ବିପିନଙ୍କ ସମର୍ଥକଙ୍କ ବିଜୟ ଯୋଗୁଁ ବିପ୍ଳବ ପାତ୍ର ଗୋଷ୍ଠୀକୁ ଝଟ୍କା ଲାଗିଛି । ନିକଟରେ ବିଜେଡିରୁ ବିପିନ ପ୍ରଧାନ ନିଲମ୍ବିତ ହୋଇଥିଲେ । ଦଳବିରୋଧୀ କାର୍ଯ୍ୟ ଦର୍ଶାଇ ବିପିନଙ୍କୁ ନିଲମ୍ବିତ କରାଯାଇଥିଲା।
ବାଜ୍ୟାପ୍ତ ହେବ କୋରାପୁଟ ଅତିରିକ୍ତ ଜିଲ୍ଲାପାଳ ବ୍ୟବହାର କରୁଥିବା କାର୍ । ଏହାସହ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଏସି, ଆଲ୍ମିରା, ଚେୟାର, ଟେବୁଲ ମଧ୍ୟ ବାଜ୍ୟାପ୍ତ କରିବା ପାଇଁ ୱାରେଣ୍ଟରେ ଉଲ୍ଲେଖ ରହିଛି।
ପାର୍କିଂ ସମେତ ଜବରଦଖଲ ଓ ବିଭିନ୍ନ ଦାବି ନେଇ ଗତ ଗୁରୁବାରଠୁ ଆନ୍ଦୋଳନକୁ ଓହ୍ଲାଇଥିଲା ବ୍ୟବସାୟୀ ସଂଘ। ଆନ୍ଦୋଳନ ଯୋଗୁଁ ଗତ ୬ ଦିନ ଧରି ହାଟ ସମ୍ପୂର୍ଣ୍ଣ ବନ୍ଦ ରହିଥିଲା।
ବିପଦ ସଙ୍କେତ ଉପରେ ବୈତରଣୀ ଓ ଜଳକା ନଦୀର ଜଳସ୍ତର ପ୍ରବାହିତ ହେଉଛି। ବିଭିନ୍ନ ସ୍ଥାନରେ ନଦୀବନ୍ଧ ଦୁର୍ବଳ ଥିବାରୁ ବନ୍ୟା ଆଶଙ୍କାରେ ନଦୀ ତଟବର୍ତ୍ତୀ ଅଞ୍ଚଳବାସୀ ଅଛନ୍ତି।
ଅଭିନେତ୍ରୀ ନିଶା ମହାରଣାଙ୍କ ପାଇଁ ଗଣ୍ଡଗୋଳ.. ଷ୍ଟେଜ୍ ଉପରକୁ ନିଶା ପହଞ୍ଚିବା କ୍ଷଣି ଦର୍ଶକଙ୍କ ମଧ୍ୟରେ ହଟ୍ଟଗୋଳ ..
ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ବୁଧବାର । ଜାଣନ୍ତୁ ଆପଣଙ୍କ ଶୁଭ-ଅଶୁଭ ସମୟ...
କାଲିଠୁ କମିବ ବର୍ଷାର ପରିମାଣ, କେଉଁ ଜିଲ୍ଲାରେ ପ୍ରବଳ ବର୍ଷା ଦେଖି ନିଅନ୍ତୁ ତାଲିକା...
