ସ୍ତ୍ରୀଙ୍କ ଆତ୍ମହତ୍ୟା ପରେ ପରେ ସ୍ୱାମୀ କଲେ ଆତ୍ମହତ୍ୟା । ଫଳରେ ଗୋଟିଏ ପରିବାରରୁ ଏକା ଦିନେ ଲିଭିଯାଇଛି ଦୁଇଟି ଜୀବନଦୀପ ।
ହସ୍ପିଟାଲରେ ୧୦ ଦିନର ଶିଶୁପୁତ୍ର ଓ ସ୍ତ୍ରୀକୁ ଛାଡ଼ି ପଳାଇଛି ସ୍ୱାମୀ। ମେଡିକାଲ ବେଡ୍ରେ ୧୦ ଦିନ ହେବ ସ୍ୱାମୀର ବାଟକୁ ଅନାଇ ବସିଛି ସ୍ତ୍ରୀ।
ଗତ ମାସେ ହେଲା ଭୀମସାରରେ ଚିକିତ୍ସାଧୀନ ରହିଥିଲା ବିଜୟିନୀ । ଗତ ମାସ ୧୨ରେ ଲାରିପାଲି ନିକଟରେ ବୋରୱେଲରୁ ଉଦ୍ଧାର ହୋଇଥିଲା ଏହି ଶିଶୁକନ୍ୟା ।
କମିଶନରେଟ ପୋଲିସର ସେଫ୍ ସିଟି ଡ୍ରାଇଭ୍ । ରାଜଧାନୀରେ ମଦ୍ୟପ ଡ୍ରାଇଭରଙ୍କ ବିରୋଧରେ କମିଶନରେଟ ପୋଲିସର ଧରପଗଡ଼ ।
ଆସନ୍ତା ୧୭ ତାରିଖରେ ଉଦଘାଟିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ । ତା ପୂର୍ବରୁ ପ୍ରକଳ୍ପ ନିର୍ମାଣ ଦାୟିତ୍ୱରେ ଥିବା ଓବିସିସି ସଂସ୍ଥା ଆଜି ଶ୍ରୀମନ୍ଦିର ପ୍ରଶାସନ ହାତରେ ପରିକ୍ରମା ପ୍ରକଳ୍ପକୁ କରିବ ହସ୍ତାନ୍ତର ।
ଗୁଳିମାଡରେ ଜଣେ ଗୁରୁତର ହୋଇଥିବା ବେଳେ ଆଉ ଦୁଇ ଜଣ ଆହତ ହୋଇଛନ୍ତି ।
ଗତକାଲି ରାଜଧାନୀ ଭୁବନେଶ୍ୱର ସମେତ କଟକ, କେନ୍ଦ୍ରାପଡା, ରାଉରକେଲା, ଅନୁଗୁଳ ଓ ଫୁଲବାଣୀରେ ଘନ କୁହୁଡି ଦେଖିବାକୁ ମିଳିଥିଲା ।
ସୌର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୧୧ ଗୁରୁବାର । ଚନ୍ଦ୍ର- ଧନୁ ରାତ୍ରି ୧୧.୦୪ ଗତେ ମକର । ତିଥି- ଅମାବାସ୍ୟା ସନ୍ଧ୍ୟା ୦୫.୨୭ ଗତେ ପ୍ରତିପଦ ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ନିର୍ବାଚନ ଯେତିକି ଯେତିକି ପାଖଉଛି, ବିଜେଡି ଘର କଳି ସେତିକି ସେତିକି ବଢୁଛି । ଆଶାୟୀ ଶକ୍ତି ପ୍ରଦର୍ଶନ କରି ନିର୍ବାଚନ ମଣ୍ଡଳୀରେ ବିଧାୟକଙ୍କୁ ଚାଲେଞ୍ଜ ଦେଲେଣି । ଖୋଦ ରାଜଧାନୀରେ ବି ଟିକେଟ୍ ପାଇଁ ଆରମ୍ଭ ହୋଇଯାଇଛି ଶକ୍ତି ପ୍ରଦର୍ଶନ ।
ପରିବାରଙ୍କ ଅଭିଯୋଗ, ଯେଉଁ ପରିକ୍ରମା ପ୍ରକଳ୍ପ ପାଇଁ ଆମେ ବାସହରା ହେଲୁ ସେହି ପ୍ରକଳ୍ପରେ କେଉଁଠି ବି ଆମ ନାଁ ନାହିଁ । ସବୁ ବିସ୍ଥାପିତଙ୍କୁ ପରିଚୟପତ୍ର ଦିଆଯିବ ବୋଲି ପ୍ରତିଶ୍ରୁତି ଦିଆଯାଇଥିଲା, ତାହା ବି ମିଳିଲାନି ।
ଅନଲାଇନରେ ଗୁଗୁଲ ମ୍ୟାପିଂ ଦ୍ୱାରା ଚିହ୍ନଟ ହେବେ ଅଭିଯୁକ୍ତ । ଆପ୍ଲିକେସନ ଜରିଆରେ କ୍ରାଇମ ପ୍ଲଟକୁ ଠାବ କରିବ ପୋଲିସ ।
ଏତେ ଦିନ ହେଲା ଶୁଣୁ ନଥିଲେ। ନିର୍ବାଚନ ବେଳେ ମନେ ପଡ଼ିଲେ। ପୁଣି ମିଳିଲା ପ୍ରତିଶ୍ରୁତି। ବିଜେଡିକୁ ଘାରିଲା କି ଭୋଟ୍ ବ୍ୟାଙ୍କ ଭାଙ୍ଗିବା ଭୟ? ଆଶା, ଅଙ୍ଗନୱାଡି କର୍ମୀ, ଏମବିକେ, ସିଆରପିଙ୍କ ଦରମା ବଢାଇବାକୁ ମିଳିଛି ପ୍ରତିଶ୍ରୁତି।
