• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

Online Game Fraud
ଅନ୍‌ଲାଇନ୍‌ ଗେମ୍‌ ଖେଳୁଛିନ୍ତି କି ? ଆଖି ପିଛୁଳାକେ ଖାଲି ହୋଇଯିବ ଆକାଉଣ୍ଟ

୨୦୨୩ରେ ୧୫ ଲକ୍ଷରୁ ଅଧିକ ସାଇବର କ୍ରାଇମ୍ ଅଭିଯୋଗ ।

Black Tiger
ଶିମିଳିପାଳରେ ହେବ ମେଲାନିଷ୍ଟିକ ବାଘ ସଫାରୀ, ବୁଲି ଦେଖିପାରବେ ପର୍ଯ୍ୟଟକ

‘ଏକ୍ସ’ ଜରିଆରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସଫାରୀରେ ବୁଲି କଳା ବାଘଙ୍କୁ ଦେଖିପାରବେ ପର୍ଯ୍ୟଟକ ।

Girl Child
ରାଜ୍ୟରେ କମୁଛନ୍ତି ଝିଅ ! ୭ ଜିଲ୍ଲାରେ ପୁଅଙ୍କ ଅନୁପାତରେ ଝିଅଙ୍କ ସଂଖ୍ୟା ଢେର୍ କମ୍

ନୟାଗଡ, ଗଞ୍ଜାମ, ସୁବର୍ଣ୍ଣପୁର, କଟକ, ଜଗତସିଂହପୁର, ଢେଙ୍କାନାଳ ଓ ଝାରସୁଗୁଡା ।

Satyabadi Odia University
ସତ୍ୟବାଦୀରେ ଲୋକାର୍ପିତ ହେଲା ଓଡ଼ିଆ ବିଶ୍ୱବିଦ୍ୟାଳୟ

ଭର୍ଚୁଆଲରେ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସତ୍ୟବାଦୀକୁ ଓଡ଼ିଆ ନବଜାଗରଣର ପୀଠ କହିଲେ ମୁଖ୍ୟମନ୍ତ୍ରୀ ।

Arpana Chaula
ଦେବଗଡ଼-ଜଗତସିଂହପୁରରୁ ଆସିଲା ଅର୍ପଣ ରଥ ଚାଉଳ

ଆଗକୁ ଏହି ଅର୍ପଣ ଚାଉଳ, ଗୁଆ ଓ ନଡ଼ିଆ ଅନେକ ଜିଲ୍ଲାରୁ ଆସିବ। ତେଣୁ ଏହି ପ୍ରକ୍ରିୟା ଆସନ୍ତା ଫେବ୍ରୁଆରୀ ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ।

EDCL
EdCILର ସ୍ପଷ୍ଟୀକରଣ ପରେ ବିଜେଡିର ପ୍ରତିକ୍ରିୟା, ଜବାବ ରଖିଲା ବିଜେପି

‘ଶିକ୍ଷକ ନିଯୁକ୍ତି ଭଳି ସମ୍ବେଦନଶୀଳ ପ୍ରସଙ୍ଗରେ ଭୁଲ ତଥ୍ୟ ଦିଆଯାଉଛି’।

  • Wednesday, 24 January 2024
  • Scam
Congress Press Meet
ବାଇକ ଆରୋହୀଙ୍କ ମୃତ୍ୟୁ ଘଟଣା: ପାଣ୍ତିଆନଙ୍କୁ କଂଗ୍ରେସର ଟାର୍ଗେଟ

ଗଜପତି ଜିଲ୍ଲା ପରିସଲ୍ ଛକରେ କାର ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁକୁ ନେଇ ଜୋର ଧରିଲା ରାଜନୀତି । ଦୁର୍ଘଟଣା ଘଟାଇଥିବା ଗାଡ଼ିଟି 5T ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କ ସୁରକ୍ଷାରେ ନିୟୋଜିତ ଥିବା ବୋଲି କହିଛି କଂଗ୍ରେସ । ଧକ୍କା ଦେଇଥିବା ଗାଡ଼ିଟି ଏକ ପୋଲିସ ଗାଡ଼ି ।

