• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

E-Lecture unable to benefit students in Odisha
ଶୀତଳଭଣ୍ଡାରରୁ ବାହାରିଲା ଅଧ୍ୟାପକ ମରୁଡ଼ି ମୁକାବିଲା ସୂତ୍ର; ଇ-ଲେକଚର ବ୍ୟବସ୍ଥାରେ ପାଠ ପଢ଼ିବେ ଛାତ୍ରଛାତ୍ରୀ

ଛାତ୍ରଛାତ୍ରୀମାନେ କିପରି ଏହାର ଅଧିକ ସୁଯୋଗ ଉଠାଇ ପାରିବେ ସେନେଇ କଲେଜଗୁଡିକୁ ନିର୍ଦ୍ଦେଶ ଦେଇଛି ବିଭାଗ । vtputkal.odisha.gov.in ପୋର୍ଟାଲରେ ପ୍ରଥମ, ଦ୍ୱିତୀୟ, ତୃତୀୟ ଓ ଚତୁର୍ଥ ସେମିଷ୍ଟରର ୧୧ଟି ବିଷୟରେ ଲେକଚର ଅପଲୋଡ କରାଯାଇଛି ।

Man beats Mother
କଳିଯୁଗର କୁଳାଙ୍ଗାର ପୁଅ ! ମା’କୁ ମାରି ଭାଙ୍ଗିଦେଲା ହାତ...

କୌଣସି ପିତା, ମାତା କେବେ ଚାହୁଁନଥିବା ଘଟଣା ଆଜି ବିଧାତା ଖଞ୍ଜିଦେଇଛି ଏହି ବୁଢ଼ୀ ମା’ଭାଗ୍ୟରେ । କେବେ କେହି ଆଶା କରୁନଥିବା ନିର୍ଯାତନାର ପାହାର ବସିଛି ଏହି ଚମ ଧୁଡୁଧୁଡୁ ଶରୀର ଉପରେ ।

Parikrama Prakalpa
ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ: କାଲିଠୁ ମହାଯଜ୍ଞ, ବେଦ ପାଠରେ ଗୁଞ୍ଜରିତ ହେବ ଶ୍ରୀକ୍ଷେତ୍ର

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ମହୋତ୍ସବ ପାଇଁ ଭକ୍ତିମୟ ଶ୍ରୀକ୍ଷେତ୍ର। ଯଜ୍ଞ ପ୍ରତିଷ୍ଠାର ତୃତୀୟ ଦିନରେ ଅଙ୍କୁର ପୂଜନ ପରେ ଚାଲିଛି ଯଜ୍ଞ ଅଧିବାସ।

Arpan Rath
ଅର୍ପଣ ରଥ ପରିକ୍ରମା ବଢାଉଛି ବିଜେଡି ପାଇଁ ଅଡୁଆ, ମୁଖ୍ୟମନ୍ତ୍ରୀ ଓ ପାଣ୍ଡିଆନଙ୍କ ଫଟୋକୁ ନେଇ ତେଜୁଛି ବିବାଦ

ଅର୍ପଣ ରଥରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ 5T ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କ ଫଟୋକୁ ନେଇ ତେଜୁଛି ବିବାଦ। ଉପକୂଳରୁ ଉପାନ୍ତ ସବୁଠି ବିରୋଧ।

Govt Holiday
୧୭ ତାରିଖରେ ସରକାରୀ ଛୁଟି, ବନ୍ଦ ରହିବ ସରକାରୀ ଅଫିସ୍‌, ସ୍କୁଲ ଏବଂ କଲେଜ

ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଦିନକୁ ସରକାରୀ ଛୁଟି ଘୋଷଣା

Purnachandra Bindhani
ଓଡ଼ିଶାର ପ୍ରଥମ ଫଟୋ ସାମ୍ବାଦିକ ପୂର୍ଣ୍ଣଚନ୍ଦ୍ର ବିନ୍ଧାଣିଙ୍କ ପରଲୋକ

ପୂର୍ଣ୍ଣଚନ୍ଦ୍ର ବିନ୍ଧାଣିଙ୍କୁ ଓଡ଼ିଶାର ପ୍ରଥମ ଫଟୋ ସାମ୍ବାଦିକ ବୋଲି କୁହାଯାଏ। ଏକାଧାରରେ ସେ ସାହିତ୍ୟିକ, ଅଭିନେତା, ରଥ ମିସ୍ତ୍ରୀ, ବାସ୍ତୁବିତ. ଛଉ କଳାକାର ଥିଲେ।

