/odishatv-khabar/media/post_attachments/uploadimage/library/16_9/16_9_0/burn_1626758544.jpg)
burn
ଜଗତସିଂହପୁର (ଶଶାଙ୍କ ଶେଖର ପଣ୍ଡା): ଜଗତସିଂହପୁର ଜିଲ୍ଲା ରଘୁନାଥପୁର ଥାନା ଅନ୍ତର୍ଗତ ଚାନ୍ଦପୁର ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗାଁର ରବୀନ୍ଦ୍ର ପ୍ରଧାନ ଓ ସୁରେନ୍ଦ୍ର ପ୍ରଧାନଙ୍କ ୮ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି।
Advertisment
ରଘୁନାଥପୁର ଅଗ୍ନିଶମ ବିଭାଗର କର୍ମଚାରୀ ନିଆଁକୁ ଆୟତ୍ତ କରିଥିଲେ। ବିଦ୍ୟୁତ୍ ସର୍ଟ ସର୍କିଟ୍ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି।
ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି। କ୍ଷତିଗ୍ରସ୍ତ ପରିବାରକୁ ସହାୟତା ପ୍ରଦାନ ପାଇଁ ଗ୍ରାମବାସୀ ଦାବି ହେଉଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)