Advertisment

ଓଡ଼ିଶାରେ କରୋନା ନେଲା ଆଉ ୮ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୮ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ର ସୂଚନା ଦିଆଯାଇଛି। ଗଞ୍ଜାମରୁ ୩, କଟକରୁ ୨, ବାଲେଶ୍ୱର, ଭୁବନେଶ୍ୱର ଓ କନ୍ଧମାଳରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୫୨୨ ହୋଇଛି। ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୬୩୧ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୩୦ ଜିଲ୍ଲାରୁ […]

ଅଦ୍ୟତନ ହୋଇଛି
ଓଡ଼ିଶାରେ କରୋନା ନେଲା ଆଉ ୮ ଜୀବନ

corona

Advertisment

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୮ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ର ସୂଚନା ଦିଆଯାଇଛି।

Advertisment

ଗଞ୍ଜାମରୁ ୩, କଟକରୁ ୨, ବାଲେଶ୍ୱର, ଭୁବନେଶ୍ୱର ଓ କନ୍ଧମାଳରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

publive-image

publive-image

ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୫୨୨ ହୋଇଛି।

publive-image

ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୬୩୧ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।

Advertisment

ପଢ଼ନ୍ତୁ: ୨୪ ଘଣ୍ଟାରେ ଓଡ଼ିଶାରେ ୩,୬୩୧ କରୋନା ଆକ୍ରାନ୍ତ ଚିହ୍ନଟ

Corona Deaths In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