ନୀଳମୟ ହେଲା ଲୋୟର ପିଏମ୍ଜି । ଭୁବନେଶ୍ୱର ଲୋୟର ପିଏମ୍ଜିରେ ମତ୍ସ୍ୟଜୀବୀ ସଂଘର ଆନ୍ଦୋଳନ ।
ରାଜ୍ୟର ବିଭିନ୍ନ ସ୍ଥାନରେ ତେଜୁଛି ସରକାର ବିରୋଧୀ NAC ନିଆଁ । NAC ଘୋଷଣା ଦାବିରେ ଅଲଟିମେଟମ ଦେଇ, ବିଭିନ୍ନ ସ୍ଥାନରେ ବନ୍ଦ ପାଳନ କରାଯାଉଛି ।
ସୌର କୁମ୍ଭମାସ ଫାଲ୍ଗୁନ କୃଷ୍ଣପକ୍ଷ। ଇଂରାଜୀ ୨୭ ତାରିଖ ମଙ୍ଗଳବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୩ୟା ରାତ୍ରି ୦୧.୫୩ ଗତେ ୪ର୍ଥୀ । ଜାଣନ୍ତୁ ଆପଣଙ୍କ ଶୁଭ ସମୟ..
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
୨୦୧୧ ମସିହାରେ ଜବତ ହୋଇଥିଲା ୫୨୨ ଖଣ୍ଡ ରୁପା ଇଟା। ୨୦୨୨ରେ ଖନନ ବେଳେ ବାହାରିଥିଲା କାରୁକାର୍ଯ୍ୟ ପୂର୍ଣ୍ଣ ସିଂହ ମୂର୍ତ୍ତି। ଆଉ ଏବେ ଦୃଶ୍ୟମାନ ହୋଇଛି ୧୫ ଫୁଟ୍ ମାଟି ତଳେ ପୁରୁଣା ହାଣ୍ଡି।
ଆଗକୁ ବଙ୍ଗୋମୁଣ୍ଡା-ସୁବଳୟା ଓ ବାମରାରେ ବି ହେବ ଆନ୍ଦୋଳନ । ଆଳି ଓ ଖଇରାରେ ବି ତେଜିଲାଣି ଅସନ୍ତୋଷ ।
ପରୀକ୍ଷା ପୂର୍ବରୁ ସୋସିଆଲ୍ ମିଡିଆରେ ଘୂରି ବୁଲିଲା ଗଣିତ ପ୍ରଶ୍ନପତ୍ର । ଦୋଷୀଙ୍କୁ କଡ଼ା ଦଣ୍ଡ ପାଇଁ ପିଲା ଓ ଅଭିଭାବକଙ୍କ ଦାବି ।
ବିଜେଡି ଡଙ୍ଗାରେ ଅସମ୍ଭାଳ ଭିଡ଼। ବିଧାନସଭା, ଲୋକସଭା ମିଶାଇ ଆସନ ୧୬୮। ହେଲେ ଆବେଦନ ପାଇଁ ଭିଡ଼ ପ୍ରାୟ ୬୦ ଗୁଣ ଅଧିକା। ଟିକେଟ୍ ପାଇଁ ଦଳରେ ୧୦ ହଜାର ଆଶୟୀ।
ଦିନ ପ୍ରାୟ ସାଢେ ୧୨ ଟା। କଂଗ୍ରେସ ଭବନରୁ ପିସିସି ସଭାପତି, ପ୍ରଭାରୀ, ବିଧାୟକ ତଥା ବରିଷ୍ଠ ନେତାଙ୍କ ନେତୃତ୍ୱରେ ଲୋକ ସେବା ଭବନ ଆଡକୁ ବଢିଥିଲା କଂଗ୍ରେସ ରାଲି। ଚାଷୀ ଆତ୍ମହତ୍ୟା, ବେକାରୀ, ମହିଳା ନିର୍ଯାତନା, ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ଓ ଶିକ୍ଷା ବ୍ୟବସ୍ଥାକୁ ମୁଦ୍ଦା କରି ରାଜ୍ୟ ଓ କେନ୍ଦ୍ର ସରକାର ବିରୋଧରେ କଂଗ୍ରେସ୍ ଲୋକସେବା ଭବନ ଘେରାଉ ପାଇଁ ଡାକରା ଦେଇଥିଲା।
