ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟିମ୍ ଇଣ୍ଡିଆକୁ ନେଇ କାମ କରୁଛନ୍ତି। ତେଣୁ ସଂଘୀୟ ବ୍ୟବସ୍ଥା ଅନୁସାରେ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ସମନ୍ୱୟ ରଖି କାମ କରିବେ ବୋଲି କହିଛନ୍ତି ଓଡ଼ିଶାର ନବ ନିଯୁକ୍ତ ରାଜ୍ୟପାଳ ରଘୁବର ଦାସ।
ବୟଫ୍ରେଣ୍ଡଙ୍କ ଭୁବନେଶ୍ୱରସ୍ଥିତ ଘର ଆଗରେ ଧାରଣା ଦେଇଛନ୍ତି ଡିଭୋର୍ସି ଗର୍ଲଫ୍ରେଣ୍ଡ ।
ଆସନ୍ତାକାଲି ସକାଳ ୬ଟାରୁ ଅନିର୍ଦ୍ଦିଷ୍ଟ କାଳ ଯାଏଁ ବସ୍ ବନ୍ଦ ରହିବ ।
ଦୁର୍ଘଟଣାରେ ୧୦ରୁ ଅଧିକ ଆହତ ହୋଇଥିବା ବେଳେ ୧୪ ଜଣ ଗୁରୁତର ହୋଇ ଭଦ୍ରକ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।
ଦୃଢ଼ ମନୋବଳ ଓ ନିଜର ଅଧ୍ୟବସାୟ ସଫଳତାର ପାଦ ଚୁମେ । ଗୁରୁଙ୍କ କ୍ଷେତ୍ରରେ ମଧ୍ୟ ତାହା ହିଁ ଘଟିଛି । ନିଜର ଏହି ସଫଳତା ପାଇଁ ସେ ମାଷ୍ଟର ମୁକେଶ କୁମାରଙ୍କୁ ଧନ୍ୟବାଦ ଜଣାଇଛନ୍ତି ।
କୁହାଯାଏ, ବିଶ୍ବାସେ ମିଳନ୍ତି ହରି, ତର୍କେ ବହୁ ଦୂର । ଇୟେ ସେମିତି ଏକ ବିଶ୍ବାସର କଥା । ଯୁଗ ଯୁଗରୁ ଏ ବିଶ୍ବାସରେ ଲୋକଙ୍କ ଆସ୍ଥା ରହି ଆସିଛି ।
ବାପା, ମାଆ, ପୁଅ ଗୁରୁତର; ନୀଳଗିରି ହସ୍ପିଟାଲରେ ଭର୍ତ୍ତି
ନୂଆଦିଲ୍ଲୀରେ ପ୍ରବାସୀ ଓଡ଼ିଆ ବିକାଶ ସମିତି ଦ୍ୱାରା ଆୟୋଜିତ ଆଲୋଚନଚକ୍ରରେ ଧର୍ମେନ୍ଦ୍ର ଆହୁରି କହିଛନ୍ତି, ଓଡ଼ିଆ ସ୍ଥାପତ୍ୟ ଓ କୀର୍ତ୍ତିରାଜି ଅନନ୍ୟ ଓ ଚିତାକର୍ଷକ ।
ଏଠି ମହିଷା ମର୍ଦ୍ଦିନୀ ରୂପରେ ନୁହେଁ, କୋଡ଼ିଏଟି ଭୁଜା ସହ ପୂଜା ପାଆନ୍ତି ମାଆ । କାହିଁ କେଉଁ କାଳରୁ ମାଆ ଏଠି ବିଂଶ ଭୁଜା ରୂପେ ପୂଜିତା । ବିଭିନ୍ନ ପ୍ରକାର ଅସ୍ତ୍ରଶସ୍ତ୍ର ଧାରଣ କରି ମାଆ ଏଠାରେ ବିଶ୍ଵରୂପା ଶକ୍ତି ସ୍ୱରୂପିଣୀ ଭାବରେ ଦର୍ଶନ ଦିଅନ୍ତି ଭକ୍ତମାନଙ୍କୁ ।
ଚାଷୀ ଏଥିରୁ ଫସଲକୁ ମୁକ୍ତି କରିବା ପାଇଁ ଔଷଧ ସିଞ୍ଚନ କରୁଥିଲେ ବି ପୋକ କମିବାର ନାଁ ନେଉନାହିଁ ।
କାରରୁ ଓହ୍ଲାଇ ଆସି ଜଣେ ଯୁବକ ଟୋଲଗେଟ୍ ନିକଟରେ ବ୍ଲାଙ୍କ ଫାୟାରିଂ କରିଥିଲେ ଏବଂ ଆକ୍ରମଣ ବି କରିଥିଲେ । ଏହାପରେ ଘଟଣାସ୍ଥଳରୁ ଦ୍ରୁତଗତିରେ ଖସି ପଳାଇଥିଲେ।
କ୍ୟାପିଟାଲ ହସ୍ପିଟାଲରେ ନାର୍କୋ ଆନାଲିସିସ ଟେଷ୍ଟ...କ୍ୟାପିଟାଲ ହସ୍ପିଟାଲ OTରେ କରାଯିବ ନାର୍କୋ ପରୀକ୍ଷା....
