ପ୍ରଦର୍ଶନୀରେ ସ୍ଥାନ ପାଇଛି ୫୨ଟି ଭିନଟେଜ୍ କାର୍....ବିଭିନ୍ନ ରାଜ୍ୟରୁ ଆସିଛନ୍ତି ଗାଡି ମାଲିକ....ଗତକାଲି ଉଦଘାଟନ କରିଥିଲେ ମୁଖ୍ୟମନ୍ତ୍ରୀ, ଆଜି ଉଦଯାପନୀ....
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଗଣତି ଶେଷ ହେବା ପରେ ପୂରା ଟଙ୍କାର ପରିମାଣ ଜଣାପଡ଼ିବ ବୋଲି ସୂଚନା ମିଳିଛି।
ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣି ବର୍ଷିଲେ ବିରୋଧୀ । ଶାସକ ଦଳ ପକ୍ଷରୁ ବି ଉଠିଲା ତଦନ୍ତ ଦାବି ।
କେନ୍ଦ୍ରୀୟ ନେତୃତ୍ୱ ଚାହୁଁଛି, ଏଠି ହେଉ ଡବଲ୍ ଇଞ୍ଜିନ୍ ସରକାର କହିଲେ ମନମୋହନ ।
ସଡ଼କ ଦୁର୍ଘଟଣାର ୮୦ ଭାଗ ମୃତ୍ୟୁ ପଛର ମୁଖ୍ୟ କାରଣ । NCRBର ସଦ୍ୟତମ ତଥ୍ୟରେ ୩ କାରଣକୁ ଦାୟୀ କରାଯାଇଛି ।
କୁଆଡୁ ଆସିଲା ଏ ବିପୁଳ କଳା ଟଙ୍କା ? ଦେଶୀ ମଦଭାଟିରୁ କେମିତି ଅମଳ ହେଉଥିଲା ବ୍ଲାକ୍ ମନି ? ନଗଦ ଟଙ୍କାର ଏ ପାହାଡ଼ରେ ଥିଲା କାହା କାହା ଭାଗ ? ଆଇଟି ରେଡ୍ ଓ ଟଙ୍କା ଗଣତି ସହ ତାଳ ଦେଇ ଏମିତି ସବୁ ପ୍ରଶ୍ନକୁ ନେଇ ଚଢ଼ି ଚାଲିଛି ରାଜ୍ୟ ରାଜନୀତିର ପାରା । ଝାଡ଼ଖଣ୍ଡ କଂଗ୍ରେସ ସାଂସଦ ଧୀରଜ ସାହୁ ଓ ତାଙ୍କ ସହଯୋଗୀଙ୍କ ମଦ ସାମ୍ରାଜ୍ୟ ଓ କଳା ଟଙ୍କାର ଭଣ୍ଡାରକୁ ନେଇ ସାରା ଦେଶରେ ଚର୍ଚ୍ଚା ଭିତରେ ଆଜି ସିଧା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କୁ ନିଶାନା ସାଧିଛି ବିଜେପି । ସାମ୍ବାଦିକ ସମ୍ମିଳନୀ କରି ରାଜ୍ୟ ସଭାପତି ମନମୋହନ ସାମଲ ମୁଖ୍ୟମନ୍ତ୍ରୀଙ୍କ ସ୍ୱଚ୍ଛତା ଉପରେ ବଡ଼ ପ୍ରଶ୍ନ ଚିହ୍ନ ଟାଣି ପ୍ରଶ୍ନ କରିଛନ୍ତି,
