ଖାନନଗର ହାଇସ୍କୁଲରେ ଘଟିଥିଲା ଘଟଣା । ନାବାଳକକୁ ପ୍ରଲୋଭିତ କରି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲା ଚିନ୍ତାମଣି।
କେଶରୀପାଟଣା ଗାଁ ନିକଟରେ ଦୁର୍ଘଟଣା । ସ୍କୁଟି ଏବଂ ବାଇକ୍ ମୁହାଁମୁହିଁ ଧକ୍କା ।
ମିଡିଆ ସେଲ୍ ଅଧ୍ୟକ୍ଷଙ୍କ ସହ ଆଲୋଚନା କରି ଏବଂ ପିସିସି ସଭାପତିଙ୍କୁ ନ ଜଣାଇ କେହି ନିଜ ଆଡ଼ୁ ସାମ୍ବାଦିକ ସମ୍ମିଳନୀ କରିପାରିବେ ନାହିଁ ବୋଲି କୁହାଯାଇଛି ।
ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ପରିସରରେ ଗାଡ଼ି ଜଗିଥିବା ଜଣେ ସିକ୍ୟୁରିଟି ଗାର୍ଡଙ୍କ ଗାଡ଼ି ଚୋରିକୁ ନେଇ ବଲାଙ୍ଗିରରେ ଚର୍ଚ୍ଚା।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ମାତା ଜାନକୀଙ୍କ ସହ ରହିଛି ଗଭୀର ସଂପର୍କ । ମାଲକାନଗିରର ସୀତାକୁଣ୍ଡ ଓ କେନ୍ଦୁଞ୍ଜରର ସୀତାବିଞ୍ଜର କଥା ।
ଭକ୍ତଙ୍କୁ ଭଣ୍ଡେଇବା ପରେ ତେଜିଲାଣି ଅସନ୍ତୋଷ । ଏ କ୍ଷୋଭ ଅର୍ପଣ ରଥର ଗୁଆ ଚାଉଳକୁ ନେଇ । କୁଆଡେ ଗଲା ଭକ୍ତଙ୍କ ଗୁଆ-ଚାଉଳ । କାହିଁକି ପୁରୀରେ ପହଞ୍ଚିଲାନି ଭକ୍ତ ଶ୍ରଦ୍ଧାରେ ଦେଇଥିବା ଚାଉଳ ଆଉ ଗୁଆ ?
ଫେଡ଼ାଣ କରି ପାରୁଥିବା ପିଲାଙ୍କ ପରିସଂଖ୍ୟାନ ମଧ୍ୟ ଚିନ୍ତାଜନକ । ଗ୍ରାମାଞ୍ଚଳ ଛାତ୍ରଛାତ୍ରୀଙ୍କ ବିଦ୍ୟାଳୟ ଓ ଶିକ୍ଷାସ୍ତରର ସ୍ଥିତିକୁ ନେଇ ଅସର ପକ୍ଷରୁ ନିୟମିତ ରିପୋର୍ଟ ପ୍ରକାଶ ପାଇ ଆସୁଥିବା ବେଳେ ଇଏ ହେଉଛି ସଂସ୍ଥାର ସର୍ବଶେଷ ରିପୋର୍ଟ ।
ଉଡୁଛି ହାତ ତିଆରି ଗଂଜେଇ ସିଗାରେଟର ଧୂଆଁ । ଗଂଜେଇ ଧୂଆଁରେ କଲବଲ ସ୍ମାର୍ଟସିଟିର ଜନତା । ନୀଳ ଜହରର ଏହି କଳା କାହାଣୀ ଜାଣିଲେ ଆପଣ ହୋଇଯିବେ ଆଶ୍ଚର୍ଯ୍ୟ ।
ଦକ୍ଷିଣ ବେଲ୍ଟରେ ଥିବା କଂଗ୍ରେସର ପୁରୁଣା ଭୋଟରଙ୍କୁ ସଂଗଠିତ କରି ଦଳ ୨୪ ନିର୍ବାଚନରେ ସଂଖ୍ୟା ବଢାଇବାକୁ ଯୋଜନା ରଖିଛି ।
ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଇଁ ହାଫ୍ ଡେ’ ଛୁଟି ଘୋଷଣା କରାଯାଇଛି । ୨୨ ତାରିଖ ଅପରାହ୍ନ ୨ଟା ୩୦ ଯାଏଁ ଅଫିସ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର ।
କନିଷ୍ଠ ଶିକ୍ଷକ ନିଯୁକ୍ତିରେ ବ୍ୟାପକ ଅନିୟମିତତା ଅଭିଯୋଗ ଆଣିଛନ୍ତି ଆଶାୟୀ । ବହୁ ସଂଖ୍ୟାରେ ଅଶାୟୀ ଭୁବନେଶ୍ୱର ଓସେପା କାର୍ଯ୍ୟାଳୟରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ।
