ରାଜ୍ୟରେ ବଡ଼ଧରଣର ଆଇଟି ରେଡ୍ । କୋଲକାତା ଓ ରାଞ୍ଚିରେ ମଧ୍ୟ ଆୟକର ବିଭାଗ ଚଢ଼ାଉ କରିଥିବା ସୂଚନା ମିଳିଛି ।
ଜାଗାର ନାଁ ସ୍କଟଲାଣ୍ତ ପୁର । ରାଜ ପ୍ରସାଦର ନାଁ ସ୍କଟଲାଣ୍ତ ପୁର । କିନ୍ତୁ ଫରକ ଏତିକି, ଏ ସ୍କଟଲ୍ୟାଣ୍ଡ୍ ତାଳଚେରରେ ଅବସ୍ଥିତ ।
ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୬ ତାରିଖ ବୁଧବାର । ଚନ୍ଦ୍ର- ସିଂହ ଦିବା ୧୦.୨୧ ଗତେ କନ୍ୟା । ତିଥି- ୯ମୀ ରାତ୍ରି ୦୩.୦୪ ଗତେ ୧୦ମୀ
ଲୁଟ୍ ସମୟର ସିସିଟିଭି ଫୁଟେଜ ବି ସାମ୍ନାକୁ ଆସିଛି । ଯେଉଁଥିରେ ମହିଳା ଜଣକ ଗେଟ୍ ଭିତରେ ପଶୁଥିବା ଦେଖିବାକୁ ମିଳୁଛି ।
ଭଦ୍ରକ ଜିଲ୍ଲାରେ ବିଜେଡି ନେତା ଅସିତ୍ ପଟ୍ଟନାୟକଙ୍କ ଜନ୍ମଦିନ ପାଳନକୁ ନେଇ ଥାନାରେ ଏତଲା ହୋଇଛି । ସହରରେ ବାଇକ୍ ରାଲି, ଡିଜେ ଏବଂ ବାଣ ଫୁଟାଇ ଏହାକୁ ସେଲିବ୍ରେସନ କରାଯାଇଥିଲା ।
ବର୍ତ୍ତମାନ ପ୍ରଚଳିତ ପରୀକ୍ଷା ପଦ୍ଧତି ମୁତାବକ ନମୁନା ପ୍ରଶ୍ନପତ୍ର ତିଆରି ହୋଇଛି । ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ବୋର୍ଡ ପରୀକ୍ଷା ପ୍ରସ୍ତୁତିରେ ଏହି ନମୁନା ପ୍ରଶ୍ନପତ୍ର ବା ସାମ୍ପଲ ପ୍ରଶ୍ନପତ୍ର ସହାୟକ ହେବ ।
ଗଭୀର ଅବପାତର ରୂପ ନେଲା ବାତ୍ୟା ମିଗଜୋମ୍ ....ବାତ୍ୟା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ...ଆଜି ମଧ୍ୟ ଦକ୍ଷିଣ ଓଡ଼ିଶାର ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ...
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ତେଜୁଛି ଜିଲ୍ଲା ମାନ୍ୟତା ରାଜନୀତି । ନିର୍ବାଚନ ପାଖେଇବା ସହ ଦାବି ବି ଜୋର୍ ଧରୁଛି । ପଦମପୁରକୁ ଜିଲ୍ଲା ଗଠନ ପାଇଁ ପ୍ରକ୍ରିୟା ପାଦେ ଆଗେଇଥିବା ବେଳେ ବିରୋଧୀ କିନ୍ତୁ ଏଥିରୁ ଭୋଟ୍ ରାଜନୀତିର ଗନ୍ଧ ବାରିଛନ୍ତି ।
ପ୍ରତିଦିନ ରାଜ୍ୟରେ ୧୬ ଜଣ ଅପହରଣ ହେଉଛନ୍ତି, ଆଉ ନିଖୋଜ ହେଉଛନ୍ତି ୫୧ ଜଣ। ନ୍ୟାସନାଲ କ୍ରାଇମ୍ ରେକର୍ଡସ୍ ବ୍ୟୁରୋ- NCRBରୁ ମିଳିଛି ଏଭଳି ଆଖି ତରାଟିଲା ଭଳି ତଥ୍ୟ।
ଓଡ଼ିଶାରେ ପ୍ରମୁଖ ଚାଷ ଧାନଚାଷ କିନ୍ତୁ ଦୀର୍ଘ ବର୍ଷ ଧରି ଓଡ଼ିଶାର ଚାଷୀ ଶୋଷିତ ହେଉଛି। ରାଜ୍ୟ ସରକାର ନଭେମ୍ବର ୧ ତାରିଖ ଠାରୁ ଧାନମଣ୍ଡି ଖୋଲିବା ପାଇଁ ଘୋଷଣା କରିଥିଲେ। ହେଲେ ଆଜି ପର୍ଯ୍ୟନ୍ତ ଧାନମଣ୍ଡି ଖୋଲିନଥିବା କାରଣରୁ ଚାଷୀ ତାର ଧାନକୁ ୧୩ ଶହରୁ ୧୪ ଶହ ଟଙ୍କାରେ ଦଲାଲମାନଙ୍କୁ ବିକିବା ପାଇଁ ବାଧ୍ୟ ହେଉଛି।
ଓଡିଶାରେ ବିଜେପି ଆପଣାଇବ କି ମଧ୍ୟପ୍ରଦେଶ ଆଉ ଛତିଶଗଡ ବିଜୟ ଫର୍ମୂଲା ? ରାଜ୍ୟରେ କରିପାରେ କି ମଧ୍ୟପ୍ରଦେଶର ଲାଡଲି ବେହେନା ଆଉ ଛତିଶଗଡରେ ଦଳର ମହତାରୀ ବନ୍ଦନ ଭଳି ସ୍କିମ୍ ଷ୍ଟ୍ରାଟେଜି ?
