ବିଧାୟକ ବିଜୟ ଶଙ୍କର ଦାସଙ୍କ ବିବାହ ଆବେଦନ ଖାରଜ କଲେ କଟକ ବିବାହ ପଞ୍ଜୀକରଣ ଅଧିକାରୀ ।
ନିର୍ଭର କରୁଛନ୍ତି ୬ ପଞ୍ଚାୟତର ୫୦ ହଜାର ଲୋକେ । ବିପଦଶଙ୍କୁଳ ପାଲଟିଲାଣି ଡାକ୍ତରଖାନା କୋଠା ।
ଯୁବକମାନଙ୍କ ମଧ୍ୟରେ ଏହା ସଚେତନତା ସୃଷ୍ଟି କରିବ ବୋଲି ଆଶା କରାଯାଉଛି ।
ଛତିଶଗଡ଼ରେ ଜନତାଙ୍କ ମନ ଜିଣିଲେ ଜଣେ ଓଡ଼ିଆ ନେତା । ପ୍ରଥମ ଥର ନିର୍ବାଚନ ଲଢ଼ି ଜିତିଲେ ବିଧାୟକ ପଦ ।
ଆଜି ଓଡ଼ିଶାର ଅନନ୍ୟ ପର୍ବ ପ୍ରଥମାଷ୍ଟମୀ। ଘରର ବଡ଼ମାନଙ୍କ ପାଇଁ ପାଳନ କରାଯାଇଥାଏ ଏହି ପର୍ବ। ନୂଆ ପୋଷାକ ସାଙ୍ଗକୁ ହଳଦିପତର ପିଠା(ଏଣ୍ଡୁରି)ର ମହକରେ ମହକି ଉଠେ ପ୍ରତ୍ୟେକ ଓଡ଼ିଆଙ୍କ ଘର।
ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୫ ତାରିଖ ମଙ୍ଗଳବାର । ଚନ୍ଦ୍ର- ସିଂହ ଅହୋରାତ୍ର । ତିଥି- ୮ମୀ ରାତ୍ରି ୧୨.୩୭ ଗତେ ୯ମୀ ।
ବାତ୍ୟା ମିଗଜୋମ୍ ପ୍ରଭାବରେ ତାମିଲନାଡୁ ବି ଉବୁଟୁବୁ । ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି ଅବିଶ୍ରାନ୍ତ ବର୍ଷା ଓ ଜଳପ୍ରଳୟ। ଚେନ୍ନାଇ ମହାନଗରୀର ଗଳିକନ୍ଦି, ଛକବଜାର, ଆପାର୍ଟମେଣ୍ଟଠୁ ଆରମ୍ଭ କରି ଏୟାରପୋର୍ଟ ଓ ସବୱେ।
ସ୍କୁଲ, କଲେଜ, ବ୍ୟାଙ୍କ ସହ ସବୁ ଅଫିସ ବନ୍ଦ ଥିବା ବେଳେ, ବର୍ଷା ବିତ୍ପାତରେ ୫ ଜଣଙ୍କ ଜୀବନ ଯାଇଥିବା ବି ସୂଚନା ମିଳିଛି
ନେଲୋର-ମଛଲିପଟନମ୍ ମଝି ବାପଟଲାରେ ସ୍ଥଳଭାଗ ଅତିକ୍ରମ କରିବ । ବାପାଟଲା ନିକଟରେ ଆସନ୍ତାକାଲି ପୂର୍ବାହ୍ନରେ ଅତିକ୍ରମ କରିବ ବାତ୍ୟା ।
ପ୍ରଥମାଷ୍ଟମୀ ପାଇଁ ଘରେ ଘରେ ଜ୍ୟେଷ୍ଠ ସନ୍ତାନଙ୍କୁ ପୂଜାର୍ଚ୍ଚନା । ବଡ଼ ପୁଅ ଝିଅଙ୍କୁ ନୂତନ ବସ୍ତ୍ର ପିନ୍ଧାଇ କରାଯାଏ ବନ୍ଦାପନା ।
ପ୍ରଥମାଷ୍ଟମୀ ହଳଦୀପତ୍ର ଦିଆ ଏଣ୍ଡୁରି ପିଠାର ମହତ୍ତ୍ୱ ରହିଛି। ହଳଦୀପତ୍ର ଦିଆ ଏଣ୍ଡୁରି ପିଠା ଶରୀରକୁ ଅନେକ ରୋଗରୁ ରକ୍ଷା କରେ। ତେବେ ଆସନ୍ତୁ ଜଣିବା ପ୍ରଥମାଷ୍ଟମୀରେ କାହିଁକି ହୁଏ ଏଣ୍ଡୁରି ପିଠା।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଯାହା କେଉଁଠି ମିଳେନି, ତାହା ବାଲିଯାତ୍ରାରେ ମିଳେ । ସେ ସୁସ୍ୱାଦୁ ଖାଦ୍ୟ ହେଉ ଅବା ଘରକରଣା ସାମଗ୍ରୀ ।
ବାଲିଯାତ୍ରାରେ ଟାଟୁ କରିବାର ଏକ ନିଆରା ମଜା । ଗ୍ରାହକଙ୍କ ପସନ୍ଦକୁ ଦେଖି ବାଲିଯାତ୍ରାକୁ କଲିକତାରୁ ଆସିଛନ୍ତି ଟାଟୁ କାରିଗର ।
