ଭୁବନେଶ୍ବର ବୁଦ୍ଧେଶ୍ବରୀ କଲୋନିରେ ବିରୋଧ ଓ ଅଟକ ଘଟଣାରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ । ଅଭିଭାଷଣରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶ୍ନବାଣ ଛାଡ଼ିଛନ୍ତି ଅପରାଜିତା ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ପୂର୍ବରୁ ଠାବ ହୋଇଛି ୫ଶହ ବର୍ଷ ତଳର ମନ୍ଦିର । ବାଲି ତଳେ ପୋତା ମନ୍ଦିରର ଦିଶୁଛି କେବଳ ଚୂଡ଼ା ।
୨୪'ରେ କେମିତି ଓଡ଼ିଶା ଦଖଲ କରିବ ବିଜେପି । ରାଷ୍ଟ୍ରୀୟ ପଦାଧିକାରୀ ବୈଠକରେ ପ୍ରସ୍ତୁତ ହୋଇଛି ସ୍ବତନ୍ତ୍ର ରୋଡମ୍ୟାପ୍ ।
ରାଜ୍ୟପାଳଙ୍କ ଦରବାରରେ ଏଥର ଚାଷୀ ସମସ୍ୟା । ଚଷା ପୁଅ ବଖାଣିଲା ଧାନ ସଂଗ୍ରହର ଅବ୍ୟବସ୍ଥା । କିଭଳି ଧାନର ଅଭାବୀ ବିକ୍ରି ହେଉଛି ସେନେଇ ରାଜ୍ୟପାଳଙ୍କୁ ଅବଗତ କଲା ଚାଷୀ ।
ଯୌନ ପିପାସା କବଳରେ ପଡ଼ିଥିଲା, କାମ ଏପରି କଲା ଯେ .. ନର ରାକ୍ଷସ ପାଲଟିଗଲା । ନାବାଳକ ସହ ଅପ୍ରାକୃତିକ ଶାରିରୀକ ସଂପର୍କ ରଖି, ଶେଷରେ ଧରାପଡ଼ିଯିବା ଭୟରେ ତାକୁ ଶେଷ କରିଦେଇଥିଲା ଚିରଦିନ ଲାଗି ।
ଧରାପୃଷ୍ଠକୁ ଯୀଶୁଙ୍କ ଆଗମନ ପରେ ଉତ୍ସବମୁଖର ପରିବେଶ । ଗାଁଠୁ ସହର ସବୁଠି ଖେଳିଯାଇଛି ବଡ଼ଦିନର ଆନନ୍ଦ ଉଲ୍ଲାସ । ରାଜ୍ୟସାରା ଧୁମଧାମରେ ସେଲିବ୍ରେସନ୍ ଚାଲିଥିଲା ବେଳେ ଭାଟିକାନସିଟିରେ ବି କ୍ରିସମାସ୍ ପାଳନ କରିଥିଲେ ଖ୍ରୀଷ୍ଟଧର୍ମର ସର୍ବୋଚ୍ଚ ଗୁରୁ ପୋପ୍ ଫ୍ରାନସିସ୍ ।
ଗୋଟିଏ ପଟେ ଶ୍ରୀମନ୍ଦିର ସୁରକ୍ଷା ଓ ଭିଡ଼ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ବାଟାଲିୟନ ପାଇଁ ପ୍ରସ୍ତାବ ଆସିଥିବା ବେଳେ ଏଣେ ଦିନକୁ ଦିନ ବଢ଼ି ଚାଲିଛି ଅସମ୍ଭାଳ ଭିଡ଼ । ଖ୍ରୀଷ୍ଟମାସ ଛୁଟି ସାଙ୍ଗକୁ ଆସୁଛି ନୂଆବର୍ଷ । ଜଗା ଦର୍ଶନ ପାଇଁ ବ୍ୟାରିକେଡରେ ଭକ୍ତ ଚୁଣ୍ଟାଚୁଣ୍ଟି ।