ବଲାଙ୍ଗିର ଜିଲ୍ଲାରେ ହାଇଦ୍ରାବାଦରୁ ଆୟକର ବିଭାଗର ଏକ ୨୦ ଜଣିଆ ଆନାଲିସିସ୍ ଟିମ୍ ପହଞ୍ଚି ଖୋଳତାଡ଼ ଚଳାଇଛି । ଟିଟିଲାଗଡ଼ର ମଦ ବ୍ୟବସାୟୀ ରିତେଶ ସାହୁ, ବଲାଙ୍ଗିର ସୁଦପଡାର ମଦଭାଟି ମ୍ୟାନେଜର୍ ବଣ୍ଟି ସାହୁ ଏବଂ ରାଜେଶ ସାହୁଙ୍କୁ ସ୍କାନରରେ ରଖିଛି ଏହି ସ୍ୱତନ୍ତ୍ର ଟିମ୍ ।
ଚୋରି ଜିନିଷ ଲୋକଙ୍କୁ ଫେରାଉଛି ପୋଲିସ। ଆଉ ନିଜ ଜିନିଷ ଫେରି ପାରିବା ପରେ ଖୁସି କହିଲେ ନ ସରେ। କାହାର ୬ ମାସ ପୂର୍ବରୁ ଘରୁ ମୋବାଇଲ ଚୋରି ହୋଇଯାଇଥିଲା ତ ଆଉ କିଏ ଦଶହରା ବୁଲିବାକୁ ଯାଇ ଲୁଟର ଶିକାର ହୋଇଥିଲା।
IT ରେଡ୍ ଘଟଣାରେ ବିଜେଡି ନେତା ଓ ରାଜ୍ୟ ସରକାରଙ୍କ ସଂପୃକ୍ତି ଅଭିଯୋଗ ଆଣିଲେ ଲେଖାଶ୍ରୀ ।
ଓଡ଼ିଶାରେ ଶାସନ ବ୍ୟବସ୍ଥାରେ ଥିବା ଅଧିକାରୀ ଓ ନେତାଙ୍କ ବିନା ସଂପୃକ୍ତି ବା ଜଣାତରେ ଏସବୁ ହେବା ସମ୍ଭବ କି ବୋଲି ସେ ପ୍ରଶ୍ନ କରିଛନ୍ତି ବୈଜୟନ୍ତ ।
ଜବତ ଟଙ୍କା ବ୍ୟାଗ୍ର ଏକ ସ୍ୱତନ୍ତ୍ର ପଲିଥିନ୍ରୁ ବାହାରିଲା ୫ ଲକ୍ଷ । ସେହି ପଲିଥିନରୁ ଘଟଣାରେ ଆସିଛି ଏବେ ନୂଆ ଟ୍ୱିଷ୍ଟ ।
ବାରଙ୍ଗ ଥାନା ମଧୁପୁର ହତ୍ୟାକାଣ୍ଡର ପର୍ଦ୍ଦାଫାସ୍ । ବନ୍ଦ ଘରେ ଶାଶୁଙ୍କୁ ହତ୍ୟା କରିଥିବା ବୋହୂ ଗିରଫ ।
ଭାରତରେ ଯେତେ ବଡ ସ୍କାମ ହୋଇଛି ସେଥିରେ କଂଗ୍ରେସର ହାତ ରହିଛି । ବର୍ତ୍ତମାନ ପାଣ୍ଡୋରା ବକ୍ସ ଖୋଲିଛି, ଆଗକୁ ଆହୁରି ରେଡ୍ ହେବ-ଅପରାଜିତା ।
ଓଡ଼ିଶାରେ ଗଦା ଗଦା ଟଙ୍କା ଠାବକୁ ନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ମାତ୍ର ନବୀନ ବାବୁ ଚୁପ୍ କାହିଁକି। କଳା ଟଙ୍କା ନେଇ କେନ୍ଦ୍ର ସରକାର ଜାଣି ପାରୁଛନ୍ତି କିନ୍ତୁ ରାଜ୍ୟ ସରକାର କେମିତି ଜାଣି ନାହାନ୍ତି।
IT ରେଡ୍ ବେଳେ ଟିଟିଲାଗଡ଼ର SBI ମୁଖ୍ୟ ଶାଖାରେ ଟଙ୍କା ଗଣତି ଶେଷ । ଗଣତିରୁ ମିଳିଛି ମୋଟ୍ ୧୧ କୋଟି ଟଙ୍କା ।
