Advertisment

୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ଭୁବନେଶ୍ୱର: ବାଇଗଣ ଓ ବନ୍ଧାକୋବି ବୋଝେଇ ଟ୍ରକ୍‌ରୁ ଜବତ ହେଲା ଗଞ୍ଜେଇ। ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟ ପକ୍ଷରୁ ଏହି ଟ୍ରକ୍‌କୁ ଭୁବନେଶ୍ୱର ଖଣ୍ଡଗିରି ନିକଟରୁ ଜବତ କରାଯାଇଛି। ଟ୍ରକ୍‌ରୁ ସାଢ଼େ ୫ କ୍ୱିଣ୍ଟାଲ ଗଞ୍ଜେଇ ଜବତ ହୋଇଛି। ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୮୦ ଲକ୍ଷ ଟଙ୍କା ହେବ। ଟ୍ରକ୍‌ଟି ଆନ୍ଧ୍ରପ୍ରଦେଶରୁ ବିହାର ଯାଉଥିଲା ବେଳେ ଧରିଲା ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟ।

author-image
Ranjeet Kumar Jena
୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ganja

ଭୁବନେଶ୍ୱର: ବାଇଗଣ ଓ ବନ୍ଧାକୋବି ବୋଝେଇ ଟ୍ରକ୍‌ରୁ ଜବତ ହେଲା ଗଞ୍ଜେଇ। ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟ ପକ୍ଷରୁ ଏହି ଟ୍ରକ୍‌କୁ ଭୁବନେଶ୍ୱର ଖଣ୍ଡଗିରି ନିକଟରୁ ଜବତ କରାଯାଇଛି।

Advertisment

ଟ୍ରକ୍‌ରୁ ସାଢ଼େ ୫ କ୍ୱିଣ୍ଟାଲ ଗଞ୍ଜେଇ ଜବତ ହୋଇଛି। ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୮୦ ଲକ୍ଷ ଟଙ୍କା ହେବ। ଟ୍ରକ୍‌ଟି ଆନ୍ଧ୍ରପ୍ରଦେଶରୁ ବିହାର ଯାଉଥିଲା ବେଳେ ଧରିଲା ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟ।

Advertisment
Advertisment