ପୁତୁରାର ଅନ୍ତିମ ସଂସ୍କାର ପରେ ହଠାତ୍ ତୈଲୋକ ମହାନ୍ତି ସେଠି ଟଳି ପଡ଼ିଥିଲେ। ନିଜେ ଅସୁସ୍ଥ ଥିଲେ କିନ୍ତୁ ପୁତୁରାର ମୃତ୍ୟୁ ଖବର ଶୁଣି ସେ ଗାଁରୁ ପୁରୀ ଦୌଡ଼ି ଯାଇଥିଲେ। ପୁତୁରା ମୃତ୍ୟୁ ତାଙ୍କୁ ଗଭୀର ଆଘାତ ଦେଇଥିଲା।
ବିଶ୍ୱବିଦ୍ୟାଳୟରେ ୮ ମହଲା ବିଶିଷ୍ଟ ପ୍ରଶାସନିକ ଓ ଶୈକ୍ଷିକ ଭବନ ହେବ, ସେହିପରି ୫ ମହଲା ମହିଳା ଛାତ୍ରାବାସ, ପୁରୁଷ ଛାତ୍ରାବାସର ବି ଶିଳାନ୍ୟାସ ହୋଇଛି ..
ସରକାରୀ ଚାକିରିରୁ ଅବସର ନେବାକୁ ଅନୁମତି। ଅବସର ପାଇଁ ଅନୁମତି ଦେଲେ ରାଜ୍ୟ ସରକାର। ଡିସେମ୍ବର ୩୧ରେ ଅବସର ନେବାକୁ ସରକାରଙ୍କ ଅନୁମତି।
ପୂର୍ବରୁ ଏ ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ବିରୋଧରେ ହତ୍ୟା, ହତ୍ୟା ଷଡ଼ଯନ୍ତ୍ର ଓ ଧମକ ଭଳି ସଂଗୀନ ଦଫା ଚାଲୁ ରଖିବାକୁ ସାଲେପୁର JMFC କୋର୍ଟ ନିର୍ଦ୍ଦେଶ ଦେଇଥିଲେ। କୁଳମଣି ବରାଳ ଓ ଦିବ୍ୟସିଂହ ବରାଳଙ୍କ ହତ୍ୟା ମାମଲାରେ ଫସିଛନ୍ତି ମାହାଙ୍ଗା ବିଧାୟକ ପ୍ରତାପ ଜେନା।
ଏଣିକି ପର୍ଯ୍ୟଟକ ଏଠାକୁ ଆସିଲେ କେବଳ ଯେ, ଡ୍ୟାମ ବୁଲି ମଜା ନେବେ ତା ନୁହେଁ, ଡ୍ୟାମ୍ ବୁଲିବା ସହ ଏଥିରେ ସ୍ପିଡ୍ ବୋଟିଂର ବି ମଜା ନେଇପାରିବେ ।
ରାସ୍ତା ମରାମତି ପାଇଁ ସ୍ଥାନୀୟ ପ୍ରଶାସନଠାରୁ ଆରମ୍ଭ କରି ବିଡିଓ, କଲେକ୍ଟର ଓ ଜନପ୍ରତିନିଧି, ସମସ୍ତଙ୍କୁ ଗୁହାରି କରିଛନ୍ତି ଗାଁ ଲୋକେ । ହେଲେ କେହି ଶୁଣୁନାହାନ୍ତି ।
ପୂର୍ବରୁ ମଧ୍ୟ ସେ ଅନେକ ଜାତୀୟ ସ୍ତରର କ୍ରୀଡ଼ା ପ୍ରତିଯୋଗୀତାରେ ସାମିଲ ହୋଇ ପୁରସ୍କାର ପାଇଛନ୍ତି । ତାଙ୍କର ଏହି ସବୁ ଉପଲବ୍ଧି ପାଇଁ ପୁରା ଗାଁ ଆଜି ତାଙ୍କୁ କାନ୍ଧରେ ବସାଇ ବୁଲାଉଛନ୍ତି ।
ସ୍ୱାମୀଙ୍କ ମୃତଦେହକୁ ଧରି ବାହୁନି ବାହୁନି କାନ୍ଦୁଥିବା ବେଳେ ଅଚେତ ହୋଇପଡିଥିଲେ । ପରିବାର ସଦସ୍ୟ ତାଙ୍କୁ ଡାକ୍ତରଖାନା ନେଇଥିଲେ ହିଁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