ରାୟଗଡା ଜିଲ୍ଲା ବଡ଼ରାଇସିଙ୍ଗ ଆଶ୍ରମ ସ୍କୁଲ ଅବାସିକ ବିଦ୍ୟାଳୟ ଛାତ୍ରମାନେ ଅନେକ ବାଟ ଚାଲି ଚାଲି ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ପାଇଁ ଆସିଥିଲେ ।
‘୧୨ ଶହ ପଞ୍ଚାୟତ ଗସ୍ତ ସରିଲାଣି, ଆଉ ୫ ହଜାର ପଞ୍ଚାୟତ ଗସ୍ତ ହେବ....ସାଂସଦ, ବିଧାୟକ, ପଦାଧିକାରୀ, କାର୍ଯ୍ୟକର୍ତ୍ତା ପଞ୍ଚାୟତ ଗସ୍ତ କରିବେ’
ସିମ୍ କାର୍ଡ ଟାର୍ଗେଟ୍ ପୂରଣ ପାଇଁ ଇଚ୍ଛୁକ ଗ୍ରାହକଙ୍କ ଠାରୁ ଏକାଧିକ ଥର ବାୟୋମେଟ୍ରିକ୍ ନେଇ ବ୍ୟକ୍ତି ଜଣକ ସିମ୍ କାର୍ଡ ଆକ୍ଟିଭେସନ କରି ଏହାକୁ ବିକ୍ରି କରୁଥିଲା ।
୪ ଦିନ ଧରି ଜାରି ରହିଛି ଆୟକର ବିଭାଗର ନନଷ୍ଟପ୍ ରେଡ୍ । ସମ୍ବଲପୁରରୁ ରାଉରକେଲା, ବଲାଙ୍ଗିରରୁ ସୁନ୍ଦରଗଡ଼ ପଶ୍ଚିମ ଓଡ଼ିଶାରେ ଗୋଟିଏ ପରେ ଗୋଟିଏ ଠିକଣାରେ ଚାଲିଛି ଯାଞ୍ଚ, ଚଢ଼ାଉ ।
ତଳକୁ ଖସିଛି ରାତି ବେଳର ତାପମାତ୍ରା । ଦିନେ ୨ ଦିନ ଭିତରେ ୩ରୁ ୫ ଡିଗ୍ରୀ ଯାଏଁ ରାତି ତାପମାତ୍ରା ଖସିବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଅଦିନିଆ ବର୍ଷା ପରେ ଚାଷୀ ମୁଣ୍ଡରେ ଚଡକ । ବର୍ଷା ପାଣି ମାଡ଼ରେ କେଉଁଠି ଧାନ ଗଜା ହୋଇଗଲାଣି ତ କେଉଁଠି ଅମଳ ଅପେକ୍ଷାରେ ଥିବା କପା ଚାଷ ବି ଉଜୁଡ଼ି ଯାଇଛି । ଋଣ କରି ଚାଷ କରିଥିବା ଚାଷୀ ଏବେ କଣ କରିବ ସେ ନେଇ ଚିନ୍ତାରେ ପଡ଼ିଛି ।
ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ଶନିବାର, ଚନ୍ଦ୍ର- ତୁଳା ଅହୋରାତ୍ର, ତିଥି- ୧୧ଶୀ ( ମଳ ) ପ୍ରାତଃ ୦୬.୩୧ ଗତେ ୧୨ ଶୀ
ମ୍ୟାନେଜରଙ୍କ ଘରୁ କେତେ ଟଙ୍କା ଜବତ ହୋଇଛି, ତାହା ଗଣତି ପରେ ସ୍ପଷ୍ଟ ହେବ । ଆୟକର ଓ ବ୍ୟାଙ୍କ୍ ଅଧିକାରୀଙ୍କ ପାଇଁ ଟଙ୍କା ଗଣତି ବି କାଠିକର ପାଠ ହୋଇଛି ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।