞ୍ଚଳର ବୋଲି ଜଣାପଡ଼ିଛି।
ମଙ୍ଗଳପୁରରେ ୭୦୦ ଘର ଥିବା ବେଳେ ବସୁଧା ଯୋଜନାରେ କେବଳ ୨୮୬ ଘରକୁ ପାନୀୟ ଜଳର ସଂଯୋଗ ହୋଇଛି ।
କଟକରେ ମହାନଦୀର ତୁଳସୀପୁର ହାତୀଗଡ଼ା ଘାଟରେ ରବିବାର ଘଟିଛି ଏକ ଅଭାବନୀୟ ଘଟଣା। ଜେଜେ ବାପାଙ୍କ ଶୁଦ୍ଧିକ୍ରିୟା କାମରେ ଯୋଗ ଦେବାକୁ ଆସିଥିବା ଜଣେ ଯୁବକଙ୍କର ନଦୀରେ ବୁଡ଼ି ମୃତ୍ୟୁ ଘଟିଛି।
ମନ୍ଦିରରୁ ଚୋରି କରୁଥିବା ଏକ ୭ ଜଣିଆ ଲୁଟେରା ଗ୍ୟାଙ୍ଗକୁ ଧରିଛି ବାଲେଶ୍ୱର ପୋଲିସ । ସେମାନଙ୍କଠାରୁ ବିଭିନ୍ନ ପ୍ରକାର ସାମଗ୍ରୀ ଜବତ କରାଯାଇଛି ।
ଶଙ୍ଖ ଭବନକୁ ଆସି ବିଜେଡିରେ ମିଶିଲେ ଗଣେଶ୍ୱର। ଦଳୀୟ ସମର୍ଥକଙ୍କ ସହ ବିଜେଡିରେ ଯୋଗ ଦେଲେ।
ଶୁଖିଲା ପଡିଛି କେନ୍ଦ୍ରାପଡାର ଲୁଣା ନଦୀ । ପାଣି ଟୋପେ ପାଇଁ ନଦୀକୂଳିଆ ଲୋକେ ଏବେ ଡହଳ ବିକଳ ହେଉଛନ୍ତି ।
‘ପ୍ରତ୍ୟେକ ଜାଗାରେ ପ୍ରତ୍ୟେକ ବର୍ଗର ଲୋକ ଜାତି, ଧର୍ମ, ବର୍ଣ୍ଣ, ନିର୍ବିଶେଷରେ ମୋ ପାଇଁ ନିର୍ବାଚନ ପ୍ରଚାର କରୁଛନ୍ତି। ବିଗତ ୫ ବର୍ଷର ଏହା ହେଉଛି ମୋର ଉପଲବ୍ଧି’।
ଶଙ୍ଖ ଭବନକୁ ଆସି ବିଜେଡିରେ ମିଶିଲେ ଲେଖାଶ୍ରୀ। କିଛି ସମୟ ପୂର୍ବରୁ ବିଜେପି ଛାଡ଼ିଥିଲେ ଲେଖାଶ୍ରୀ।
ବିଜେପି ଛାଡ଼ିଲେ ଲେଖାଶ୍ରୀ ସାମନ୍ତସିଂହାର । ସୋସିଆଲ ମିଡିଆ ଜରିଆରେ ଦେଲେ ସୂଚନା । ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ଲେଖିଲେ । ବିଜେପିର ଉପସଭାପତି ପଦରେ ଥିଲେ ଲେଖାଶ୍ରୀ ।
ଜଳବାୟୁ ପରିବର୍ତ୍ତନର ପ୍ରଭାବ ପଡିଛି ସାମୁଦ୍ରିକ ଅଭୟାରଣ୍ୟ ଗହିରମଥାରେ । ବିଳମ୍ବ ହୋଇଛି ବିରଳ ଅଲିଭ୍ ରିଡଲେ କଇଁଛଙ୍କ ସାମୁହିକ ଅଣ୍ଡାଦାନ ପ୍ରକିୟା । ଚଳିତ ମାସ ୨ ତାରିଖରୁ ଗହିରମଥାର ବାବୁବାଲି ଓ ନାଶୀ -୨ରେ ସମୁହ ଅଣ୍ଡା ଦାନ କରିଛନ୍ତି ।