ବଟି ଓ ଚାନ୍ଦା ରୋକିବାକୁ ଟୋଲ ଫ୍ରି ନମ୍ବର ଜାରି କରାଯାଇଛି । ପୁରା ସୁରକ୍ଷା ବ୍ୟବସ୍ଥାକୁ ୨୪ ଘଣ୍ଟିଆ ଅନୁଧ୍ୟାନ କରିବେ ଭୁବନେଶ୍ୱର ଡିସିପି ।
ଶିଶୁଟିକୁ ଉଦ୍ଧାର କରି ହସ୍ପିଟାଲ ନେବା ପରେ ମୃତ ଘୋଷଣା କଲେ ଡାକ୍ତର।
ମଧ୍ୟ ବିଧାୟକଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ନିଷ୍ପତ୍ତି...ସ୍ଥଗିତ ନେଇ କଞ୍ଚା ପରିବା ବ୍ୟବସାୟୀ ସଂଘ ସମ୍ପାଦକଙ୍କ ସୂଚନା
କୋଟି କୋଟି ଟଙ୍କା ନେଇ ପାର୍ ହେଉଛନ୍ତି ଘରୋଇ କୋଚିଂ ସଂସ୍ଥା..ସିଭିଲ ସର୍ଭିସ ପରୀକ୍ଷାରେ ସଫଳତା ପାଉନାହାଁନ୍ତି ଓଡିଆ ପିଲା... ଯାହାକୁ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି ଉଚ୍ଚ ଶିକ୍ଷା ବିଭାଗ ସଚିବ..
ସହରର ଶକ୍ତିପୀଠ ମାନଙ୍କରେ ଚାଲିଛି ସ୍ୱତନ୍ତ୍ର ପୂଜାର୍ଚ୍ଚନା...ଆଜି ବନଦୁର୍ଗା ବେଶରେ ଦର୍ଶନ ଦେଉଛନ୍ତି ବନଦୁର୍ଗା
ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ଗୁରୁବାର । ଚନ୍ଦ୍ର- ବିଛା ରାତ୍ରି ୦୯.୦୨ ଗତେ ଧନୁ । ଜାଣନ୍ତୁ କେଉଁ ସମୟ ଆପଣଙ୍କ ପାଇଁ ଶୁଭ
ପୁଣି ଧର୍ମଘଟ ଡାକରା ଦେଲା ଘରୋଇ ବସ୍ ମାଲିକ ସଂଘ...ଲକ୍ଷ୍ମୀ ଯୋଜନାକୁ ବିରୋଧ କରି ଆନ୍ଦୋଳନକୁ ଓହ୍ଲାଇବ ସଂଘ
ଟୋଲ୍ କର୍ମଚାରୀଙ୍କୁ ଆକ୍ରମଣ ପରେ ଫାଙ୍କା ଗୁଳିମାଡ଼...୨ ରାଉଣ୍ଡ ଫାଙ୍କା ଗୁଳିମାଡ଼ କରି ଦୁର୍ବୃତ୍ତମାନେ ଫେରାର...
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ହେଉଛନ୍ତି ରଘୁବର ଦାସ । ସେ ୫ ଥର ନିର୍ବାଚିତ ହୋଇଛନ୍ତି ।
ଦର୍ଶନ ଶୃଙ୍ଖଳିତ ହେବ ତା ଉପରେ ଗୁରୁତ୍ୱ ଦେବାପାଇଁ ହବିଷ୍ୟାଳୀ ଦାବି କରିଥିବା ବେଳେ ସରକାରୀ ଯୋଜନାରେ ଥିବା ହବିଷ୍ୟାଳୀଙ୍କ ପାଇଁ ସୁରକ୍ଷିତ ସାନ୍ନ ସହ ସ୍ୱାସ୍ଥ୍ୟ ଓ ସୁରକ୍ଷିତ ଦର୍ଶନକୁ ଗୁରୁତ୍ୱ ଦିଆଯାଉ ବୋଲି ବୁଦ୍ଧିଜୀବୀ ଦାବି କରିଛନ୍ତି ।
ଧନୁପାଲି ଥାନାର ମହିଳା IICଙ୍କ ସହ ମୁହାଁମୁହିଁ ଘଟଣାରେ ଜୟନାରାୟଣ ଏବଂ ସମର୍ଥକଙ୍କ ବିରୋଧରେ ଟାଉନ ଥାନାରେ ମାମଲା ଦାୟର ହୋଇଥିଲା ।
ସୋମବାର ରାତିରେ ଯାହା ଘଟିଯାଇଛି, ସମସ୍ତଙ୍କୁ ଜଣା । ୨୪ ଘଣ୍ଟିଆ ସିକ୍ୟୁରିଟି ବ୍ୟବସ୍ଥା ଭିତରେ ଥିବା ଭୁବନେଶ୍ୱର ଇନଫୋସିଟି ଥାନା ଅଞ୍ଚଳର ରାଜବାଟିକା ଆପାର୍ଟମେଣ୍ଟର ୪ଟି ଫ୍ଲାଟରୁ, ରାତିକ ଭିତରେ ଦୁର୍ବୃତ୍ତ ଯେଭଳି କଳାକନା ବୁଲାଇ ଦେଇଛନ୍ତି, ସାରା ରାଜଧାନୀରେ ହଲଚଲ୍ ।