• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

Manmohan Samal
‘ଓଡ଼ିଶାରେ ଏତେ ଟଙ୍କା ଧରାପଡ଼ିବା ଲଜ୍ଜାକର, ନବୀନ ଏବେ ନିରବଦ୍ରଷ୍ଟା କାହିଁକି ?’

ଓଡ଼ିଶାରେ ଗଦା ଗଦା ଟଙ୍କା ଠାବକୁ ନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ମାତ୍ର ନବୀନ ବାବୁ ଚୁପ୍‌ କାହିଁକି। କଳା ଟଙ୍କା ନେଇ କେନ୍ଦ୍ର ସରକାର ଜାଣି ପାରୁଛନ୍ତି କିନ୍ତୁ ରାଜ୍ୟ ସରକାର କେମିତି ଜାଣି ନାହାନ୍ତି।

IT Raid
ଟିଟିଲାଗଡ଼ SBIରେ ଗଣତିରୁ ମିଳିଲା ମୋଟ୍ ୧୧ କୋଟି ଟଙ୍କା

IT ରେଡ୍ ବେଳେ ଟିଟିଲାଗଡ଼ର SBI ମୁଖ୍ୟ ଶାଖାରେ ଟଙ୍କା ଗଣତି ଶେଷ । ଗଣତିରୁ ମିଳିଛି ମୋଟ୍ ୧୧ କୋଟି ଟଙ୍କା ।

Student Protest
ଜିଲ୍ଲାପାଳଙ୍କୁ ଦୁଃଖ ଜଣାଇବାକୁ ରାତାରାତି ୨୫ କି.ମି ଚାଲିଚାଲି ଆସିଲେ ୧୪ ଛାତ୍ର

ରାୟଗଡା ଜିଲ୍ଲା ବଡ଼ରାଇସିଙ୍ଗ ଆଶ୍ରମ ସ୍କୁଲ ଅବାସିକ ବିଦ୍ୟାଳୟ ଛାତ୍ରମାନେ ଅନେକ ବାଟ ଚାଲି ଚାଲି ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ପାଇଁ ଆସିଥିଲେ ।

Manmohan Samal
ଦିଲ୍ଲୀରୁ ଫେରିବା ପରେ ମନମୋହନଙ୍କ ଦୃଢୋକ୍ତି, ଓଡ଼ିଶାରେ ହେବ ଡବଲ ଇଞ୍ଜିନର ସରକାର

‘୧୨ ଶହ ପଞ୍ଚାୟତ ଗସ୍ତ ସରିଲାଣି, ଆଉ ୫ ହଜାର ପଞ୍ଚାୟତ ଗସ୍ତ ହେବ....ସାଂସଦ, ବିଧାୟକ, ପଦାଧିକାରୀ, କାର୍ଯ୍ୟକର୍ତ୍ତା ପଞ୍ଚାୟତ ଗସ୍ତ କରିବେ’

Fake SIM card racket mastermind held in Bhadrak
ଧରାପଡ଼ିଲା ଫେକ୍‌ ସିମ୍‌ କାର୍ଡର ମାଷ୍ଟରମାଇଣ୍ଡ୍‌

ସିମ୍‌ କାର୍ଡ ଟାର୍ଗେଟ୍ ପୂରଣ ପାଇଁ ଇଚ୍ଛୁକ ଗ୍ରାହକଙ୍କ ଠାରୁ ଏକାଧିକ ଥର ବାୟୋମେଟ୍ରିକ୍ ନେଇ ବ୍ୟକ୍ତି ଜଣକ ସିମ୍‌ କାର୍ଡ ଆକ୍ଟିଭେସନ କରି ଏହାକୁ ବିକ୍ରି କରୁଥିଲା ।

  • Saturday, 09 December 2023
IT Raid
୨୦୦ କୋଟି କାହାର? ଏତେ ଟଙ୍କା ଗଚ୍ଛିତ ରଖିବାର କାରଣ କ’ଣ ?

୪ ଦିନ ଧରି ଜାରି ରହିଛି ଆୟକର ବିଭାଗର ନନଷ୍ଟପ୍ ରେଡ୍ । ସମ୍ବଲପୁରରୁ ରାଉରକେଲା, ବଲାଙ୍ଗିରରୁ ସୁନ୍ଦରଗଡ଼ ପଶ୍ଚିମ ଓଡ଼ିଶାରେ ଗୋଟିଏ ପରେ ଗୋଟିଏ ଠିକଣାରେ ଚାଲିଛି ଯାଞ୍ଚ, ଚଢ଼ାଉ ।

Weather Update
ଆକାଶରୁ ହଟିଲା ବାଦଲ, ରାଜ୍ୟରେ ବଢିଲା ଶୀତ

ତଳକୁ ଖସିଛି ରାତି ବେଳର ତାପମାତ୍ରା । ଦିନେ ୨ ଦିନ ଭିତରେ ୩ରୁ ୫ ଡିଗ୍ରୀ ଯାଏଁ ରାତି ତାପମାତ୍ରା ଖସିବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Crop Damage
ପାଣିରେ ବତୁରି ଯାଇଛି ବର୍ଷକର ଫସଲ, ଉଜୁଡ଼ା କ୍ଷେତକୁ ଦେଖି ମୁଣ୍ଡରେ ହାତ ଦେଇଛି ଚାଷୀ

ଅଦିନିଆ ବର୍ଷା ପରେ ଚାଷୀ ମୁଣ୍ଡରେ ଚଡକ । ବର୍ଷା ପାଣି ମାଡ଼ରେ କେଉଁଠି ଧାନ ଗଜା ହୋଇଗଲାଣି ତ କେଉଁଠି ଅମଳ ଅପେକ୍ଷାରେ ଥିବା କପା ଚାଷ ବି ଉଜୁଡ଼ି ଯାଇଛି । ଋଣ କରି ଚାଷ କରିଥିବା ଚାଷୀ ଏବେ କଣ କରିବ ସେ ନେଇ ଚିନ୍ତାରେ ପଡ଼ିଛି ।

Panchanga
Today Panchang 9th Dec 2023: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

ସୈାର ବିଛା ମାସ  ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ  ଶନିବାର, ଚନ୍ଦ୍ର- ତୁଳା ଅହୋରାତ୍ର, ତିଥି- ୧୧ଶୀ ( ମଳ ) ପ୍ରାତଃ ୦୬.୩୧ ଗତେ ୧୨ ଶୀ 

Huge amount of cash seized
ମ୍ୟାନେଜରଙ୍କ ଘରେ ବି ଟଙ୍କାର ପାହାଡ଼, ପୁଣି ମିଳିଲା ପେଟି ପେଟି ଟଙ୍କା...

ମ୍ୟାନେଜରଙ୍କ ଘରୁ କେତେ ଟଙ୍କା ଜବତ ହୋଇଛି, ତାହା ଗଣତି ପରେ ସ୍ପଷ୍ଟ ହେବ । ଆୟକର ଓ ବ୍ୟାଙ୍କ୍ ଅଧିକାରୀଙ୍କ ପାଇଁ ଟଙ୍କା ଗଣତି ବି କାଠିକର ପାଠ ହୋଇଛି ।

breaking news
ସଂକ୍ଷେପରେ ଆଜିର ତାଜା ଖବର - Saturday, 09 December 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।

  • Saturday, 09 December 2023
BJD
ଡିସେମ୍ବର ୨୬ ପ୍ରତିଷ୍ଠା ଦିବସ ପୂର୍ବରୁ ୧୪ରେ ବଡ଼ ନିଷ୍ପତ୍ତି ନେଇପାରେ ବିଜେଡି

ବୈଠକରେ ଯେକୌଣସି ବଡ଼ ନିଷ୍ପତ୍ତି ସଭାପତିଙ୍କ ଉପରେ ନିର୍ଭର କରେ ବୋଲି କହିଛନ୍ତି ବିଜେଡି ବିଧାୟକ ସତ୍ୟନାରାୟଣ ପ୍ରଧାନ ।

  • Friday, 08 December 2023
Ram Mandir
ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବ ପାଇଁ ରାଜସ୍ଥାନରୁ ୬ କ୍ୱିଣ୍ଟାଲ ଗୁଆ ଘିଅ ଧରି ପହଞ୍ଚିଲା ରଥ