Accident
ଘାଟିରେ ଓଲଟିଲା ଯାତ୍ରାପାର୍ଟି ଟ୍ରକ, ଚାଲିଗଲା ୬ ଜଣଙ୍କ ଜୀବନ, ୧୧ ଗୁରୁତର

ଘାଟିରେ ଓଲଟି ପଡ଼ିଲା ଯାତ୍ରା ପାର୍ଟି ଟ୍ରକ । ମୟୂରଭଞ୍ଜ ବାଙ୍ଗିରିପୋଷି ଘାଟିରେ ଘଟିଛି ଦୁର୍ଘଟଣା ।

Panchanga
Panchang Today 24th January 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୨୪ ତାରିଖ ବୁଧବାର। ଚନ୍ଦ୍ର- ମିଥୁନ ରାତ୍ରି ୦୧.୪୭ ଗତେ କର୍କଟ। ତିଥି- ୧୪ଶୀ ରାତ୍ରି ୦୯.୫୦ ଗତେ ପୂର୍ଣ୍ଣିମା।

Ambulance
ବିକଳ ସ୍ୱାସ୍ଥ୍ୟସେବାର ବିପର୍ଯ୍ୟସ୍ତ ଚିତ୍ର, ଷ୍ଟ୍ରେଚରରେ ବୁହା ହେଲେ ରୋଗୀ

କେବେ ରାସ୍ତ ରାସ୍ତା ନଥିବାରୁ ଗାଁକୁ ଆମ୍ବୁଲାନ୍ସ ଯାଇପାରେନି ତ କେବେ କେବେ ଚିକିତ୍ସା ଅଭାବ ବା ଭୁଲ ଇଞ୍ଜେକସନ ପାଇଁ ଯାଏଁ ରୋଗୀର ଜୀବନ । ଷ୍ଟ୍ରେଚରରେ ବୁହା ହୋଇ ନଦୀ, ବିଲ ପାର୍ କରି ଆମ୍ବୁଲାନ୍ସ ପାଖେ ପହଞ୍ଚିବାର ଘଟଣା ସବୁ ତ ନିତିଦିନିଆ କଥା ହୋଇଗଲାଣି ।

Weather Update
ଖସୁଛି ପାରଦ...ସକାଳୁ ସକାଳୁ ବର୍ଷାରେ ଭିଜିଲା ଟ୍ୱିନସିଟି

ଟ୍ୱିନସିଟି ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା । ଆସନ୍ତାକାଲି ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିରହିବ କୋହଲା ପାଗ । ଦକ୍ଷିଣ ଛତିଶଗଡ଼ ବାୟୁମଣ୍ଡଳ ଉପରି ଭାଗରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ କୋହଲା ପାଗ ଜାରି ରହିବ ।

Murder
ଜଳିଲା ଯୌତୁକ ଜୁଇ, ସ୍ତ୍ରୀକୁ ହତ୍ୟା କରି ଫେରାର ହେଲା ସ୍ୱାମୀ !

ବିବାହର ବିତି ଯାଇଥିଲା ୧୪ ବର୍ଷ । କୋଳକୁ ଦୁଇଟି ଛୁଆ ମଧ୍ୟ ଆସିଥିଲେ । କିନ୍ତୁ ସ୍ୱାମୀ ମନ ପୁରିନଥିଲା । ସନ୍ତାନର ଖୁସିକୁ ସେ ଗ୍ରହଣ କରିପାରୁ ନଥିଲା । ଦୁଇଟି ଯାକ ଝିଅ ହିଁ କଣ ପାଇଁ ହେଲା.. ଏନେଇ ପତ୍ନୀଙ୍କୁ ମାରଧର କରୁଥିଲା ।

  • Wednesday, 24 January 2024
  • Murder
breaking news
ସଂକ୍ଷେପରେ ଆଜିର ତାଜା ଖବର - Wednesday, 24 January 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।

  • Wednesday, 24 January 2024
Dr. Bhubanananda Moharana
SCB ଜରୁରୀକାଳୀନ ଅଧିକାରୀ ଡା. ଭୁବନାନନ୍ଦ ମହାରଣାଙ୍କ ଦେହାନ୍ତ