ନର ହତ୍ୟା..ଶିଶୁ ବିରୋଧୀ ଅପରାଧ ଏବଂ ସାଇବର କ୍ରାଇମ୍ । ଦେଶ ହେଉ କି ରାଜ୍ୟ, ସବୁଠି ଘାଇଁ ଘାଇଁ ବଢି ଚାଲିଛି ଏ ସଂଖ୍ୟା । ଜାତୀୟ କ୍ରାଇମ୍ ରେକର୍ଡ ବ୍ୟୁରୋ ବା NCRBର କ୍ରାଇମ ଇନ୍ ଇଣ୍ଡିଆ ୨୦୨୨ ରିପୋର୍ଟରୁ ଆସିଛି ଏ ସମ୍ପର୍କିତ ଆଖି ତରାଟିଲା ଭଳି ତଥ୍ୟ ।
କମର୍ଦ୍ଦାର ଯୁବକଙ୍କ ବାପାଙ୍କ ଅଭିଯୋଗ- ଯୁବତୀ କହୁଛନ୍ତି ମିଛ କଥା । ସ୍ବାମୀକୁ ଖୋଜି ଖୋଜି ବାଲେଶ୍ବରରେ ପହଞ୍ଚିଲେ ବାଂଲାଦେଶୀ ଯୁବତୀ
NHରେ ବେଆଇନ ଗାଡ଼ି ପାର୍କିଂ ଡାକୁଛି ବିପଦ । ଘଟୁଛି ଦୁର୍ଘଟଣା, ଚାଲିଯାଉଛି ନିରୀହ ଜୀବନ । କେନ୍ଦୁଝର ହେଉ ବା ଭୁବନେଶ୍ୱର ଅଥବା ଆଜି ଯାଜପୁରରେ ଘଟିଥିବା ଦୁର୍ଘଟଣା, ସବୁଠି ବେଆଇନ ଗାଡ଼ି ପାର୍କିଂ ହିଁ ଦୁର୍ଘଟଣା ପଛର ମୁଖ୍ୟ କାରଣ ।
ବିଜେପି ତୁଙ୍ଗ ନେତାଙ୍କ ଦମ୍ଭୋକ୍ତିରୁ ମିଳିଲାଣି ଆଭାସ । ବିଜେଡିର ଜବାବ, କିଛି ଫରକ୍ ପକାଇବନି କାଲିର ରେଜଲ୍ଟ ।
'ରାଜ୍ୟରେ ପଦ୍ମ ଫୁଟାଇବାକୁ ବିଜେପିର ସ୍ବତନ୍ତ୍ର ରଣନୀତି । କାମ କରିବନି ମନି ପାୱାର, ମସଲ ପାୱାର ଏବଂ ଅଧିକାରୀ ପାୱାର'
ଇଡି ମାମଲାରେ ଅର୍ଚ୍ଚନାଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ
ଗତ ବର୍ଷ ଅପେକ୍ଷା ୨୪ ପ୍ରତିଶତ ବଢ଼ିଛି ସାଇବର ଅପରାଧ ... ଇକୋନୋମିକ ଅଫେନ୍ସ ମଧ୍ୟ ଉଦବେଗଜନକ ...
ଆସନ୍ତାକାଲି ଶେଷ ହୋଇଥାଆନ୍ତା କଟକର ଐତିହାସିକ ବାଲିଯାତ୍ରା । କିନ୍ତୁ ଦର୍ଶକଙ୍କ ଉତ୍ସାହକୁ ଦୃଷ୍ଟିରେ ରଖି ବାଲିଯାତ୍ରାକୁ ଆଉ ଗୋଟିଏ ଦିନ ବୃଦ୍ଧି କରାଯାଇଛି।
ଓଡ଼ିଶାର ପାରମ୍ପରିକ ପିଠାର ସ୍ୱତନ୍ତ୍ର ଷ୍ଟଲ୍ ରହିଛି ଏଥର ବାଲିଯାତ୍ରାରେ । ପିଠା ସହିତ ସୁସ୍ୱାଦୁ ବ୍ୟଞ୍ଜନର ବ୍ୟବସ୍ଥା ମଧ୍ୟ କରାଯାଇଛି । ଯାହାକି ସମ୍ପୂର୍ଣ୍ଣ ଖାଣ୍ଟି ଓଡ଼ିଆ ଘରର ଖାଇବା ।
ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ କହିଛନ୍ତି, ଓଡ଼ିଶାରେ ଏହି ତିନି ରାଜ୍ୟର ଫଳାଫଳର ନିଶ୍ଚିତ ପ୍ରଭାବ ପଡ଼ିବ । ଭ୍ରଷ୍ଟ ବିଜେଡି ସରକାରକୁ ହଟାଇବାକୁ ରାଜ୍ୟ ବିଜେପି ଜୋରଦାର ପ୍ରୟାସ କରିବ ।
ଆଜି ଶ୍ରୀମନ୍ଦିରରେ ମାର୍ଗଶୀର- କୃଷ୍ଣ ସପ୍ତମୀ ପାଳନ କରାଯିବ । ଫଳରେ ଶ୍ରୀବିଗ୍ରହଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ ।