ଖୋଦ୍ ରାଜ୍ୟପାଳ ରାଜଭବନରୁ ବାହାରି ସିଧାସଳଖ ଲୋକଙ୍କ ପାଖକୁ ଯାଇ ଭଲମନ୍ଦ ଶୁଣୁଛନ୍ତି ଯାହା ଆଗରୁ କେବେ କେଉଁଠି ଦେଖାଯାଇଛି ନାହିଁ। ଲୋକେ ତାଙ୍କୁ ବିଭିନ୍ନ ସମସ୍ୟା ବିଷୟରେ କହୁଛନ୍ତି। ତେବେ ବିଜେଡି ସରକାର ନୂଆ ଓଡ଼ିଶାର ନାରା ଲଗାଇବାବେଳେ ନୂଆ ରାଜ୍ୟପାଳ ରଘୁବରଙ୍କ ଏହି 'ନିଆରା' ଘଟଣା ସରକାରଙ୍କୁ ଅଡୁଆରେ ପକେଇବନି ତ?
ଜାତୀୟ ରୋଲର ସ୍ପିଡ୍ ସ୍କେଟିଙ୍ଗ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ପଦକ ହାସଲ କରିବାରେ ଏ ଆର୍ ଦେବାଂଶ ହୋଇଛନ୍ତି ପ୍ରଥମ ଓଡ଼ିଆ ।
ବିଏମସି ମୁଖ୍ୟାଳୟରେ କାମ କରୁଥିବା ସମସ୍ତ କର୍ମଚାରୀ ସକାଳ ୯.୪୫ରୁ ୧୦.୧୫ ମଧ୍ୟରେ ପହଞ୍ଚିବା ଦରକାର ।
ବଢୁଛି ରାୟଗଡ଼ା ଜିଲ୍ଲା ଚନ୍ଦ୍ରପୁର ସ୍ଥିତ ମା’ ଗୃହ ୱାଡେନ୍ ଲକ୍ଷ୍ମୀ ମାଝୀଙ୍କ ମୃତ୍ୟୁ ରହସ୍ୟ । ଅନ୍ୟ କେଉଁଠି ହତ୍ୟା କରି ପ୍ରମାଣ ନଷ୍ଟ ପାଇଁ ଲକ୍ଷ୍ମୀଙ୍କୁ ଜାଳି ଦିଆ ଯାଇଥିବା ଆଶଙ୍କା କରାଯାଉଛି ।
ପୁଣି ଡରାଇଲାଣି କରୋନା । ରାଜ୍ୟରେ ଚିହ୍ନଟ ହେଲେ ଆଉ ଜଣେ କୋଭିଡ ଆକ୍ରାନ୍ତ । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ଜଣେ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସାଧାରଣତନ୍ତ୍ର ଦିବସ ପରେଡରେ ବିଭିନ୍ନ ରାଜ୍ୟରୁ ପ୍ରଜ୍ଞାପନ ମେଢ଼ ସ୍ଥାନ ପାଇବାକୁ ଥିବା ବେଳେ, ଓଡ଼ିଶାରୁ ଏନେଇ ଏକ ସୁନ୍ଦର ଡିଜାଇନ୍ ପଠାଇଛନ୍ତି ଶିଳ୍ପୀ କୀର୍ତ୍ତି କିଶୋର ମହାରଣା ।
ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ବଢିଥିଲେ ବି ଜାରି ରହିଛି ଶୀତ ଲହରୀ ।
ସୌର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୩୦ ତାରିଖ ଶନିବାର । ଚନ୍ଦ୍ର- କର୍କଟ ନିଶାନ୍ତ ୦୫.୪୨ ଗତେ ସିଂହ । ତିଥି- ୩ୟା ଦିବା ୦୯.୪୪ ଗତେ ୪ର୍ଥୀ । ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..