Dhanu Yatra
ଆସନ୍ତାକାଲିଠୁ ବରଗଡ଼ ପ୍ରସିଦ୍ଧ ଧନୁଯାତ୍ରା

ବରଗଡ଼ ଧନୁଯାତ୍ରା ଚଳିତଥର ୭୬ ବର୍ଷରେ ପଦାର୍ପଣ କରୁଥିବା ବେଳେ ଏହା ଜାନୁଆରୀ ୨୫ ତାରିଖ ପର୍ଯ୍ୟନ୍ତ ୧୧ ଦିନ ଧରି ଚାଲିବ ଯାତ୍ରା ।

Baijayant Panda
ବୌଦ୍ଧରେ ବୈଜୟନ୍ତ ପଣ୍ଡାଙ୍କ ଦ୍ୱାରା ସ୍ୱଚ୍ଛତା ଅଭିଯାନର ଶୁଭାରମ୍ଭ

ଶ୍ରୀରାମ ମନ୍ଦିର ପ୍ରତିଷ୍ଠା ଉତ୍ସବ ପରିପ୍ରେକ୍ଷୀରେ ବିଜେପିର ସ୍ୱଚ୍ଛତା ଅଭିଯାନ । ସମସ୍ତ ମନ୍ଦିର ଏବଂ ତୀର୍ଥ ସ୍ଥାନରେ ସ୍ୱଚ୍ଛତା ପାଇଁ ପ୍ରୟାସ ଜାରି ରହିଛି ।

Son Bitten His Mother
ଭତ୍ତା ଟଙ୍କା ଦେଲାନି ମାଆ, ନିସ୍ତୁକ ମାଡ଼ ମାରିଲା କୁଳାଙ୍ଗାର ପୁଅ

ଏହି ଘଟଣା ପରେ ଛଳ ଛଳ ଆଖିରେ ନିଜର ଦୁଃଖ ବଖାଣିଛନ୍ତି ୭୦ ବର୍ଷୀୟ ବୃଦ୍ଧା ଜଣଙ୍କ। ସେ କହିଛନ୍ତି, ମୁଁ କିଛି ଭୁଲ କରିନି, ତଥାପି ମୋତେ ସାନ ପୁଅ ପ୍ରମୋଦ ବହୁତ ମାରିଲା

Primary Teacher Strike
ପୁଣି ଶୁଭିବ ଗୁରୁଗର୍ଜନ; ଆସନ୍ତା ୨୯ରୁ ଆନ୍ଦୋଳନକୁ ଓହ୍ଲାଇବେ ପ୍ରାଥମିକ ଶିକ୍ଷକ

ମୁଖ୍ୟ ଶାସନ ସଚିବ ଲିଖିତ ପ୍ରତିଶ୍ରୁତି ଦେବା ପରେ ବି ସେମାନଙ୍କ ଦାବି ପୂରଣ ହୋଇପାରିନାହିଁ । ସିଏମ୍‌ଓ ଦେଇଥିବା ପ୍ରତିଶ୍ରୁତି ମଧ୍ୟ ଫେଲ୍‌ ମାରିଛି । ଆଉ ସେମାନଙ୍କ ପାଇଁ ସମସ୍ତ ସରକାରୀ ପ୍ରତିଶ୍ରୁତି ପାଲଟିଛି ପାଣିର ଗାର ।

40,000 crore scam during Covid
‘କୋଭିଡ୍ ସମୟରେ ୪୦ ହଜାର କୋଟି ଦୁର୍ନୀତି’: ବିଜେପି

ଖର୍ଚ୍ଚ ହୋଇଥିବା ୪୦ ହଜାର କୋଟି ଟଙ୍କାର ୟୁସି ନାହିଁ । ଦୁର୍ନୀତି ଓ ଅନିୟମିତତା ପାଇଁ ସବୁ ବ୍ଲକକୁ ୪ ଶହ କୋଟି ଫାଇନ୍ ପଡ଼ିଛି ।

Vigilance SP
ଭିଜିଲାନ୍ସ ଏସପି ପରିଚୟ ଦେଇ ଠକୁଥିଲେ, ଅଭିଯୁକ୍ତକୁ ବାନ୍ଧିଲା କମିଶନରେଟ୍ ପୋଲିସ୍