ବଡଦିନ ଓ ନୂଆବର୍ଷ ପାଇଁ ରାଜଧାନୀରେ ପଇଁତରା ମାରୁଛି ପୋଲିସ । ହେଲେ କମିଶନରେଟ୍ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଆତଙ୍କ ଖେଳାଇ ଚାଲିଛନ୍ତି ଅପରାଧୀ । ଗତକାଲି ଏୟାରପୋର୍ଟ ଛକରେ ୨ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ବେଳେ ଆଜି ପୋଲିସ ୮ ଜଣଙ୍କୁ ଗିରଫ କରିଛି ।
ଶ୍ରୀମନ୍ଦିରର ସୁରକ୍ଷା ପାଇଁ ଗଠନ ହେବ ସ୍ବତନ୍ତ୍ର ବାଟାଲିୟନ । ଏହି ବାଟାଲିୟନରେ ୧୧୯୦ ସୁରକ୍ଷାକର୍ମୀ ରହିବେ । ଏ ସଂପର୍କିତ ଏକ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି ।
ମୁମ୍ବାଇ ଇଣ୍ଡିଆନ୍ସ ଆଇପିଏଲ୍ ୨୦୨୪ ପାଇଁ ଟିମ୍କୁ ପାଞ୍ଚ ଥର ଚାମ୍ପିଅନ୍ କରାଇଥିବା ରୋହିତ ଶର୍ମାଙ୍କ ସ୍ଥାନରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନୂଆ ଅଧିନାୟକ କରିଛି। ଏହାକୁ ନେଇ ଭାରତୀୟ କ୍ରିକେଟ୍ ମହଲରେ ଖୁବ ଚର୍ଚ୍ଚା ହେଉଛି। ଏହା ସହିତ ପ୍ରଶ୍ନ ଉଠିଛି ଯେ ଆଇପିଏଲ୍ରେ ଆଗକୁ କ’ଣ କରିବେ ରୋହିତ - ଅନ୍ୟ ଟିମ୍କୁ ଯିବେ, ଟିମ୍ରେ ରହିବେ ନା ଆଉ କିଛି ପଦକ୍ଷେପ ନେବେ?
ହିନ୍ଦୀ ବ୍ଲଗର କାମିୟା ଜାନି କାହିଁକି ପ୍ରବେଶ କଲେ ଶ୍ରୀମନ୍ଦିରରେ? କିଏ ଓ କାହିଁକି ତାଙ୍କୁ ପ୍ରବେଶ କରାଇଥିଲେ ?
ନିଷ୍ପତ୍ତି ଅନୁଯାୟୀ, ଲୋକସଭା ଓ ବିଧାନସଭାରେ ଭିନ୍ନ ଭିନ୍ନ ରଣନୀତି ପ୍ରସ୍ତୁତ କରାଯିବ ବୋଲି କହିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ।
ଗତକାଲି କଣ୍ଟାବାଞ୍ଜି ନିକଟସ୍ଥ ବିଭିନ୍ନ ଗାଁର ୬ ଜଣ ରୋଗୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କଣ୍ଟାବାଞ୍ଜି ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ସେମାନଙ୍କ ମଧ୍ୟରୁ ଆଜି ସକାଳୁ ୨ ଜଣଙ୍କର ମୃତ୍ୟୁ ହୋଇଛି।
ପାରିବାରିକ ବିବାଦକୁ ନେଇ ଗଣେଶଙ୍କୁ ତାଙ୍କ ବଡ଼ଭାଇ ମହେନ୍ଦ୍ର ବାଗ୍ ଏକ ଧାରୁଆ ଅସ୍ତ୍ରରେ ତାଙ୍କ ଛାତି ଏବଂ ପେଟକୁ ବାରମ୍ବାର ଆକ୍ରମଣ କରିଥିଲେ।
ଗତକାଲି ଭୁବନେଶ୍ୱର ଏୟାରପୋର୍ଟ ଛକରେ ୨ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଥିଲା। ଦୁଇ ଯୁବକଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ୨ ଜଣ ଯୁବକ ଆହତ ହୋଇଥିଲେ ।
କିଛି ଦିନ ହେଲା ହାତୀଟି ଅସୁସ୍ଥ ହୋଇ କାଞ୍ଚନପୁର ଓ ହରିହରପୁର ଜଙ୍ଗଲରେ ବୁଲୁଥିଲା । ହାତୀ ଅସୁସ୍ଥ ଥିବା ଜାଣିପାରି ଗ୍ରାମବାସୀ ବନବିଭାଗକୁ ଖବର ଦେଇଥିଲେ।
ନିଜର ଯନ୍ତ୍ର ଚାଳିତ ବ୍ୟସ୍ତ ବହୁଳ ଜୀବନରୁ କିଛି ସମୟ ବିରତି ଦେଇ ବିଶ୍ୱର ପନ୍ଦରରୁ ଅଧିକ ଦେଶରେ ଖେଳାଇ ହୋଇରହିଥିବା ପୁରାତନ ଛାତ୍ରଛାତ୍ରୀମାନେ ବହୁଳ ଭାବେ ଯୋଗଦାନ ଦେଇ ଏହି କାର୍ଯ୍ୟକ୍ରମଟିକୁ ସଫଳ କରିଥିଲେ l
ସାମାନ୍ୟ କୋବି ଲାଗି ପୁଅ ନିଜ ମାଆକୁ ଗାଁ ଦାଣ୍ଡରେ ପିଟିବା ସହ ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧିବା ଘଟଣାକୁ ଚାରିଆଡେ ଅସନ୍ତୋଷ ଦେଖା ଯାଇଥିଲା।
ପୁରୀରେ ପ୍ରବଳ କୁହୁଡି ଯୋଗୁ ଦୂରରୁ ଦୃଶ୍ୟମାନ ହେଉନି ଶ୍ରୀମନ୍ଦିର। ଦୂରରୁ ନାଟମଣ୍ଡପ, ଜଗମୋହନ, ନୀଳଚକ୍ର ଆଦି ଦେଖାଯାଉନଥିବାରୁ ଭକ୍ତମାନେ ନିରାଶ ହୋଇଛନ୍ତି।
ବଢ଼ୁଥିବା ଶୀତ ଲୋକଙ୍କ ଦିନଚର୍ଯ୍ୟାକୁ ବଦଳାଇ ଦେଇଛି। ସକାଳୁ ଘରୁ ବାହାରିବା ମୁସକିଲ୍ ହୋଇପଡ଼ିଛି।
୨ ଟନ୍ ପିଆଜରେ ତିଆରି ଏହି ୧୦୦ ଫୁଟର ସାଣ୍ଟାକ୍ଲଜ୍ ବାଲୁକା କଳାକୃତି ସ୍ଥାନ ପାଇଛି ୱାର୍ଲଡ୍ ରେକର୍ଡସ୍ ବୁକ୍ ଅଫ୍ ଇଣ୍ଡିଆରେ । ଏହାର ଓସାର ୪୦ ଫୁଟ୍ ଏବଂ ଉଚ୍ଚତା ୨୦ ଫୁଟ୍।
ବଡ଼ ଦିନ ଓ ନୂଆବର୍ଷକୁ ଆଖିରେ ରଖି ସହରରେ କଡ଼ା ସୁରକ୍ଷା ସହ ବ୍ଲକିଂ ଚେକିଂ କଡ଼ାକଡ଼ି କରିବାକୁ ଯୋଜନା କରିଛି କମିଶନରେଟ ପୋଲିସ । ସୋମବାର ଠାରୁ ରାତିରେ ସମସ୍ତ ଛକରେ ମଦ୍ୟାପାନ ଜନିତ ଗାଡ଼ି ଚାଳନାକୁ ନେଇ କଡ଼ାକଡ଼ି ଚେକିଂ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଡିସିପି ।
ସୌର ଧନୁ ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୫ ତାରିଖ ସୋମବାର । ଚନ୍ଦ୍ର- ବୃଷ ଅହୋରାତ୍ର । ଜାଣନ୍ତୁ ଆପଣଙ୍କ ପାଇଁ କେଉଁ ସମୟ ଶୁଭ କେଉଁ ସମୟ ଅଶୁଭ...
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।