/odishatv-khabar/media/post_attachments/uploadimage/library/16_9/16_9_0/corona-7_1625357073.jpg)
corona
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୭ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Advertisment
ଭୁବନେଶ୍ୱର, ବଲାଙ୍ଗିର, କଟକ, ଗଞ୍ଜାମ, ଖୋର୍ଦ୍ଧା, ମାଲକାନଗିରି ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ, ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
/odishatv-khabar/media/post_attachments/wp-content/uploads/2020/09/Capture-6-2.jpg)
ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୫୩୮ ହୋଇଛି।
/odishatv-khabar/media/post_attachments/wp-content/uploads/2020/09/Capture-00.jpg)
୨୪ ଘଣ୍ଟାରେ ଓଡ଼ିଶାରେ ୩,୫୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Advertisment
ପଢ଼ନ୍ତୁ: ୨୪ ଘଣ୍ଟାରେ ଓଡ଼ିଶାରୁ ୩,୫୪୩ କରୋନା ପଜିଟିଭ୍ ଚିହ୍ନଟ, ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ ଚିହ୍ନଟ
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)