Advertisment

ଓଡ଼ିଶାରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଦିନକରେ ୭୫୭ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩୦ ଜିଲ୍ଲାରେ ପୁଣି ୭୫୭ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ ସେଣ୍ଟରରୁ ୪୩୬ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ୍‌ ୩୨୧ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂତ୍ରରୁ ଜଣାଯାଇଛି। ଅନୁଗୁଳ ରୁ ସର୍ବାଧିକ ୭୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। Covid-19 Report For 19th November New Positive Cases: 757 In Quarantine: 436 Local contacts: 321 (Details of […]

author-image
Rajalaxmi Sahoo
ଅଦ୍ୟତନ ହୋଇଛି
ଓଡ଼ିଶାରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଦିନକରେ ୭୫୭ ଆକ୍ରାନ୍ତ ଚିହ୍ନଟ

corona

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩୦ ଜିଲ୍ଲାରେ ପୁଣି ୭୫୭ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ ସେଣ୍ଟରରୁ ୪୩୬ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ୍‌ ୩୨୧ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂତ୍ରରୁ ଜଣାଯାଇଛି।

Advertisment

ଅନୁଗୁଳ ରୁ ସର୍ବାଧିକ ୭୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Advertisment

ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୨,୫୪୫ରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ: ଆଖି ବୁଜିଲେ ୧୬ କରୋନା ରୋଗୀ

Corona Update In Odisha
Advertisment
Advertisment