୩ ହଜାର ଆବେଦନ ଆସିଥିଲା, ୨ଶହ ନାଁ ସର୍ଟଲିଷ୍ଟ ପରେ ସରିଛି ଚୟନ। ଅଯୋଧ୍ୟାରେ ସମସ୍ତଙ୍କ ରହଣୀ ପାଇଁ ନିର୍ମାଣ ଚାଲିଛି ସ୍ୱତନ୍ତ୍ର ନଗର ।

NUA ODISHA NAVEEN ODISHA
କ୍ୟାମ୍ପସରେ ରାଜନୀତି ତାତି ! ‘ନୂଆ ଓଡ଼ିଶା’ ବନାମ ୟୁଜିସିର ‘ମୋଦି ସେଲ୍ଫି ପଏଣ୍ଟ’

କ୍ୟାମ୍ପସରୁ ନେତା ତିଆରି ବାଟ ବନ୍ଦ କରି ଭିନ୍ନ ଉଦ୍ୟମ । ଛାତ୍ରଙ୍କୁ ରାଜନୈତିକ ଦଳଙ୍କ ଗୋଡ଼ାଣିଆ ଉଦ୍ୟମକୁ ନେଇ ପ୍ରଶ୍ନ ।

Mahua Moitra
ମହୁଆଙ୍କୁ ମହଙ୍ଗା ପଡ଼ିଲା କ୍ୟାଶ୍ ଫର୍ କ୍ୱେରି ମାମଲା

ଲୋକସଭାରୁ ବହିଷ୍କୃତ ହେଲେ ଟିଏମ୍ସିର ମହୁଆ ମୈତ୍ର । ଏଥିକ୍ସ କମିଟି ରିପୋର୍ଟ ଆଧାରରେ ହରାଇଲେ ସାଂସଦ ପଦ ।

  • Friday, 08 December 2023
  • TMC
IT Raid
ନୋଟ୍ ଗଣି ଗଣି ହାଲିଆ, ନିଅଣ୍ଟ ପଡୁଛି ମେସିନ୍

ଯେତେ ଖୋଳିଲେ, ସେତେ ବାହାରୁଛି । ଯେତେ ଗଣିଲେ, ସେତେ ଲମ୍ବୁଛି । ମଦ ବ୍ୟବସାୟୀଙ୍କ ସାମ୍ରାଜ୍ୟ ଉପରେ ଆଇଟି ରେଡ୍ ।

Narendra Modi
ଓଡ଼ିଶାରେ ରେଡ୍, ଦେଶବ୍ୟାପି ହଇଚଇ ! ମଦ ବ୍ୟବସାୟୀଙ୍କ ଘରୁ ୨ଶହ କୋଟି ନଗଦ ଜବତ

ଚେତାବନୀ ଶୁଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କଡ଼ାଗଣ୍ଡା କରି ଆଦାୟ କରାଯିବ ଜନତାଙ୍କଠୁ ଲୁଟ୍ ଟଙ୍କା କହିଲେ ପ୍ରଧାନମନ୍ତ୍ରୀ ।

Odisha Forest Department New Recruitment Notification
Forest Department Recruitment: ଓଡ଼ିଶାରେ ବନ ବିଭାଗରେ ଚାକିରି; ଦରମା ୪୦ ହଜାର

କେନ୍ଦୁଝର ବନ ବିଭାଗ ନିକଟରେ ଏକ ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ କରିଛି। ଏହି ନିଯୁକ୍ତି ପ୍ରକ୍ରିୟାରେ ସୋସିଓଲୋଜିଷ୍ଟ୍ (ୱାଇଲ୍ଡ ଲାଇଫ୍‌) ପଦବୀ ପୂରଣ ହେବ। ୱାଲ୍-ଇନ୍ ମୋଡ୍‌ରେ ପ୍ରାର୍ଥୀ ଚୟନ ହେବ।

Balijatra
ବାଲିଯାତ୍ରାରେ ମହାଦୁର୍ନୀତି ! ବାଉଁଶ ଓ କାଗଜ ବୋର୍ଡ ତୋରଣର ମୂଲ୍ୟ ୧୬ ଲକ୍ଷ

ବାଲିଯାତ୍ରା ପାଇଁ ହୋଇଥିବା ଅସ୍ଥାୟୀ କେବଳ ବାଉଁଶ ଓ କାଗଜ ବୋର୍ଡରେ ତିଆରି ହୋଇଥିବା ତୋରଣର ମୂଲ୍ୟ ଶୁଣିଲେ ଆପଣ ବି ଆଶ୍ଚର୍ଯ୍ୟ ହୋଇଯିବେ । ଜାଣନ୍ତୁ..