ଦିନେ ପ୍ରତି ଘରେ ପରିଚିତ ଥିବା ମିଲେଟ୍ ବା ମାଣ୍ଡିଆକୁ ଆମେ ସହଜରେ ଭୁଲିଯାଇଛେ। ସିମେଇ, ଚାଉମିନ୍, ବର୍ଗର, ମୋମୋ ଆଦିକୁ ଆପଣେଇ ନେଇଛେ। ମିଲେଟ୍ ଗୁଣବତ୍ତା, ଔଷଧୀୟ ଗୁଣ ସବୁ କିପରି ଆମ ପାଇଁ ଉପଯୋଗୀ ତାହା ଏବେ ଏବେ ଆମ ନଜରକୁ ଆସିଛି। ଆସନ୍ତୁ ଜାଣିବା।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ମୁଖ୍ୟମନ୍ତ୍ରୀଙ୍କ ଏହି ମନ୍ତବ୍ୟକୁ ନେଇ ଘନଉଛି ବିବାଦ । ବିଧାନସଭା ଭିତରେ ବିରୋଧୀଙ୍କୁ ଜନ ବିରୋଧୀ ବୋଲି କହି ସମାଲୋଚନା କରିବା ପରେ, ଗତକାଲି ବିଜେଡି ପଦଯାତ୍ରାରେ ବି ସମାନ ଶବ୍ଦବାଣରେ ଘାଇଲା କରିଥିଲେ । ଜନ ବିରୋଧୀ ମନ୍ତବ୍ୟକୁ ବିରୋଧ କରି ଗୃହ ମଧ୍ୟଭାଗରେ ବିଜେପି ସଦସ୍ୟଙ୍କ ହଙ୍ଗାମା, ହଟ୍ଟଗୋଳ ।
ଓଡ଼ିଶାରେ ପଛୁଆ ବର୍ଗଙ୍କ ଗଣନା ଓ ସେମାନଙ୍କ ସାମାଜିକ ଓ ଆର୍ଥିକ ସ୍ଥିତି ଜାଣିବାକୁ ଓବିସି ସର୍ଭେ ଲାଗି ବହୁ ବାଦ ବିବାଦ ପରେ ଚଳିତ ବର୍ଷ ଆରମ୍ଭରୁ ପ୍ରକ୍ରିୟା ଆରମ୍ଭ କରିଥିଲେ ରାଜ୍ୟ ସରକାର । ଏଥିପାଇଁ ଜଷ୍ଟିସ ରଘୁନାଥ ବିଶ୍ୱାଳ କମିଶନ ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଥିଲା । ସର୍ଭେରେ ରାଜ୍ୟର ମୋଟ ୨୧୦ଟି ଜାତିର ଲୋକଙ୍କୁ ସାମିଲ କରାଯାଇ, ସେମାନଙ୍କ ସମ୍ପର୍କରେ ଟିକିନିଖି ତଥ୍ୟ ସଂଗ୍ରହ କରାଯାଇଛି ।
ସେପ୍ଟେମ୍ବର ୫ । ଅନୁଗୁଳ ସାତକୋଶିଆ ଅଭୟାରଣ୍ୟ ଟାଇଁସି ସଂରକ୍ଷିତ ଜଙ୍ଗଲରୁ ମିଳିଲା ୨ ହାତୀଙ୍କ ମୃତଦେହ । ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଗୋଟିଏ ଦନ୍ତା ସହ ଛୁଆ ମାଈ ହାତୀର ମୃତ୍ୟୁ ଘଟିଥିଲା । ସେପ୍ଟେମ୍ବର ୨୧ । ହାତୀ ମୃତ୍ୟୁ ପାଇଁ ସବୁବେଳେ ଚର୍ଚ୍ଚାରେ ରହୁଥିବା ଆଠଗଡ଼ ନରସିଂହପୁର ଜଙ୍ଗଲରୁ ଉଦ୍ଧାର ହେଲା ଆଉ ଏକ ଦନ୍ତା ହାତୀର ଶବ ।
ଆଦର୍ଶ ନାଁରେ ଅବ୍ୟବସ୍ଥାର ଗଣ୍ଡା ଗଣ୍ଡା ଚିତ୍ର । ଆଦର୍ଶ ବିଦ୍ୟାଳୟରେ ପଢ଼ିବାର ସ୍ୱପ୍ନ ଦେଖାଇ କୋମଳମତି ପିଲାଙ୍କୁ ଠକି ଦେଇଛନ୍ତି ସରକାର । କେଉଁଠି ପିଲାମାନେ ଗଛ ତଳେ ପଢୁଛନ୍ତି, କେଉଁଠି ବାତ୍ୟା ଆଶ୍ରୟସ୍ଥଳୀରେ, ତ ଆଉ କେଉଁଠି ଛେଳିମେଣ୍ଢା ଗୁହାଳ ଭଳି ଜାକିଜୁକି ହୋଇ ଗୋଟିଏ ରୁମରେ । ବାଲେଶ୍ୱର ସଦର ବ୍ଲକ୍ ହିଞ୍ଜଳାର ପିଲାମାନଙ୍କ ଦେହରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୟୁନିଫର୍ମ, କିନ୍ତୁ ଦରିପାଲରେ ଚାଲିଛି ପାଠପଢ଼ା ।
ମା’ ଚର୍ଚ୍ଚିକା ବଞ୍ଚେଇ ଦେଲେ । ନହେଲେ କଣ ଯେ ହେଇଥାନ୍ତା । ପୁଣି ଗୋଟେ ବଡ଼ ବ୍ରିଜ୍ ଟ୍ରାଜେଡି, ଓଡ଼ିଶା ଖାତାରେ ପଡ଼ିଥାନ୍ତା । ତଳେ ଭରାପାଣି ଚାଲୁଛି, ପୋଲରେ ବସ୍ ଲଟକିଛି, ଚକ ଗୋଟେ ଦୋଳି ପରି ଝୁଲୁଛି ।
କେନ୍ଦ୍ରାପଡ଼ା ମିଷ୍ଟାନ୍ନ ରସାବଳି ସଂଘର ଆବେଦନକୁ ମଞ୍ଜୁରୀ ମିଳିଛି । ଗୁଣବତ୍ତା ଓ ମାନ ଯାଞ୍ଚ ପରେ ରସାବଳିକୁ ଜିଆଇ ଟ୍ୟାଗ୍ ମିଳିଛି ।
ESIC ଗ୍ରୁପ୍-ସି ପାରାମେଡିକାଲ୍ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ଏନେଇ ପ୍ରାର୍ଥୀଙ୍କ ଠାରୁ ଅନଲାଇନ୍ ଆବେଦନ ଗ୍ରହଣ ଚାଲିଛି, ଯାହା ଏହି ମାସ ଶେଷ ପର୍ଯ୍ୟନ୍ତ ଚାଲିବ। ଏହି ନିଯୁକ୍ତି ପ୍ରକ୍ରିୟାରେ ଅନେକ ରାଜ୍ୟରୁ ମୋଟ୍ ୧୦୩୮ ପଦବୀ ପୂରଣ ହେବା।
ଶ୍ରଦ୍ଧା ମୋ ଫିଜିଓ ଥେରାପିଷ୍ଟ । ମୋ ଫିଜିକାଲ୍ ଫିଟନେସ୍ ପାଇଁ ଭଉଣୀ ଗୀତା ମେହେଟ୍ଟା ତାଙ୍କୁ ପଠାଇଥିଲେ ।
ଅନୁଗୁଳରୁ ଭୁବନେଶ୍ୱର ଆସୁଥିବା ଏକ ବସ୍ ବ୍ରିଜ୍ ଉପରେ ଭାରସାମ୍ୟ ହରାଇଥିଲା । ହଠାତ୍ ବସ୍ଟି ନଦୀ ଭିତରକୁ ମୋଡ ପରିବର୍ତ୍ତନ କରି ଅଟକି ଯାଇଥିଲା । ମହାନଦୀ ଗର୍ଭକୁ ଖସୁ ଖସୁ ପୋଲ ବାଡ଼ରେ ଅଧା ଝୁଙ୍କି ରହିଥିଲା ।
ସୂଚନା ଅନୁସାରେ ବିକାଶ୍ ପାଲ୍ ଚଲାଉଥିବା କାର୍ ପ୍ରଥମେ ଡିଭାଇଡରରେ ପିଟି ହୋଇ ଫୁଟପାଥ୍ରେ ଶୋଇଥିବା ଜଣେ ଶ୍ରମିକଙ୍କ ଉପରେ ଚଢ଼ିଯାଇଥିଲା । ଏପରିକି ଶ୍ରମିକଙ୍କୁ କିଛି ଦୂର ଘୋଷାଡି ବି ନେଇଥିଲା।
୨୦୨୩ ବିଶ୍ୱକପ୍ ଟିମ୍ରେ ବିଶେଷଜ୍ଞ ବୋଲର୍ମାନଙ୍କୁ ଅଗ୍ରାଧିକାର ଦିଆଯାଇଛି। ସେମାନେ ଟିମ୍ର ବଡ଼ ଆଶା। ତେବେ ଏସିଆ କପ୍ ଓ ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍ ପରେ ବିଶ୍ୱକପ୍ ଭଳି ବଡ଼ ମଞ୍ଚରେ କମାଲ୍ କରିପାରିବେ କି ଭାରତୀୟ ବୋଲର୍?
ସଂସ୍କୃତରେ ଆସିଥିବା ପ୍ରଶ୍ନର ୮୦ ପ୍ରତିଶତ ପ୍ରଶ୍ନ ବାହାରୁ ଆସିଥିବା ବେଳେ ହିନ୍ଦୀ ପ୍ରଶ୍ନପତ୍ରରେ ୧୨ଟି ତ୍ରୁଟି ଥିବା ସେମାନେ ଅଭିଯୋଗ କରିଛନ୍ତି । ତେଣୁ ପରୀକ୍ଷା ବାତିଲ କରି ଆଉଥରେ ପରୀକ୍ଷା କରିବାକୁ ସେମାନେ ଦାବି କରିଛନ୍ତି ।
ବିଭିନ୍ନ ରୋଗ, ବିଦ୍ୟୁତ ଆଘାତ, ରେଳ ଦୁର୍ଘଟଣା, ସଡ଼କ ଦୁର୍ଘଟଣା, ଶିକାର, ବିଷ ପ୍ରୟୋଗ ଆଦି ହାତୀ ଓ ବାଘ ମୃତ୍ୟୁର ପ୍ରମୁଖ କାରଣ ବୋଲି ମନ୍ତ୍ରୀ ଉତ୍ତର ରଖିଛନ୍ତି ।
ବିରୋଧୀ ବିଜେପି ବିରୋଧରେ ନବୀନଙ୍କ ଜନବିରୋଧୀ ମନ୍ତବ୍ୟ ଉପରେ ଜବାବ ରଖି, ଆମେ କେମିତି ଜନବିରୋଧୀ ହେଲୁ ବୋଲି ବି ପ୍ରଶ୍ନ ପଚାରିଛନ୍ତି ଅନୁରାଗ ।
"ସ୍ୱଚ୍ଛତା ହିଁ ପ୍ରକୃତ ସେବା" ମନ କି ବାତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏହି ବାର୍ତ୍ତାରେ ଅନୁପ୍ରାଣିତ ହୋଇ କିଛି ନୂଆ କରି ଦେଖାଇବାର ଉଦ୍ୟମ କରିଛନ୍ତି ବ୍ରହ୍ମପୁର ସରକାରୀ ଆଇଟିଆଇର ଛାତ୍ରଛାତ୍ରୀ ।
ଅନ୍ୟପଟେ ବିଧାନସଭା କାର୍ଯ୍ୟସୂଚୀ ଅନୁସାରେ ୪ ତାରିଖରେ ଚଳିତ ଅଧିବେଶନ ଶେଷ ହେବାକୁ ଥିବା ବେଳେ, କୌଣସି ବେସରକାରୀ କାର୍ଯ୍ୟ ଦିବସ ରହିନଥିବାରୁ ଆଜି ବିଧାନସଭା ଶେଷ ହୋଇପାରେ ବୋଲି ଆଶା କରାଯାଉଛି ।