ରାଉର୍କେଲା ଷ୍ଟିଲ୍ ପ୍ଲାଣ୍ଟରେ ଚାକିରି କରିବାର ସୁବର୍ଣ୍ଣ ସୁଯୋଗ। ଏନେଇ ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ (SAIL) ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଏହି ନିଯୁକ୍ତି ମାଧ୍ୟମରେ ଅପରେଟର୍ ଏବଂ ଟେକ୍ନିସିଆନ୍ ପଦବୀ ପୂରଣ ହେବ।
ଭାଇରାଲ୍ ପ୍ରଶ୍ନପତ୍ରକୁ ପିଲାଏ ଚିହ୍ନିଲା ପରେ ଅଜବ ଉତ୍ତର ରଖିଛନ୍ତି ବୋର୍ଡ ସଭାପତି । ବୋର୍ଡ ସଭାପତିଙ୍କୁ ପ୍ରଶ୍ନ କରିବା ପରେ ସେ ସ୍ପଷ୍ଟୀକରଣ ଦେବା ପରିବର୍ତ୍ତେ ଗଣମାଧ୍ୟମକୁ ଓଲଟା ଟାର୍ଗେଟ କରିଛନ୍ତି ।
ଯେଉଁଠି ପୁଲିସର ବର୍ବରତା ଲାଠିମାଡ ଖାଇ ପିଲାରୁ ବୁଢ଼ା ଶହ ଶହ ଲୋକ ଲହୁଲୁହାଣ ହୋଇଥିଲେ ଇଏ କ’ଣ ସେହି ଢିଙ୍କିଆ? ଜୀବନ ଜୀବୀକା ପାଇଁ ପ୍ରକୃତି ପ୍ରଦତ୍ତ ଜଳ, ଜମି, ଜଙ୍ଗଲର ସୁରକ୍ଷା ଲାଗି ଦୀର୍ଘ ଦୁଇ ଦଶନ୍ଧି ଧରି ଶିଳ୍ପ ବିରୋଧରେ ସଂଗ୍ରାମ ଚଳାଇଥିବା ଏ କ’ଣ ସେହି ଅଞ୍ଚଳ?
ମୋବାଇଲରୁ ମୋବାଇଲ୍ ଘୁରି ବୁଲୁଛି ମାଟ୍ରିକ ପ୍ରଶ୍ନପତ୍ର। ଆଜି ଗଣିତ ପରୀକ୍ଷା ଥିବା ବେଳେ ଏହାର କିଛି ପ୍ରଶ୍ନପତ୍ର ଭାଇରାଲ୍ ହେଉଛି।
ଭୋରରୁ ଓସ୍ତପୁର ନିକଟରେ ଭାରସାମ୍ୟ ହରାଇ ବୋଲେରୋଟି ଗଛରେ ପିଟି ହୋଇ ଯାଇଥିଲା। ଏଥିରେ ମୋଟ୍ ୭ଜଣ କଳାକାର ଥିବା ସୂଚନା ମିଳିଛି।
ବିବାହ ପରଠାରୁ ଶାଶୂଘର ଲୋକ ଅଧିକ ଯୌତୁକ ଦାବି କରିଆସୁଥିଲେ। ଏଥିପାଇଁ ତାଙ୍କୁ ଶାରିରୀକ ଓ ମାନସିକ ନିର୍ଯାତନା ବି ଦେଉଥିଲେ।
ସୌର କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ସୋମବାର । ଚନ୍ଦ୍ର- ସିଂହ ଦିବା ୦୮.୧୦ ଗତେ କନ୍ୟା । ତିଥି- ୨ୟା ରାତ୍ରି ୧୧.୧୬ ଗତେ ୩ୟା । ଜାଣନ୍ତୁ ଆପରଙ୍କ ଶୁଭ ସମୟ..
