ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୮ ତାରିଖ ଶୁକ୍ରବାର ଚନ୍ଦ୍ର- କନ୍ୟା ରାତ୍ରି ୦୯.୫୨ ତୁଳା ତିଥି- ୧୧ଶୀ ଅହୋରାତ୍ର
ଆଳୁ ଖୋଳୁ ଖୋଳୁ ମହାଦେବ ଭଳି ମଦ ବ୍ୟବସାୟୀଙ୍କ ଆୟକର ଫାଙ୍କି ଧରିବାକୁ ଆସିଥିବା ଅଧିକାରୀ ବିପୁଳ ପରିମାଣର ଟଙ୍କାର ସନ୍ଧାନ ପାଇଛନ୍ତି ।
ଆସନ୍ତା କିଛି ବର୍ଷ ମଧ୍ୟରେ ଓଡ଼ିଶା ହେବାକୁ ଯାଉଛି ବୟସ୍କଙ୍କ ରାଜ୍ୟ । କାହିଁକି ନା ଟୋଟାଲ୍ ଫର୍ଟିଲିଟି ରେଟ୍ - TFR ବା ରାଜ୍ୟର ସମୁଦାୟ ପ୍ରଜନନ ହାର ଏବେ ଜାତୀୟ ହାରଠାରୁ ଯଥେଷ୍ଟ କମ୍ ରହିଛି ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଭୁବନେଶ୍ୱର ଏୟାରପୋର୍ଟରୁ ପୁରୀ ଓ କଟକ ଏବଂ କେନ୍ଦୁଝର ଓ ବ୍ରହ୍ମପୁର ରୁଟ୍ରେ ବସ ଚଳାଚଳ ଯୋଜନାର ପ୍ରତିବାଦ କରିଛି ସଂଘ । ସଂଘ ଅଭିଯୋଗ କରିଛି, ବିଭିନ୍ନ ରୁଟର ମୋ ବସ୍ ଓ ଲକ୍ଷ୍ମୀ ବସ୍ ଚଳାଚଳ ଯୋଗୁ ଘରୋଇ ବସ୍ ମାଲିକଙ୍କୁ କ୍ଷତି ପହଞ୍ଚାଇବ ।
ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ଡିଲେଶ୍ୱରଙ୍କ ମୃତ୍ୟୁ ହୋଇଛି। ପୋଲିସ ଦୁଇଟି ଟିମ୍ ଗଠନ କରି ତଦନ୍ତ କରୁଛି। ଘଟଣାରେ ୪ ଅଭିଯୁକ୍ତ ସଂପୃକ୍ତ ଥିବା ଜଣାପଡ଼ିଥିବା ବେଳେ ଜଣକୁ ଅଟକ ରଖିଛି ପୋଲିସ ।
ମରିଚିକୋଟ ଛକର ଏଇ ଧର୍ମଜ୍ୟୋତି ଲଜିଂଠୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ଯାଏ ଲମ୍ବିବ ଟନେଲ ସଦୃଶ ଶୀତତାପ ନିୟନ୍ତ୍ରିତ ବ୍ୟାରିକେଡ୍ । ୧୨ ମିଟର ଚୌଡ଼ା, ୮୪ ମିଟର ଲମ୍ବ ।
ରାଜ୍ୟରେ ଆଦିବାସୀ ବିରୋଧ ନୀତି ! ଦିଲ୍ଲୀରେ କିନ୍ତୁ ଆଦିବାସୀକୁ ଦରଦ । ବିଜେଡିର ଏଭଳି ଡବଲ୍ ଷ୍ଟାଣ୍ଡକୁ ନେଇ ଉଠିଲା ପ୍ରଶ୍ନ ।
ଶହେ, ଦୁଇ ଶହ, ପାଂଚ ଶହ ଟଙ୍କିଆ ନୋଟରେ ଭର୍ତ୍ତି ଆଲମାରି । ଆଲମାରୀ ତ ନୁହେଁ, ଟଙ୍କାର ଭଣ୍ଡାର । ଆଉ ଏହି ଭଣ୍ଡାର ମିଳିଛି ଦେଶୀ ମଦ ଭାଟିରୁ ।
ବକେୟା ମୋଟର ଯାନ ଟିକସ ଛାଡ଼ କରିବେ ରାଜ୍ୟ ସରକାର। ଗାଡି ସ୍କ୍ରାପ କଲେ ଟିକସ ପୁରା ଛାଡ଼। ଗାଡି ଚଲାଇଲେ ଟିକସ ରିହାତି ମିଳିବା ସହିତ ଜରିମାନା ଛାଡ଼ ହେବ।
ବାତ୍ୟା ମିଗଜୋମ୍ ତ ଚାଲି ଯାଇଛି, ପାଗ ପୁରାପୁରି ସଫା ହୋଇ ନଥିଲେ ମଧ୍ୟ ବର୍ଷା ପରିମାଣ କମିଯାଇଛି। ଏଇଠୁ ଆରମ୍ଭ ହୋଇଛି ଚାଷୀଙ୍କ ଦୁର୍ଦ୍ଦଶା। କି ଧାନ, କି ପରିବା, ସବୁ କିଛି ବରବାଦ।
ଓଡିଶା ହାଇକୋର୍ଟରେ ଚାକିରି ଖୋଜୁଥିବା ପ୍ରାର୍ଥୀଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ନିକଟରେ ଓଡିଶା ହାଇକୋର୍ଟ ଏକ ନୂଆ ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ କରିଛି। ଏହି ନିଯୁକ୍ତି ପ୍ରକ୍ରିୟାରେ ଡାଟା ଏଣ୍ଟ୍ରି ଅପରେଟର / ଜୁନିଅର ଗ୍ରେଡ୍ ଟାଇପିଷ୍ଟ (ଗ୍ରୁପ୍ ସି) ପଦବୀ ପୂରଣ ହେବ।