Gutkha Ban
ନୂଆବର୍ଷରୁ ଶ୍ରୀମନ୍ଦିରରେ ପାନ, ଗୁଟଖା ସମ୍ପୂର୍ଣ୍ଣ ବନ୍ଦ

ଶ୍ରୀମନ୍ଦିର ନୀତି ସବ୍‌ କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ତା’ଛଡ଼ା ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ ନିୟମ କଡ଼ାକଡି ଲାଗୁ ହେବ ।

Loot
ରାଜଧାନୀରେ ଥମୁନି ଲୁଟେରାଙ୍କ ଉତ୍‌ପାତ୍‌; ଜଜ୍‌ଙ୍କ ଘରେ ବୁଲାଇଲେ କଳାକନା

ଜଜ୍ ବିଦେଶକୁ ଯାଇଥିବା ବେଳେ ତାଙ୍କ ଘରକୁ ବି ଛାଡିଲେନି ଅପରାଧୀ ।

  • Friday, 08 December 2023
  • Loot
youth attempt suicide in banki
ପରିବାର ଲୋକଙ୍କ ମାଡ଼ ଭୟରେ ମହାନଦୀକୁ ଡେଇଁଲେ ଯୁବକ

ମହାନଦୀରେ ଆତ୍ମହତ୍ୟା ପାଇଁ ଉଦ୍ୟମ କରିଥିବା ଜଣେ ଯୁବକଙ୍କୁ ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ଧାର କରାଯାଇଛି ।

Will Rinku Singh get a chance in the T-20 World Cup team
Sports: ଟି-୨୦ ବିଶ୍ୱକପ୍ ଟିମ୍‌ରେ ସୁଯୋଗ ପାଇବେ କି ରିଙ୍କୁ ସିଂହ ?

ଭାରତୀୟ ଟି-୨୦ ଟିମ୍‌ର ‘ନୂଆ ଫିନିଶର୍‌’ ଭାବେ ରିଙ୍କୁ ସିଂହଙ୍କ ଅଭ୍ୟୁଦୟ ହୋଇଛି। ଏବେ ପ୍ରଶ୍ନ ଉଠୁଛି, ଭାରତର ଟି-୨୦ ବିଶ୍ୱକପ୍ ଟିମ୍‌ରେ ସୁଯୋଗ ପାଇବେ କି ଏହି ବିସ୍ଫୋରକ ବାମହାତି ବ୍ୟାଟର୍‌?

Foot Ball
ଗାଁରେ ଫେଭରେଟ୍ ପାଲଟିଛି ଫୁଟବଲ୍, ମ୍ୟାଚ୍ ଦେଖିବାକୁ ଖଚାଖଚ୍ ଭିଡ଼

କ୍ରିକେଟ ପାଗଳ ଦେଶରେ ଏବେ ବି ଗ୍ରାମାଞ୍ଚଳରେ ଫୁଟବଲର ଆଦର କମିନାହିଁ । ଫୁଟବଲ ମ୍ୟାଚ ଦେଖିବାକୁ ପଡିଆରେ ଖଚାଖଚ ଭିଡ । ବାହାରେ ବି ବାଲିଯାତ୍ରା ଭଳି ଦୋକାନ ବଜାର ପଡ଼ିଛି । ପୁରା ଯାତ୍ରା ମାହୋଲ ।

cold wave alert for odisha
ଆଗକୁ ବଢ଼ିବ ଶୀତ, ଖସିବ ତାପମାତ୍ରା !

କୋହଲା ପାଗ, ମେଘୁଆ ଆକାଶ ଯୋଗୁ ରାଜ୍ୟର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ସ୍ୱାଭାବିକ ତୁଳନାରେ ୨ରୁ ୩ ଡିଗ୍ରୀ ଅଧିକ ରହୁଛି ।