ଅଦ୍ୟତନ ହୋଇଛି
corona
Advertisment
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩୦ ଜିଲ୍ଲାରେ ପୁଣି ୭୫୭ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ ସେଣ୍ଟରରୁ ୪୩୬ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ୍ ୩୨୧ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂତ୍ରରୁ ଜଣାଯାଇଛି।
Advertisment
ଅନୁଗୁଳ ରୁ ସର୍ବାଧିକ ୭୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
Advertisment
ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୨,୫୪୫ରେ ପହଞ୍ଚିଛି।
ଆହୁରି ପଢ଼ନ୍ତୁ: ଆଖି ବୁଜିଲେ ୧୬ କରୋନା ରୋଗୀ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/corona-8_1625099013.jpg)