ତୋଡ ଦେଖାଇଲା ଭୀଷଣ ବାତ୍ୟା ମିଗଜୋମ୍। ଉପୁଡିଲା ବଡ ବଡ ଗଛ, ବିଦ୍ୟୁତ ଖୁଣ୍ଟ। ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆଜି ଦିନ ପ୍ରାୟ ସାଢେ ୧୨ଟାରେ ଦକ୍ଷିଣ ଆନ୍ଧ୍ରର ବାପଟଲା ଅଂଚଳରେ ବାତ୍ୟା ଲ୍ୟାଣ୍ଡଫଲ କରିଛି।
ବିଧାୟକ ବିଜୟ ଶଙ୍କର ଦାସଙ୍କ ବିବାହ ଆବେଦନ ଖାରଜ କଲେ କଟକ ବିବାହ ପଞ୍ଜୀକରଣ ଅଧିକାରୀ ।
ନିର୍ଭର କରୁଛନ୍ତି ୬ ପଞ୍ଚାୟତର ୫୦ ହଜାର ଲୋକେ । ବିପଦଶଙ୍କୁଳ ପାଲଟିଲାଣି ଡାକ୍ତରଖାନା କୋଠା ।
ଯୁବକମାନଙ୍କ ମଧ୍ୟରେ ଏହା ସଚେତନତା ସୃଷ୍ଟି କରିବ ବୋଲି ଆଶା କରାଯାଉଛି ।
ଛତିଶଗଡ଼ରେ ଜନତାଙ୍କ ମନ ଜିଣିଲେ ଜଣେ ଓଡ଼ିଆ ନେତା । ପ୍ରଥମ ଥର ନିର୍ବାଚନ ଲଢ଼ି ଜିତିଲେ ବିଧାୟକ ପଦ ।
ଆଜି ଓଡ଼ିଶାର ଅନନ୍ୟ ପର୍ବ ପ୍ରଥମାଷ୍ଟମୀ। ଘରର ବଡ଼ମାନଙ୍କ ପାଇଁ ପାଳନ କରାଯାଇଥାଏ ଏହି ପର୍ବ। ନୂଆ ପୋଷାକ ସାଙ୍ଗକୁ ହଳଦିପତର ପିଠା(ଏଣ୍ଡୁରି)ର ମହକରେ ମହକି ଉଠେ ପ୍ରତ୍ୟେକ ଓଡ଼ିଆଙ୍କ ଘର।
ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୫ ତାରିଖ ମଙ୍ଗଳବାର । ଚନ୍ଦ୍ର- ସିଂହ ଅହୋରାତ୍ର । ତିଥି- ୮ମୀ ରାତ୍ରି ୧୨.୩୭ ଗତେ ୯ମୀ ।
ବାତ୍ୟା ମିଗଜୋମ୍ ପ୍ରଭାବରେ ତାମିଲନାଡୁ ବି ଉବୁଟୁବୁ । ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି ଅବିଶ୍ରାନ୍ତ ବର୍ଷା ଓ ଜଳପ୍ରଳୟ। ଚେନ୍ନାଇ ମହାନଗରୀର ଗଳିକନ୍ଦି, ଛକବଜାର, ଆପାର୍ଟମେଣ୍ଟଠୁ ଆରମ୍ଭ କରି ଏୟାରପୋର୍ଟ ଓ ସବୱେ।
ସ୍କୁଲ, କଲେଜ, ବ୍ୟାଙ୍କ ସହ ସବୁ ଅଫିସ ବନ୍ଦ ଥିବା ବେଳେ, ବର୍ଷା ବିତ୍ପାତରେ ୫ ଜଣଙ୍କ ଜୀବନ ଯାଇଥିବା ବି ସୂଚନା ମିଳିଛି
ନେଲୋର-ମଛଲିପଟନମ୍ ମଝି ବାପଟଲାରେ ସ୍ଥଳଭାଗ ଅତିକ୍ରମ କରିବ । ବାପାଟଲା ନିକଟରେ ଆସନ୍ତାକାଲି ପୂର୍ବାହ୍ନରେ ଅତିକ୍ରମ କରିବ ବାତ୍ୟା ।
ପ୍ରଥମାଷ୍ଟମୀ ପାଇଁ ଘରେ ଘରେ ଜ୍ୟେଷ୍ଠ ସନ୍ତାନଙ୍କୁ ପୂଜାର୍ଚ୍ଚନା । ବଡ଼ ପୁଅ ଝିଅଙ୍କୁ ନୂତନ ବସ୍ତ୍ର ପିନ୍ଧାଇ କରାଯାଏ ବନ୍ଦାପନା ।
ପ୍ରଥମାଷ୍ଟମୀ ହଳଦୀପତ୍ର ଦିଆ ଏଣ୍ଡୁରି ପିଠାର ମହତ୍ତ୍ୱ ରହିଛି। ହଳଦୀପତ୍ର ଦିଆ ଏଣ୍ଡୁରି ପିଠା ଶରୀରକୁ ଅନେକ ରୋଗରୁ ରକ୍ଷା କରେ। ତେବେ ଆସନ୍ତୁ ଜଣିବା ପ୍ରଥମାଷ୍ଟମୀରେ କାହିଁକି ହୁଏ ଏଣ୍ଡୁରି ପିଠା।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।