ସଂପୃକ୍ତ ବିଜେଡି କର୍ମକର୍ତ୍ତାଙ୍କ ପ୍ରତି କଡା କାର୍ଯ୍ୟାନୁଷ୍ଠାନ ଦାବି କରିଛି ରାଜ୍ୟ ବିଜେପି ।
ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ପୁଣି ବାଲି ଛାଟ । ବାଲି ଉଠାଣକୁ ନେଇ ପୁଣି ବର୍ଷିଲେ । ମେସିନ୍ ଜରିଆରେ ବାଲି ଉଠାଣ ଉପରେ ରୋକ ଲଗାଇଲେ । ରାଜ୍ୟ ସରକାରଙ୍କ ବିଜ୍ଞପ୍ତି ଉପରେ ପୁଣି ଜାରି କଲେ ସ୍ଥଗିତାଦେଶ ।
୭୫ଟି ଲୁହା ପଥର ଓ ମାଙ୍ଗାନିଜ ଖଣିରୁ ଅଧିକ ଖଣିଜ ଉତ୍ତୋଳନ କରାଯାଇଛି । ୯୫ଟି ଖଣି ନଦୀ ନାଳକୁ ପ୍ରଭାବିତ କରିଛି । ଏହା ସହିତ ଆଦିବାସୀ ଓ ଜୀବଜନ୍ତୁ ମଧ୍ୟ ପ୍ରଭାବିତ ହୋଇଛନ୍ତି ।
ବ୍ୟକ୍ତିଗତ ଭାବେ ତାଙ୍କ ସହ କିଛି ବିଜେଡି ନେତା କଥାବାର୍ତ୍ତା କରିଛନ୍ତି ବୋଲି କହିଛନ୍ତି ସୁର ରାଉତରାୟ । ବିଜେଡିରେ ପ୍ରବଳ ଗୋଷ୍ଠୀ କନ୍ଦଳ । ଏହି ନେତାମାନେ ବିଜେଡିରେ ଟିକେଟ୍ ନପାଇଲେ କଂଗ୍ରେସକୁ ଆସିବେ ।
ବିଏମ୍ସି କମିଶନର ଓ ପୋଲିସ କମିଶନରଙ୍କୁ ଅପରାଜିତା ଚିଠି ଲେଖିଛନ୍ତି । ସହରରେ କେବଳ ଶାସକ ଦଳର ହୋଡିଂ ଲାଗିଥିବା ଅଭିଯୋଗ ଆଣି ଅପରାଜିତା ଚିଠି ଲେଖିଛନ୍ତି ।
ଉଭୟଙ୍କ ମଧ୍ୟରେ କୌଣସି କାରଣରୁ ଝଗଡା ହୋଇଥିଲା । ଏହାକୁ ନେଇ ବିବାଦ ତେଜିବାରୁ ପୂର୍ବ ଯୋଜନା ମୁତାବକ ନିବେଦିତାଙ୍କୁ ଏକ ଛୁରୀରେ ୧୦ରୁ ଅଧିକ ଥର ଭୁଷିଥିବା ଅଭିଯୋଗ ହୋଇଛି ।
ଓଡ଼ିଶାରେ ଶିକ୍ଷକ ଚାକିରି କରିବାକୁ ଇଚ୍ଛୁକ ପ୍ରାର୍ଥୀଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ରାଜ୍ୟ ଚୟନ ବୋର୍ଡ(SSB), ଓଡିଶା TGT ପଦବୀ ପାଇଁ ବିଜ୍ଞପ୍ତି ଜାରି କରିଛି। । ଏହି ନିଯୁକ୍ତି ପ୍ରକ୍ରିୟାରେ ୨ ହଜାରରୁ ଅଧିକ ପଦବୀ ପୂରଣ ହେବ।
ମୃତକୁ ଜୀବିତ ଏବଂ ଜୀବିତକୁ ମୃତ ଦର୍ଶାଇ ଶବ ଅଦଳ ବଦଳ କରିବାରେ କାହାର ହାତ ରହିଛି ? ଏତେ ବଡ ଭୁଲ ପାଇଁ ଦାୟୀ କିଏ ?
ଦିଲ୍ଲୀରେ ଏୟାର କ୍ୱାଲିଟି ଇଣ୍ଡେକ୍ସ ବା AQI ୩୪୩ ଥିବା ବେଳେ ଅନୁଗୁଳରେ ରହିଛି ୩୫୭ ।
ତେବେ ଆଗାମୀ ୩ ଦିନ ଯାଏଁ ପାଗରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ ।
ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୧୦ ବୁଧବାର ଚନ୍ଦ୍ର- ଧନୁ ଅହୋରାତ୍ର ତିଥି - ୧୪ଶୀ ରାତ୍ରି ୦୮.୧୧ ଗତେ ଅମାବାସ୍ୟା
ଲୁଟେରାଙ୍କୁ କାବୁ କରିପାରୁନାହିଁ ପୋଲିସ । ନା ଲୁଟ ରୋକି ପାରୁଛି ନା ଲୁଟେରାକୁ ଧରି ପାରୁଛି । ଏଥର ଲୁଟେରା ଟାର୍ଗେଟ କରିଛନ୍ତି ଜଣେ ବଡବାବୁଙ୍କୁ ।