ରାୟଗଡ଼ାର ଠିକାଦାର ମନୋଜ କୁମାର ଚୌଧୁରୀ ଅଭିଯୋଗ କରିଛନ୍ତି, ଭିଜିଲାନ୍ସ ଅଫିସ୍ କାମର ଠିକା ଦେବାର ଲୋଭ ଦେଖାଇ ତାଙ୍କଠୁ ୭ ଲକ୍ଷ ୬୦ ହଜାର ଟଙ୍କା ଠକି ନେଇଛି ମନୋଜ କୁମାର ମାଝୀ।

Murder
ରାଜଧାନୀ ଉପକଣ୍ଠ ବାଲିଅନ୍ତା ସାଗୁଆ ଗାଁରେ ଚାଞ୍ଚଲ୍ୟ, ଯୁବ ବ୍ୟବସାୟୀଙ୍କୁ ତଣ୍ଟି କାଟି ହତ୍ୟା ଅଭିଯୋଗ

ବିଶ୍ୱଜିତ ଜଣେ ହୋଟେଲ ବ୍ୟବସାୟୀ। ସେ ଘରେ ଏକାଥିବା ବେଳେ ତାଙ୍କ ତଣ୍ଟି କାଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।

Ashwini Vaishnaw
ବଡ଼ ଚର୍ଚ୍ଚାର ଅନ୍ତ ଘଟାଇଲେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ବାଲେଶ୍ୱର ଗସ୍ତ ଅବସରରେ ସାମ୍ବାଦିକଙ୍କ ଏକ ପ୍ରଶ୍ନରେ ବାଲେଶ୍ୱରରୁ ନିର୍ବାଚନ ଲଢ଼ିବା ଚର୍ଚ୍ଚାକୁ ରେଳମନ୍ତ୍ରୀ ଖଣ୍ଡନ କରିଛନ୍ତି ।

Today Panchang,
Panchang Today 14th Jan 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..

ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

  • Sunday, 14 January 2024
Satakosia
ସାତକୋଶିଆ-ଭିତରକନିକାରେ ବଢ଼ିଛି କୁମ୍ଭୀର ସଂଖ୍ୟା, କମିଛି ପକ୍ଷୀ

ସାତକୋଶିଆରେ ବଢ଼ିଲା କୁମ୍ଭୀର ସଂଖ୍ୟା ସାତକୋଶିଆରେ ପକ୍ଷୀ ସଂଖ୍ୟା ହ୍ରାସ ପାଇଛି

Arpana Ratha
ଜଗନ୍ନାଥଙ୍କ ସହ କାହିଁକି ଲାଗିଛି ପାଣ୍ଡିଆନଙ୍କ ଫଟୋ ?

ବଡମ୍ବାର କଙ୍କଡ଼ାଯୋଡି ଗାଁରେ ବି ବିରୋଧ । ବିରୋଧ କଲେ ସ୍ଥାନୀୟ ସରପଞ୍ଚ ଓ ଗ୍ରାମବାସୀ ।

Tara Bahinipati
କଂଗ୍ରେସ ନିର୍ବାଚନୀ କମିଟିରେ ନାହିଁ ତାରାଙ୍କ ନାଁ.. କାହିଁକି ?

କମିଟି ସଦସ୍ୟଙ୍କ ନଁ ଏଆଇସିସିକୁ ପଠାଇବା ବେଳେ ପିସିସି ସଭାପତି ଶରତ ପଟ୍ଟନାକୟ ତାଙ୍କୁ ଡାକି ଜଣାଇଥିବା ତାରା କହିଛନ୍ତି।

Srimandir, Lord Jagannath
ଦୁଲୁକିଲାଣି ଶ୍ରୀକ୍ଷେତ୍ର, ମନ୍ତ୍ରଧ୍ୱନୀରେ କମ୍ପିଲାଣି ଶ୍ରୀମନ୍ଦିର ଚତୁପାର୍ଶ୍ୱ...

