ବବିଙ୍କ ଭାଇ ଲଲଙ୍କ ନାଁରେ ପୋଲିସ ଯୋଡ଼ିଲା ଆଉ ୩ ମାମଲା । ଆହୁରି ତେଜିଲା ରାଜନୈତିକ ବୟାନବାଜି ।
ସୁଭଦ୍ରାରେ ସାମିଲ ହେବାକୁ ୧୫ଶହ ୨୨ ଜଣ ଆବେଦନ କରିଥିଲେ ବି ସେ ଭିତରୁ ଅଧାରୁ ଅଧିକଙ୍କ ଆକାଉଣ୍ଟକୁ ଟଙ୍କାଟିଏ ବି ଯାଇନଥିବା ଅଭିଯୋଗ ହୋଇଛି ।
ଏକାଠି ଉଠିବୁ । ଗୋଟିଏ ଜାଗାରେ ବସିବୁ । ପର୍ଯ୍ୟାୟକ୍ରମେ ଉଠାଇଲେ ଯିବୁନାହିଁ ।
୨୦୨୬ ସୁଦ୍ଧା ବେଆଇନ ନିଶା କାରବାର ବନ୍ଦ ପାଇଁ ରାଜ୍ୟ ସରକାରଙ୍କ ଟାର୍ଗେଟ୍ ପୂରଣ କରିବାକୁ ୯ ଜିଲ୍ଲାରେ ଚାଲିଛି ଅଭିଯାନ । ଡିଜିପି କହିଛନ୍ତି ମାସକ ଭିତରେ ୨ ହଜାର ୩୭୫ ଏକର ଜମିରେ ଗଂଜେଇ ଚାଷ ଧ୍ୱଂସ ହୋଇଥିବାବେଳେ ୮୦ ବେପାରୀ ବନ୍ଧା ହେଲେଣି ।
ବାତ୍ୟା ଦାନାର କ୍ଷୟକ୍ଷତି ଆକଳନ କରିବାକୁ କେନ୍ଦ୍ରାପଡା ଓ ଭଦ୍ରକରେ ପହଞ୍ଚିଲେ କେନ୍ଦ୍ରୀୟ ଟିମ । କେନ୍ଦ୍ରାପଡାକୁ ଆସିଥିବା ୨ ଜଣିଆ କେନ୍ଦ୍ରୀୟ ଟିମରେ କେନ୍ଦ୍ର ରାଜପଥ ସଡକ, ପରିବହନ ମନ୍ତ୍ରଣାଳୟର ଆଞ୍ଚଳିକ ଅଧିକାରୀ ସୁନୀଲ କୁମାର ଏବଂ ସ୍ନେହା ସାମିଲ ହୋଇଛନ୍ତି ।
ବବି ଦାସଙ୍କ ଭାଇ ଲଲଙ୍କ ନାଁରେ ଯୋଡ଼ି ହେଲା ଆଉ ୩ ମାମଲା । ଯାଜପୁର ଟାଉନ ଥାନା ପୋଲିସ ଏହି ୩ ମାମଲା ଯୋଡ଼ିଛି। ।
ଭୁବନେଶ୍ବର ଏୟାରଫିଲ୍ଡ ଥାନା ଲବଣଗିରିରେ ଚେନ ଲୁଟ୍ ବେଳେ ଗାଡିରୁ ପଡି ମହିଳାଙ୍କ ମୃତ୍ୟୁ ଘଟଣା । ୪ ଶହ ସିସିଟିଭି ଦେଖି ଅଭିଯୁକ୍ତକୁ ଗିରଫ କଲା ପୋଲିସ ।
କେଉଁଠି ଧାରଣା ତ କେଉଁଠି ରାସ୍ତାରୋକ। ଆଉ କେଉଁଠି ସରକାରଙ୍କ ଉଦ୍ଦେଶ୍ୟରେ ପ୍ରଶାସନକୁ ଦାବିପତ୍ର। ଇନ୍ଦ୍ରାବତୀ ଉଠା ଜଳସେଚନ ପ୍ରକଳ୍ପରୁ ରବି ସିଜିନରେ ଧର୍ମଗଡ଼ ଓ କୋକସରା ଅଞ୍ଚଳକୁ ପାଣି ଦିଆଯିବନି ବୋଲି ହୋଇଥିବା ନିଷ୍ପତ୍ତି ପରେ ବିଭିନ୍ନ ସ୍ଥାନରେ ଏମିତି ପ୍ରତିକ୍ରିୟା ପ୍ରକାଶ ପାଇଛି।
