Advertisment

୯ ଲକ୍ଷରୁ ଅଧିକ ଟଙ୍କା ଜବତ

ରାଉରକେଲା(ସତ୍ୟାନନ୍ଦ ମହାନ୍ତି): ରାଉରକେଲାରେ ଦୁଇଟି ପୃଥକ୍‌ ଘଟଣାରେ ୯ ଲକ୍ଷରୁ ଅଧିକ ଟଙ୍କା ଜବତ ହୋଇଛି।  ଆମ୍ବାଗନ ଛକରୁ ଗୋଟିଏ କାର୍‌ରୁ ୬ ଲକ୍ଷ ଟଙ୍କା ଜବତ କରାଯାଇଛି। ସେହିପରି କୁଆରମୁଣ୍ଡା-ବୀରମିତ୍ରପୁର ରାସ୍ତାରେ ଏକ କାର୍‌ରୁ ୩ ଲକ୍ଷ ୨୦ ହଜାର ଟଙ୍କା ଜବତ କରାଯାଇଛି। ନିର୍ବାଚନ ଦାୟିତ୍ୱରେ ଥିବା ୩ ଜଣିଆ ଟିମ୍ ଏହି ଟଙ୍କା ଜବତ କରିଛି। ଏହିସବୁ ଟଙ୍କା କେଉଁଠୁ ଆସିଲା, କେଉଁଠିକୁ ଯାଉଥିଲା ସେ ନେଇ ତଦନ୍ତ ଚାଲିଛି।

author-image
Jyotsnamayee Pradhan
୯ ଲକ୍ଷରୁ ଅଧିକ ଟଙ୍କା ଜବତ

money

ରାଉରକେଲା(ସତ୍ୟାନନ୍ଦ ମହାନ୍ତି): ରାଉରକେଲାରେ ଦୁଇଟି ପୃଥକ୍‌ ଘଟଣାରେ ୯ ଲକ୍ଷରୁ ଅଧିକ ଟଙ୍କା ଜବତ ହୋଇଛି।  ଆମ୍ବାଗନ ଛକରୁ ଗୋଟିଏ କାର୍‌ରୁ ୬ ଲକ୍ଷ ଟଙ୍କା ଜବତ କରାଯାଇଛି।

Advertisment

ସେହିପରି କୁଆରମୁଣ୍ଡା-ବୀରମିତ୍ରପୁର ରାସ୍ତାରେ ଏକ କାର୍‌ରୁ ୩ ଲକ୍ଷ ୨୦ ହଜାର ଟଙ୍କା ଜବତ କରାଯାଇଛି। ନିର୍ବାଚନ ଦାୟିତ୍ୱରେ ଥିବା ୩ ଜଣିଆ ଟିମ୍ ଏହି ଟଙ୍କା ଜବତ କରିଛି। ଏହିସବୁ ଟଙ୍କା କେଉଁଠୁ ଆସିଲା, କେଉଁଠିକୁ ଯାଉଥିଲା ସେ ନେଇ ତଦନ୍ତ ଚାଲିଛି।

Advertisment
Advertisment