ଆଜି ଭୋର ୫ଟା ସମୟରେ ଭି. କେ ପାଣ୍ଡିଆନ ପୁରୀ ଆସିଥିବା ସମୟରେ ଜିଲ୍ଲା କଂଗ୍ରେସ ପକ୍ଷରୁ ତାଙ୍କୁ ବିରୋଧ କରାଯାଇଛି ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ପୋଲିସର କହିବା କଥା, ଅପହୃତ ଯୁବକ ଶଙ୍କର୍ଷଣ ଦାସ ନୁହଁ, ତାଙ୍କ ନାଁ ପିଣ୍ଟୁ ସାହୁ। ତାଙ୍କ ନାଁରେ ପୂର୍ବରୁ ଗଞ୍ଜେଇ ଚୋରାଚାଲାଣ ଓ ବନ୍ଧୁକ କାରବାର ନେଇ ଖଣ୍ଡଗିରି ଏବଂ ତମାଣ୍ଡୋ ଥାନାରେ ଏକାଧିକ ମାମଲା ରହିଛି। ଏ
ଭୁବନେଶ୍ୱରରେ କୁକୁରଙ୍କ ପାଇଁ ମଶାଣି କରିବ BMC । ଏଭଳି ଏକ ନୂଆ ଯୋଜନା ହାତକୁ ନେଇଛି ବିଏମସି ।
ପଦ୍ମପୁର ଅତିରିକ୍ତ ଜିଲ୍ଲାପାଳ ନିଯୁକ୍ତି ଦ୍ୱାରା ଅଞ୍ଚଳର ପ୍ରଶାସନିକ ବ୍ୟବସ୍ଥା ସୁଦୃଢ଼ ହେବା ସହିତ ଲୋକଙ୍କ ଅଭିଯୋଗର ତ୍ୱରିତ ଶୁଣାଣି ଏବଂ ବିକାଶ କାର୍ଯ୍ୟକ୍ରମ ତ୍ୱରାନ୍ୱିତ ହୋଇପାରିବ ବୋଲି ଆଶା ରଖିଛନ୍ତି ସରକାର।
କିଏ ଦୁଇ ଥରର ବିଧାୟକ ତ କିଏ ଥରେ । କିଏ ବିଜେଡି ଆରମ୍ଭରୁ ଅଛନ୍ତି ତ ଆଉ କିଏ ୧୮ ବର୍ଷ ଧରି ଦଳ ସହ ଜଡିତ । ଗଞ୍ଜାମ ଜିଲ୍ଲାର ଲୋକ ପ୍ରତିନିଧି, ବିଜୁ ଜନତା ଦଳର ବରିଷ୍ଠ ନେତା ।
ଏଥିସହ କୋଭିଡ୍ ପଜିଟିଭ ଚିହ୍ନଟ ହେଲେ ଘରୋଇ ସଙ୍ଗରୋଧରେ ରହିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି । ଜନସାଧାରଣଙ୍କ ମଧ୍ୟରେ ସଚେତନତା ବୃଦ୍ଧି କରିବାକୁ କୁହାଯାଇଛି ।
ନୂଆବର୍ଷରୁ ନୂଆ ଢାଞ୍ଚା । ହଟିଯିବ ପୁରୁଣା ବ୍ୟାରିକେଡ୍ । ଏସି ଟନେଲରେ ରହିବ ସେଡ୍ । ଆସନ୍ତା ଜାନୁଆରୀ ପହିଲାରୁ ଶ୍ରୀମନ୍ଦିରରେ ଭକ୍ତଙ୍କ ପାଇଁ ଲାଗୁ ହେବାକୁ ଯାଉଛି ସଂପୂର୍ଣ୍ଣ ନୂଆ ଦର୍ଶନ ପ୍ରଣାଳୀ ।
ଏସସିବି ମେଡିକାଲରେ କେବଳ ମେଡିସିନ ୱାର୍ଡ ନୁହେଁ, କାଜୁଆଲିଟିରେ ମଧ୍ୟ ସମାନ ଅବସ୍ଥା। ଦୁର୍ଘଟଣାରେ ଆହତ ହୋଇ କାଜୁଆଲିଟିକୁ ଆସୁଥିବା ରୋଗୀଙ୍କୁ ମଧ୍ୟ ସିଡିରେ ନିଆଯାଉଛି ।
ରାଜଧାନୀ ଭୁବନେଶ୍ୱରରେ ଯୁବ ବ୍ୟବସାୟୀଙ୍କୁ ଅପହରଣ ଅଭିଯୋଗକୁ ନେଇ ହଇଚଇ । ଖଣ୍ଡଗିରି ପାତ୍ରପଡ଼ାର ଯୁବ ବ୍ୟବସାୟୀ ଶଙ୍କର୍ଷଣ ଦାସଙ୍କୁ କିଡନ୍ୟାପ୍ ଅଭିଯୋଗକୁ ନେଇ ଚାଞ୍ଚଲ୍ୟ । କାର୍ ଭିତରେ ବସାଇ ଦୁର୍ବୃତ୍ତ ଘୁରିବୁଲୁଛନ୍ତି ଏଣେତେଣେ ।
ନିକଟରେ ଦିଲ୍ଲୀରେ ଅନୁଷ୍ଠିତ କେନ୍ଦ୍ରୀୟ ପଦାଧିକାରୀ ବୈଠକରେ ଓଡ଼ିଶା ଦଖଲ ପାଇଁ ପ୍ରସ୍ତୁତ ହୋଇଥିବା ରଣନୀତିରେ ସଂଗଠନ ଓ ବୁଥ୍ ପରିଚାଳନା ଉପରେ ସର୍ବାଧିକ ଗୁରୁତ୍ୱ ଦେଇଥିଲେ ମୋଦି- ଶାହ ।
ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ୬ ମାସ ବଢ଼ାଇଲେ ରାଜ୍ୟ ସରକାର। ୨୦୨୪ ଜୁନ୍ ୩୦ ପର୍ଯ୍ୟନ୍ତ କାର୍ଯ୍ୟକାଳ ବଢ଼ାଇଲେ ସରକାର।
ପାଣ୍ଡରା ସ୍ଥିତ ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣ। ହସ୍ପିଟାଲ ପରିସରରେ ଅକ୍ସିଜେନ୍ ସିଲିଣ୍ଡର ବିସ୍ଫୋରଣ ସୂଚନା।
ଏହି ବୈଠକରେ ହିଂଜିଳିର ପୂର୍ବତନ ବିଧାୟକ ଉଦୟ ନାୟକ, ହରିହର ସାହୁ, ବ୍ରହ୍ମପୁରର ପୂର୍ବତନ ବିଧାୟକ ଶିବ ଶଙ୍କର ସାହାଣି, ଖଲ୍ଲିକୋଟର ପୂର୍ବତନ ବିଧାୟକ ପୂର୍ଣ୍ଣ ସେଠି, ଛତ୍ରପୁରର ପୂର୍ବତନ ବିଧାୟକ ଅଶୋକ ଚୌଧୂରୀ ଓ ଜଗନ୍ନାଥ ପ୍ରସାଦର ପୂର୍ବତନ ବିଧାୟକ ସୀମାଞ୍ଚଳ ବେହେରା ଉପସ୍ଥିତ ଥିଲେ ।
ଆଜି ଦିନ ତମାମ କୋରାପୁଟ ଓଡ୍ରାଫ, ନନ୍ଦପୁର ଅଗ୍ନିଶମ ବିଭାଗ କର୍ମଚାରୀ ଓ ସ୍ଥାନୀୟ ଲୋକେ ମିଶି ଉଦ୍ଧାର କାର୍ଯ୍ୟ ଜୋରଦାର କରିଥିଲେ । ତେବେ ବହୁ ଖୋଜାଖୋଜି ପରେ ନିଖୋଜ ୪ ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିଲା
ଭୀମଭୋଇ ମେଡିକାଲରେ ହାଉସ ସର୍ଜନଙ୍କୁ ଆକ୍ରମଣ ଘଟଣାରେ ୨ ଜଣଙ୍କୁ ଗିରଫ କଲା ପୋଲିସ । ମୁଖ୍ୟ ଅଭିଯୁକ୍ତ ସମୀର ବଡ଼ମାଳି ଓ ସହଯୋଗୀ ରାଜୁ ସାହୁଙ୍କୁ ଏହି ମାମଲାରେ ଗିରଫ କରାଯାଇଛି ।
ସିଭିଲ ଓ ମେକାନିକାଲ ଉଭୟ କ୍ଷେତ୍ରରେ ଆସିଷ୍ଟାଣ୍ଟ ଇଞ୍ଜିନୟର ପାଇଁ ମୋଟ ୬୨୧ ପଦବୀ ପୁରଣ ହେବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି । ସେଥିମଧ୍ୟରୁ ସିଭିଲ ପାଇଁ ୫୮୦ ପଦବୀ ଓ ମେକାନିକାଲ ପାଇଁ ୪୧ ପଦବୀ ଖାଲି ରହିଛି ।