SCBରେ ଚିକିତ୍ସାଧୀନ ଅବସ୍ଥାରେ ୬୯ ବର୍ଷ ବୟସରେ ପରଲୋକ ହୋଇଛି ।

  • Tuesday, 23 January 2024
  • Scb
  • RIP
New Born Baby
ପୁଅ ନୁହେଁ ଘରକୁ ରାମ ଆସିଛନ୍ତି; ପ୍ରାଣ ପ୍ରତିଷ୍ଠାରେ ପିଲା ଜନ୍ମ କରି କୃତ୍ୟ କୃତ୍ୟ ବାପା ମା’

ପ୍ରାଣ ପ୍ରତିଷ୍ଠାବେଳେ ଶିଶୁଜନ୍ମ ନେଇ କୃତ୍ୟ କୃତ୍ୟ ବାପା ମା’। କାହା ନାଁ ସୀତା, ପୁଣି କାହା ନାଁ ରାମ-ରହିମ୍। ଅଭିଜିତ ବେଳାରେ SCB, କ୍ୟାପିଟାଲ୍ ହସ୍ପିଟାଲ, AIIMSରେ ୫୦ ଶିଶୁଙ୍କ ଜନ୍ମ ।

Health Service
ସ୍ୱାସ୍ଥ୍ୟସେବାରେ ଯୋଡ଼ିହେଲା ନୂଆ ଫର୍ଦ୍ଦ; ଆକାଶମାର୍ଗରେ ଆସିବ ଜରୁରୀ ଔଷଧ

ଏମ୍ସରୁ କିଭଳି ଏ ଡ୍ରୋନ୍ ପରିଚାଳିତ ହେବ? କେତେ ବେଗରେ ଆଉ କେତେ ଦୂର ଯାଇପାରିବ?

Odisha Politics
ନିଲମ୍ୱିତ ନେତାଙ୍କୁ ଫେରାଇ ବଳ ଗୋଟାଉଛି ରାଜ୍ୟ କଂଗ୍ରେସ

ମୋକିମ୍, ସଗରିଆ ଓ ଚିରଞ୍ଜୀବଙ୍କ ଉପରୁ ହଟିଲା ସସପେନସନ୍ । ୨୪ ଲଢ଼େଇ ପାଇଁ ବିଜେଡି-ବିଜେପି ବିରୋଧରେ କଂଗ୍ରେସର ଦୃଢ ରଣନୀତି ।

Odisha Politics
ରାମ ମନ୍ଦିର ଲହରରେ ଭୟଭୀତ କି ବିଜେଡି ?

ଶାସକ ଦଳ ବିରୋଧରେ ବିଜେପିର ସାଂଘାତିକ ଅଭିଯୋଗ । ‘ରାମ ମାହୋଲରୁ ଫାଇଦା ଚେଷ୍ଟାରେ ବିଜେଡି’ ।

Rourkela Politics
ରାଉରକେଲାବାସୀଙ୍କୁ CMଙ୍କଠୁ ମିଳିଛି ଅନେକ ପ୍ରତିଶ୍ରୁତି, ହେଲେ ଏଯାଏଁ ପୁରଣ ହୋଇନି

ରାଉରକେଲା ସହରର ଲୋକସଂଖ୍ୟା ଦୃଷ୍ଟିରୁ ଏକ ବଡ଼ ସରକାରୀ ହସ୍ପିଟାଲର ବି ଆବଶ୍ୟକତା ନେଇ ସବୁ ବେଳେ ଦାବି ହୋଇ ଆସୁଛି। କିନ୍ତୁ କେବଳ ରାଉରକେଲା ସରକାରୀ ହସ୍ପିଟାଲକୁ ଛାଡ଼ି ଦେଲେ ସହରରେ ସାଧାରଣ ଲୋକଙ୍କ ପାଇଁ ଦେୟମୁକ୍ତ ଚିକିତ୍ସାର କୌଣସି ସୁବିଧା ନାହିଁ।

Rourkela Politics
ଏଥର ସାରଦା ପାଇବେ ତ ଟିକେଟ ? ଦଳରେ ଆଶାୟୀଙ୍କ ଲମ୍ବା ତାଲିକା !

