• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

BMC imposed penalty of  50 thousands for affixing massive TO-LET posters walls and poles
ସାବଧାନ ! କାନ୍ଥବାଡ଼, ବିଦ୍ୟୁତ୍‌ ଖୁଣ୍ଟରେ TO-LET ଲେଖିଲେ ଗଣିବେ ୫୦ ହଜାର ଟଙ୍କା ଫାଇନ୍‌ !

BMC କେବଳ ଫାଇନ ଆଦାୟ କରିନି ବରଂ ବିଜ୍ଞାପନ ଲଗାଇଥିବା ସଂସ୍ଥା ନାମରେ ଥାନାରେ ଏତଲା ବି ଦେଇଛି ।

  • Tuesday, 12 December 2023
  • BMC
Bhubaneswar Apartment
ରାଜଧାନୀରେ ଅସୁରକ୍ଷିତ ଆପାର୍ଟମେଣ୍ଟ ! ଚୋରଙ୍କ ଟାର୍ଗେଟ୍‌ରେ ଫ୍ଲାଟ୍‌, ହେଲେ ଧରିପାରୁନି ପୋଲିସ...

ଏକାଧିକ ଲୁଟ୍ ମାମଲାରେ ଲୁଟେରା ସିସିଟିଭି ନଜରକୁ ଆସିଥିଲେ ବି ପୋଲିସ୍ କିନ୍ତୁ ସେମାନଙ୍କ ପାଖରେ ପହଞ୍ଚି ପାରିନାହିଁ।

  • Tuesday, 12 December 2023
  • Loot
PM Modi may visit Odisha this month: BJP's Mohan Majhi
ଡିସେମ୍ବର ଶେଷ ସୁଦ୍ଧା ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ !

ରାଜ୍ୟରେ ରାଜନୀତି ସରଗରମ ରହିଥିବା ସମୟରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗସ୍ତ ଆହୁରି ଦଳକୁ ଆକ୍ଟିଭ୍‌ କରାଇବ ବୋଲି ସାଧାରଣରେ କୁହାଯାଉଛି ।

Archana Nag
ଜେଲ୍‌ରୁ ବାହାରିଲେ ଅର୍ଚ୍ଚନା, କେଉଁ ସର୍ତ୍ତ ରଖିଲେ କୋର୍ଟ..?

ନୟାପଲ୍ଲୀ ଓ ଖଣ୍ଡଗିରି ଥାନାରେ ତାଙ୍କ ନାଁରେ ମାମଲା ଚାଲୁ ରହିଛି। ଅର୍ଚ୍ଚନାଙ୍କ ସ୍ୱାମୀଙ୍କ ନାଁରେ ବି ମାମଲା ଚାଲିଥିବା ବେଳେ ସେ ପୂର୍ବରୁ ଜାମିନରେ ଆସିଛନ୍ତି।

BJP VP Jay Panda arrives in Kendrapara to attend BJP core meeting
‘ଛତିଶଗଡ଼ରେ ବିଜେପିର ବିଜୟ ପ୍ରଭାବ ଓଡ଼ିଶା ଉପରେ ପଡ଼ିବ’

‘ମୋଦିଙ୍କ ଗ୍ୟାରେଣ୍ଟିର ସଫଳତାକୁ କଳାହାଣ୍ଡିରୁ କେନ୍ଦ୍ରାପଡ଼ା, ମାଲକାନଗିରିରୁ ମୟୂରଭଞ୍ଜ ଯାଏ ଲୋକେ ଅନୁଭବ କଲେଣି । ତେଣୁ ୨୪ ନିର୍ବାଚନରେ କ୍ଷମତାକୁ ଆସିବ ବିଜେପି ’ ବୋଲି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା କହିଛନ୍ତି ।

  • Tuesday, 12 December 2023
  • BJP
Archana Nag released from jail after 14 months
‘ମୁଣ୍ଡ ନୁଆଁଇବା ପିଲା ମୁଁ ନୁହେଁ, ସବୁ ତଥ୍ୟ ଓ ପ୍ରମାଣ କୋର୍ଟରେ ଦାଖଲ କରିବି’