ସରକାର ପ୍ରତ୍ୟେକ ପଞ୍ଚାୟତକୁ ଆମ ଓଡିଶା ନବୀନ ଓଡିଶା ମାଧ୍ୟମରେ ୫୦ ଲକ୍ଷ ଟଙ୍କା ଦେଉଛନ୍ତି l ତେଣୁ ଏହି କାମ କରିବାକୁ ପଞ୍ଚାୟତର ୩ଟି ଜାଗାରେ ଫଳକ ମରାଯାଇଥିଲା l
ବ୍ୟାପକ ଅନିୟମିତତା ଅଭିଯୋଗ କଲେ ଅଶାୟୀ । କଟ୍ ଅଫ୍ ତାଲିକା ପ୍ରକାଶ କରାଯାଇନଥିବା ଅଭିଯୋଗ ।
ବାଲେଶ୍ୱର ବସ୍ତାରେ ଜଳକା ନଦୀରୁ ଉଦ୍ଧାର । ନଦୀର ଡଲଫିନ୍ ପୋଖରୀରେ ଛାଡ଼ିଲେ ।
ଭୁବନେଶ୍ୱର ମହର୍ଷି କଲେଜ କ୍ୟାମ୍ପସରେ କଂଗ୍ରେସର ପ୍ରତିବାଦ ଓ ବିକ୍ଷୋଭ ପ୍ରଦର୍ଶନ କରିବା ସହ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କ ଫଟୋ ଦାହ କରିଛି ।
ମରାମତି ପାଇଁ ୧୦ ତାରିଖରେ ବିମ୍ ଡିଜାଇନ୍ ମଧ୍ୟ ଚୂଡ଼ାନ୍ତ ହୋଇଥିବା କହିଛନ୍ତି ଆମିକସ୍ କ୍ୟୁରି ।
ଦୁର୍ବୃତ୍ତମାନେ ଏମିତି ଆତଙ୍କରାଜ କରିଥିଲେ ଯେ, ପରିବାର ଲୋକେ ଘରୁ ବାହାରିବାକୁ ଭୟ କରିଥିଲେ।
ଚନ୍ଦକା, ଇନ୍ଫୋସିଟ, ଭରତପୁର, ମଞ୍ଚେଶ୍ୱର ଥାନା ଅଂଚଳରେ ଥିବା ଆପାର୍ଟମେଣ୍ଟରୁ ଏହି ଗ୍ୟାଙ୍ଗ କଳାକନା ବୁଲାଇଛି।
ଗାଡ଼ି ତଳେ ଶୋଇଥିବା ବେଳେ ୪ ଜଣଙ୍କ ଉପରେ ମାଡ଼ିଗଲା ଏହି ବୋରୱେଲ୍ ଗାଡ଼ି। ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ।
ଲୋକଙ୍କ ଭାବନା ସହ ଖେଳି ଚାଉଳ ସଂଗ୍ରହ କରି ଏମିତି ପକାଇ ରଖାଯିବାକୁ ନାପସନ୍ଦ କରିଛନ୍ତି ମାଲକାନଗିରି ବାସିନ୍ଦା ।
ନିଜ ଘର ପଛପଟ କୂଅରୁ ଯାଆଁଳା ଶିଶୁଙ୍କ ମୃତଦେହ ଉଦ୍ଧାର ହୋଇଛି।
ସୈାର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୮ ତାରିଖ ଗୁରୁବାର । ଚନ୍ଦ୍ର- ମେଷ ଅହୋରାତ୍ର, ତିଥି- ୮ମୀ ରାତ୍ରି ୦୮.୪୫ ଗତେ ୯ମୀ, ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର, ଘାତବାର- ତୁଳା ଓ କୁମ୍ଭ ରାଶିର, ପୁଷ୍କର ଦୋଷ- ନାସ୍ତି
ଗତକାଲିଠାରୁ ଏମକେସି ହାଇସ୍କୁଲ ପରିସରରେ ଥିବା ଦନ୍ତାହାତୀ ସହର ଭିତରେ ଆତଙ୍କ ଖେଳାଳଇଥିଲା ।
ପ୍ରତ୍ୟେକଟି ପକ୍ଷରେ ପନ୍ଦରଟି ତିଥି ହୋଇଥାଏ। ଏହି ପ୍ରତ୍ୟେକର ବିଶେଷତା ରହିଛି। ବାସ୍ତୁଶାସ୍ତ୍ରରେ ଗୃହ ନିର୍ମାଣ ଆରମ୍ଭ ପାଇଁ ଶୁଭ ଓ ଅଶୁଭ ତିଥିର ନିର୍ଦ୍ଧାରଣ କରାଯାଇଛି। ସେଗୁଡ଼ିକ ନିମ୍ନରେ ଆପଣଙ୍କର ଅବଗତ ନିମନ୍ତେ ଦିଆଯାଉଛି। ଏହା ଜାଣି ରଖନ୍ତୁ।