ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ଶୁକ୍ରବାର ଚନ୍ଦ୍ର- ମିଥୁନ ଦିବା ୧୦.୧୩ ଗତେ କର୍କଟ ତିଥି- ୪ର୍ଥୀ ଦିବା ୦୩.୩୧ ଗତେ ୫ମୀ
ଗତ ୧୦ ବର୍ଷରେ ରାଜ୍ୟରେ ୪୮ ହଜାର ଲୋକଙ୍କ ଜୀବନ ନେଇଛି ସଡ଼କ ଦୁର୍ଘଟଣା । ଅର୍ଥାତ୍ ପ୍ରତିବର୍ଷ ରାଜ୍ୟରେ ସଡ଼କ ଦୁର୍ଘଟଣାରେ ପ୍ରାୟ ୫ ହଜାର ଲୋକଙ୍କ ଜୀବନ ଯାଉଛି ।
ଦିନକୁ ଦିନ ଜମୁଛି ବାଲିଯାତ୍ରା । କଟକର ଐତିହାସିକ ବାଲିଯାତ୍ରା ସାଙ୍ଗକୁ ରାଜଧାନୀ ଉପକଣ୍ଠ କୁଆଖାଇ ନଦୀପଠାରେ ସନ୍ଧ୍ୟା ହୋଇଗଲେ ବେଶ୍ ଭିଡ଼ ଜମୁଛି ।
ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀ ତ ଧରାପଡ଼ିଛନ୍ତି, ତାଙ୍କ ବାପା ମଧ୍ୟ ଦୁର୍ନୀତି ଅଭିଯୋଗରେ ଫସିଥିଲେ ।
ଓଡ଼ିଶାରେ ପ୍ରତିବର୍ଷ ପ୍ରାୟ ୩ରୁ ୫ ହଜାର ରୋଗୀ ଚି଼ହ୍ନଟ ହେଉଛନ୍ତି । ଗଞ୍ଜାମ ଜିଲ୍ଲାରେ ସବୁଠାରୁ ଅଧିକ ଏଚ୍ଆଇଭି ପଜିଟିଭ୍ ଚି଼ହ୍ନଟ ହୋଇଛନ୍ତି ।
ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଟ୍ରକ୍କୁ ପଛପଟୁ ଭ୍ୟାନ୍ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ହିଁ ୮ ଜଣଙ୍କ ଜୀବନ ଚାଲିଯାଇଛି ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଖେଳିବାକୁ ଯାଇ ନାଳରେ ବୁଡ଼ି ପ୍ରାଣ ହରାଇଲେ ୨ ନିରୀହ ଛୁଆ ।
ଉତ୍କଳ ବିଶ୍ୱବିଦ୍ୟାଳୟକୁ ନ୍ୟାସନାଲ ଆସେସମେଂଟ ଆଣ୍ଡ ଆକ୍ରିଡେସନ୍ କାଉନସିଲ(ନାକ୍) ସଂଶୋଧିତ ଗ୍ରେଡ୍ ପ୍ରଦାନ କରିଛନ୍ତି । ଉତ୍କଳ ବିଶ୍ୱବିଦ୍ୟାଳୟ ପୁଣିଥରେ ଏ+ ଗ୍ରେଡ୍ ମାନ୍ୟତା ଫେରିପାଇଛି ।
କେନ୍ଦ୍ରକୁ ରାଜ୍ୟର ଅସହଯୋଗ ନେଇ ଅସନ୍ତୋଷ ଝାଡିଲେ କେନ୍ଦ୍ରମନ୍ତ୍ରୀ । ୫ ରାଜ୍ୟର ଫଳାଫଳ ପରେ ସ୍ବର ଆହୁରି ଶାଣିତ ହେବା ଅନୁମାନ ।
ମାତ୍ର ୧୯ ବର୍ଷ ବୟସରେ ରାଜନୀତିରେ ପାଦ ଥାପିଥିଲେ କାନ୍ତି । ତରୁଣୀ ଆଖିରେ ବସା ବାନ୍ଧିଥିଲା ଲୋକଙ୍କ ସେବା କରିବାର ସ୍ୱପ୍ନ । କିନ୍ତୁ ବିଡ଼ମ୍ବନା, ସେତେବେଳେ ଅନେକ ଲୋକଙ୍କ ଦୁଃଖ ଦୂର କରିଥିବା ଏହି ଯୁବନେତ୍ରୀ, ଆଜି ନିଜେ ଛଟପଟ ଅସରନ୍ତି ଦୁଃଖର ଚକ୍ରବ୍ୟୁହରେ ।
ଗତକାଲି ହସପିଟାଲରେ ଆତଙ୍କ ଖେଳାଇଥିଲେ ଦୁର୍ବୃତ୍ତ । ଅନଶନସ୍ଥଳରେ ରୋଗୀ ଦେଖିଲେ ଡାକ୍ତର ।
ଡିଗ୍ରୀ କଲେଜ ଓ ୟୁନିଭରସିଟିରେ ଦିଆଯିବ ସିଭିଲ ସର୍ଭିସ୍ କୋଚିଂ । ଶିକ୍ଷାନୁଷ୍ଠାନର ନିଜସ୍ୱ ଅର୍ଥରେ କୋଚିଂ ଦେବାକୁ ଉଚ୍ଚଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି ।
ଆଲିସାନ କୋଠା ସହ ବିପୁଳ ଧନର ହିସାବ କରୁଛି ଭିଜିଲାନ୍ସ । କରିତକର୍ମା ପୁଅ ପାଇଁ ଅକଳରେ ପଡ଼ିଗଲେ ରିଟାୟାର୍ଡ ବାପା ।