କଳାହାଣ୍ଡି କେସିଙ୍ଗା ଉତକେଲା ଜୁନିୟର୍ କଲେଜର ଏହି ୪ ଛାତ୍ରଙ୍କୁ ଜଣେ ପୂର୍ବତନ ଛାତ୍ର ବିଚ୍ ରାସ୍ତାରେ ମାଡ଼ ମାରିଛନ୍ତି। ବିନା କାରଣରେ ରାସ୍ତାରୁ ଡାକି ପିଟିଛନ୍ତି। କେବଳ ମାଡ଼ ନୁହେଁ ଗାଳି ଗୁଲଜ କରିବା ସହ ୪ ଜଣ ଛାତ୍ରଙ୍କୁ ସିଗାରେଟ୍ ମଧ୍ୟ ପିଆଇଛନ୍ତି।
କଲ୍ୟାଣସିଂହପୁର ଏବଂ ଗୁଡାରି ମେଡିକାଲକୁ ଗଲା ଔଷଧ ...ସଫଳ ହେଲେ ଶୀଘ୍ର ଅନ୍ୟ ସ୍ଥାନକୁ ଯିବ ଔଷଧ...
କୀର୍ତ୍ତିରାଜିକୁ ନୂଆ ପ୍ରକଳ୍ପରେ ସ୍ଥାନ ଦିଆଯାଉ…ରତ୍ନଭଣ୍ଡାର ଶୀଘ୍ର ଖୋଲାଯାଉ କହିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…ଶ୍ରୀଜିଉଙ୍କୁ ଦର୍ଶନ ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିକ୍ରିୟା …
ଆବର୍ଜନାର ଦୁର୍ଗନ୍ଧରେ ଫାଟି ପଡ଼ୁଛି ପ୍ରାୟ ୫ କିଲୋମିଟର ପରିବ୍ୟାପ୍ତ ଅଞ୍ଚଳ। ବାଟ ଚଲା ଲୋକଠୁ ସ୍ଥାନୀୟ ବାସିନ୍ଦା ସମସ୍ତଙ୍କର ଗୋଟିଏ ଅଭିଯୋଗ, ଅସହ୍ୟ ଏ ଦୁର୍ଗନ୍ଧ ।
ବିଳମ୍ବ ନ କରି ହସ୍ତକ୍ଷେପ କରିବାକୁ ଲେଖିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ
୨୦ ତାରିଖରେ ହେବାକୁ ଥିବା ୨୬ ତମ ସର୍ବ ଭାରତୀୟ ସାନ୍ତାଳୀ ଲେଖକ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।
ଭାରତୀୟ ରାଷ୍ଟ୍ରଦୂତଙ୍କୁ ଚିଠି ଲେଖି ନିବେଦନ କଲେ ବୈଜୟନ୍ତ….୨୧ ଶ୍ରମିକଙ୍କ ମଧ୍ୟରେ ଅଛନ୍ତି ୧୪ ଜଣ ଓଡ଼ିଆ ଶ୍ରମିକ…କେନ୍ଦ୍ରାପଡ଼ା ଆଳି ଅଞ୍ଚଳର ୧୧, ଭଦ୍ରକର ୨ ଓ ଢେଙ୍କାନାଳର ଜଣେ ଶ୍ରମିକ….
ଝଡ଼ ପରର ନିରବତା । ଶାନ୍ତ ପଡ଼ି ଯାଇଛି ସବୁବେଳେ ହସାଉଥିବା ମୁହଁଟି ।
କୋଶଳ ରାଜ୍ୟ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବନ୍ଦ ପାଳନ ….ବନ୍ଦରୁ ଅତ୍ୟାବଶ୍ୟକ ସେବା, ମେଡିକାଲ, ପରୀକ୍ଷା ବାଦ୍…..
ମୃତଦେହରୁ ତାଡ଼ି ନେଇଗଲେ କିଡନୀ ସହ ଆଖି ! ଏଭଳି ଅଭିଯୋଗ କୌଣସି ଉପାନ୍ତ ଅଞ୍ଚଳରୁ ଆସି ନାହିଁ ବରଂ ରାଜଧାନୀ ଭୁବନେଶ୍ୱରରୁ ଆସିଛି ।
ବେଦାନ୍ତ ୟୁନିଭର୍ସିଟି ଏବେ ବି ତାଙ୍କର ସ୍ୱପ୍ନ ବୋଲି ବେଦାନ୍ତ ଗ୍ରୁପ୍ର ଅଧ୍ୟକ୍ଷ ଅନୀଲ ଅଗ୍ରୱାଲ କହିଛନ୍ତି ।
କେନ୍ଦ୍ରାପଡା ଜିଲ୍ଳାର ପର୍ଯ୍ୟଟନସ୍ଥଳୀ ହବାଳିଖଟି ଏବେ ବିପଦରେ । ଧୀରେ ଧୀରେ ଏହା ଓଡିଶା ପର୍ଯ୍ୟଟନ ମାନଚିତ୍ରରୁ ବିଲୁପ୍ତ ହେବାକୁ ବସିଲାଣି ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ପୁରୀ ବେଳାଭୂମିରେ ଆକର୍ଷଣୀୟ ବାଲୁକା କଳା ନିର୍ମାଣ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ୫୬ ଫୁଟ୍ ଲମ୍ବର ଏକ ବିରାଟକାୟ ବିଶ୍ୱକପ୍ ଟ୍ରଫି ପ୍ରତିକୃତୀ ନିର୍ମାଣ କରିବା ସହ ଟିମ୍ ଇଣ୍ଡିଆକୁ ଶୁଭେଛା ଜଣାଇଛନ୍ତି।
ଅନ୍ଧାରୀ ସୁଡଙ୍ଗରେ ଫସିଥିବା ଓଡ଼ିଆ ଶ୍ରମିକଙ୍କୁ ଓଡ଼ିଶାରୁ ଯାଇଥିବା ଶ୍ରମ ଅଧିକାରୀଙ୍କ ଆଶ୍ୱାସନା । ସମ୍ପର୍କ ସ୍ଥାପନର ଏକ ମାତ୍ର ମାଧ୍ୟମ । ଏକ ସରୁ ପାଇପ୍ ବାଟେ କଥା ହେବା ସହ ଧୈର୍ଯ୍ୟର ସହ ଅପକ୍ଷା କରିବାକୁ ପରାମର୍ଶ ଦେଇଛନ୍ତି ଶ୍ରମ ଅଧିକାରୀ ।
ଭୂତ ଖାଉଛନ୍ତି ବାର୍ଦ୍ଧକ୍ୟ ଭତ୍ତା । ଟାର୍ଗେଟ ଖାଲି ଅଛି, ହେଲେ ମଞ୍ଜୁର ହେଉନି ଆବେଦନ । ଡିବିଟିରେ ହିତାଧିକାରୀଙ୍କ ପାଖକୁ ବି ଯାଉନି ଟଙ୍କା ।
ମାଟିରେ ମିଶିଛି ମଠବାଡ଼ି । ଧୂଳିସାତ୍ ହୋଇଛି ଧର୍ମଶାଳା । ଦୂରଦୂରାନ୍ତରୁ ଜଗଦର୍ଶନ ପାଇଁ ଆସୁଥିବା ଗରିବ ଗୁରୁବା ଭକ୍ତ ରାତି ରାତି ବଡ଼ଦାଣ୍ତରେ ପଡ଼ିରହିଛନ୍ତି ।