ବ୍ଲାକମେଲିଂ ସାମ୍ରାଜ୍ୟ ସମ୍ପର୍କରେ ଗଣମାଧ୍ୟମ ପଚାରିଥିବା ପ୍ରଶ୍ନରେ ଅର୍ଚ୍ଚନା ନାଗ କହିଥିଲେ, ସବୁ ତଥ୍ୟ ପ୍ରମାଣ କୋର୍ଟରେ ଦାଖଲ କରିବେ । କୋର୍ଟଙ୍କ ଉପରେ ଭରସା ଅଛି ।

Today Panchang
Panchang Today 12th Dec 2023: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୨ତାରିଖ ମଙ୍ଗଳବାର ।

Hydroponic Farming
ଏଣିକି ଆଉ ଚାଷ ପାଇଁ ଲୋଡ଼ା ନାହିଁ ମାଟି, ଖାଲି ପାଣିରେ ବି ହେବ ଚାଷ

ରେଭେନ୍ସା ବିଶ୍ୱବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ ବିଭାଗର ସବୁଜ ଘରେ କରାଯାଉଛି ଏହି ଏକ୍ସପେରିମେଣ୍ଟ।

Education System
ଶିକ୍ଷକ ନିଯୁକ୍ତି ନେଇ ଶିକ୍ଷା ବ୍ୟବସ୍ଥାର ଅଜବ ଚିତ୍ର ! କେଉଁଠି କେଞ୍ଚେ ତ କେଉଁଠି ମେଞ୍ଚେ

ବରାଗଡ ପ୍ରାଥମିକ ବିଦ୍ୟାଳୟରେ ୪୭ ପିଲାଙ୍କ ପାଇଁ ଜଣେ ଶିକ୍ଷୟିତ୍ରୀ । ଉତ୍ତରା ଶାସନ ପ୍ରାଥମିକ ବିଦ୍ୟାଳୟରେ ୯୮ ପିଲାଙ୍କ ପାଇଁ ୯ଜଣ ଶିକ୍ଷକ ।

SBI
IT ରେଡ୍‌ରେ ଆସିଛି ଏତେ ଟଙ୍କା ! SBIରେ ରଖିବାକୁ ଜାଗା ନାହିଁ...

ଜେରାରୁ ମିଳୁଥିବା ସୂଚନାରୁ ବାହାରେ କରାଯାଉଛି ରେଡ୍ । ଆଜି ବି ଟିଟିଲାଗଡ଼ର କିଛି ସ୍ଥାନରେ ରେଡ୍ ହେବାର ସୂଚନା ମିଳିଛି ।

Winter
ରାଜ୍ୟରେ ବଢ଼ିଲା ଶୀତ, ୧୦ ଡିଗ୍ରୀ ତଳକୁ ଖସିଲାଣି ପାରଦ...

ଆଭ୍ୟନ୍ତରୀଣ ଓଡିଶାରେ ଶୀତର ପ୍ରଭାବ ଅଧିକ ରହିଛି। ଆସନ୍ତା ଦୁଇ ଦିନ ଭିତରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ଖସିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Plus two practical exam to begin from january 2
ଜାନୁଆରୀ ୨ରୁ ଯୁକ୍ତ ୨ ପ୍ରାକ୍ଟିକାଲ୍ ପରୀକ୍ଷା

ଇଣ୍ଟିଗ୍ରେଟେଡ୍ ଭୋକେସନାଲ ପାଠ୍ୟକ୍ରମର ପ୍ରାକ୍ଟିକାଲ୍ କରିବାକୁ ମଧ୍ୟ ନିଷ୍ପତ୍ତି ହୋଇଛି । ୧୫ ମାର୍କ ବିଶିଷ୍ଟ ପ୍ରାକ୍ଟିକାଲ୍ ପାଇଁ ୨ ଘଣ୍ଟା, ୬୦, ୩୦ ଓ ୨୦ ମାର୍କ ପରୀକ୍ଷା ପାଇଁ ୩ ଘଣ୍ଟା ଧାର୍ଯ୍ୟ ହୋଇଛି ।

Archana Nag
BIG Breaking: ଜେଲରୁ ମୁକୁଳିଲେ ଲେଡି ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ

ଗତ ୪ ତାରିଖରେ ଅର୍ଚ୍ଚନା ନାଗଙ୍କୁ ଜାମିନ ମିଳିଥିଲା । ଇଡି ମାମଲାରେ ଅର୍ଚ୍ଚନାଙ୍କୁ ହାଇକୋର୍ଟ ଜାମିନ ପ୍ରଦାନ କରିଥିଲେ । ତେଣୁ ସେ ଆଜି ଜେଲରୁ ମୁକୁଳିଛନ୍ତି । ପୂର୍ବରୁ ୨ଟି ମାମଲାରେ ମଧ୍ୟ ଅର୍ଚ୍ଚନାଙ୍କୁ ଜାମିନ ପ୍ରଦାନ କରିଥିଲେ କୋର୍ଟ ।

breaking news
ସଂକ୍ଷେପରେ ଆଜିର ତାଜା ଖବର - Tuesday, 12 December 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।

  • Tuesday, 12 December 2023
Desi Liquor
ଖାଲି ଦେଶୀ ମଦ ବେପାର ନା ଅନ୍ୟ କେଉଁ ବାଟରୁ ଆସିଛି ଏହି ଟଙ୍କା ?

ଓଡ଼ିଶାରେ ଚର୍ଚ୍ଚିତ ଓ ବଡ଼ ଆୟକର ରେଡ୍ । ରେଡକୁ ନେଇ ସାରା ଦେଶ ତାଟକା ।

Satavaya
ମହାବାତ୍ୟା ପରଠୁ ଏମାନଙ୍କୁ ତ୍ରାହି ନାହିଁ ! ଗାଁ ଶୂନ୍ୟ ମଣିଷ...

୫ ହଜାର ଜନସଂଖ୍ୟା ବିଶିଷ୍ଟ ଏହି ପଞ୍ଚାୟତର ୧୨ଶହରୁ ଅଧିକ ଯୁବକ ଓ ଯୁବତୀ ରାଜ୍ୟ ବାହାରେ ପେଟପାଟଣା ପାଇଁ ଖଟୁଛନ୍ତି।

Lootera
ପୋଲିସକୁ ବେଖାତିର୍ ! ATM କାଟି ଲୁଟିନେଲେ ସାଢ଼େ ୧୦ ଲକ୍ଷ ଟଙ୍କା

ସିସିଟିଭି ଉପରେ ସ୍ପ୍ରେ ମାରି ଚକମା ଦେଲେ ଲୁଟେରା । ଲୁଟେରାଙ୍କ ଉତ୍ପାତରେ ନାକେଦମ୍ ରାଜଧାନୀବାସୀ ।

IT Raids
୫ ଦିନରେ ୩୩୦ କୋଟି ହାର୍ଡ କ୍ୟାସ୍ ସିଜ୍; ବ୍ୟାଙ୍କ ଲକରରୁ ମିଳିଲା ବ୍ୟାଗ୍ ଭର୍ତ୍ତି ଅଳଙ୍କାର

୫ଦିନର ରେଡ୍ ଓ ଗଣତିରୁ ମିଳିଛି ୩୩୦ କୋଟିରୁ ଅଧିକ ନଗଦ ଟଙ୍କା...ଆଉ ଷଷ୍ଠଦିନର ରେଡରେ ଆଜି ଧରାପଡ଼ିଛି ବ୍ୟାଙ୍କ ଲଙ୍କରରେ ଲୁଚାଇ ରଖାଯାଇଥିବା ପୁଳାପୁଳା ସୁନା । ସେହି ସମାନ ଅଞ୍ଚଳ, ସେହି ସମାନ ମାଲିକଙ୍କ ପାଖରୁ ଜବତ ହୋଇଛି ଏହି ଧନସମ୍ପତ୍ତି ।

ICAR ,NRRI, Cuttack  New Recruitment 2023
NRRI, Cuttack Recruitment: ନ୍ୟାସ୍‌ନାଲ୍‌ ରାଇସ୍ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ୍‌ରେ ଚାକିରି, ଦରମା ୩୫ ହଜାର ଟଙ୍କା

