ବିଜେଡି ଓ ବିଜେପି ମିଶିକି ଅଛନ୍ତି । ନିର୍ବାଚନ ପାଖେଇଲେ ଦୁଇ ଦଳ ନାଟକ ଜୋରଦାର କରିବେ । ଆହୁରି ମଧ୍ୟ କହିଛନ୍ତି, ଓଡ଼ିଶା ଏକମାତ୍ର ରାଜ୍ୟ ଯେଉଁଠି ବାହାର ରାଜ୍ୟର ଲୋକଙ୍କ ଦବଦବା ରହିଛି ।
ପୋଲିସ ପାରିଲାନି...ଲୋକେ ପାରିବେ ! ରାଜଧାନୀରେ ଲାଗିଲା ଆପାର୍ଟମେଣ୍ଟ ଲୁଟେରାଙ୍କ ୱାଣ୍ଟେଡ୍ ପୋଷ୍ଟର । ବସ୍ ବେ' ରେ, ଇଲେକ୍କ୍ରି ଖୁଣ୍ଟରେ, କାନ୍ଥରେ, ବାଡ଼ରେ।
ଏସି ସଜାଡ଼ିବାକୁ ଯାଇ ଆଇସିୟୁରେ ପହଞ୍ଚିଗଲେ... ବଞ୍ଚି ଥାଉ ଥାଉ ମୃତ ଘୋଷିତ ହେଲେ... ଆଉ ଶେଷରେ, ନିଜ ପରିଚୟ ଦେବାର ଦିନକ ପରେ ପ୍ରାଣ ହରାଇଲେ ।
ସଂଶୋଧିତ ଭାରତୀୟ ନ୍ୟାୟ ସଂହିତାରେ ଦୁର୍ଘଟଣା ପାଇଁ ଡ୍ରାଇଭରଙ୍କ ଲାଗି କରାଯାଇଥିବା କଠୋର ଦଣ୍ଡ ବିଧାନ ବ୍ୟବସ୍ଥା ପ୍ରତିବାଦରେ ଆନ୍ଦୋଳନ ଡାକରା ଦେଇଛି ମହାସଂଘ ।
ଲୋକମାନେ କାମ ନକରି ବି ଜବ୍ କାର୍ଡରେ ଶ୍ରମିକ ଟଙ୍କା ଆସିଛି ବୋଲି କହି ଦଲାଲ ମାନେ ଟଙ୍କା ସଂଗ୍ରହ କରୁଥିବା ଅଭିଯୋଗ ହେଉଛି । ମହିଳା ମହାସଂଘ ଓ ପଞ୍ଚାୟତ କର୍ମଚାରୀଙ୍କ ନାଁରେ ଏଭଳି ଅଭିଯୋଗ ଆସିଥିଲେ ମଧ୍ୟ ସେମାନେ ଅଭିଯୋଗକୁ ଖଣ୍ଡନ କରିଛନ୍ତି ।
ମନ୍ଦିର ଗର୍ଭ ଗୃହରେ ସେ ଦର୍ଶନ କରିବା ସହ ବେଢ଼ା ପରିକ୍ରମା କରିଥିଲେ । ମନ୍ଦିର ଉନ୍ନତି ଦିଗରେ ପୂଜକ ସମିତି ସହ ଆଲୋଚନା କରିଥିଲେ। ସକାଳୁ ଧବଳେଶ୍ୱରଙ୍କୁ ଦର୍ଶନ କରିବା ପରେ ଆଠଗଡ, ବଡମ୍ବା ଓ ନରସିଂହପୁରରେ କାର୍ଯ୍ୟକର୍ତ୍ତାଙ୍କ ସହ ସାଙ୍ଗଠନିକ ବୈଠକରେ ଯୋଗଦେଇଥିଲେ ମନ୍ତ୍ରୀ ।
ଆସନ୍ତାକାଲି ଠାରୁ ରାଜ୍ୟରେ ଧର୍ମଘଟକୁ ଓହ୍ଲାଇବ ଓଡ଼ିଶା ପରିବହନ ଶ୍ରମିକ ମହାସଂଘ । ତେଲ ଡିପୋରୁ ପେଟ୍ରୋଲ, ଡିଜେଲ ଲୋଡିଂ ବନ୍ଦ ରଖିବ ମହାସଂଘ ।