ବସ୍ତା ପୋଲିସ ଓ ଜାତୀୟ ରାଜପଥ ପାଟ୍ରୋଲିଂ କର୍ମଚାରୀ ପହଞ୍ଚି ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ପ୍ରଥମେ ବସ୍ତା ହସପିଟାଲରେ ଭର୍ତ୍ତି କରିଥିଲେ । ଅବସ୍ଥା ସଙ୍କଟାପନ୍ନ ହେବାରୁ ସମସ୍ତଙ୍କୁ ବାଲେଶ୍ବର ହସପିଟାଲକୁ ସ୍ଥାନାନ୍ତର କରାଯାଇଛି ।
ଅସହ୍ୟ ତାତିରୁ ମିଳିବ ସାମାନ୍ୟ ଆଶ୍ୱସ୍ତି । ଆଜିଠୁ ତିନି ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୨ରୁ ୪ ଡିଗ୍ରୀ ଖସିବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଚଟୁ ଆମିଷ, ବେଣ୍ଟ ନିରାମିଷ! ଏହି ନ୍ୟାୟରେ ନିଜର ରାଜନୈତିକ ଗୋଟି ଚାଳନା ଜାରି ରଖିଛନ୍ତି କି ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟ ?
ବିଜେପିର ଶୀର୍ଷ ସ୍ତରର ନେତା ଓଡ଼ିଆ ଅସ୍ମିତା ପ୍ରସଙ୍ଗକୁ ବାରମ୍ବାର ଉଖାରି ଚାଲିଥିବାରୁ ଦଳ ଯୋଜନାବଦ୍ଧ ଭାବେ ବିଜେଡି ବିରୋଧରେ ଏହାକୁ ମୁଖ୍ୟ ଅସ୍ତ୍ର କରିବାକୁ ଯାଉଥିବା ସ୍ପଷ୍ଟ ହେଉଛି।
ଟିକଟ୍ ଅଙ୍କକଷା ଭିତରେ ଚାଲିଛି ଛକା ଛକି ଖେଳ। ପାଦେ ପାଦେ ପରସ୍ପରକୁ ଜଗିଛନ୍ତି ବିଜେପି-ବିଜେଡି। ୧୮ ଟି ସିଟ୍ ରେ ଏଯାଏ ଦୁଇ ଦଳ ପ୍ରାର୍ଥୀ ଘୋଷଣା କରିନାହାଁନ୍ତି।
ଆଜି ବି ରାଜ୍ୟବ୍ୟାପି ଅଗ୍ନିବର୍ଷା ସ୍ଥିତି । ୪ ସହରରେ ୪୩ ଛୁଇଁଲା ପାରଦ । ୪୩.୫ ଡିଗ୍ରୀ ତାପମାତ୍ରା ସହ ଅନୁଗୁଳ ସବୁଠୁ ଉତ୍ତପ୍ତ ସହର ।ଆଜି ୪୦ ଡିଗ୍ରୀ ଉପରେ ରାଜ୍ୟର ୨୨ ସହର ।
ସରକାରୀ ବସ୍ ଚଳାଇ ନିଜକୁ ସରକାର ଭାବୁଛନ୍ତି କି 'ମୋ ବସ୍' ଡ୍ରାଇଭର୍ ? ମୋ ବସ୍ ଚାଳକଙ୍କ ପାଇଁ କଣ ସାତ ଖୁଣ୍ ମାଫ୍ ? ବେପରୁଆ ଓ ଦ୍ରୁତ୍ ଗାଡ଼ି ଚାଳନାରେ କାହିଁକି ଲାଗୁନି ଲଗାମ୍ ?