ଓଡ଼ିଶାକୁ ଫେରିବା ପରେ ଭବ୍ୟ ସମ୍ବର୍ଦ୍ଧନା । ଓଡ଼ିଶା ଫେରି ଆଶ୍ୱସ୍ତିର ନିଶ୍ୱାସ ମାରିଲେ ଉଦ୍ଧାର ଶ୍ରମିକ ।
ବରଗଡ଼ ଜିଲ୍ଲା ଭେଡେନ ହସ୍ପିଟାଲ ରୋଡ ନିର୍ମଳ ମେହେରଙ୍କ ଘରୁ ଦୁଇଟି ସାପ ଉଦ୍ଧାର କରାଯାଇଛି । ଗୋଟିଏ ବିଷଧର ନାଗ ସାପ ହୋଇଥିବାବେଳେ ଅନ୍ୟଟି ବାଲି ଵୋଆ ସାପ ବୋଲି ଜଣାପଡ଼ିଛି ।
ଆଜି ଏହି ଜାହାଜରୁ ୨ ଶହ କୋଟି ଟଙ୍କାର କୋକେନକୁ ଜବତ କରିଛି କଷ୍ଟମ୍ ବିଭାଗ। ମିଳିଥିବା ସୂଚନା ଅନୁଯାୟୀ, ପାନାମାରେ ପଞ୍ଜିକୃତ ଏହି ଜାହାଜର ମାଲିକ ହେଉଛନ୍ତି ଭିଏତନାମର।
ହଁ, ସେ କାଳ ଏମିତି ଯେ ଏକାବେଳକେ ନେଇଗଲା ୮ ଜୀବନ। ରାସ୍ତା କଡ଼ରେ ଠିଆ ହୋଇଥିବା ଦୁର୍ଘଟଣାଗ୍ରସ୍ତ ଟୁରିଷ୍ଟ ଭ୍ୟାନର ଏ ସ୍ଥିତି ହିଁ ବୟାନ କରୁଛି କେତେ ଭୟାବହ ଥିଲା ଦୁର୍ଘଟଣା।
ଭାରତକୁ ପିକେଲ ବଲ ୧୦ବର୍ଷ ତଳେ ପ୍ରବେଶ କରିଥିଲା । ଓଡିଶାକୁ ଏହି ଖେଳ ଗତ ଦୁଇ ଦିନ ତଳେ ଆରମ୍ଭ ହେଲା । ଟେନିସ ଖେଳକୁ ଛାଡି ପିକେଲ ବଲ ଖେଳିବାକୁ ଖେଳାଳିଙ୍କ ଆଗ୍ରହ ବଢୁଛି ।
ବର୍ତ୍ତମାନ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଭକ୍ତମାନଙ୍କୁ ଦୀର୍ଘ ସମୟ ଧରି ଲାଇନରେ ଛିଡ଼ା ହେବାକୁ ପଡୁଛି। ସେମାନଙ୍କ ସୁବିଧା ପାଇଁ ସ୍ପେଶାଲ କରିଡର ଖୁବ୍ ଶୀଘ୍ର କାର୍ଯ୍ୟକାରୀ ହେବ।
ଏହି ପାର୍କିଂରେ ୫୦୦ କାର ଓ ୫୦୦ ବାଇକ ଏକକାଳୀନ ପାର୍କିଂ ହେବାର କ୍ଷମତା ରହିଛି । ପ୍ରତି ଚାରିଚକିଆ ଯାନକୁ ୪ ଘଣ୍ଟା ପିଛା ୫୦ ଟଙ୍କା ଦେଇ ପାର୍କିଂ କରିପାରିବେ ପୁରୀ ଯାଉଥିବା ତୀର୍ଥଯାତ୍ରୀ । ୪ ଘଣ୍ଟାରୁ ଉର୍ଦ୍ଧ୍ଵ ପ୍ରତି ଘଣ୍ଟା ପିଛା ୧୦ ଟଙ୍କା ଅଧିକା ଦେୟ ଦେବାକୁ ପଡ଼ିବ ।