ଏଠି ମନ୍ତ୍ରୀ ଓ ବିଧାୟକଙ୍କ କୌଣସି ସମ୍ମାନ ନାହିଁ । ସବୁଆଡ଼େ ଇଡି, ସିବିଆଇ ରେଡ୍ କରୁଛି ହେଲେ ଓଡ଼ିଶାରେ କାହିଁକି କରୁନି । ଏଠି ବିଜେପି-ବିଜେଡି ଦୁଇ ଭାଇ । ବିଜେପିକୁ ୧୫ ସିଟ୍ ଦେବାକୁ ବୁଝାମଣା ହୋଇଛି ।
୨୮୯ କିଲୋମିଟର ଦୀର୍ଘ ଖୋର୍ଦ୍ଧା ବଲାଙ୍ଗିର ରେଳପଥ ସଂପୂର୍ଣ୍ଣ ହେଲେ ରାଜ୍ୟର ଦୁଇଟି ଗୁରୁତ୍ୱପୂର୍ଣ୍ଣ ଅଞ୍ଚଳକୁ ସଂଯୋଗ କରିବ ।
ମଣ୍ଡିକୁ ଆସୁନି ଧାର୍ଯ୍ୟ ଲକ୍ଷ୍ୟ ଅନୁଯାୟୀ ଧାନ । କେଉଁଠି କଟନୀ ଛଟନୀ, କେଉଁଠି ବିଳମ୍ବରେ ଖୋଲିଛି ମଣ୍ଡି ।
ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଧାରଣା । ସ୍ଥାନୀୟ ବିଧାୟକଙ୍କ ବିରୋଧରେ ନାରାବାଜି ।
କୋରାପୁଟର କଳାଜିରା ଚାଉଳକୁ ଚିହ୍ନିବେ ସମସ୍ତେ । ଢେଙ୍କାନାଳର ମଗଜି ଲଡ଼ୁ ଏବେ ଜାତୀୟ ସ୍ତରରେ ପରିଚିତ ।
ପ୍ରକଳ୍ପର ଲୋକାର୍ପଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ନିମନ୍ତ୍ରଣ । ସମସ୍ତଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ ।
ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୦୭ ରବିବାର ଚନ୍ଦ୍ର- ତୁଳା ଦିବା ୦୪.୦୧ ଗତେ ବିଛା ତିଥି - ୧୧ଶୀ ରାତ୍ରି ୧୨.୪୬ ୧୨ଶୀ
ଗିରଫ ହୋଇଥିବା ଅଭିଯୁକ୍ତମାନେ କୋରାପୁଟ, ରାୟଗଡ଼ା ଓ ଆନ୍ଧ୍ରପ୍ରଦେଶର। ସେମାନେ ଟ୍ରେନରେ ଆସି ପ୍ରଥମେ ରେକି କରନ୍ତି,ପରେ ଡକାୟତି କରନ୍ତି ବୋଲି ସମ୍ବଲପୁର ଏସପି କହିଛନ୍ତି।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ରାଜ୍ୟରେ ଚାଲିଥିବା ଡ୍ରାଇଭର ମହାସଂଘର ଆନ୍ଦୋଳନକୁ ଏବେ ସ୍ଥଗିତ ରଖାଯାଇଛି।
ଖୋର୍ଦ୍ଧା-ବଲାଙ୍ଗିର ରେଳପଥରେ ଯୋଡ଼ି ହୋଇଛି ଆଉ ଏକ ଫର୍ଦ୍ଦ। ଦଶପଲ୍ଲାରୁ ଗଡ଼ିଲା ଟ୍ରେନ୍, ଅର୍ଥାତ ଖୋର୍ଦ୍ଧାପଟୁ ନୟାଗଡ଼ ଜିଲ୍ଲାର ଦଶପଲ୍ଲା ଯାଏ ରେଳପଥ ପ୍ରସ୍ତୁତ।
ନୂଆ ପ୍ରଭାରୀ, ନୂଆ ଷ୍ଟ୍ରାଟେଜି। ୨୪ ପାଇଁ ଓଡ଼ିଶା କଂଗ୍ରେସକୁ ସଶକ୍ତ କରିବାକୁ ନିଲମ୍ବିତ ନେତାଙ୍କ ଉପରୁ ଉଠିବ ନିଲମ୍ବନ ଆଦେଶ। ନୂଆ ଦାୟିତ୍ୱ ପାଇବା ପରେ ଓଡ଼ିଶା ଗସ୍ତରେ ଆସି କଂଗ୍ରେସ ପ୍ରଭାରୀ ଅଜୟ କୁମାର ଏହି ମନ୍ତ୍ର ଦେଇଛନ୍ତି।
ଶ୍ରୀକ୍ଷେତ୍ର ପରେ ପରେ ସମ୍ବଲପୁର। ପୁରୀରେ ଶ୍ରୀଜଗନ୍ନାଥ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ସରୁ ସରୁ ମାଆ ସମଲେଇ ମନ୍ଦିର ପ୍ରକଳ୍ପ ଉଦଘାଟନ ପାଇଁ ସରକାରଙ୍କ ସଜବାଜ।
ଆଉ କେତେ ମରିବେ ଜଟଣୀ ବଅଙ୍ଗ ଗାଁର ଦିଲୀପ ସାମନ୍ତରାୟ ? ଆଉ କେତେଥର ସେ ଉଠିବେ ମରଣ ଶେଯରୁ ? ଆଉ କେତେ ଶବ ଦାହ କରିବେ ଦିଲୀପଙ୍କ ସଂପର୍କୀୟ ?
କେବଳ ଯାତ୍ରୀ ନୁହନ୍ତି, ଗାଡ଼ି ଚାଳକଙ୍କ ଆନ୍ଦୋଳନ ଯୋଗୁ ଆଜି ସକାଳୁ ଭୁବନେଶ୍ୱର, କେନ୍ଦୁଝର ସମେତ ବିଭିନ୍ନ ସ୍ଥାନରେ ଓମଫେଡ୍ କ୍ଷୀର ଯୋଗାଣ ବାଧାପ୍ରାପ୍ତ ହୋଇଛି।
ଆହତ ନାବାଳକ ଘର ବିଷମକଟକ, ବେଲକଣା ବନ୍ଧୁ ଘରକୁ ଆସିଥିଲା । ଆହତ ନାବାଳକଙ୍କୁ ମନ୍ତ୍ରୀ ନିଜ ଗାଡ଼ିରେ ନେଇ ଡାକ୍ତରଖାନା ଗଲେ ।
DNA ପ୍ରୋଫାଇଲିଂ ପାଇଁ ସାମ୍ପୁଲ ଦିଲ୍ଲୀ ପଠାଯିବ। ଅତିକମ୍ରେ ୭ ଦିନ ସମୟ ଲାଗିବ, ରିପୋର୍ଟ ଆସିଲେ ଶବ ଦିଆଯିବ ବୋଲି ADCP କହିଛନ୍ତି ।
ଆମେ ବହୁତ ପ୍ରତାରଣାର ଶିକାର ହୋଇଛୁ ବୋଲି ସଂଘର ସଭାପତି କହିଛନ୍ତି । କାଲିର କାର୍ଯ୍ୟପନ୍ଥା କ’ଣ ହେବ, ଆଜି ସଂଧ୍ୟାରେ ନିଷ୍ପତ୍ତି ନେବୁ ବୋଲି ପ୍ରଶାନ୍ତ ମେଣ୍ଡୁଲି କହିଛନ୍ତି।