ganja
Advertisment
ଭୁବନେଶ୍ୱର: ବାଇଗଣ ଓ ବନ୍ଧାକୋବି ବୋଝେଇ ଟ୍ରକ୍ରୁ ଜବତ ହେଲା ଗଞ୍ଜେଇ। ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟ ପକ୍ଷରୁ ଏହି ଟ୍ରକ୍କୁ ଭୁବନେଶ୍ୱର ଖଣ୍ଡଗିରି ନିକଟରୁ ଜବତ କରାଯାଇଛି।
Advertisment
ଟ୍ରକ୍ରୁ ସାଢ଼େ ୫ କ୍ୱିଣ୍ଟାଲ ଗଞ୍ଜେଇ ଜବତ ହୋଇଛି। ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୮୦ ଲକ୍ଷ ଟଙ୍କା ହେବ। ଟ୍ରକ୍ଟି ଆନ୍ଧ୍ରପ୍ରଦେଶରୁ ବିହାର ଯାଉଥିଲା ବେଳେ ଧରିଲା ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/ganja_1625348087.jpg)