ଏସଏଟି ପ୍ରଶ୍ନପତ୍ର ସ୍ଥାନରେ ଏମଏଟି ପ୍ରଶ୍ନପତ୍ର ଭୁଲରେ ପହଁଞ୍ଚିବା ଯୋଗୁ ପରୀକ୍ଷା ହୋଇନପାରି ବିଳମ୍ବ ହୋଇଥିଲା । ଏ ନେଇ ଅଭିଭାବକ ମାନେ ସ୍କୁଲ ପରିସରରେ ଧାରଣା ଦେବା ସହ ପରୀକ୍ଷା ବାତିଲ କରିବାକୁ ଦାବି କରିଥିଲେ ।
ବରା ତ ଖାଇଥିବେ ହେଲେ କେବେ ମାଛ ଆମ୍ବିଳ ସହ ବରା ଖାଇଛନ୍ତି? ଟଙ୍କ ତୋରାଣି ତ ପିଇଥିବେ ହେଲେ ବୋତଲରେ ପ୍ୟାକିଂ ହେବା କେବେ ଦେଖିଛନ୍ତି ?
ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ସୋମବାର, ଚନ୍ଦ୍ର- ସିଂହ ଅହୋରାତ୍ର, ତିଥି- ୭ମୀ ରାତ୍ରୀ ୦୯.୫୯ ଗତେ ୮ମୀ, ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର, ଘାତବାର- ମିଥୁନ ରାଶିର
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଅଦିନିଆ ବାତ୍ୟା, ଅଜଣା ଭୟ। କେଉଁଠି ବର୍ଷିବ, କେଉଁଠି ଭସାଇବ? କାରଣ ଚେନ୍ନାଇ ଉପକୂଳଠାରୁ ବଙ୍ଗୋପସାଗରର ୨୩୦ କିଲୋମିଟର ଦୂରରେ ବଳ ଗୋଟାଉଛି ବାତ୍ୟା ମିଗଜୋମ୍।
ଚାରିଆଡ଼େ ଜଙ୍ଗଲ । ଆଉ ଏହାରି ଭିତରେ ବସବାସ କରୁଛନ୍ତି ଆଦିବାସୀ ସମ୍ପ୍ରଦାୟ ଲୋକେ । ୪୦ ପରିବାରର ପ୍ରାୟ ୨ଶହ ଲୋକ ଏଠି ବସବାସ କରନ୍ତି । ହେଲେ ଏମାନଙ୍କ ପାଇଁ ନାହିଁ ସରକାରଙ୍କ କୌଣସି ସୁବିଧା ।
ନନ୍ଦନକାନନ ପଟୁ ଜୟଦେବ ବିହାରକୁ ଯାଉଥିବା ଏକ କାର୍ ନିୟନ୍ତ୍ରଣ ହରାଇ ପ୍ରଥମେ ଡିଭାଇଡର ଉପରକୁ ମାଡ଼ି ଯାଇଥିଲା । ଏହାପରେ ଅପରପାର୍ଶ୍ୱରେ ଥିବା ଏକ ବସ୍ ସହ ପିଟି ହୋଇଥିଲା ।
ସାଲେପୁରରେ କୁଖ୍ୟାତ ଅପରାଧୀ ସୁଶାନ୍ତ ସାହୁକୁ ଏନ୍କାଉଣ୍ଟର କରାଯାଇଛି । ସୁଶାନ୍ତର ଜଙ୍ଘରେ ଗୁଳି ବାଜିଛି ।
ଘାତଚନ୍ଦ୍ର- ରାତ୍ରି ୦୯.୩୬ ଗତେ କର୍କଟ ଓ ମକର ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ସନ୍ଧ୍ୟା ୦୭.୨୭ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଟଙ୍କା ଦେଇ ଗ୍ରାହକ ନିଜ ପସନ୍ଦର ସର୍ଭିସ୍ ବାଛୁଥିଲେ । ଶିବାନୀ ୱେଲନେସ ସେଣ୍ଟର୍ ଓ ସ୍ପା’ ନାମରେ ଦୀର୍ଘ ଦିନ ଧରି ସତ୍ୟନଗରର ଏହି ଘରେ ଚାଲିଥିଲା ସେକ୍ସ କାରବାର ।
ବାଲିଯାତ୍ରାରେ ଶୁଖୁଆ ପାଖରେ ଭିଡ଼ । ପ୍ରତିବର୍ଷ ଭଳି ଏବର୍ଷ ଦୂରଦୂରାନ୍ତରୁ ଶୁଖୁଆ ବ୍ୟବସାୟ କରିବା ପାଇଁ ଆସିଛନ୍ତି ବ୍ୟବସାୟୀ । ସାଙ୍ଗରେ ଆଣିଛନ୍ତି ଭଳିକି ଭଳି ଶୁଖୁଆ ।
କାଶ୍ମୀର, ଗୁଜୁରାଟ, ଆସାମ, ଦିଲ୍ଲୀ, ପଞ୍ଜାବ, କୋଲକାତା ଆଦି ୨୨ଟି ରାଜ୍ୟର ବ୍ୟବସ୍ୟାୟୀ ଚଳିତ ବର୍ଷ ବାଲିଯାତ୍ରାକୁ ଆସିଛନ୍ତି । ଅନ୍ୟ ରାଜ୍ୟର ମେଳା ଅପେକ୍ଷା ବାଲିଯାତ୍ରାରେ ଭଲ ବ୍ୟବସାୟ ହେଉଥିବାରୁ ବ୍ୟବସାୟୀ ମାନେ ଏଠାକୁ ଆସନ୍ତି ବୋଲି କହିଛନ୍ତି ।
ରାଜପଥ ସାଜିଛି ମୃତ୍ୟୁର ଫାଶ । ଜୀବନ ନେଉଛି ବେଆଇନ ଟ୍ରକ୍ ପାର୍କିଂ ।