ଉମରକୋଟ ବିଧାୟକ ନିତ୍ୟାନନ୍ଦ ଗଣ୍ଡଙ୍କ ନେତୃତ୍ୱରେ ଶତାଧିକ ବିଜେପି କର୍ମୀ ଓ ସମର୍ଥକ ଏକ ରାଲି ମାଧ୍ୟମରେ ସହର ପରିକ୍ରମା କରି ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖରେ ପହଂଚିଥିଲେ । ସେଠାରେ ବ୍ଲକ୍ ଘେରାଓ କାର୍ଯ୍ୟକ୍ରମ ଜାରି ରହିଥିବାବେଳେ ହଠାତ୍ ମହୁମାଛି ଆକ୍ରମଣର ଶିକାର ହୋଇଥିଲେ ।
ଚାରି ଶ୍ରମିକଙ୍କୁ ନେଇ ନୂଆଦିଲ୍ଲୀରୁ ବିମାନ ଯୋଗେ ଭୁବନେଶ୍ୱର ଆସିଛନ୍ତି ରାଜ୍ୟ ଶ୍ରମମନ୍ତ୍ରୀ ସାରଦା ନାୟକ ।
ପାରାଦୀପରେ ଲାଗିଥିବା ଜାହାଜରେ ୨୨ଟି ପ୍ୟାକେଟ ମିଳିବା ଘଟଣା । ଯାଞ୍ଚ ପରେ ପ୍ୟାକେଟରେ ନିଷିଦ୍ଧ ଡ୍ରଗ୍ସ କୋକେନ ଥିବା ସ୍ପଷ୍ଟ ହେଲା । ସମସ୍ତ ୨୨ ପ୍ୟାକେଟରେ କୋକେନ ଥିବା କଷ୍ଟମ୍ସ ଯାଞ୍ଚରୁ ସ୍ପଷ୍ଟ ହୋଇଛି । ଜବତ କୋକେନ୍ର ଆନୁମାନିକ ମୂଲ୍ୟ ୨୨୦ କୋଟି ଟଙ୍କା ।
ପ୍ରତିବର୍ଷ ଭଳି ଏବର୍ଷ ବି ପ୍ରମୁଖ ଆକର୍ଷଣ ପାଲଟିଛି ଓଡ଼ିଶାର ପାରମ୍ପରିକ ପିଠାର ସ୍ୱତନ୍ତ୍ର ଷ୍ଟଲ୍ । ଆଉ ଏସବୁ ପିଠାକୁ ପ୍ରସ୍ତୁତ କରିଛନ୍ତି ମିଶନ ଶକ୍ତିର ମହିଳା ମାନେ ।
ବଢୁଛି ବଡ ବଡ ଅଟ୍ଟାଳିକା । ରାଜଧାନୀର ମାଟି ଦିନକୁ ଦିନ କଂକ୍ରିଟରେ ପରିଣତ ହୋଇଗଲାଣି । ସ୍ଥାନେ ସ୍ଥାନେ ଖେଳିବାକୁ ଖେଳ ପଡିଆ ନାହିଁ । ତଥାପି କିଛି ଅସୁବିଧା ନାହିଁ । ରୁଫଟଫରେ ବି ଖେଳି ହେବ ଖେଳ। ଭାରତରେ ପ୍ରଥମ ଆନ୍ତର୍ଜାତିକ ସ୍ତରର ରୁଫଟଫ ପିକିଲ ବଲ କୋଟ୍ ତିଆରି ହୋଇଛି ।
ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ଶୁକ୍ରବାର ଚନ୍ଦ୍ର- ମିଥୁନ ଦିବା ୧୦.୧୩ ଗତେ କର୍କଟ ତିଥି- ୪ର୍ଥୀ ଦିବା ୦୩.୩୧ ଗତେ ୫ମୀ
ଗତ ୧୦ ବର୍ଷରେ ରାଜ୍ୟରେ ୪୮ ହଜାର ଲୋକଙ୍କ ଜୀବନ ନେଇଛି ସଡ଼କ ଦୁର୍ଘଟଣା । ଅର୍ଥାତ୍ ପ୍ରତିବର୍ଷ ରାଜ୍ୟରେ ସଡ଼କ ଦୁର୍ଘଟଣାରେ ପ୍ରାୟ ୫ ହଜାର ଲୋକଙ୍କ ଜୀବନ ଯାଉଛି ।
ଦିନକୁ ଦିନ ଜମୁଛି ବାଲିଯାତ୍ରା । କଟକର ଐତିହାସିକ ବାଲିଯାତ୍ରା ସାଙ୍ଗକୁ ରାଜଧାନୀ ଉପକଣ୍ଠ କୁଆଖାଇ ନଦୀପଠାରେ ସନ୍ଧ୍ୟା ହୋଇଗଲେ ବେଶ୍ ଭିଡ଼ ଜମୁଛି ।
ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀ ତ ଧରାପଡ଼ିଛନ୍ତି, ତାଙ୍କ ବାପା ମଧ୍ୟ ଦୁର୍ନୀତି ଅଭିଯୋଗରେ ଫସିଥିଲେ ।
ଓଡ଼ିଶାରେ ପ୍ରତିବର୍ଷ ପ୍ରାୟ ୩ରୁ ୫ ହଜାର ରୋଗୀ ଚି଼ହ୍ନଟ ହେଉଛନ୍ତି । ଗଞ୍ଜାମ ଜିଲ୍ଲାରେ ସବୁଠାରୁ ଅଧିକ ଏଚ୍ଆଇଭି ପଜିଟିଭ୍ ଚି଼ହ୍ନଟ ହୋଇଛନ୍ତି ।
ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଟ୍ରକ୍କୁ ପଛପଟୁ ଭ୍ୟାନ୍ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ହିଁ ୮ ଜଣଙ୍କ ଜୀବନ ଚାଲିଯାଇଛି ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଖେଳିବାକୁ ଯାଇ ନାଳରେ ବୁଡ଼ି ପ୍ରାଣ ହରାଇଲେ ୨ ନିରୀହ ଛୁଆ ।
ଉତ୍କଳ ବିଶ୍ୱବିଦ୍ୟାଳୟକୁ ନ୍ୟାସନାଲ ଆସେସମେଂଟ ଆଣ୍ଡ ଆକ୍ରିଡେସନ୍ କାଉନସିଲ(ନାକ୍) ସଂଶୋଧିତ ଗ୍ରେଡ୍ ପ୍ରଦାନ କରିଛନ୍ତି । ଉତ୍କଳ ବିଶ୍ୱବିଦ୍ୟାଳୟ ପୁଣିଥରେ ଏ+ ଗ୍ରେଡ୍ ମାନ୍ୟତା ଫେରିପାଇଛି ।
କେନ୍ଦ୍ରକୁ ରାଜ୍ୟର ଅସହଯୋଗ ନେଇ ଅସନ୍ତୋଷ ଝାଡିଲେ କେନ୍ଦ୍ରମନ୍ତ୍ରୀ । ୫ ରାଜ୍ୟର ଫଳାଫଳ ପରେ ସ୍ବର ଆହୁରି ଶାଣିତ ହେବା ଅନୁମାନ ।
ମାତ୍ର ୧୯ ବର୍ଷ ବୟସରେ ରାଜନୀତିରେ ପାଦ ଥାପିଥିଲେ କାନ୍ତି । ତରୁଣୀ ଆଖିରେ ବସା ବାନ୍ଧିଥିଲା ଲୋକଙ୍କ ସେବା କରିବାର ସ୍ୱପ୍ନ । କିନ୍ତୁ ବିଡ଼ମ୍ବନା, ସେତେବେଳେ ଅନେକ ଲୋକଙ୍କ ଦୁଃଖ ଦୂର କରିଥିବା ଏହି ଯୁବନେତ୍ରୀ, ଆଜି ନିଜେ ଛଟପଟ ଅସରନ୍ତି ଦୁଃଖର ଚକ୍ରବ୍ୟୁହରେ ।
ଗତକାଲି ହସପିଟାଲରେ ଆତଙ୍କ ଖେଳାଇଥିଲେ ଦୁର୍ବୃତ୍ତ । ଅନଶନସ୍ଥଳରେ ରୋଗୀ ଦେଖିଲେ ଡାକ୍ତର ।
ଡିଗ୍ରୀ କଲେଜ ଓ ୟୁନିଭରସିଟିରେ ଦିଆଯିବ ସିଭିଲ ସର୍ଭିସ୍ କୋଚିଂ । ଶିକ୍ଷାନୁଷ୍ଠାନର ନିଜସ୍ୱ ଅର୍ଥରେ କୋଚିଂ ଦେବାକୁ ଉଚ୍ଚଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି ।