ରାଜ୍ୟର ମହିଳା ଓ ଯୁବକ ବିଜେପି ସପକ୍ଷରେ ଅଛନ୍ତି । ଏଠି ଜଣେ ସୁପର୍ ସିଏମ୍ ସରକାର ଚଳାଉଥିବା ଲୋକେ ଜାଣିଲେଣି ବୋଲି କହିଛନ୍ତି ବିଜୟପାଲ ସିଂ ।
ଭାରସାମ୍ୟ ହରାଇ ଘାଟିରୁ ବସଟି ଓଲଟି ପଡ଼ିଥିବା ଜଣାପଡ଼ିଛି । ଜିରାଙ୍ଗରୁ ଫେରୁଥିବା ବେଳେ ଭାରସାମ୍ୟ ହରାଇ ଓଲଟିପଡିଥିଲା ବସ । ଏହି ଦୁର୍ଘଟଣାଗ୍ରସ୍ତ ବସ୍ରେ ମୋଟ୍ ୬୦ଜଣ ଥିଲେ ।
ବର୍ତ୍ତମାନର ଡିଜିପି ସୁନୀଲ ବଂଶଲଙ୍କ କାର୍ଯ୍ୟକାଳ ଆଜି ସରିଥିବାବେଳେ ୧୯୯୦ ବ୍ୟାଚ୍ର IPS ଅରୁଣ ଷଡ଼ଙ୍ଗୀଙ୍କୁ ପୋଲିସ ଡିଜି ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି ।
ନୂଆବର୍ଷରେ ମନ୍ଦିର ସବୁଦିନ ଭଳି ସକାଳ ୫ଟାରେ ଖୋଲିବା ସହ ନିୟମିତ ନୀତିକାନ୍ତି ଚାଲିବ। ଅନ୍ୟପକ୍ଷରେ ଲିଙ୍ଗରାଜ ମନ୍ଦିର ସେବାୟତଙ୍କ ପାଇଁ ପ୍ରସ୍ତୁତ ହେବ ପରିଚୟ ପତ୍ର।
ଅନ୍ୟପକ୍ଷରେ ଆସନ୍ତାକାଲିଠୁ ନୂଆ ଏସି ବ୍ୟାରିକେଡ୍ ଦେଇ ଶ୍ରୀମନ୍ଦିର ଭିତରକୁ ଯିବେ ଶ୍ରଦ୍ଧାଳୁ । ଆଜି ପରୀକ୍ଷାମୂଳକ ଭାବେ ଏହି ନୂଆ ବ୍ୟାରିକେଡ୍ ଦେଇ ଶ୍ରଦ୍ଧାଳୁଙ୍କୁ ଛଡ଼ା ଯାଇଛି ।
ତନ୍ମୟ ମହାନ୍ତିଙ୍କୁ ଛୁରାମାଡ଼ କରିଛନ୍ତି ଦୁଇ ଜଣ । ରେମୁଣା ବିଧାୟକ ସୁଂଧାଶୁ ପରିଡ଼ାଙ୍କୁ ଦାୟୀ କଲେ ।
ସକ୍ରିୟ ଆକ୍ରାନ୍ତ ସଂଖ୍ୟା ୧୮କୁ ବୃଦ୍ଧି, ଜଣେ ସୁସ୍ଥ ସୂଚନା ।
ଗୁଜରାଟ ଅହମ୍ମଦାବାଦ ସ୍ଥିତ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଅଛନ୍ତି ମନୋରମା । ମନୋରମାଙ୍କ ପଦୋନ୍ନତି ହେବା ସହ ନୂଆ ଦାୟିତ୍ବ ଦିଆଯାଇଛି।
ସିନେମା ଜଗତଠାରୁ ଆରମ୍ଭ କରି ରାଜନୈତିକ କ୍ଷେତ୍ରରେ ମଧ୍ୟ ଦେଖାଯାଇଛି ଅନେକ ପରିବର୍ତ୍ତନ । ସାମରିକ କ୍ଷେତ୍ରରେ ମଧ୍ୟ ଭାରତ ଆହୁରି ସୁଦୃଢ଼ ହୋଇଛି ।
ପୂର୍ବରୁ ବ୍ୟବସାୟୀ ଜଣଙ୍କୁ କିଛି ଦୁର୍ବୁତ୍ତ ୧୦ଲକ୍ଷ ଟଙ୍କା ଦାଦା ବଟି ମାଗିଥିଲେ। ଦାଦାବଟି ନଦେବାରୁ ଏହି ଆକ୍ରମଣ ହୋଇଥିବା କୁହାଯାଉଛି।
ଆସନ୍ତା ଜାନୁଆରି ୭ ତାରିଖରୁ ମାଲଦାରୁ ନିୟମିତ ଭାବେ ଚାଲିବ ଏହି ଟ୍ରେନ।
ନୂଆ ବର୍ଷ ଆରମ୍ଭରୁ ବର୍ଷା ! ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା ସମ୍ଭାବନା ।
