ବଲାଙ୍ଗିର ଜିଲ୍ଲା ଟିଟିଲାଗଡରେ ଥିବା ମା’ ଘଣ୍ଟାସୁଣି ମନ୍ଦିର ପରିସରରେ ବୈଜୟନ୍ତଙ୍କ ଜନ୍ମଦିନ ପାଳନ କରାଯାଇଛି ।
କ୍ରାନ୍ତିକାରୀ ଫାଉଣ୍ତେସନ ପକ୍ଷରୁ ଜାତୀୟ ଯୁବ ଦିବସ ପାଳିତ ହୋଇ ଯାଇଛି । ସ୍ଥାନୀୟ ଜୟଦେବ ଭବନରେ କ୍ରାନ୍ତିକାରୀ ଫାଉଣ୍ତେସନ ପକ୍ଷରୁ ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ମଧ୍ୟ ଅନୁଷ୍ଠିତ ହୋଇଯାଇଛି ।
ଭୁଲ ଅସ୍ତ୍ରୋପଚାର ଯୋଗୁଁ ମହିଳାଙ୍କ ମୃତ୍ୟୁ ଅଭିଯୋଗ । ସ୍ୱାସ୍ଥ୍ୟକେନ୍ଦ୍ର ଆଗରେ ମୃତଦେହ ରଖି କ୍ଷତିପୂରଣ ଦାବିରେ ସଂପର୍କୀୟଙ୍କ ଧାରଣା ।
ଆସନ୍ତାକାଲି ଦିନ ୧୧ଟାରୁ ରାତି ୮ଟା ଯାଏଁ ଅଙ୍କୁରପୂଜନ ହେବ । ୧୪ ତାରିଖରେ ଯଜ୍ଞ ଅଧିବାସ, ମଣ୍ଡଳସ୍ଥାପନ, ଧ୍ୱଜାସ୍ଥାପନ ଓ ତୋରଣ ସ୍ଥାପନ ହେବ । ୧୫ ତାରିଖ ସକାଳ ସାଢ଼େ ୭ଟାରେ ଅଖଣ୍ଡଦୀପ ସ୍ଥାପନ ସନ୍ଧ୍ୟା ୬ଟା ଭିତରେ ପଞ୍ଚକର୍ମ, ସରିବ ।
ଓଡ଼ିଶାରେ ସରକାରୀ ଚାକିରି କରିବାର ସୁବର୍ଣ୍ଣ ସୁଯୋଗ। ଓଡ଼ିଶା ଷ୍ଟାଫ୍ ସିଲେକସନ କମିଶନ (OSSC) ଏକ ନୂଆ ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ କରିଛି। ଏହି ନିଯୁକ୍ତି ମାଧ୍ୟମରେ କଟକ ଠାରେ ଏକ୍ସାଇଜ୍ କମିଶନର ଏକ୍ସାଇଜ୍ ସବ୍ ଇନ୍ସପେକ୍ଟର ପଦ ପୂରଣ ହେବ।
ସିମୁଳିଆ ବିଡ଼ିଓ ବିଶ୍ୱରଞ୍ଜନ ମହାନ୍ତିଙ୍କ ମୃତ୍ୟୁକୁ ନେଇ ଉଚ୍ଚସ୍ତରୀୟ ତଦନ୍ତ ଦାବି କଲା ବିଜେପି । ସିମୁଳିଆରେ ବିଜେପି ପକ୍ଷରୁ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦାବି କରାଯାଇଛି ।
ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନୋଟିସ କଲା ସ୍ୱାସ୍ଥ୍ୟ ବିଭାଗ ।
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ଉତ୍ସବ ଲାଗି ଆଜିଠୁ ଆରମ୍ଭ ହେବ କାର୍ଯ୍ୟକ୍ରମ । ଆଜି ସନ୍ଧ୍ୟା ୫ଟାରୁ ୬ଟା ମଧ୍ୟରେ ଶ୍ରୀନଅରଠାରେ ଗଜପତି ମହାରାଜା ଆଚାର୍ଯ୍ୟ ବରଣ କରିବେ ।
ଆସନ୍ତାକାଲି ଏହି ୟୁନିଭରସିଟିର ବିଭିନ୍ନ କ୍ଲାସର ପରୀକ୍ଷା ହେବାର ଥିଲା। କିନ୍ତୁ ଆସନ୍ତାକାଲି ମଧ୍ୟ ସମ୍ବଲପୁର ମନ୍ଦୋଲିଆ ଗ୍ରାଉଣ୍ଡରେ ନୂଆ ଓ କାର୍ଯ୍ୟକ୍ରମ ହେବାର ଅଛି।
ଆଗରୁ ନେଲସନ ନକ୍ସଲ ସଂଗଠନରେ ସକ୍ରିୟ ଥିଲେ। ପରେ ଏଥିରୁ ବାହାରି ମୁଖ୍ୟ ସ୍ରୋତରେ ସାମିଲ ହୋଇଥିଲେ।
୪ଟି ଜିଲ୍ଲା ଦେଇ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ ନ୍ୟାୟ ଯାତ୍ରା ଯିବାର କାର୍ଯ୍ୟକ୍ରମ ରହିଛି ।