ଭଗବାନଙ୍କ ଇଚ୍ଛା ଥିଲା ମୋତେ ଓଡ଼ିଶାର ଦାୟିତ୍ଵ ମିଳିବ। ନୂଆ ଓଡ଼ିଶା ଗଠନ, ବିକଶିତ ଓଡ଼ିଶା ଗଠନ ସହ ଲୋକଙ୍କୁ ନ୍ୟାୟ ଦେବା ପାଇଁ ବୋଧେ ଭଗବାନ ମୋତେ ବଂଚାଇଥିଲେ ।
ଯାଜପୁରରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି କ୍ରାଇମବ୍ରାଞ୍ଚର ୬ ଜଣିଆ ଟିମ୍। ସେମାନେ ଯାଜପୁର ଟାଉନ୍ ଥାନାରେ ପହଞ୍ଚିଛନ୍ତି।
କଟକରେ ବାଂଲାଦେଶୀ ନାବାଳିକା ଉଦ୍ଧାର ଘଟଣାରେ ଗିରଫ ଦଂପତିଙ୍କୁ ମଧୁପାଟଣା ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି ।
ଧର୍ମଶାଳା ବିଧାୟକଙ୍କୁ କାହିଁକି ହେଲା ଆକ୍ରମଣ ? ଏଥିପାଇଁ କ୍ରାଇମବ୍ରାଞ୍ଚର ୬ ଜଣିଆ ଟିମ୍ ଗଠନ କରାଯାଇଛି । ଏହି ଟିମରେ କ୍ରାଇମବ୍ରାଞ୍ଚର ୨ ଜଣ ଡିଏସପି ଏବଂ ଜଣେ ଇନ୍ସପେକ୍ଟର ରହିଛନ୍ତି ।
ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ସୋମବାର। ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଟୁଇନ୍ ସିଟିରେ ଛାଇ ଗଲେଣି କି ବାଂଲାଦେଶୀ ଦେହଜୀବୀ ? ଦେହ ବ୍ୟବସାୟ ପାଇଁ କଟକ ଓ ଭୁବନେଶ୍ବରକୁ ଭୂସ୍ବର୍ଗ ଭାବେ ଧରିନେଲେଣି କି ବାଂଲା ସୁନ୍ଦରୀ ?
ହଳ ଲଙ୍ଗଳ ଧରି କ୍ଷେତକୁ ଯାଆନ୍ତି, ପୁଅ ବୋହୂ ସହ ମିଶି ଚାଷ କରନ୍ତି। ନା ଥାଟବାଟ, ଚାକର ବାକର ନା କୋଠାବାଡ଼ି। ଦୀର୍ଘବର୍ଷ ଧରି କ୍ଷମତା ରାଜନୀତିରେ ଥାଇ ବି ସେ ବିଶ୍ବାସ କରନ୍ତି, ମାଟିର ମଣିଷ ମାଟି ସହ ଯୋଡ଼ି ହୋଇ ରହିବାକୁ।
ସବୁ କାହାଣୀ ଓ କଳ୍ପନାଜଳ୍ପନାରେ ପୂର୍ଣ୍ଣଚ୍ଛେଦ। କାଲି ମୁଖ୍ୟ ପ୍ରଶାସକ ସଙ୍କେତ ଦେଇଥିଲେ। ଆଉ ଆଜି ଆଇନମନ୍ତ୍ରୀ ପୁରା ସ୍ପଷ୍ଟ କରିଦେଲେ। ଶ୍ରୀମନ୍ଦିର ରତ୍ନଭଣ୍ଡାର ଭିତରେ ନାହିଁ କୌଣସି ଗୁପ୍ତ କୋଠରୀ କି ରହସ୍ୟପୂର୍ଣ୍ଣ ସୁଡ଼ଙ୍ଗ।
ଆଶା ଆଶଙ୍କା ଭିତରେ ଥିଲେ, ମିଳିଲା ସୁଭଦ୍ରା ଟଙ୍କା। ଖୁସ୍ ୨୦ ଲକ୍ଷ ମହିଳା। ଆଜି ସୁନ୍ଦରଗଡ଼ରେ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟରେ ମହିଳାଙ୍କ ଆକାଉଣ୍ଟକୁ ସୁଭଦ୍ରା ଟଙ୍କା ପଠାଇଛନ୍ତି ମୁଖ୍ୟମନ୍ତ୍ରୀ।
ଭୁବନେଶ୍ବର ସେକ୍ସ ରାକେଟରେ ବାଂଲା ସୁନ୍ଦରୀ। ଜଣେ କି ଦୁଇଜଣ ନୁହେଁ ୨୦ରୁ ଅଧିକ ବାଂଲାଦେଶୀ ଯୁବତୀ ଏବେ ଓଡ଼ିଶାରେ ସେକ୍ସ ରାକେଟରେ ସଂପୃକ୍ତି ଅଭିଯୋଗ ହୋଇଛି।
ସମାଜରେ ଅପରାଧ ବୃଦ୍ଧି ପାଉଛି ସତ ହେଲେ ଅନେକ ଲୋକ ଅଛନ୍ତି ଯେଉଁମାନେ ମାନବିକତା ଓ ମାନବିକ ମୂଲ୍ୟବୋଧକୁ ଅଧିକ ଗୁରୁତ୍ୱ ଦିଅନ୍ତି । ଭୁବନେଶ୍ୱରର ଜଣେ ଅଟୋ ଡ୍ରାଇଭରଙ୍କ ସଚ୍ଚୋଟତା ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି।
ଆସିଲା ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା। ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଯାଇଛି 'ସୁଭଦ୍ରା' ଟଙ୍କା । ସୁନ୍ଦରଗଡ଼ରେ ଟଙ୍କା ରିଲିଜ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
ଖେଳରେ ଲୁଚି ରହିଛି ଅନେକ ଶକ୍ତି । ତେବେ ଖେଳ କେମିତି ଆପଣଙ୍କ ପିଲାର ମସ୍ତିଷ୍କ ବିକାଶ କରିବାରେ ସହାୟକ ହୁଏ ତା'ର ୧୦ଟି ପ୍ରୟୋଗାତ୍ମକ ଦିଗ ବିଷୟରେ ଜାଣିବା ଆସନ୍ତୁ ।
କୁମାରୀ ହୋଇ କେମିତି ପୁଅ ଜନ୍ମ କଲେ ରାଜକୁମାରୀ ମାଧବୀ? କ'ଣ ପାଇଁ ରାଜା ଯଯାତିଙ୍କୁ ସ୍ୱର୍ଗ ରାଜ୍ୟରେ ସ୍ଥାନ ମିଳିଲାନି? ପୁଣି ସ୍ୱର୍ଗକୁ କେମିତି ଫେରିଲେ ସେ? ଉତ୍ତର ଜାଣିବାକୁ ପଢନ୍ତୁ ଆଜିର ଅଧ୍ୟାୟ ।
'ଅନେକ ପୁରୁଷଙ୍କ ସହ ସଂପର୍କ ରଖିବାକୁ କରାଯାଉଥିଲା ବାଧ୍ୟ’ । ଅଭିଯୁକ୍ତକୁ ଗିରଫ ସହ ମହିଳା ଚାଲାଣ ରାକେଟକୁ ଧରିବାକୁ ଦାବି ।
ଯାଜପୁର ଟାଉନ ଥାନା ଓ ବିରଜା ହାଟ ଅଞ୍ଚଳରେ ୧୬୩ ଜାରି । ଶାନ୍ତି ରକ୍ଷା ଲାଗି ସହରରେ ୪୦ ପ୍ଲାଟୁନ ଫୋର୍ସ ମୁତୟନ ।