ଦିଗବାରେଣୀରୁ ବତୀଘର ଯାଏଁ ସମୁଦ୍ରକୂଳ ରାସ୍ତା ନୋ- ଭେହିକିଲ୍ ଜୋନ୍ । ସମସ୍ତ ଟୁରିଷ୍ଟ ବସ୍ ମାଳତୀପାଟପୁର ବସଷ୍ଟାଣ୍ଡରେ ରହିବ ।
ଯାନବାହନ ଯାଞ୍ଚ ସହିତ ବ୍ରେଥ୍ ଆନାଲାଇଜର୍ । କିଏ ମଦ ପିଇଥିଲା କି ଜାଣିବାକୁ ବ୍ରେଥ୍ ଆନାଲାଇଜର୍ ।
ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୩୧ ତାରିଖ ରବିବାର ଚନ୍ଦ୍ର- ସିଂହ ଅହୋରାତ୍ର ତିଥି- ୪ର୍ଥୀ ଦିବା ୧୧.୫୫ ଗତେ ୫ମୀ ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ପୂର୍ବରୁ ୪ ହଜାର କୋଟି ବ୍ୟୟବରାଦ ଥିବା ବେଳେ ଏବେ ଏଥିରେ ଆଉ ୨୧୪ କୋଟି ଟଙ୍କା ବୃଦ୍ଧି କରି ୪ ହଜାର ୨୧୪ କୋଟି ଟଙ୍କା କରାଯାଇଛି।
ମେଡ଼ିକାଲ ଷ୍ଟାଫ୍ ଓ 'ଆଲିସା' ନିର୍ଦ୍ଦେଶକଙ୍କ ନାଁରେ ଅଭିଯୋଗ । ଜାନୁଆରୀ ୫ ରେ ଆଦିବାସୀ ସଂଘର ରାୟଗଡ଼ା ବନ୍ଦ ଡାକରା ।
ରାଜ୍ୟରେ ସଂକ୍ରମଣ ବଢ଼ିବା ଆଶଙ୍କାକୁ ନେଇ ସତର୍କତା । ନୂଆବର୍ଷ ଉତ୍ସବ ଘରେ ପାଳିବାକୁ ସ୍ବାସ୍ଥ୍ୟ ବିଭାଗର ଅପିଲ ।
‘କଂଗ୍ରେସରେ ଥିଲା ବେଳେ ବିଜୁ ବାବୁ ପାରାଦୀପ ବନ୍ଦର କରିଥିଲେ’ । ‘ନବୀନଙ୍କ ବେଳେ ନୁହେଁ, ଜାନକୀ ମୁଖ୍ୟମନ୍ତ୍ରୀ ଥିଲା ବେଳେ IOCL ହୋଇଥିଲା’ ।
ନୂଆ ବର୍ଷରୁ ଜଗା ଦର୍ଶନରେ ଲାଗିବ ଅନେକ କଟକଣା । ଅଶାଳୀନ ପୋଷାକ ପିନ୍ଧି ମନ୍ଦିର ଭିତରକୁ ଶ୍ରଦ୍ଧାଳୁଙ୍କୁ ପ୍ରବେଶ ମନା। ଶ୍ରୀମନ୍ଦିର ଭିତରେ ଖାଇପାରିବେନି ପାନ ଗୁଟଖା, ଭିତରକୁ ପଲିଥିନ ବି ବାରଣ।
'ଇଣ୍ଡିଆନ୍ କାଉନସିଲ୍ ଅଫ୍ ହିଷ୍ଟୋରିକାଲ୍ ରିସର୍ଚ୍ଚ ପକ୍ଷରୁ ଗବେଷଣା ହେବ' । 'ସ୍ୱାଧିନତା ସଂଗ୍ରାମର ଅଜଣା ନାୟକଙ୍କୁ ରାଷ୍ଟ୍ରୀୟ ମର୍ଯ୍ୟାଦା ଦିଆଯିବ' ।
ଓଡ଼ିଶାକୁ ୫ରୁ ୬ଟି କ୍ଲଷ୍ଟରରେ ଭାଗ କରାଯିବ। ଆଉ ଏସବୁ କ୍ଲଷ୍ଟର ଦାୟିତ୍ୱରେ ରହିବେ ନିଜେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ।
ସେହିପରି ନଗର ଉନ୍ନୟନ ବିଭାଗରେ ୩୬୫ ଇଞ୍ଜିନିୟର ପଦବୀ ସୃଷ୍ଟି, IIPH ପ୍ରତିଷ୍ଠା ଲାଗି ୫ ଏକର ଜମି ଦେବାକୁ ନିଷ୍ପତ୍ତି ହୋଇଛି। ୨୦୦ଟି ନୂଆ ଇ-ବସ୍ କିଣି ଚଲାଇବେ ରାଜ୍ୟ ସରକାର।
୧୯୯୦ ବ୍ୟାଚ୍ର IPS ଅଫିସର ହେଉଛନ୍ତି ଅରୁଣ । ବିଜୁ ପଟ୍ଟନାୟକ ପୋଲିସ ଏକାଡେମୀର ନିର୍ଦ୍ଦେଶକ ଅଛନ୍ତି ଅରୁଣ ଷଡ଼ଙ୍ଗୀ ।