‘ଖୋର୍ଦ୍ଧା ଜିଲ୍ଲାରେ ରହିଛି ସର୍ବାଧିକ ୮୬ଟି ମାମଲା’ । ‘୫୩ଟି ମାମଲା ସହ ସୁନ୍ଦରଗଡ଼ ଦ୍ବିତୀୟ ସ୍ଥାନରେ’ ।
ଅଧ୍ୟାପକ ମରୁଡ଼ିକୁ ନେଇ ଜିଲ୍ଲା ଛାତ୍ର ଓ ଯୁବ କଂଗ୍ରେସର ବିରୋଧ । ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଠାରୁ ୫୦ ମିଟର ଦୂରରେ ଥିଲା କାର୍ଯ୍ୟକ୍ରମ ।
ପଦ୍ମନାଭପୁର ସ୍କୁଲରେ ଅଭିଭାବକଙ୍କ ହୋହଲ୍ଲା, ଧାରଣା ଦେଲେ । ଆସନ୍ତାକାଲି ପରିବାର ଥାନାରେ ଅଭିଯୋଗ କରିବାକୁ ନିଷ୍ପତ୍ତ ।
ସୈାର ଧନୁମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୨ ତାରିଖ ଶୁକ୍ରବାର। ଚନ୍ଦ୍ର- ମକର ଅହୋରାତ୍ର। ତିଥି- ପ୍ରତିପଦ ଦିବା ୦୨.୨୩ ଗତେ ୨ୟା। ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର ।
ଆଜି ସନ୍ଧ୍ୟା ୫ଟାରୁ ୬ଟା ମଧ୍ୟରେ ଶ୍ରୀନଅର ଠାରେ ଗଜପତି ମହାରାଜା ଆଚାର୍ଯ୍ୟ ବରଣ କରିବେ ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
କ୍ରୀଡ଼ା ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀଙ୍କୁ ଟ୍ରଫି । କାର୍ଯ୍ୟକ୍ରମରେ ପ୍ରତିଭା ପ୍ରଦର୍ଶନ କଲେ ଓଟିଭି କର୍ମଚାରୀ ।
ସାମ୍ନାକୁ ଆସିଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ପର୍ବର କାର୍ଯ୍ୟସୂଚୀ ଓ ସମୟ ନିର୍ଘଣ୍ଟ । ଆସନ୍ତାକାଲିଠାରୁ ଆରମ୍ଭ ହୋଇଯିବ କାର୍ଯ୍ୟକ୍ରମ।
ପରିକ୍ରମା ରଥ କାର୍ଯ୍ୟକ୍ରମରେ ସରପଞ୍ଚମାନଙ୍କୁ ପ୍ରଶାସନର ଅବହେଳା ଆଉ ହତାଦର ଅଭିଯୋଗ କରି ଆଜି ଉପଜିଲ୍ଲାପାଳଙ୍କୁ ଇସ୍ତଫା ଦେଇଛନ୍ତି ସରପଞ୍ଚମାନେ।
ଦୁଇଟି ଯାକ ଲୁଟ୍ରେ ବାହାର ରାଜ୍ୟର ଲୁଟେରା ସାମିଲ ଥିବା ସନ୍ଦେହ କରାଯାଉଥିବା ବେଳେ ଏଯାଏଁ କିନ୍ତୁ ପୋଲିସର ପ୍ରତିକ୍ରିୟା ମିଳିପାରି ନାହିଁ।
ନା ରାଜ୍ୟ ସରକାରଙ୍କ ଚେତା ପଶୁଛି ନା ବାଲି ମାଫିଆ ସତର୍କ ହେଉଛନ୍ତି। ୪ ବର୍ଷରେ ୨୪୩ କୋଟିର ଦୁର୍ନୀତି ଅଭିଯୋଗ ସହ ବେଆଇନ୍ ବାଲି ଉଠାଣ ମାମଲାରେ ହାଇକୋର୍ଟଙ୍କ ଛାଟ ପରେ ବି ଭାଙ୍ଗୁନି କାହାରି ନିଦ।
ଅଣ୍ଡା ପାଇଁ ସରକାର ଦେଉଥିବା ଟଙ୍କା ପର୍ଯ୍ୟାପ୍ତ ହେଉନି କହିଲେ ଅଙ୍ଗନୱାଡ଼ି କର୍ମୀ ।
ବିଶ୍ୱରଞ୍ଜନ ଅଳ୍ପ କିଛି ମାସ ତଳେ ସିମୁଳିଆରେ ବିଡିଓ ଭାବେ ନିଯୁକ୍ତ ହୋଇଥିଲେ । ତେବେ ସେ ଆତ୍ମହତ୍ୟା କରିଛନ୍ତି ନା ଏହା ପଛରେ ଅନ୍ୟ କୌଣସି ଘଟଣା ରହିଛି?
ପ୍ରଶ୍ନ ସହ କଂଗ୍ରେସ ସଭାପତି ଶରତ ପଟ୍ଟନାୟକଙ୍କ ଫଟୋ ।