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଏମାର ମଠ ମାଟି ତଳେ କିଛି କୋଠରୀ ଅଛି କି? ମାଟି ତଳେ କିଛି ଦୁର୍ଲଭ ଜିନିଷ ପୋତି ରହିଛି କି? ଏଭଳି ପ୍ରଶ୍ନ ଏବେ ଉଙ୍କି ମାରୁଛି ସମସ୍ତଙ୍କ ମନରେ।
୨୪ରେ ଡିଭାଇଡ୍ ହେବ କି ମହିଳା ଭୋଟ୍? ଭାଙ୍ଗିବ କି ବିଜେଡିର SHG ଭୋଟ୍ ବ୍ୟାଙ୍କ୍ ? ମହିଳାଙ୍କ ପାଇଁ ୧୯ ନିର୍ବାଚନୀ ପ୍ରତିଶ୍ରୁତି ପୂରା କରିପାରିନି ବିଜେଡି! ଆରପଟେ ଏସ୍ଏଚ୍ଜି ଭୋଟ୍ ପାଇଁ ପଦ୍ମ ଦଳର କସରତ।
କେବଳ ଓଡ଼ିଆ ଉଦ୍ୟୋଗୀଙ୍କ ପ୍ରତି ରାଜ୍ୟ ସରକାର କରୁଥିବା ଅନ୍ୟାୟ ଓ ଅଣଦେଖାକୁ ଲୋକଲୋଚନକୁ ଆଣୁଛନ୍ତି । ରାଜ୍ୟ ସରକାର ବିଦେଶୀ ପୁଞ୍ଜିପତିଙ୍କୁ ବିଭିନ୍ନ ପ୍ରକାର ପ୍ରୋତ୍ସାହନ ଦେଇ ରାଜ୍ୟକୁ ଆଣୁଛନ୍ତି ।
ଭୋଟ୍ ବେଳେ ପ୍ରତିଶ୍ରୁତି ପାହାଡ଼, ଭୋଟ୍ ସରିଗଲେ କିଏ କାହାର । ସ୍ବାଧୀନତାର ୭୫ବର୍ଷ ପରେ ମୌଳିକ ସୁବିଧାରୁ ବଞ୍ଚିତ ଲୋକେ । ପାଦଚଲା ରାସ୍ତା ଓ ଗୋଳିଆ କୂଅ ପାଣିରେ ବିତୁଛି ଜୀବନ ।
କେଉଁଠି ପୋଡାଜଳା ତ କେଉଁଠି ରାସ୍ତାରୋକ। ଚକ ଅଖ ସବୁ ବନ୍ଦ। ଦୋକାନ ବଜାର ସବୁଠି ତାଲା ଝୁଲୁଛି। ରାଜ୍ୟ ସରକାରଙ୍କ ବିରୋଧରେ ଗର୍ଜୁଛନ୍ତି ଆନ୍ଦୋଳନକାରୀ। ଆଉ ଏ ଆନ୍ଦୋଳନ ନିଜ ହକ୍ ପାଇଁ, ରାଜ୍ୟ ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ ପାଇଁ।
କମିଶନରେଟ ପୋଲିସକୁ ଆପାର୍ଟମେଣ୍ଟ ସୁରକ୍ଷା ଚିନ୍ତା । ଆପାର୍ଟମେଣ୍ଟ ବାସିନ୍ଦାଙ୍କ ସହ ଆଲୋଚନା କଲେ ପୋଲିସ କମିଶନର । ଘରେ ‘ବାହାଦୂର’ ଡିଭାଇସ ଲଗାଇବାକୁ ଦେଲେ ପରାମର୍ଶ...
ସରକାରଙ୍କ ବଡ଼ ଘୋଷଣା । ବୀରମହାରାଜପୁରକୁ NAC ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଯାହାଫଳରେ ନୂଆ ବିଜ୍ଞାପିତ ପରିଷଦ ସଂଖ୍ୟା ୩୫କୁ ବୃଦ୍ଧି ହୋଇଛି ।
ଭୁବନେଶ୍ୱର ଏକାମ୍ର ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ମନ୍ତ୍ରୀ ଅଶୋକ ପଣ୍ଡା ଆଜି ପୋଖରୀପୁଟରେ ବିଶାଳ ମହିଳା ସମାବେଶ କରିଛନ୍ତି । ଯେଉଁଥିରେ ଭୁବନେଶ୍ୱର ମେୟର ଓ ମଧ୍ୟ ବିଧାୟକ ପ୍ରମୁଖ ଯୋଗ ଦେଇଥିଲେ ।