ନିଜ ନିର୍ବାଚନମଣ୍ଡଳୀରେ ସ୍ୱତନ୍ତ୍ର ପତିଆରା ଆଉ ଦୃଢ଼ ସଂଗଠନ ପାଇଁ ସାରଦା ବିଜେଡିର ଅନ୍ୟ ଆଶାୟୀଙ୍କଠାରୁ ବି ଢେର ଆଗରେ ।

Congress leader Ajoy Kumar
‘ବିଜେଡି ପୋଷ୍ଟରରୁ ବିଜୁ ଆଉଟ୍‌, ପାଣ୍ତିଆନ୍‌ ଇନ୍‌..ଆଗକୁ ନବୀନ ବି ଆଉଟ୍‌’

ଭିକେ ପାଣ୍ଡିଆନଙ୍କୁ ଟାର୍ଗେଟ କଲେ କଂଗ୍ରେସ ପ୍ରଭାରୀ ଅଜୟ କୁମାର । କହିଲେ, ବିଜୁଙ୍କ ଜାଗାରେ ଏବେ ପାଣ୍ଡିଆନଙ୍କ ଫଟୋ ଲାଗିବା ଦେଖାଗଲାଣି । କିଛି ଦିନ ପରେ ନବୀନଙ୍କ ଫଟୋ କାଢ଼ି ପାଣ୍ଡିଆନଙ୍କ ଫଟୋ ରହିବ।

Bhubaneswar AIIMS
AIIMSରେ ଡ୍ରୋନ୍ ସେବା; ଡ୍ରୋନ୍‌ରେ ପଠାଯିବ ରକ୍ତ,ଔଷଧ ଓ ମେଡିକାଲ ଉପକରଣ

AIIMSରୁ ରକ୍ତ ନେଇ ଟାଙ୍ଗି ମେଡିକାଲ ଯାଇ ଫେରିଥିଲା ଡ୍ରୋନ୍ । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଏମସ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡାକ୍ତର ଆଶୁତୋଷ ବିଶ୍ୱାସ ।

suspension removed from 3 congress leaders
ନିର୍ବାଚନ ପୂର୍ବରୁ କଂଗ୍ରେସର ଘର ସଜଡ଼ା, ଦୁଇ ବରିଷ୍ଠ କଂଗ୍ରେସ ନେତାଙ୍କ ଉପରୁ ଉଠିଲା ନିଲମ୍ବନ

କଂଗ୍ରେସକୁ ଫେରିଲେ ୩ ବରିଷ୍ଠ ନେତା। ବରିଷ୍ଠ କଂଗ୍ରେସ ନେତାଙ୍କ ଉପରୁ ନିଲମ୍ବନ ହଟାଇଲା ଦଳ ।

Samaleswari Temple
ମା’ ତୁଇ ମୋର୍ ସାହା ଭରସା...ଆମ ଦୁଇ ଜଣଙ୍କୁ ଏକ କରିଦେ ମା’...

ମା’ ମୁଁ ବହୁତ ଭରସାରେ ତୋତେ ଚିଠି ଲେଖୁଛି... ମୁଁ ଶୁଣିଛି ତୁ ସମସ୍ତଙ୍କ ମନସ୍କାମନା ପୂରା କରୁ... ମୋର ବି କରିଦେ ମା’... ତୁତ ଜାଣିଛୁ ମୁଁ କାହ୍ନାକୁ କେତେ ଭଲ ପାଉଛି...ମୋ ଉପରେ ଏତିକି କୃପା କର, ଆମ ଦୁଇ ଜଣଙ୍କୁ ସବୁଦିନ ପାଇଁ ଏକ କରିଦେ...

Fire in Hospital
ଭବାନୀପାଟଣା ମେଡିକାଲ କଲେଜରେ ଅଗ୍ନିକାଣ୍ଡ, ସ୍ତ୍ରୀ ରୋଗ ଓ ପ୍ରସୂତି ବିଭାଗରେ ଲାଗିଲା ନିଆଁ

ନିଆଁ ଲାଗିବା ପରେ ତୁରନ୍ତ ରୋଗୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଥିଲା ।