ବାହାନଗା ଟ୍ରାଜେଡିରୁ ଶିକ୍ଷା । ଭୁବନେଶ୍ୱର ଏମ୍ସରେ ଖୋଲିବ ଅତ୍ୟାଧୁନିକ ରିଜିଓନାଲ ଫରେନ୍ସିକ୍ ଲାବୋରେଟୋରି ।
ପାର୍ବଣ ପୂର୍ବରୁ ଆକ୍ସନ ମୋଡରେ କମିଶନରେଟ ପୋଲିସ । ରାତି ଅଧିଆ ରାଜଧାନୀର ବିଭିନ୍ନ ବାରରେ ରେଡ୍ କଲା ପୋଲିସ ।
ଆଶ୍ୱିନ ଶୁକ୍ଳ ପ୍ରତିପଦାରୁ ନବମୀ ପର୍ଯ୍ୟନ୍ତ ମାଆ ଜଗଦଜନନୀଙ୍କ ନବମୀ ପୂଜା ଅନୁଷ୍ଠିତ ହେବ ।
ପ୍ରତିବର୍ଷ ୧୫ ଅକ୍ଟୋବରରେ ସାରା ବିଶ୍ୱରେ ‘ଆନ୍ତର୍ଜାତୀୟ ଗ୍ରାମୀଣ ମହିଳା ଦିବସ’ ପାଳନ କରାଯାଏ। ‘ଆନ୍ତର୍ଜାତୀୟ ଗ୍ରାମୀଣ ମହିଳା ଦିବସ’ ପାଳନ କରିବାର ଉଦ୍ଦେଶ୍ୟ ହେଉଛି ଲୋକଙ୍କୁ କୃଷିରେ ବିକାଶ, ଗ୍ରାମାଞ୍ଚଳର ବିକାଶ, ଖାଦ୍ୟ ନିରାପତ୍ତା ଏବଂ ଗ୍ରାମାଞ୍ଚଳର ଦାରିଦ୍ର ଦୂରୀକରଣରେ ମହିଳାଙ୍କ ମହତ୍ତ୍ୱ ବିଷୟରେ ଅବଗତ କରାଇବା
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଦୀର୍ଘ ୭ ବର୍ଷ ଧରି ଭୁବନେଶ୍ୱର ଷ୍ଟେସନ ଅଂଚଳରେ ଲୁଟ୍ ତରାଜ ଚଳାଇଥିଲା ଲଣ୍ଡା ଗ୍ୟାଙ୍ଗ । ଗଞ୍ଜାମର କୁଖ୍ୟାତ ଲୁଟେରା ଲଣ୍ଡା ଓରଫ୍ ଅଶୋକ ବେହେରା ଓ ନୟାଗଡ଼ର ସାନ ଲଣ୍ଡା ଓରଫ ପୂର୍ଣ୍ଣଚନ୍ଦ୍ର ସେଠୀ, ଓଡ଼ଗାଁର ସୁଶାନ୍ତ ରାଉତ ପ୍ରମୁଖ ସାମିଲ ଥିଲେ ଏହି ଗ୍ୟାଙ୍ଗରେ ।
ପ୍ରଥମେ ଗତ ୯ ତାରିଖରେ ଗାଡି ଅଟକାଇ ଗାଳିଗୁଲଜ କଲେ । ଏନେଇ ଗୋପ ଥାନାରେ ଏତଲା ଦେବାରୁ, ୧୧ ତାରିଖରେ ଦୀଘାଳ ଠାରେ ତାଙ୍କ ଗାଡିକୁ ଭଙ୍ଗାରୁଜା କରିବା ସହ ତାଙ୍କ ଉପରେ ଆକ୍ରମଣ ଏବଂ ଅସଦାଚରଣ କରିଥିବା ସେ ଅଭିଯୋଗ କରିଛନ୍ତି ।
ପିତୃପକ୍ଷରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ । ଶ୍ରୀକ୍ଷେତ୍ର ପୁରୀରେ ପବିତ୍ର ମହାଳୟା ଅମାବାସ୍ୟାରେ ଶ୍ରୀମନ୍ଦିର ଉତ୍ତର ଦ୍ୱାର ନିକଟରେ ପିତୃପୁରୁଷଙ୍କୁ ସପତ୍ନୀକ ଶ୍ରାଦ୍ଧ ଦେଇଛନ୍ତି ଶହ ଶହ ଶ୍ରଦ୍ଧାଳୁ । କାରଣ ବିଶ୍ୱାସ ରହିଛି ଅଶ୍ୱିନ କୃଷ୍ଣପକ୍ଷ ପ୍ରତିପଦାଠୁ ଆରମ୍ଭ ହୋଇଥିବା ପିତୃପକ୍ଷର ଶେଷ ଦିନ ଅର୍ଥାତ୍ ଅମାବାସ୍ୟାରେ, ଶ୍ରୀକ୍ଷେତ୍ରର ପଞ୍ଚତୀର୍ଥ ପୁଷ୍କରିଣୀରେ ତିଳତର୍ପଣ ସହ ପିଣ୍ଡଦାନ କଲେ ପିତୃପୁରୁଷଙ୍କୁ ଶାନ୍ତିମିଳେ ।
ପୁଳା ପୁଳା ଡଲାର, ଗଦା ଗଦା ନୋଟ୍ ଆଉ ବହୁ ଦାମୀ କମ୍ପାନୀର ବିଦେଶୀ ମଦ ଓ ସିଗାରେଟ୍ ବିପୁଳ ସମ୍ଭାର । ତାଙ୍କ ଷ୍ଟୋର ରୁମରେ ଆଖି ବୁଲାଇ ଆଣିଲେ, ଆହୁରି କେତେ କିସମର ଦେଶୀ ବିଦେଶୀ ଗିଫ୍ଟ । ତେବେ ଡାକ୍ତର ରାଜେନ୍ଦ୍ର ନରାୟଣ କାହାଠୁ ଏବଂ ଉପାୟରେ କମାଉଥିଲେ ପୁଳା ପୁଳା ଟଙ୍କା ।
କୁହାଯାଏ ଏବେକାର ସ୍ଥିତି ବିପକ୍ଷ ଦଳ ପାଇଁ ଅନୂକୁଳ। ଏବେ ଦକ୍ଷିଣ ଦଖଲ ପାଇଁ କଂଗ୍ରେସ ଯେଉଁ ରଣହୁଙ୍କାର ଦେଇଛି, ତାଙ୍କ ପାଇଁ ଗଞ୍ଜାମ ଏକ ବଡ ଆହ୍ୱାନ ହେବ। ଅବଶ୍ୟ ଏଠାରେ କଂଗ୍ରେସର ଗୋଟିଏ ଆସନ (ସାନଖେମୁଣ୍ଡି) ରହିଛି, କିନ୍ତୁ ସମଗ୍ର ଜିଲ୍ଲାର ନେତୃତ୍ୱ ନେବା ଭଳି ନେତା କାହାନ୍ତି?
ବିଜେଡି ବିଧାୟକ ସମୀର ଦାଶଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଛନ୍ତି ଖୋଦ ବିଜେଡିର ଜଣେ ମହିଳା କର୍ମୀ ।
ଏ ଘର ନୁହେଁ ତ ଗୁହାଳ । ଯେଉଁଠି ଖାଉଛନ୍ତି, ସେଇଠି ଶୋଉଛନ୍ତି ବୃଦ୍ଧ ଦମ୍ପତି । ତା’ବି ପୁଣି ଗାଈଗୋରୁଙ୍କ ସହ ।
ଲାଓସରେ ଫସିଥିବା ଓଡ଼ିଆ ଶ୍ରମିକଙ୍କୁ ସୁରକ୍ଷିତ ଉଦ୍ଧାର ପାଇଁ ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । କାମ କରିବାକୁ ଯାଇ ଲାଓସର ଆଟପୁରେ ଫସି ରହିଛନ୍ତି କେନ୍ଦ୍ରାପଡା ଜିଲ୍ଲା ରାଜକନିକା ଅଞ୍ଚଳର ୩୫ ଜଣ ଓଡ଼ିଆ ଶ୍ରମିକ ।
ରାଜ୍ୟର ବଡ଼ କଲେଜ କୁହାଯାଉଥିବା ଭୁବନେଶ୍ୱରର ବିଜେବି ମହାବିଦ୍ୟାଳୟକୁ ନୋଟିସ୍ କରାଯାଇଛି । ୩ଟି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ସଂପାଦନ କରାଯାଇନଥିବାରୁ ଏହି ସ୍ପଷ୍ଟୀକରଣ ମଗାଯାଇଛି ।
ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ ଅଭୟାରଣ୍ୟ । ଚଳିତ ବର୍ଷ ଶିମିଳିପାଳ ଅଭୟାରଣ୍ୟକୁ ସମ୍ପୂର୍ଣ୍ଣ ପ୍ଲାଷ୍ଟିକ ମୁକ୍ତ ଘୋଷଣା କରାଯାଇଛି ।
ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶନିବାର ।
୩ ଯୁବକଙ୍କୁ ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ଆକ୍ରମଣ କରିଥିବା ନେଇ ଅଭିଯୋଗ ହୋଇଛି । ଯୁବତୀଙ୍କୁ କମେଣ୍ଟମରା ଘଟଣାକୁ ନେଇ ସଂଘବଦ୍ଧ ଆକ୍ରମଣ ।
ପରଲୋକଗତ ଆତ୍ମାର ଶାନ୍ତି ପାଇଁ ପିଣ୍ଡଦାନ । ପିଣ୍ଡଦାନ ପାଇଁ ପବିତ୍ର ସ୍ଥାନଗୁଡ଼ିକରେ ଭିଡ଼ ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ମହାଳୟା ପାଇଁ ଆସନ୍ତାକାଲି ରାଜ୍ୟର ସବୁ ସ୍କୁଲ ଛୁଟି ରହିବ ।
ଅତୀତକୁ ଭୁଲି ନୂଆ ଜୀବନ ଆରମ୍ଭ କରିବା ପାଇଁ ବନିଛନ୍ତି ନୂଆ ବାଟର ବାଟୋଇ । ସିଏ ହେଉଛନ୍ତି ୬୩ ବର୍ଷିୟ ବର ଦାସ ମାରାଣ୍ଡି ଏବଂ ଏ ହେଲେ ୬୫ ବର୍ଷିୟା କନିଆ ପଦ୍ମାବତୀ ଦାସ ।
୨୪ ନିର୍ବାଚନ ପୂର୍ବରୁ ଟିକଟ କସରତ । ଫୋକସରେ ପଶ୍ଚିମ ଓଡ଼ିଶାର ପଲଟିକାଲ୍ ସ୍ପଟ୍ ସମ୍ୱଲପୁର ।
୨୪ ଭୋଟ୍ ରାଜନୀତିର ଏପିସେଣ୍ଟର ହେବ କି ଜଗନ୍ନାଥ ଧାମ ? ଧାର୍ମିକ କାର୍ଡ ଖେଳିବାକୁ ବିଧାନସଭା କ୍ଷେତ୍ରରୁ ସିଏମ୍ ଓ ଲୋକସଭା କ୍ଷେତ୍ରରୁ ଲଢ଼ିବେ କି ପିଏମ୍ ?
ଜେଟିପିଙ୍କ କାନ୍ଧରେ ଡ୍ରେସକୋଡ୍ ଭାର । ଶ୍ରୀମନ୍ଦିର ଚାରିଦ୍ୱାର ଓ ଭିତର ବେଢ଼ାରେ ରଖିବେ ଅହରହ ନଜର । ଭକ୍ତଙ୍କୁ କରିବେ ଜାଗତିଆର ।
ଆଜି ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନଲାଇନ୍ ଯୋଗେ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ବାଲିଯାତ୍ରା ଆୟୋଜନ ପାଇଁ ସବୁ ବିଭାଗର ସମନ୍ୱୟ ଉପରେ ଗୁରୁତ୍ୱ ଦିଆଯାଇଥିଲା।