ICAR, NRRI (ନ୍ୟାସ୍‌ନାଲ୍‌ ରାଇସ୍ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ୍), କଟକ, ରେ ନିଯୁକ୍ତି ପାଇଁ ବାହାରିଛି ବିଜ୍ଞପ୍ତି। ୱାଲ୍-ଇନ୍-ଇଣ୍ଟରଭ୍ୟୁ ମାଧ୍ୟମରେ ଏହି ନିଯୁକ୍ତି କରାଯିବ। ପ୍ରକାଶଥାଉ ଯେ ଏହା ଏକ ଚୁକ୍ତିଭିତ୍ତିକ ନିଯୁକ୍ତି।

Srimandir
ରାତି ୨ରୁ ଖୋଲିବ ଶ୍ରୀମନ୍ଦିର ଦ୍ୱାର, ଭଗବାନଙ୍କୁ ଦର୍ଶନ କରିବେ ଭକ୍ତ

ଆଜି ବୈଠକରେ ଚୂଡାନ୍ତ ନୀତିନିର୍ଘଣ୍ଟକୁ ଆଗାମୀ ପରିଚାଳନା କମିଟି ବୈଠକରେ ଅନୁମୋଦନ କରାଯିବ ।

IT Raid
କିଏ କରୁଥିଲା ମଦ ମାଫିଆଙ୍କୁ ସହଯୋଗ ? ଦୋଷ ଲଦା ଲଦି ବିଜେପି-ବିଜେଡି-କଂଗ୍ରେସ

ରାଜ୍ୟରେ ବିଜେପି କଂଗ୍ରେସକୁ ସୁରକ୍ଷା ଦେଉଛି । ଏଥିସହ ମିଛ ଓ ମନଗଢ଼ା କଥା କହି ଓଡ଼ିଶାକୁ ବଦନାମ କରାଯାଉଛି ବୋଲି କହିଛି ବିଜେଡି।

Petrol Diesel
କମିଲା ଅଶୋଧିତ ତୈଳ ଦର, ଏବେ କମିବ ପେଟ୍ରୋଲ-ଡିଜେଲ ଦର !

ଖୁବ୍‌ଶୀଘ୍ର ପେଟ୍ରୋଲ ଡିଜେଲ ଦର ହ୍ରାସ ପାଇବାକୁ ଯାଉଛି । ଯାହାଫଳରେ ସାଧାରଣ ଖାଉଟିଙ୍କୁ ଆଶ୍ୱସ୍ଥି ମିଳିବ । 

Rourkela Medical
ମେଡିକାଲରେ ନାହାଁନ୍ତି ଅଧାରୁ ଅଧିକ ଡାକ୍ତର ଓ ଷ୍ଟାଫ୍ !

ରାଜ୍ୟ ଓ ବାହାର ରାଜ୍ୟର ରୋଗୀ ହନ୍ତସନ୍ତ । ନାହିଁ ନାହିଁରେ ଚାଲିଛି ରାଉରକେଲା ସରକାରୀ ମେଡିକାଲ ।

17 Telia fish weighing 3 quintals fetches Rs 25 lakh in auction in Paradip
ଲକ୍ଷାଧିକ ଟଙ୍କାରେ ବିକ୍ରି ହେଲା ତେଲିଆ ମାଛ

ପାରାଦୀପ ସମୁଦ୍ରରୁ ଧରା ହୋଇଥିବା ବିରଳ ମାଛ ଲକ୍ଷାଧିକ ଟଙ୍କାରେ ନିଲାମ ହୋଇଛି । ଏହାର ଓଜନ ୩ କୁଇଣ୍ଟାଲରୁ ଅଧିକ ରହିଛି ।

  • Monday, 11 December 2023
Investigations continue after cocaine found from ship at paradip
ପାରାଦୀପରେ ଜାହାଜରୁ କୋକେନ ମିଳିବା ଘଟଣା: ୧୧ ଦିନ ଧରି ଚାଲିଛି ତନାଘନା

୧୧ ଦିନ ହେଲାଣି କ୍ରିଉ ମେମ୍ବରଙ୍କୁ ଅଟକ ରଖି ତନାଘନା ଚଳାଇଛି ତଦନ୍ତକାରୀ ସଂସ୍ଥା । ସ୍କୁବା ଡାଇଭର ପାଣିରେ ବୁଡ଼ି ଜାହାଜର ନିମ୍ନ ଭାଗ ଯାଞ୍ଚ କରିଛନ୍ତି ।

  • Monday, 11 December 2023