ସେପଟେ ଏଯାଏଁ ଶତ ପ୍ରତିଶତ ସରିପାରିନି ଶ୍ରୀସେତୁ ଠାରୁ ଶ୍ରୀଦାଣ୍ଡ ଓ ପରିକ୍ରମା ପ୍ରକଳ୍ପର କିଛି କାମ।

breaking news
ସଂକ୍ଷେପରେ ଆଜିର ତାଜା ଖବର - Sunday, 14 January 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।

  • Sunday, 14 January 2024
Pranab Prakash Das
ସମ୍ବଲପୁରରୁ ଲଢିବେ କି ପ୍ରଣବ ପ୍ରକାଶ ଦାସ ? ରୋହିତ ପୂଜାରୀଙ୍କ ମନ୍ତବ୍ୟ ପରେ ବଢ଼ିଲା ଚର୍ଚ୍ଚା

ରୋହିତ ପୂଜାରୀ କହିଛନ୍ତି, ଯଦି ପ୍ରଣବ ପ୍ରକାଶ ଦାସ ଲଢନ୍ତି ଆମେ ସମ୍ବଲପୁର ସଂସଦୀୟ କ୍ଷେତ୍ରର ୭ଟି ଯାକ ବିଧାନସଭା ସହ ଆଖପାଖ ସମସ୍ତ ଲୋକସଭା ଆସନ ଜିତିବୁ।

Aparajita Sarangi
‘ମହାପ୍ରଭୁ ୯ ଦିନ ପାଇଁ ମନ୍ଦିରରୁ ବାହାରନ୍ତି, ଏଠି କେମିତି ଗାଁ ଗାଁ ବୁଲୁଛନ୍ତି'

ଗୁଆ ଦେଇ ନିମନ୍ତ୍ରଣ କରାଯାଏ, କିନ୍ତୁ ଏଠି ଗୁଆ ନେଇ ନିମନ୍ତ୍ରଣ ହେଉଛି। ଏହା କି ପ୍ରକାର ନିମନ୍ତ୍ରଣ ବୋଲି ସାଂସଦ ଅପରାଜିତା ଷଡ଼ଙ୍ଗୀ ପ୍ରଶ୍ନ କରିଛନ୍ତି।

Ashwini Vaishnaw
ରାଜ୍ୟ ନୁହେଁ, କେନ୍ଦ୍ର ଦେଉଛି ମାଗଣା ଚାଉଳ: ଅଶ୍ୱିନୀ ବୈଷ୍ଣବ

ନୀଳଗିରିରେ ପାସେଞ୍ଜର ଟ୍ରେନ୍ ଲୋକାର୍ପଣ ପାଇଁ ଆସିଥିବାବେଳେ ଅଶ୍ୱିନୀ ଏହା କହିଛନ୍ତି । ମୁଣ୍ଡ ପିଛା ମାଗଣା ୫ କେଜି ଚାଉଳ ପଠାଉଛି କେନ୍ଦ୍ର ।

FORESIGHT 2024
ଓଟିଭି ଫୋରସାଇଟ-୨୦୨୪; ରାଜନୀତି, ଅର୍ଥନୀତି, ମହିଳା ସଶକ୍ତିକରଣ ଓ ସାମ୍ବାଦିକତା ଉପରେ ଜୋରଦାର ଚର୍ଚ୍ଚା

ମୁଣ୍ଡ ଉପରେ ସାଧାରଣ ନିର୍ବାଚନ। ଏଥର ପ୍ରମୁଖ ମୁଦ୍ଦା କଣ ରହିଛି ନିର୍ବାଚନରେ ? ଗ୍ରାମୀଣ ଭାରତର କେଉଁ କେଉଁ ପ୍ରସଙ୍ଗ ଆଗାମୀ ନିର୍ବାଚନରେ ପ୍ରଭାବ ପକାଇବ ?

Himanta Biswa Sarma
‘ଓଡ଼ିଶାରେ ବିଜେପି ସରକାର କରିବ, ମୁଁ ଶପଥ ଉତ୍ସବକୁ ଆସିବି’

ଓଡ଼ିଶାରେ ଯଦି ନବୀନ ବ୍ରାଣ୍ଡ ଅଛି, ବିଜେପିକୁ ୩୮ ପ୍ରତିଶତ ଭୋଟ୍ ମିଳିଲା କିପରି ବୋଲି ପ୍ରଶ୍ନ କରିଛନ୍ତି ବିଶ୍ୱଶର୍ମା । ଯଦି ୧ କୋଟି ଲୋକ ଜଣଙ୍କୁ ବ୍ରାଣ୍ଡ ମାନୁ ନାହାନ୍ତି, ତା’ହେଲେ ଆଉ ୩୦ରୁ ୫୦ ଲକ୍ଷ ଭୋଟ୍ ଆସିବାକୁ କେତେ ସମୟ ଲାଗିବ।