ମାଓ ଦମନ ପାଇଁ ଜୋରଦାର ପ୍ରୟାସ କରୁଛି ବିଏସଏଫ୍ । କନ୍ଧମାଳ ଉପରେ ରଖାଯାଇଛି ସ୍ବତନ୍ତ୍ର ଫୋକସ ।
ତାମିଲନାଡୁର କାଞ୍ଚିପୁରମ୍ ଓ ଥିରୁବଲ୍ଲୁର ଜିଲ୍ଲାରେ ସ୍କୁଲ ଓ କଲେଜ ଛୁଟି । ବାତ୍ୟାର ପ୍ରଭାବ ଓଡ଼ିଶା ଉପରେ କେତେ ପଡ଼ିବ ସ୍ପଷ୍ଟ ହୋଇନି ।
ଝିଅର ନୂଆ ଦାୟିତ୍ୱକୁ ନେଇ ଖୁସି ବାପା ମା’ । ଦେଶର ପ୍ରଥମ ମହିଳା ଭାବେ ବନିଲେ ଏଡ୍ ଡି’ କ୍ୟାମ୍ପ ।
୩ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ବାତ୍ୟା । ୩ ତାରିଖ ସୁଦ୍ଧା ସୃଷ୍ଟି ହୋଇ ୪ ସକାଳେ ଉପକୂଳ ଛୁଇଁପାରେ ।
ଭିଜିଲାନ୍ସ ରେଡ ବେଳେ ଘର ଛାତ ଡେଇଁ ଚମ୍ପଟ୍ ମାରିଥିବା କନିଷ୍ଠ ଯନ୍ତ୍ରୀ ସୁନୀଲ ପାଢୀ ଧରା ପଡିଛନ୍ତି । ଭୁବନେଶ୍ବର ଜାଗମରା ସ୍ଥିତ ଘରେ ଭିଜିଲାନ୍ସ ପହଞ୍ଚିବା କ୍ଷଣି ସୁନୀଲ ଛାତ ଡେଇଁ ଚମ୍ପଟ ମାରିଥିଲେ ।
ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ଥିତି ପରଖିବାକୁ ଲେଜର ସ୍କାନିଂ ପରେ ଏବେ ନାଟ ମଣ୍ଡପର ମରାମତି ପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା । IIT ମାଡ୍ରାସ ବିଶେଷଜ୍ଞ ଟିମ୍ ଏଥିପାଇଁ ପ୍ରସ୍ତୁତ କରିଥିବା ଡିଜାଇନ ସଂପର୍କରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସହ ଆଲୋଚନା କରିଛନ୍ତି ।
ଭିଜିଲାନ୍ସ ରେଡ ବେଳେ ଘର ଛାତ ଡେଇଁ ଚମ୍ପଟ୍ ମାରିଲେ କନିଷ୍ଠ ଯନ୍ତ୍ରୀ । ଭୁବନେଶ୍ବର ଜାଗମରା ସ୍ଥିତ ଘରେ ଭିଜିଲାନ୍ସ ପହଞ୍ଚିବା କ୍ଷଣି ଯନ୍ତ୍ରୀ ଜଣକ ଛାତ ଡେଇଁ ଚମ୍ପଟ ମାରିଥିଲେ ।
ଦୂରଦୂରାନ୍ତରୁ ଆସୁଥିବା ପର୍ଯ୍ୟଟକ ହଇରାଣ…କେବେ ହେବ ଉନ୍ନତିକରଣ ଲୋକେ ଉଠାଇଲେ ପ୍ରଶ୍ନ…
ଜମ୍ମୁ-ତୱି ଏକ୍ସପ୍ରେସର ପ୍ୟାଣ୍ଟ୍ରିକାର ବଗି ଲାଇନଚ୍ୟୁତ....ତୁରନ୍ତ ଉଦ୍ଧାରକାର୍ଯ୍ୟ କରାଯାଇ ଟ୍ରେନକୁ ଟ୍ରାକକୁ ଅଣାଗଲା...ଟ୍ରେନରେ ଯାତ୍ରୀ ନଥିବାରୁ କୌଣସି ମୃତାହତର ସୂଚନା ନାହିଁ...
ଆଜିକାଲି ବଜାରରେ ମିଳୁଥିବା ଖାଇବା ତେଲରେ କିଛି ଏମିତି ଥାଏ, ଯାହା ସ୍ୱାସ୍ଥ୍ୟ ପାଇଁ ହାନିକାରକ ହୋଇଥାଏ। ତେଲକୁ ସଠିକ୍ ଢଙ୍ଗରେ ବ୍ୟବହାର ନ କରିପାରିଲେ ଏଥିରେ ଥିବା ଉପକାରୀ ସ୍ନେହସାର ମଧ୍ୟ ଅପକାରୀ ହୋଇଯାଏ। ତେବେ ଆସନ୍ତୁ ଜାଣିବା ଆମେ କିପରି ଭଲ ତେଲ ପାଇବା।
BMCର ଆନ୍ତଃବିଭାଗୀୟ ବୈଠକରେ ନିଷ୍ପତ୍ତି ଗ୍ରହଣ....ସଂପୃକ୍ତ ସଂସ୍ଥା ଓ ବ୍ୟକ୍ତିଙ୍କ ବିରୋଧରେ ଦିଆଯିବ ଏତଲା...ଆନ୍ତଃ ବିଭାଗୀୟ ବୈଠକରେ ହୋଇଛି ନିଷ୍ପତ୍ତି...ରାସ୍ତାରେ ବାଲି, ମାଟି ଓ ଗୋଡ଼ି ଗଦାଇବାକୁ ମଧ୍ୟ ବାରଣ କରିଛି BMC..