ବରଯାତ୍ରୀଙ୍କୁ ପେଟ୍ରୋଲ ବାଣ୍ଟିବା ବେଳେ ଲାଗିଲା ନିଆଁ । ଏହି ନିଆଁରେ ଜୀବନ୍ତ ଜଳିଗଲା ୫ ବର୍ଷର ଶିଶୁ । ଘଟଣାରେ ୨ଜଣ ଗୁରୁତର ଅଛନ୍ତି ।
ଗୃହ ନିର୍ମାଣ ପୂର୍ବରୁ ସତର୍କତା ଅବଲମ୍ବନ କରିବା ଦରକାର। ତେଣୁ ଗୃହ ନିର୍ମାଣ କଲାବେଳେ କେଉଁ ଦିଗରେ କ’ଣ ନିର୍ମାଣ କରିବା ଦରକାର ତାହା ସ୍ଥିରିକୃତ କରିସାରିଲା ପରେ ହିଁ ଗୃହ ନିର୍ମାଣ ଆରମ୍ଭ କରିବା ସବୁଠାରୁ ଭଲ। ଅନ୍ୟଥା ପରେ ଭଙ୍ଗାରୁଜା କରିବାକୁ ପଡିପାରେ।
ତେଲେଙ୍ଗାନାରେ ଦଳ ଯେଉଁ ସ୍ଥିତିରେ ଥିଲା ସେଠି ଯେଉଁଭଳି ନମ୍ବର ୱାନ୍ ହୋଇପାରିଲା, ଓଡ଼ିଶାରେ ବି ତାହା ହେବ ବୋଲି କହିଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ ।
ଯୋଗେଶଙ୍କ ମାଆଙ୍କ ନାଁରେ ପ୍ରଥମେ ମଦଭାଟି ଥିଲା କହିଲେ....ଏବେ କିନ୍ତୁ ଅଲଗା ନାଁ ବାହାରୁଛି, ପରିବର୍ତ୍ତନ କରିଥାଇପାରନ୍ତି'...
କିଛି ଦିନର ବ୍ୟବଧାନ ପରେ ମୁହଁ ଖୋଲିଲେ ସୌମ୍ୟ ପଟ୍ଟନାୟକ....
ଶୀତ ଆରମ୍ଭ ସହ ଆରମ୍ଭ ହେଲାଣି ପର୍ଯ୍ୟଟନ ଋତୁ । ବିଭିନ୍ନ ପର୍ଯ୍ୟଟନସ୍ଥଳୀ ଗୁଡିକରେ ଲାଗିଲାଣି ପର୍ଯ୍ୟଟକଙ୍କ ଗହଳି ।
ଅଦିନିଆ ବର୍ଷା ଯୋଗୁଁ ବ୍ୟାପକ ଫସଲ କ୍ଷୟକ୍ଷତି...ଧାନ ଓ ପନିପରିବା ଫସଲ କ୍ଷତିଗ୍ରସ୍ତ, ଚିନ୍ତାରେ ଚାଷୀ...ମିଗଜୋମ’ କ୍ଷୟକ୍ଷତିର ଆକଳନ ପାଇଁ SRCଙ୍କ ନିର୍ଦ୍ଦେଶ..
ବାଲେଶ୍ବର ସହରର ଟ୍ରାଫିକ ସମସ୍ୟା ବଢାଇଛି ବେଆଇନ ପାର୍କିଂ । ସହରର ପ୍ରବେଶ ପଥ ଓ-ଟି ରୋଡରେ ବସ ଗୁଡିକ ରାସ୍ତା ଉପରେ ଛିଡ଼ା ହେଉଥିବାରୁ ଟ୍ରାଫିକ ସମସ୍ୟା ଲାଗିରହିଛି ।
ବଲାଙ୍ଗିରରେ ଆୟକର ଫାଙ୍କି ଅଭିଯୋଗରେ ଚଢ଼ାଉ...ବଳଦେବ ସାହୁ ଆଣ୍ଡ୍ ଗ୍ରୁପ୍ ଅଫ୍ କଂପାନୀ ଅଫିସରେ ରେଡ୍...ଆଲମିରା ଭିତରେ ଥାକମାରି ରଖାଯାଇଥିଲା ୨୦୦ କୋଟି... ମଦ ପ୍ରସ୍ତୁତକାରୀ କଂପାନୀ ଉପରେ ବଡ଼ ଧରଣର ରେଡ୍ ...
ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ଗୁରୁବାର ଚନ୍ଦ୍ର- କନ୍ୟା ଅହୋରାତ୍ର ତିଥି- ୧୦ମୀ ନିଶାନ୍ତ ୦୫.୦୬ ଗତେ ୧୧ଶୀ ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ପ୍ରାତଃ ୦୬.୨୮ ପର୍ଯ୍ୟନ୍ତ
ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ, ଅଗ୍ନିଶମ ବାହିନୀ ଦ୍ୱାରା ନିଆଁ ଆୟତ୍ତ
ଧନର ପ୍ରତୀକ ମା’ ଲକ୍ଷ୍ମୀଙ୍କୁ ପ୍ରତ୍ୟେକ ଓଡ଼ିଆ ଭକ୍ତିର ସହ ପୂଜା କରନ୍ତି। ଆଜି ମାଣବସା ଗୁରୁବାରର ପ୍ରଥମ ପାଳି। ଏହି ଅବସରରେ ଆସନ୍ତୁ ମହାଲକ୍ଷ୍ମୀଙ୍କୁ ନେଇ ଏକ କାହାଣୀ ଉପରେ ନଜର ପକେଇନେବା।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।