Advertisment

ଓଡ଼ିଶାରେ ୭୧୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ, ୧୬ ହଜାର ପାର୍‌ କଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ଓଡ଼ିଶାରେ ଆଉ ୭୧୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୪ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ଚିହ୍ନଟ ନୂଆ ୭୧୮ ଆକ୍ରାନ୍ତଙ୍କ ମଧ୍ୟରୁ ୪୭୯ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୨୩୯ ରହିଛି। ଚିହ୍ନଟ […]

author-image
Rajalaxmi Sahoo
ଓଡ଼ିଶାରେ ୭୧୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ, ୧୬ ହଜାର ପାର୍‌ କଲା ଆକ୍ରାନ୍ତଙ୍କ ସଂଖ୍ୟା

corona

ଭୁବନେଶ୍ୱର: ଓଡ଼ିଶାରେ ଆଉ ୭୧୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୪ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ଚିହ୍ନଟ ନୂଆ ୭୧୮ ଆକ୍ରାନ୍ତଙ୍କ ମଧ୍ୟରୁ ୪୭୯ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୨୩୯ ରହିଛି।

publive-image

publive-image

publive-image

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୬,୧୧୦ ରେ ପହଞ୍ଚିଛି। ସେଥିମଧ୍ୟରୁ ୧୦,୮୭୭ଜଣ ସୁସ୍ଥ ହୋଇଥିବାବେଳେ ୫,୧୨୪ ଜଣ ଚିକିତ୍ସାଧୀନ ଅଛନ୍ତି।

Advertisment

ଆହୁରି ପଢ଼ନ୍ତୁ:କରୋନା ନେଲା ଆଉ ୪ ଜୀବନ

Odisha Corona Update Today Odisha Corona Update In Odia
Advertisment
Advertisment