ଭୁବନେଶ୍ୱରରେ ଆୟୋଜିତ ଓଡ଼ିଶା ସିଟିଜେନ୍ସ ଆୱାର୍ଡ-୨୦୨୩ ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହି ପୁରସ୍କାର ପ୍ରଦାନ କରିଛନ୍ତି ରାଜ୍ୟପାଳ ରଘୁବର ଦାସ ।
୩୦ ବର୍ଷକୁ ଆଖି ଆଗରେ ରଖି ୪ ଶହ କୋଟିରୁ ଅଧିକ ଟଙ୍କାରେ ଯେଉଁ ପ୍ରକଳ୍ପ କରାଯାଇଥିଲା, ତାହା ଭଲରେ ଭଲରେ ୪ ବର୍ଷ ବି ଗଲାନାହିଁ। ୪ ଦିନ ଧରି ବ୍ରହ୍ମପୁର ପରି ଏତେ ବଡ଼ ସହର ପାଣି ବିନା ଛଟପଟ ହେଲା।
ହାତରେ ମାତ୍ର କିଛି ମାସର ସମୟ। ଭୋଟରଙ୍କ ପାଖକୁ ଯିବାକୁ ଅଣ୍ଟା ଭିଡ଼ିଲେଣି ରାଜନୈତିକ ଦଳ । ଚାଲିଛି ସଂଗଠନ ସମୀକ୍ଷା। ସରକାର ବିରୋଧୀ ପ୍ରସଙ୍ଗ ସଜାଡ଼ିବାରେ ବ୍ୟସ୍ତ ବିଜେପି ଓ କଂଗ୍ରେସ ।
କଟକର ପୂର୍ବତନ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀଙ୍କୁ ହାଇକୋର୍ଟଙ୍କ 'ବାଲି' ଛାଟ। ବାଲି ପରିବହନ ନେଇ କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଦାଖଲ କରିଥିବା ସତ୍ୟପାଠ ମିଥ୍ୟା ବୋଲି କହିବା ସହିତ, ତତ୍କାଳୀନ ଜିଲ୍ଲାପାଳ ଚୟନୀଙ୍କ ଉପରେ ଭୀଷଣ କ୍ଷୁବ୍ଧ ହୋଇଛନ୍ତି ଉଚ୍ଚ ନ୍ୟାୟାଳୟ ।
ବଙ୍ଗୋପସାଗରରେ ବାତ୍ୟା ଆସୁଛି। ଚେନ୍ନାଇ ଠାରୁ ୪୫୦ କିମି ଦୂରରୁ ଆଗକୁ ବଢୁଛି। ଆନ୍ଧ୍ର-ତାମିଲନାଡୁ ମଝିରେ ମଙ୍ଗଳବାର ମାଡ଼ ହେବ। ହେଲେ ତା ପ୍ରଭାବରେ ଓଡ଼ିଶାରେ କିନ୍ତୁ କାଲିଠୁ ବର୍ଷା ଆରମ୍ଭ ହୋଇଯିବ।
ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ବ୍ଲକ ଆଛୁଲି ପଞ୍ଚାୟତରୁ ଆସିଛି ଅବ୍ୟବସ୍ଥାର ଭିନ୍ନ କାହାଣୀ । 5T ନାଁକୁ ନେଇ ନାନା ଅସୁଧା ଭୋଗୁଛନ୍ତି ଚଢ଼ିଆପଲ୍ଲୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ ।
ରାଜ୍ୟ ସରକାରଙ୍କ ୨୫ ବର୍ଷ ଶାସନରେ ବହଳଦାକୁ ମିଳିପାରିଲାନି ଗୋଟିଏ ବସ୍ଷ୍ଟାଣ୍ଡ । ଯାହାଫଳରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳୁଛି ।
ଗଞ୍ଜାମ ଜିଲ୍ଲା କଣ୍ଟେଇପଲ୍ଲୀ ଠାରୁ ସୋରଡ଼ାକୁ ସଂଯୋଗ କରୁଥିବା ନିତିଦିନିଆ ରାସ୍ତା ପାଲଟିଛି ମରଣଯନ୍ତା । ଲୋକଙ୍କ ଗମନାଗମନର ସୁବିଧା ଲାଗି ସରକାର ୨୦୨୧ ମସିହାରେ ୨୧ କିଲୋମିଟର ଯାଏଁ ରାସ୍ତା ନିର୍ମାଣ ପାଇଁ ୩୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ମଞ୍ଜୁର କରିଥିଲେ ।
ରାଉରକେଲାର କୋଏଲ ନଦୀରେ ବୁଡ଼ି ଜଣେ ନାବାଳକଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ନିଖୋଜ ଅଛନ୍ତି।
ସ୍କୁଲରେ ଥିବା ଅବସ୍ଥାରେ ଛାତ୍ରୀଙ୍କୁ କାମୁଡ଼ିଦେଲା ବିରୁଡ଼ି । ମାତ୍ର ଔଷଧ ଦେବା ବଦଳରେ ଶିକ୍ଷୟିତ୍ରୀ ଦେଇଦେଲେ ଲୁହା ଚେଙ୍କ ।
ଜମୁଛି କଟକର ଐତିହାସିକ ମେଳା । ଦିନ ଗଡ଼ିବା ସହ ମେଳାରେ ବଢ଼ି ବଢ଼ି ଚାଲିଛି ଭିଡ ।